Home Left

ନାବାଳିକା ବଳାତ୍କାର ମାମଲାରେ ମହିଳା ଗିରଫ

ସମ୍ବଲପୁର,୧୪ା୩(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ପୂର୍ବରୁ ସାହାସପୁର ପଞ୍ଚାୟତର ନାଏବ ସରପଞ୍ଚ ଆଲୋକ ବେହେରା, ଟାଉନ ଥାନା ଅନ୍ତର୍ଗତ ବୁଟିକ ମାଲିକ କିଶୋର ଶତପଥୀଙ୍କୁ…

ଗଞ୍ଜାମକୁ ପୁଣି ଡରାଉଛି କରୋନା

ଛତ୍ରପୁର,୧୪।୩: ମହାରାଷ୍ଟ୍ର ସମେତ ଦେଶର ୬ଟି ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ଦେଖିବାକୁ ମିଳିଛି। ମହାରାଷ୍ଟ୍ରର କେତେକ ସହରରେ ଏବେ ଲକ୍‌ଡାଉନ୍‌ ଚାଲିଛି। ଏପଟେ ଗଞ୍ଜାମ ଜିଲାକୁ ଟ୍ରେନ୍‌ ଯୋଗେ କରୋନା ହଟସ୍ପଟ ରାଜ୍ୟରୁ ଶତାଧିକ ପ୍ରବାସୀ ଫେରୁଛନ୍ତି। ମହାରାଷ୍ଟ୍ରର…

ବିରାଟ ରେକର୍ଡର ଅଧିକାରୀ କୋହଲି

ଅହମ୍ମଦାବାଦ,୧୪।୩ : ଏକ ବିରାଟ ରେକର୍ଡର ଅଧିକାରୀ ହୋଇଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି୨୦ରେ ସେ ପୂରଣ କରିଛନ୍ତି ୩ ହଜାର ରନ୍‌। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ…

ପୋଲିସକୁ ମିଳିଲା ଟିଫିନ ବୋମା ସହିତ ୨ ଡେଟୋନେଟର

ମାଲକାନଗିରି,୧୪ା୩: ଦୀର୍ଘ ଦିନର ନୀରବତା ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପୋଲିସ ଟିଫିନ ବୋମା ସହ ଅନେକ ମାଓବାଦୀ ବ୍ୟବହୃତ ସାମଗ୍ରୀ ଜବତ…

ଭାରତକୁ ବିଜୟ ଦେଲା କୋହଲି, ଇଶାନଙ୍କ ପାଓ୍ବାରଫୁଲ ହାଫ୍‌ ସେଞ୍ଚୁରୀ

ଅହମ୍ମଦାବାଦ,୧୪।୩ : ପ୍ରଥମ ମ୍ୟାଚ୍‌ରେ ଶୋଚନୀୟ ପରାଜୟ ପରେ ଦମଦାର ପ୍ରତ୍ୟାବର୍ତ୍ତନ କରିଛି ଭାରତ। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୭ ଉଇକେଟରେ ଜିତି ନେଇଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ। ଅଧିନାୟକ କୋହଲି ଓ ପଦାର୍ପଣକାରୀ ବ୍ୟାଟ୍ସମ୍ୟାନ…

ଶ୍ୱଶୁର ଘରେ ଚାଲିଗଲା ଜ୍ୱାଇଁଙ୍କ ଜୀବନ

ରାୟଗଡ଼ା ଅଫିସ/ଗୁଣପୁର,୧୪ା୩: ରାୟଗଡ଼ା ଜିଲା ଗୁଡାରି ଥାନା ପଦ୍ମପୁର ବ୍ଲକ ଅଧୀନ ନାଇରା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଶୋଇଥିବା ବେଳେ ଗୁଳିକରି ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ହେଲେ ଗାଁର କିରଣ ଟାକ୍ରି ଓରଫ ଗାଣ୍ଟା(୩୦)। ସୂଚନା ଅନୁଯାୟୀ,…

