Home Left

ଶତ୍ରୁ ଏବେ ଲୁଚିବାକୁ ପାଇବେନି ଜାଗା, ଏକାଥରେ ୩୦୦ ବ୍ରହ୍ମୋସ ମିଶାଇଲ ପକାଇବ ଭାରତ

ନୂଆଦିଲ୍ଲୀ,୨୬।୮: ଭାରତ ମହାସାଗରରେ ଚାଇନା ଏବଂ ପାକିସ୍ତାନର ବର୍ଦ୍ଧିତ କାର୍ଯ୍ୟକଳାପକୁ ଧ୍ୟାନରେ ରଖି, ଭାରତୀୟ ନୌସେନା ନିରନ୍ତର ତାର କ୍ଷମତା ବୃଦ୍ଧି କରୁଛି। ଏହି କ୍ରମରେ, ନୀଳଗିରି ଶ୍ରେଣୀର ଷ୍ଟେଲ୍ଥ ଫ୍ରିଗେଟ ଉଦୟଗିରି ଏବଂ ହିମଗିରିକୁ ନୌବାହିନୀରେ ସାମିଲ କରାଯିବ। ଉଭୟ…

ପାଣ୍ଡିଆନଙ୍କୁ ଛାଡ଼, ନ ହେଲେ ତୁମକୁ ଛାଡୁଛୁ: ବିଜେଡିରେ ନୂଆମୋଡ଼

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର):ବିଜୁ ଜନତା ଦଳ(ବିଜେଡି) ରାଜନୀତିରେ ବର୍ତ୍ତମାନ ଏକ ନୂଆ ମୋଡ ସୃଷ୍ଟି ହୋଇଛି। ୨୪ ବର୍ଷ ଧରି ରାଜ୍ୟରେ ଶାସନ କରିଥିବା ବିଜେଡିଠାରୁ ଏବେ ଦଳର ନେତାମାନେ ମୁହଁ ଫେରାଇବା ପ୍ରକ୍ରିୟା ଜୋର୍‌ ଧରିଛି। ଗୋଟିଏ ସପ୍ତାହ ଭିତରେ…

ପରିବା କିଆରୀ ଜଗିଥିଲେ, ଦମ୍ପତିଙ୍କୁ ଦଳିଦେଲା ହାତୀ

ପାଇକମାଳ, ୨୬।୮(ବଡ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅନ୍ତର୍ଗତ ଧାନ୍ଦୁପାଲି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ପରିବା କିଆରୀ ଜଗିଥିବା ସମୟରେ ହାତୀ ଆକ୍ରମଣରେ ଦମ୍ପତିଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ଉକ୍ତ…

ବିଧି-ବିଧାନରେ ବିଜ୍ଞାନ

ନୋବେଲ ପୁରସ୍କାର ପ୍ରାପ୍ତ ବ୍ରିଟିଶ ଗଣିତଜ୍ଞ ଓ ଦାର୍ଶନିକ ବାର୍ଟାଣ୍ଡ ରସେଲଙ୍କ ଅନୁଯାୟୀ, ”ହିନ୍ଦୁତ୍ୱ ସମ୍ବନ୍ଧେ ମୁଁ ଅଧ୍ୟୟନ କରିଛି ଏବଂ ହୃଦ୍‌ବୋଧ କରିଛି ଯେ ଏହା ସମଗ୍ର ମାନବ ଜାତି ପାଇଁ ଅତ୍ୟନ୍ତ କଲ୍ୟାଣକାରୀ।“ ବିଶ୍ବ ପ୍ରସିଦ୍ଧ ଲେଖକ ଓ…

ସାମ୍ପ୍ରତିକ ଶିକ୍ଷା ବ୍ୟବସ୍ଥା ଓ ତା’ର ପ୍ରଭାବ

ଓଡ଼ିଶାରେ ଯେତିକି ସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଅଛି ତାହା ରାଜ୍ୟର ଛାତ୍ରୀଛାତ୍ରଙ୍କ ପାଇଁ ଯଥେଷ୍ଟ ନୁହେଁ। ଏଣୁ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଖୋଲାଯାଉଛି ଏବଂ ସେହିସବୁ ଅନୁଷ୍ଠାନରେ ଅଧିକ ସଂଖ୍ୟକ ଛାତ୍ରୀଛାତ୍ର ପଢୁଛନ୍ତି। ଏଣୁ ରାଜ୍ୟରେ ଶିକ୍ଷାର ପ୍ରସାର…

ପାଣ୍ଡିଆନ୍‌ଙ୍କ ସକ୍ରିୟତାକୁ ନେଇ ସାଂଘାତିକ କଥା କହିଦେଲା ବିଜେଡି: ସେ ନବୀନଙ୍କଠାରୁ…

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର):ଭାଜପା ବିଧାୟକ ସରୋଜ ପାଢ଼ୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ପ୍ରତି ଦେଇଥିବା ଅରୁଚିକର ମନ୍ତବ୍ୟ ଦୁର୍ଭାଗ୍ୟଜନକ ବୋଲି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି। ଶଙ୍ଖ ଭବନଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଲେନିନ୍‌ କହିଛନ୍ତି,…

ମିଗ୍‌-୨୧ର ଶେଷ ଉଡ଼ାଣ

ବିକାନେର, ୨୬ା୮ (ପି.ଟି.): ଭାରତୀୟ ବାୟୁସେନାର ଲଢୁଆ ବିମାନ ମିଗ୍‌-୨୧ ଇତିହାସ ହେବାକୁ ଯାଉଛି। ୬୨ ବର୍ଷ ଧରି ସେବା ପ୍ରଦାନ ପରେ ଆସନ୍ତା ମାସ ୨୬ରେ ଚଣ୍ଡିଗଡ଼ରେ ଅନୁଷ୍ଠିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ମିଗ୍‌-୨୧ ବିମାନ ଆନୁଷ୍ଠାନିକ ଭାବେ…

ପ୍ରମାଣ ଅଭାବରୁ ଏଏସ୍‌ଆଇ ନିର୍ଦ୍ଦୋଷରେ ଖଲାସ

ଭବାନୀପାଟଣା,୨୫ା୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ରାଜେନ୍ଦ୍ର କୁମାର ପଟ୍ଟନାୟକ ଓ ଗ୍ରାମରକ୍ଷୀ ଗୌରାଙ୍ଗ ବାଗ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଗତ ୨୪ା୮ା୨୦୧୬ରେ ଏମ୍‌ .ରାମପୁର ଥାନା ଦେଓଗାଁର ମଣ୍ଟୁ ସାହୁଙ୍କଠାରୁ ୫ ହଜାର…

ଆମେରିକାକୁ ବାଏ-ବାଏ… ଭାରତ କରିଦେଲା ବଡ ଖେଳ, ଏବେ କେବଳ ବିଶ୍ୱସ୍ତ ବନ୍ଧୁମାନଙ୍କ ସହିତ କରୁଛି କାରବାର

ନୂଆଦିଲ୍ଲୀ,୨୫ା୮: ଭାରତ ଓ ଜାପାନ ମଧ୍ୟରେ ଅନୁଷ୍ଠିତ ‘ଇଣ୍ଡିଆ-ଜାପାନ ଏନର୍ଜି ଡାଏଲଗ’ରେ କାର୍ବନ କ୍ୟାପଚର, ଗ୍ରୀନ କେମିକାଲ, ବାୟୋଫ୍ୟୁଲ, କ୍ଲିନ ହାଇଡ୍ରୋଜେନ ଓ ଅତ୍ୟାଧୁନିକ ଜଳବିଦ୍ୟୁତ ପ୍ରଯୁକ୍ତିରେ ମିଳିତ ଭାବେ କାର୍ଯ୍ୟ କରିବା ପାଇଁ ଚୁକ୍ତି ହୋଇଛି। ଏହା ଏକ ପ୍ରାଥମିକ…

ଧାରଣାରତ ରାଜସ୍ଵ କର୍ମଚାରୀଙ୍କୁ କାର୍ଯ୍ୟାନୁଷ୍ଠାନ ସରକାରଙ୍କ ଚେତାବନୀ

ଭୁବନେଶ୍ୱର,୨୫ା୮: ରାଜ୍ୟରେ ଧାରଣାରତ ରାଜସ୍ଵ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜସ୍ଵ ବିଭାଗ ଚେତାବନୀ ଦେଇଛି। ଏ ନେଇ ସମସ୍ତ ଜିଲାପାଳଙ୍କୁ ରାଜସ୍ଵ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି। ଚିଠିରେ ଛୁଟିରେ ଥିବା ସମସ୍ତ କର୍ମଚାରୀଙ୍କ ତାଲିକା…

ବୌଦ୍ଧରୁ ଆସୁଥିଲା ଚାଉଳ ଗାଡ଼ି , ଚଢାଉ ବେଳେ ଜଣାପଡିଲା…

ବଲାଙ୍ଗୀର, ୨୫।୮ ( ସୁନିଲ ମହାନ୍ତି): ବଲାଙ୍ଗୀରରେ ପୁଣି ଧରାପଡ଼ିଛି ଗଞ୍ଜେଇ । ଏକ ଚାଉଳ ବୋଝେଇ ମିନି ଟ୍ରକ -ତୁଷୁରା-ଗୁଡ଼ଭେଲା ରାସ୍ତା ଦେଇ ଯାଉଥିବା ବେଳେ ତୁଷୁରା ପୋଲିସ ପେଟ୍ରୋଲିଂ କରୁଥିବା ସମୟରେ ତେନ୍ତୁଳିଖୁଣ୍ଟି କଲେଜ ନିକଟରେ ଟ୍ରକ ଡ୍ରାଇଭର…

ନୂଆପଡ଼ା ଜିଲାକୁ ୟୁରିଆ ସାର ଯୋଗାଣ

ନୂଆପଡ଼ା,୨୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲାକୁ ସୋମବାର ୨୬ ହଜାର ୯୦୦ ବ୍ୟାଗ ୟୁରିଆ ସାର ଯୋଗାଣ ହୋଇଛି। ଜିଲାର ୨୬ ସମବାୟ ସମିତି ମଧ୍ୟରୁ ନୂଆପଡ଼ା ସମବାୟ ସମିତିକୁ ୭୪୫ ବସ୍ତା, ପରକୋଟ ୩୧୪, ବେଲଟୁକରି ୭୨୪ ବସ୍ତା, ସରାବଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri