ରାଜ୍ୟରେ ୭୦୦ ଫାୟାର ପଏଣ୍ଟ
ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ଜାତୀୟ ପ୍ରସଙ୍ଗ ପାଲଟିଛି। ଏହା ଉପରେ ତାଜା ତଥ୍ୟ ଦେଉଥିବା ଫରେଷ୍ଟ ସର୍ଭେ ଅଫ୍ ଇଣ୍ଡିଆ ସୂଚନାନୁସାରେ, ଶିମିଳିପାଳ ଜଙ୍ଗଲର ୯ଟି ଫାୟାର ପଏଣ୍ଟ ଚିହ୍ନଟ ହୋଇଥିବାବେଳେ ରାଜ୍ୟର ମୋଟ୍…
ଆସନ୍ତା ଦୁଇଦିନ ଝଡ଼ବର୍ଷା, ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଗତ କିଛିଦିନ ହେବ କାଳବୈଶାଖୀ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ରୁ ୩୮ ଡିଗ୍ରୀ ସେଲ୍ସିୟସ ମଧ୍ୟରେ ରହିଛି। ଆସନ୍ତା ଦୁଇଦିନ ଅଧିକାଂଶ ଜିଲାରେ ଝଡ଼ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ ଜିଲାରେ…
ରାମଚନ୍ଦ୍ର, ଚନ୍ଦ୍ରଶେଖରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ
ଭୁବନେଶ୍ୱର, ୧୩। ୩ (ବ୍ୟୁରୋ): ୨୦୨୦ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ‘ସାହିତ୍ୟ ଏକାଡେମୀ ପୁରସ୍କାର’, ‘ବାଲ୍ ସାହିତ୍ୟ ପୁରସ୍କାର’ ଓ ‘ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’ ଘୋଷଣା କରାଯାଇଛି। ଓଡ଼ିଶାର ବିଶିଷ୍ଟ ଶିଶୁ ସାହିତି୍ୟକ ଡ. ରାମଚନ୍ଦ୍ର ନାୟକ…
ଉହାନ ଲ୍ୟାବରୁ ଆସିନାହିଁ କରୋନା!
ଜେନେଭା,୧୩ ।୩: କରୋନା ମହାମାରୀର ଉତ୍ପତ୍ତିକୁ ନେଇ ଏବେବି ସନ୍ଦେହ ଜାରି ରହିଛି । ତେବେ କରୋନା ଭାଇରସ ଚାଇନାର ଉହାନ ଲ୍ୟାବରୁ ଆସିଥିବା କୁହାଯାଉଥିବା ବେଳେ ନିକଟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ)ର କେତେଜଣ ବିଶେଷଜ୍ଞ ଏହାର ସତ୍ୟାସତ୍ୟ ଜାଣିବାକୁ ଚାଇନା…
ମୁସଲମାନ୍ ଯୁବତୀ-ହିନ୍ଦୁ ଯୁବକଙ୍କ ବିବାହ ନୁହେଁ ବୈଧ: ହାଇକୋର୍ଟ
ଚଣ୍ଡିଗଡ଼,୧୩।୩: ପଞ୍ଜାବ ହରିୟାଣା ହାଇକୋର୍ଟ ମୁସଲମାନ୍ ଯୁବତୀ ଏବଂ ହିନ୍ଦୁ ଯୁବକଙ୍କ ମଧ୍ୟରେ ବିବାହ ବୈଧ ନୁହେଁ ବୋଲି ରାୟ ଦେଇଛନ୍ତି। ଏକ ମାମଲାର ବିଚାର କରି କୋର୍ଟ ଏଭଳି କହିଛନ୍ତି। ଜଣେ ମୁସଲମାନ ଯୁବତୀଙ୍କୁ ଦୀର୍ଘ ଦିନ ଧରି ପ୍ରେମ…
ପିଲାଦିନେ ୫ ଥର ବଳାତ୍କାରର ଶିକାର ହୋଇଥିଲେ ଏହି ଅଭିନେତ୍ରୀ…
ମୁମ୍ବାଇ,୧୩।୩: ଥରେ ନୁହେଁ ପିଲାଦିନେ ତାଙ୍କୁ ପାଞ୍ଚ ପାଞ୍ଚ ଥର ବଳାତ୍କାର କରାଯାଇଥିଲା। ଏଭଳି ଚାଞ୍ଚଲ୍ୟକର ଅକୁହା କଥା ପାକିସ୍ତାନୀ ଅଭିନେତ୍ରୀ ତଥା ସଲମାନ ଖାଁଙ୍କର ଗର୍ଲଫ୍ରେଣ୍ଡ ସୋମୀ ଅଲ୍ଲୀ ଏକ ସାକ୍ଷାତ୍କାରରେ କହିଛନ୍ତି। ସୋମୀଙ୍କୁ ୫ ବର୍ଷ ବୟସ ହୋଇଥିବାବେଳେ…