ଡେବ୍ୟୁରେ ବିସ୍ଫୋରକ ଅର୍ଦ୍ଧଶତକ

ଅହମ୍ମଦାବାଦ,୧୪।୩ : ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆକୁ ମିଳିଛି ନୂଆ ଓପନର। ଏହି ମ୍ୟାଚ୍‌ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଇଶାନ କିଷାନ ବିସ୍ଫୋରକ ଅର୍ଦ୍ଧଶତକ ଖେଳିଛନ୍ତି। ମାତ୍ର ୩୨ ବଲରେ ୧୭୫ ଷ୍ଟ୍ରାଇକ୍‌ ରେଟ୍‌ରେ ଖେଳିଛନ୍ତି…

ରାଜନୀତିରେ ଦୁର୍ନୀତି ଭଳି ବଲିଉଡ୍‌ରେ ରହିଛି ନେପୋଟିଜିମ୍‌

ସ୍ବଗର୍ତ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ନୋପୋଟିଜିମକୁ ନେଇ ଉଠିଥିଲା ବିବାଦ। ଏବେ ଏହି ନେପୋଟିଜିମ ଉପରେ ମତ ରଖିଛନ୍ତି ଉଭୟ ଟିଭି ତଥା ବଲିଉଡ୍‌ରେ ଦକ୍ଷତା ପ୍ରମାଣ କରିସାରିଥିବା ଆକ୍ଟ୍ରେସ ପ୍ରାଚି ଦେଶାଇ।…

ଯୌତୁକ ପାଇଁ ଯାଇଛି ମୋ ଝିଅର ଜୀବନ

ଭଣ୍ଡାରିପୋଖରୀ,୧୪।୩: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦାଣ୍ଡକୁଳ ଗ୍ରାମରେ ଅଧିକ ଯୌତୁକ ପାଇଁ ମିନତି ସେଠୀ ନାମ୍ନୀ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଝିଅକୁ ହତ୍ୟା କରି ଶାଶୁଘର ଲୋକେ ଆତ୍ମହତ୍ୟାର ରୂପ ଦେଉଥିବା ଶନିବାର ଥାନାରେ…

ସରକାରଙ୍କୁ ଚେତାବନୀ ଦେଲେ ଚିତ୍ର ଶିଳ୍ପୀ କଳାକାର

କୋକସରା,୧୪।୩: କଳାହାଣ୍ଡି ଚିତ୍ରଶିଳ୍ପୀ କଳାକାର ସଂଘ ଆନୁକୂଲ୍ୟରେ କୋକସରା ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରେ ଜିଲାସ୍ତରୀୟ ଚିତ୍ରଶିଳ୍ପୀ କଳାକାର ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଯାଇଛି। କୋକସରା ବ୍ଳକ ଚିତ୍ରଶିଳ୍ପୀ ସଂଘ ପକ୍ଷରୁ କଳାହାଣ୍ଡିର ବୀରବାଦ୍ୟ ଘୁମୁରାର ତାଳେ ତାଳେ ରାଜ୍ୟ ଓ…

ଟିମ୍‌ ଇଣ୍ଡିଆ ଠାରୁ ମୁମ୍ବାଇ ଇଣ୍ଡିଆନ୍ସ ଭଲ ଦଳ କହିଲେ ପ୍ରାକ୍ତନ ଖେଳାଳି

ଅହମ୍ମଦାବାଦ,୧୪।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ପାଇଁ ପଦାର୍ପଣ କରିଛନ୍ତି ସୂର୍ଯ୍ୟକୁମାର ଯାଦବ ଓ ଇଶାନ କିଶାନ। କ୍ରିକେଟ୍‌ ପ୍ରଶଂସକ ଜଣାଇବାର ଆବଶ୍ୟକତା ନାହିଁ ଦୁହେଁ ଆଇପିଏଲ ଚାମ୍ପିୟନ ମୁମ୍ବାଇ…

ଭାରତ ଆଗରେ ୧୬୫ ରନ୍‌ର ଟାର୍ଗେଟ

ଅହମ୍ମଦାବାଦ,୧୪।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ଆଗରେ ୧୬୫ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଇଂଲଣ୍ଡ। ଭାରତୀୟ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଇଂଲଣ୍ଡ ହାସଲ କରିପାରି ନ ଥିଲା ବଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri