କେଏଲ୍ ରାହୁଲଙ୍କ ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ ଏଭଳି କହିଲେ କୋହଲି
ନୂଆଦିଲ୍ଲୀ,୧୭।୩: ଲଗାତାର ଭାବେ ବ୍ୟାଟିଂରେ ବିଫଳ ହେବାକୁ ନେଇ ସମାଲୋଚିତ ହେଉଛନ୍ତି ଓପନର କେ.ଏଲ୍. ରାହୁଲ। ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଟି୨୦ ସିରିଜର ୩ ମ୍ୟାଚ୍ରେ ସେ ମାତ୍ର ୧ ରନ୍ କରିଛନ୍ତି। ଏଣୁ ତାଙ୍କ ସ୍ଥାନରେ ଅନ୍ୟ ଖେଳାଳିଙ୍କୁ ସୁଯୋଗ…
୪୭ ବର୍ଷରେ ଅମିତାଭଙ୍କ ଅଲିଅଳି
ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନଙ୍କ ଝିଅ ଶ୍ୱେତା ନନ୍ଦା ବଚ୍ଚନ ଇତିମଧ୍ୟରେ ୪୭ ବର୍ଷର ହୋଇଛନ୍ତି। ୧୭ ମାର୍ଚ୍ଚ ୧୯୭୪ରେ ମୁମ୍ବାଇରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପରିବାରରେ ବାପା ଅମିତାଭ, ମା’ ଜୟା ବଚ୍ଚନ ଏବଂ ଭାଇ ଅଭିଷେକ ସମସ୍ତେ…
ବିରାଟ କୋହଲି ଚା’ ପ୍ରସ୍ତୁତ କରୁଥିବାର ଫଟୋ ଶେୟାର କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ, ପ୍ରଶଂସକଙ୍କଠାରୁ ମାଗିଲେ ଜବାବ
ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲି ନିଜ ବ୍ୟାଟିଂରେ ସମସ୍ତଙ୍କ ହୃଦୟ ଜିତିଛନ୍ତି। କେବଳ ବ୍ୟାଟିଂରେ ନୁହେଁ ରୋଷେଇରେ ବି ସେ ମାହିର୍। ବିବାହ ପୂର୍ବରୁ ସୁଯୋଗ ମିଳିଲେ ସେ ନିଜ ମା’ଙ୍କୁ ରୋଷେଇରେ ସାହାଯ୍ୟ କରନ୍ତି। କିନ୍ତୁ ବିରାଟଙ୍କ…
ସୋସିଆଲ ମିଡିଆରେ ସ୍ମୃତି ଇରାନୀ ଶେୟାର କଲେ ୨୦ତମ ବିବାହ ବାର୍ଷିକୀ ଫଟୋ, ସ୍ବାମୀଙ୍କ ପାଇଁ ଲେଖିଲେ ଏମିତି କିଛି…
ଅଭିନେତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ସୋସିଆଲ ମିଡିଆରେ ୨୦ତମ ବିବାହ ବାର୍ଷିକୀର ଫଟୋ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ସ୍ବାମୀଙ୍କ ସହ କିଛି ପୁରୁଣା ଫଟୋରେ ନଜର ଆସିଛନ୍ତି। ଏହା ଏବେ ଖୁବ୍ ଭାଇରାଲ ହେଉଛି। ଭିଡିଓ ଶେୟାର…
ସୂର୍ଯ୍ୟକୁମାରଙ୍କୁ ଭାରତୀୟ ଦଳରୁ ବାହାର କରିବାକୁ ନେଇ ରାଗିଗଲେ ଗମ୍ଭୀର: କହିଲେ ଅତିକମ୍ରେ…
ନୂଆଦିଲ୍ଲୀ,୧୭।୩: ଇଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ସୂର୍ଯ୍ୟକୁମାର ଯାଦବ ଏବଂ ଈଶାନ ନିଜର ଅନ୍ତଃରାଷ୍ଟ୍ରୀୟ ଡେବ୍ୟୁ କରିଥିଲେ। ମ୍ୟାଚ୍ରେ ସୂର୍ଯ୍ୟକୁମାର ସଫଳ ହୋଇ ନ ଥିବା ବେଳେ ଈଶାନ ବିସ୍ଫୋରକ ଅର୍ଦ୍ଧଶତକ କରିଥିଲେ। ଏହାପରେ ସୂର୍ଯ୍ୟକୁମାରଙ୍କୁ ତୃତୀୟ ଟି୨୦ ମୁକାବିଲାରୁ…
ସର୍ବାଧିକ ପାରିଶ୍ରମିକ ପାଉଥିବା ଏହି ଅଭିନେତ୍ରୀ ଏବେ ବିତାଉଛନ୍ତି ନିଃସଙ୍ଗ ଜୀବନ
୬୦-୭୦ ଦଶକରେ ନିଜର ଅଭିନୟ ଏବଂ ସୌନ୍ଦର୍ଯ୍ୟ ପାଇଁ ଲକ୍ଷ ଲକ୍ଷ ଲୋକଙ୍କ ହୃଦୟ ଜିତିଥିଲେ ଅଭିନେତ୍ରୀ ଆଶା ପାରେଖ। ତାଙ୍କ ଜୀବନ ଅନ୍ୟ ଅଭିନେତ୍ରୀମାନଙ୍କଠାରୁ ବହୁତ ଭିନ୍ନ ଥିଲା। ହେଲେ ସେ ବିବାହ କରିନାହାଁନ୍ତି ଏବଂ ଏପର୍ଯ୍ୟନ୍ତ ଅବିବାହିତ ଅଛନ୍ତି।…
ରାଜ୍ୟରେ ଚିହ୍ନଟ ହେଲେ ନୂଆ ୮୨ ପଜିଟିଭ: ସର୍ବାଧିକ ମୟୂରଭଞ୍ଜରୁ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ କରୋନାକୁ ବର୍ଷେ ପୁରିଛି। ଏବେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ରାଜ୍ୟରୁ ୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୮୪୦୫ରେ ପହଞ୍ଚିଛିି।…
ଦୀର୍ଘବର୍ଷ ଧରି ଗର୍ଭବତୀ ହୋଇପାରୁ ନ ଥିଲେ ମହିଳା, ଯାଞ୍ଚ ସମୟରେ ଯାହା ଜଣାପଡ଼ିଲା ଜାଣିଲେ ଆଶ୍ଚର୍ଯ୍ୟ ହେବେ
ଚାଇନାର ଜଣେ ୩୦ ବର୍ଷୀୟା ମହିଳା ଦୀର୍ଘବର୍ଷ ଧରି ଗର୍ଭବତୀ ହୋଇପାରୁ ନ ଥିଲେ। ଏଥିପାଇଁ ସେ ଡାକ୍ତରଙ୍କ ନିକଟକୁ ପରୀକ୍ଷା କରାଇବାକୁ ଯାଇଥିଲେ। ଯାଞ୍ଚ ସମୟରେ ଯାହା ଜଣାପଡ଼ିଲା ଡାକ୍ତର ଆଶ୍ଚର୍ଯ୍ୟ ହୋଇଗଲେ। ଡାକ୍ତର କହିଛନ୍ତି, ସେ ଜନ୍ମରୁ ପୁରୁଷ।…
୩ ମ୍ୟାଚ୍ରେ ମାତ୍ର ୧ ରନ୍ କରିଛନ୍ତି ଏହି ଖେଳାଳି: ଭାଙ୍ଗିଲେ ଏହି ଖରାପ ରେକର୍ଡ
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ର ତୃତୀୟ ମ୍ୟାଚ୍ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତ ୮ ଉଇକେଟରେ ଇଂଲଣ୍ଡ ଠାରୁ ପରାସ୍ତ ହୋଇଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ…
୮୫୦ କିଲୋମିଟର ଯାଇ କ୍ୟାନସର ପୀଡ଼ିତାଙ୍କ ଇଚ୍ଛା ପୂରଣ କଲେ ରେଷ୍ଟୁରାଣ୍ଟ ମାଲିକ, ଲୋକେ କହିଲେ…
ଜଣେ ମହିଳାଙ୍କୁ ଖୁଆଇବା ପାଇଁ ରେଷ୍ଟୁରାଣ୍ଟ ମାଲିକ ପ୍ରାୟ ୮୫୦ କିଲୋମିଟର ଦୂର ଯାତ୍ରା କରିଥିଲେ। ଜଣେ ଗ୍ରାହକ ରେଷ୍ଟୁରାଣ୍ଟକୁ ଇମେଲ ପଠାଇ କହିଥିଲେ ତାଙ୍କର କ୍ୟାନସର ପୀଡ଼ିତ ଶାଶୁଙ୍କରୁ ଏହି ରେଷ୍ଟୁରାଣ୍ଟର ଖାଦ୍ୟ ଖୁବ୍ ପସନ୍ଦ। ଖାଦ୍ୟ ପଠାଇ ପାରିବେ…
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ଗାନ୍ଧୀଙ୍କ ପରଲୋକ
ନୂଆଦିଲ୍ଲୀ,୧୭।୩: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଦିଲୀପ ଗାନ୍ଧୀଙ୍କ ଦେହାନ୍ତ ହୋଇଛି। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଦିଲୀପ ଗାନ୍ଧୀଙ୍କ କରୋନା ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। କିଛିଦିନ ତଳେ…
ସାବଧାନ! ଭାତଥାଳିରେ ଆଉ ରହିବନି ଭାତ
ଓ୍ବାଶିଂଟନ,୧୭।୩: ଆସନ୍ତା ୩୦ ବର୍ଷ ପରେ ଭାରତୀୟ ଭାତଥାଳିରେ ଆଉ ଭାତ ଦେଖିବାକୁ ମିଳିବ ନାହିଁ। ଭାତଥାଳିରୁ ଏହା ଗାଏବ ହୋଇଯିବ। ଆମେରିକାର ଇଲିନୋଇସ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ପରିବର୍ତ୍ତିତ ପାଣିପାଗ, ପାଣିର…
Archives


