ଆଖିବୁଜିଲେ ଏହି ପ୍ରସିଦ୍ଧ ନିର୍ଦ୍ଦେଶକ, ଏପରି ଶ୍ରଦ୍ଧାଞ୍ଜଳି ଜଣାଇଲେ ଶ୍ରୁତି
ସାଉଥ୍ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ନିର୍ଦ୍ଦେଶକ ଏସ୍ପି ଜଗନ୍ନାଥନଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ତାଙ୍କର ମୃତ୍ୟୁରେ ସମଗ୍ର ସାଉଥ୍ ଇଣ୍ଡଷ୍ଟ୍ରି ଦୁଃଖରେ ଭାଙ୍ଗିପଡ଼ିଛି। ଏହି କ୍ରମରେ ଅଭିନେତ୍ରୀ ଶ୍ରୁତି ହାସନ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କିଛି…
ଏସ୍ପି, ରେଜିଷ୍ଟ୍ରାରଙ୍କୁ ଓଏଚ୍ଆର୍ସିଙ୍କ ନୋଟିସ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ବୁର୍ଲାସ୍ଥିତ ଭିମ୍ସାର କ୍ୟାମ୍ପସରେ ର଼୍ୟାଗିଂ ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍ଆର୍ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ଗତ ୧୦ ତରିଖରେ ହଷ୍ଟେଲରେ ରହୁଥିବା ଜୁନିୟର ଡାକ୍ତରମାନେ ସିନିୟରଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏନେଇ ସୋମବାର ର଼୍ୟାଗିଂ…
ଇଶାନ କିଷନଙ୍କ ଡେବ୍ୟୁ ମ୍ୟାଚ୍ ପୂର୍ବରୁ ଶରୀରରେ ରକ୍ତ ବୋଳି ହୋଇଥିଲେ ତାଙ୍କ ଗର୍ଲଫ୍ରେଣ୍ଡ, ଜାଣନ୍ତୁ କାହିଁକି
ଅହମ୍ମଦାବାଦରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୭ ଉଇକେଟରେ ବିଜୟ ହାସଲ କରିଛି। ଏହି ବିଜୟରେ ଇଶାନ କିଷନଙ୍କ ବଡ ଭୂମିକା ଥିଲା। ଇଷାନ ଡେବ୍ୟୁ ମ୍ୟାଚରେ…
ସରକାରୀ ବାବୁ ଉଠାଉ ନାହାନ୍ତି ଫୋନ୍: ରିପୋର୍ଟ ତଲବ କଲେ ଯୋଗୀ
ଲକ୍ଷ୍ନୌ,୧୬।୩: ଉତ୍ତରପ୍ରଦେଶରେ ସରକାରୀ ଅଫିସରେ କୌଣସି ଅଫିସର ଫୋନ୍ ଉଠାଉ ନାହାନ୍ତି। ଖୋଦ୍ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟର ଅବସ୍ଥା ମଧ୍ୟ ସମାନ। ଏନେଇ ଅଭିଯୋଗ ମିଳିବା ପରେ ଯୋଗୀ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟର ୨୫ ଡିଏମ୍ ଏବଂ…
କଠିନ ଅଧ୍ୟବସାୟରୁ ସଫଳତା
ପାଞ୍ଚ ଦଶନ୍ଧି ତଳେ ଭୁବନେଶ୍ୱର କହିଲେ ହାତଗଣତି କିଛି ବଜାର ଓ ଅଞ୍ଚଳକୁ ବୁଝାଉଥିଲା। ୧୯୭୦ ମସିହାରେ ଜଣେ ସଫଳ ବ୍ୟବସାୟୀ ଭାବେ ଖ୍ୟାତି ଅର୍ଜନ କରିଥିଲେ ସ୍ବର୍ଗତ ସୁକାନ୍ତ ଚନ୍ଦ୍ର ସାମନ୍ତରାୟ। ସେତେବେଳେ ସେ ଆରମ୍ଭ କରିଥିବା ତୃପ୍ତି ପେଟ୍ରୋଲ…
ଜିଏସ୍ଟି କମିଲେ କାର୍ ବିକ୍ରି ବଢ଼ିବ
କୋଭିଡ୍-୧୯ ଅଟୋ ଉଦ୍ୟୋଗ ସମେତ ପ୍ରାୟ ପ୍ରତ୍ୟେକ କ୍ଷେତ୍ରକୁ ପ୍ରଭାବିତ କରିଛି। ମହାମାରୀ ଆସିବାର ବର୍ଷକ ପରେ ଏବେ ସ୍ଥିତି ସ୍ବାଭାବିକ ଅବସ୍ଥାକୁ ଫେରୁଥିବା ମନେହୁଏ। ଯାନବାହନ କ୍ଷେତ୍ରରେ ଲୋକଙ୍କ ଚାହିଦା ମଧ୍ୟ ବଢ଼ିଲାଣି। ଅଟୋ ଉଦ୍ୟୋଗର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ…
