୯ ବର୍ଷରେ ୧୫ ଫିଲ୍ମରେ କାମ କରିଛନ୍ତି ଆଲିଆ: ଏବେ ଏତିକି କୋଟିର ମାଲିକାଣୀ
ମହେଶ ଭଟ୍ଟ ଏବଂ ସୋନୀ ରାଜଦାନଙ୍କ ସାନ ଝିଅ ଆଲିଆ ଭଟ୍ଟ ଇତିମଧ୍ୟରେ ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୫ ମାର୍ଚ୍ଚ, ୧୯୯୩ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ ଆଲିଆ। ଶିଶୁ କଳାକାର ଭାବେ ସେ ଫିଲ୍ମ ‘ସଂଘର୍ଷ’ରୁ ନିଜର ଅଭିନୟ କ୍ୟାରିୟର…
ଟ୍ରକ୍ ସହ ପିଟି ହେଲା ବସ୍: ଜଣେ ମୃତ, ୫ ଗୁରୁତର
ନବରଙ୍ଗପୁର,୧୫।୩(ବି.ପ୍ର.): ନବରଙ୍ଗପୁରଠାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ତ୍ରିପାଠୀ ବସ୍ ଆନ୍ଧ୍ରପ୍ରଦେଶ ବାରୁଆ ଥାନା ଅନ୍ତର୍ଗତ କୋରଲାମ ଭେସି ଛକ ନିକଟରେ ଦୁର୍ଘଟଣା ଘଟିଛି। ଏଥିରେ ବସ ହେଲ୍ପରର ମୃତ୍ୟୁ ହୋଥିବାବେଳେ ୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ବାରୁଆ ମେଡିକାଲରେ ଭର୍ତ୍ତି…
ଲୋହିତ ଗ୍ରହରେ ଜୀବନର ସନ୍ଧାନ
‘ମଙ୍ଗଳ ପୃଷ୍ଠରେ ଅବତରଣ କରିବା ଏକ କଷ୍ଟକର ଏବଂ ଜଟିଳ ପ୍ରଯୁକ୍ତିଗତ ପ୍ରକ୍ରିୟା। ଏଥିପାଇଁ ଏପର୍ଯ୍ୟନ୍ତ ଗ୍ରହକୁ ପ୍ରେରଣ କରାଯାଇଥିବା ମାତ୍ର ୪୦ ପ୍ରତିଶତ ଅଭିଯାନ ସଫଳ ହୋଇପାରିଛି। ବୈଜ୍ଞାନିକମାନେ କମ୍ପ୍ୟୁଟର ପର୍ଦ୍ଦାକୁ ଚାହିଁ ରହିଥାଆନ୍ତି ନିର୍ଲିପ୍ତ ଭାବରେ। ଯାନଟି ବାୟୁମଣ୍ଡଳରେ…
ଫଟୋ ଉଠାଇ ଚର୍ଚ୍ଚାରେ ଗଞ୍ଜାମ ଜିଲାପାଳ
ଗଞ୍ଜାମ,୧୫।(ଡି.ଏନ.ଏ): ଗଞ୍ଜାମ ସହରଠାରୁ କିଛି ଦୂରରେ ଥିବା ଐତିହାସିକ ପୋତାଗଡ଼ ଉନ୍ନତିକରଣ କାର୍ଯ୍ୟ ଜୋରସୋରରେ ଚାଲିଛି।ଏହାକୁ ତଦାରଖ କରୁଛନ୍ତି ଖୋଦ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ପୋତାଗଡ଼ ଗ୍ରସ୍ତରେ ଆସିଥିବା ଜିଲାପାଳ ଋଷିକୁଲ୍ୟା ବାଲୁକା ଶର୍ଯ୍ୟାରେ ବିରଳ ମଙ୍ଗୋଲିଆ ପକ୍ଷୀ…
ଲୋକଙ୍କ ଉପରେ ଆଖିବୁଜା ଗୁଳିମାଡ଼ କଲେ ସୈନ୍ୟ ବାହିନୀ: ୫୧ ଜଣଙ୍କ ମୃତ୍ୟୁ
ନାପିତଓ୍ବ,୧୫।୩: ମ୍ୟାନ୍ମାରରେ ସୈନ୍ୟ ବାହିନୀ ଦ୍ୱାରା କ୍ଷମତା ଦଖଲ କରାଯିବା ପରେ ଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ରବିବାର ଉତ୍ୟକ୍ତ ଲୋକ ଏକ ଚାଇନା ଫ୍ୟାକ୍ଟ୍ରିରେ ନିଆଁ ଲଗାଇ ଦେଇଥିଲେ। ଲୋକଙ୍କୁ ଘଉଡ଼େଇବା ପରିବର୍ତ୍ତେ ସୈନ୍ୟ…
୭୩ ରନ୍ କରି ୩ ବିଶ୍ୱରେକର୍ଡ ଭାଙ୍ଗିଦେଲେ କୋହଲି
ଅହମଦାବାଦ୍,୧୫।୩:ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍ ଜିତିଛି। ୧୬୫ ରନ୍ର ଲକ୍ଷ୍ୟ ପିଛା କରି ଇଶାନ କିଶନ-ଅଧିନାୟକ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ବଳରେ ଜିତିଥିଲା ଭାରତ । କୋହଲି ଅପରାଜିତ ୭୩ ରନ ଏବଂ ଇଶାନ କିଶନ…