ଔରଙ୍ଗାବାଦରେ ଲାଗିଲା ଲକଡାଉନ
ଔରଙ୍ଗାବାଦ,୧୩ ।୩: ମହାରାଷ୍ଟ୍ରରେ ବେଳକୁ ବେଳ ମାଡି ଚାଲିଛି କରୋନା ସଂକ୍ରମଣ । ଏହାକୁ ଦେଖି ସେଠାକାର ବିଭିନ୍ନ ଅଞ୍ଚଳରେ ଲକ୍ଡାଉନ ଜାରି କରାଗଲାଣି । ନାଗପୁର ପରେ ଏବେ ଔରଙ୍ଗାବଦରେ ବି ଲକଡାଉନ ଜାରି କରାଯାଇଛି । ସପ୍ତାହ ଶେଷରେ…
ଏହି ୬ ଅଭ୍ୟାସ ଅଛି କି ଆପଣଙ୍କର? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ଅଷ୍ଟ୍ରାଜେନିକା ଟିକା ବନ୍ଦ ନ କରିବାକୁ ଡବ୍ଲ୍ୟୁଏଚ୍ଓର ପରାମର୍ଶ
ନୂଆଦିଲ୍ଲୀ,୧୩।୩ : ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଅଷ୍ଟ୍ରାଜେନିକା କମ୍ପାନୀ ଦ୍ୱାରା ବିକଶିତ କୋଭିଡ୍ ଟିକା ନେବା ପରେ କେତେଜଣଙ୍କ ଶରୀରରେ ରକ୍ତ ଜମାଟ ବାନ୍ଧିବା ରିପୋର୍ଟ ଆସିବାରୁ ବିଭିନ୍ନ ଦେଶ ଉକ୍ତ ଟିକାଦାନକୁ ବନ୍ଦ କରିଦେଇଛନ୍ତି। ଅଷ୍ଟ୍ରିଆ, ଡେନ୍ମାର୍କ, ନରଓ୍ବେ, ଆଇସ୍ଲାଣ୍ଡ…
ସରକାରୀ ଅଧିକାରୀ ହୋଇପାରିବେନି ଏସ୍ଇସି
ନୂଆଦିଲ୍ଲୀ,୧୩।୩ (ପି.ଟି.): ସରକାରରେ ନିଯୁକ୍ତ କୌଣସି ଅଧିକାରୀ ରାଜ୍ୟ ନିର୍ବାଚନ କମିଶନର (ଏସ୍ଇସି) ଭାବେ କାର୍ଯ୍ୟ କରିପାରିବେ ନାହିଁ। ସୁପ୍ରିମକୋର୍ଟ ଶୁକ୍ରବାର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଗୋଆ ସରକାର ରାଜ୍ୟର ଆଇନ ସଚିବଙ୍କୁ ଏସ୍ଇସି ଭାବେ ଅତିରିକ୍ତ ଦାୟିତ୍ୱ…
ଜେସିଣ୍ଡାଙ୍କ ନାମରେ କୀଟ
ଓ୍ବେଟା ପ୍ରଜାତିର ଏହି ନୂଆ କୀଟର ନାମ ହେଉଛି ହେମିଆଣ୍ଡ୍ରସ୍ ଜେସିଣ୍ଡା। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନଙ୍କ ନାମାନୁସାରେ ବିଶାଳ କୀଟର ନାମକରଣ କରାଯାଇଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଜେସିଣ୍ଡାଙ୍କ ଭଳି ଏହାର ଆକର୍ଷୀୟ ଗୁଣ ଥିବାରୁ ତାଙ୍କ…
ମହିଳା ତୃତୀୟ ଦିନିକିଆ: ଲିଜେଲ୍ ଲିଙ୍କ ଅପରାଜିତ ଶତକ: ଦକ୍ଷିଣ ଆଫ୍ରିକା ବିଜୟୀ
ଲକ୍ଷ୍ନୌ,୧୩।୩(ପି.ଟି.): ଓପନର ଲିଜେଲ ଲିଙ୍କ ଅପରାଜିତ ୧୩୨ ରନର ଶତକୀୟ ପାଳି ବଳରେ ଦକ୍ଷିଣ ଆଫ୍ରିକା ମହିଳା ଦଳ ତୃତୀୟ ଦିନିକିଆ ମ୍ୟାଚ୍ରେ ଘରୋଇ ଭାରତକୁ ଡକ୍ଓ୍ବର୍ଥ- ଲୁଇସ୍ ନିୟମରେ ୬ ଉଇକେଟରେ ପରାସ୍ତ କରିଛି। ୧୩୧ଟି ବଲର ସମ୍ମୁଖୀନ ହୋଇ…
Archives