ରାଜିନ୍ଦର ପିଆଇବି ଓଡ଼ିଶା ମୁଖ୍ୟ
ଭୁବନେଶ୍ୱର,୧୬।୩(ପି.ଆଇ.ବି.): ଭାରତୀୟ ସୂଚନା ସେବା (ଆଇଆଇଏସ୍)ର ବରିଷ୍ଠ ଅଧିକାରୀ ରାଜିନ୍ଦର ଚୌଧୁରୀ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି) ଓଡ଼ିଶା ମୁଖ୍ୟ ତଥା ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପିଆଇବି ଭୁବନେଶ୍ୱର ଏବଂ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ, ଭୁବନେଶ୍ୱରର ମୁଖ୍ୟ…
ଜଶପ୍ରୀତ ବୁମ୍ରାଙ୍କ ବିବାହ ଦିନ ଦୁଃଖ ଗୀତ ଗାଇ ଚର୍ଚ୍ଚାରେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ଭାରତୀୟ ପେସ୍ ବୋଲର୍ ଜଶପ୍ରୀତ ବୁମ୍ରା ଟିଭି ଉପସ୍ଥାପିକା ସଞ୍ଜନା ଗଣେଶନଙ୍କୁ ଗତ ମାର୍ଚ୍ଚ ୧୫ରେ ବିବାହ କରିଛନ୍ତି। ଉଭୟ ନିଜ ସମ୍ପର୍କୀୟ ଏବଂ ଘନିଷ୍ଠ ବନ୍ଧୁଙ୍କ ଉପସ୍ଥିତିରେ ବିବାହ କରିଛନ୍ତି। ବୁମରା ଏକ ସୁନ୍ଦର ବାର୍ତ୍ତା ସହିତ ଦୁଇଟି ଫଟୋ…
ଚାଷୀଙ୍କୁ ମେଘାଳୟ ରାଜ୍ୟପାଳଙ୍କ ସମର୍ଥନ
ନୂଆଦିଲ୍ଲୀ,୧୬।୩: କୃଷି ଆଇନ ବିରୋଧରେ ଆନ୍ଦୋଳନରତ ଚାଷୀଙ୍କୁ ମେଘାଳୟ ରାଜ୍ୟପାଳ ସତ୍ୟପାଲ୍ ମଲିକ ସମର୍ଥନ କରିଛନ୍ତି। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କୁ ଅନୁରୋଧ…
ଟେଷ୍ଟିଂ, ଟ୍ରେସିଂ, ଭାକ୍ସିନେଟିଂ ଜୋର୍ଦାର
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଦେଶରେ କରୋନାର ନୂଆ ରୂପ କାୟା ବିସ୍ତାର କରିଚାଲିଥିବାରୁ ଓଡ଼ିଶାକୁ ଯେପରି ପଶି ନ ପାରିବ ସେଥିପାଇଁ ସରକାର ସବୁ ସ୍ତରରୁ ଉଦ୍ୟମ ଆରମ୍ଭ କରିଛନ୍ତି। ଆଗକୁ ରାଜ୍ୟରେ ସଂକ୍ରମଣ ବଢ଼ିବା ସମ୍ଭାବନା ରହିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିବା…
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପ୍ରସ୍ତୁତି
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଉରକେଲା ଏନ୍ଆଇଟି ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଗସ୍ତ ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ…
ଷଡ଼ଯନ୍ତ୍ର ମୋତେ ରୋକି ପାରିବ ନାହିଁ: ମମତା
କୋଲକାତା,୧୬।୩: କୌଣସି ଷଡ଼ଯନ୍ତ୍ର ତାଙ୍କୁ ରାଜ୍ୟରେ ନିର୍ବାଚନ ପ୍ରଚାରରୁ ଅଟକାଇପାରିବ ନାହିଁ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ସୋମବାର କହିଛନ୍ତି। ହୃଦ୍ସ୍ପନ୍ଦନ ଚାଲୁଥିବାଯାଏ ଭାଜପା ବିରୋଧରେ ଲଢ଼େଇ ଜାରି ରଖିବେ। ନିର୍ବାଚନ ଜିତିବାକୁ ଭାଜପା…
Archives