ଡ୍ରୋନ୍ ଜଗିବ ଜଙ୍ଗଲ ନିଆଁ
ଢେଙ୍କାନାଳ ଅଫିସ, ୧୫।୩: ଶିମିଳିପାଳ ଅଭୟାରଣ୍ୟର ଜଙ୍ଗଲ ନିଆଁ ଢେଙ୍କାନାଳ ବନ ବିଭାଗ ପାଇଁ ସତର୍କ ଘଣ୍ଟି ବଜାଇଛି। ବନାଗ୍ନି କବଳରୁ ଜଙ୍ଗଲକୁ ସୁରକ୍ଷିତ ରଖିବାକୁ ବନ ବିଭାଗ ପକ୍ଷରୁ ନିଆଯାଇଛି ବୈଷୟିକ ଜ୍ଞାନ କୌଶଳର ସହାୟତା। କପିଳାସ ଅଭୟାରଣ୍ୟର ଫାୟାର ପଏଣ୍ଟ…
ସବୁ କ୍ରିପ୍ଟୋକରେନ୍ସି ବନ୍ଦ ହେବନି
ନୂଆଦିଲ୍ଲୀ,୧୫।୩: ଭାରତ ସବୁ କ୍ରିପ୍ଟୋକରେନ୍ସିକୁ ବନ୍ଦ କରିବ ନାହିଁ। ବିକଳ୍ପ ପେମେଣ୍ଟ ନେଇ ଗବେଷଣା ଏବଂ ଟେକ୍ନୋଲୋଜି ବ୍ୟବହାରକୁ ବିଚାର କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ମତ ପ୍ରକାଶ କରିଛନ୍ତି। ଏ ଦିଗରେ କେନ୍ଦ୍ରୀୟ ବ୍ୟାଙ୍କ ନିଷ୍ପତ୍ତି ଗ୍ରହଣ କରିବ…
ବାକି ପଡ଼ିଛି ୨.୫୦କୋଟିରୁ ଊର୍ଦ୍ଧ୍ୱ ଜଳକର
ବାଲେଶ୍ୱର ଅଫିସ,୧୫।୩-ବାଲେଶ୍ୱର ସହରବାସୀଙ୍କ ଉପରେ ବକେୟା ପଡିଛି ୨.୫୦କୋଟିରୁ ଊର୍ଦ୍ଧ୍ୱ ଜଳକର। ଠିକ୍ ସମୟରେ ସହରବାସୀ ଜଳକର ପୈଠ କରୁ ନ ଥିବା ବେଳେ ଆବଶ୍ୟକ କର୍ମଚାରୀ ନ ଥିବାରୁ ଜଳକର ଆଦାୟ କରିବା ସମ୍ଭବ ହେଉନାହଁି ବୋଲି ଜନସ୍ବାସ୍ଥ୍ୟ ବିଭାଗ…
୬୩ତମ ଗ୍ରାମୀ ପୁରସ୍କାର ଘୋଷଣା: ଇତିହାସ ରଚିଲେ ବିୟୋନ୍ସେ
ଲସ ଆଞ୍ଜେଲସ,୧୫।୩: ୬୩ତମ ଗ୍ରାମୀ ପୁରସ୍କାର ଘୋଷଣା ହୋଇଛି। ଏଥର ଆମେରିକାର ସିଙ୍ଗର ତଥା ଅଭିନେତ୍ରୀ ବିୟୋନ୍ସେ ଇତିହାସ ସୃଷ୍ଟି କରିଛନ୍ତି। ସେ ସର୍ବାଧିକ ୨୮ଥର ଏହି ପୁରସ୍କାର ଜିତିବାରେ ସକ୍ଷମ ହୋଇଛନ୍ତି। କରୋନା ହେତୁ ଗ୍ରାମୀ ପୁରସ୍କାର ବିଳମ୍ବରେ ଅନୁଷ୍ଠିତ…
କୋଭିଡ୍ ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧୫।୩: ବିମାନଯାତ୍ରୀଙ୍କ ଲାଗି ମାସ୍କ ନିୟମ କଡ଼ାକଡ଼ି କରିବାକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପଦକ୍ଷେପ ନେଇଛି। ଯେଉଁ ଯାତ୍ରୀ ମାସ୍କ ପିନ୍ଧୁ ନାହାନ୍ତି ସେମାନଙ୍କୁ ବିମାନ ବନ୍ଦର ମଧ୍ୟକୁ ପ୍ରବେଶ କରାଇବା ଉପରେ କଟକଣା ଲାଗୁ କରିବାକୁ ନିର୍ଦ୍ଦେଶାଳୟ ପକ୍ଷରୁ…
ଭାରତର ଫରେକ୍ସ ରିଜର୍ଭ ୪ର୍ଥ ସର୍ବବୃହତ୍
ନୂଆଦିଲ୍ଲୀ,୧୫।୩: ଭାରତର ଫରେକ୍ସ ରିଜର୍ଭ ବା ବିଦେଶୀ ମୁଦ୍ରାଭଣ୍ଡାର ଲଗାତର ଭାବେ ବଢି ଚାଲିଛି। ଏହା ରୁଷିଆକୁ ଟପି ବିଶ୍ୱର ୪ର୍ଥ ସର୍ବବୃହତ୍ ମୁଦ୍ରାଭଣ୍ଡାର ହୋଇଥିବା ଜଣାପଡିଛି। ବର୍ତ୍ତମାନ ଆର୍ବିଆଇ ବିଦେଶୀ ମୁଦ୍ରା ଗଚ୍ଛିତ କରି ରଖୁଛି। ଅର୍ଥ ବ୍ୟବସ୍ଥାରୁ ଯଦି ହଠାତ୍…
Archives


