Home Left

ଏହି ୬ ଅଭ୍ୟାସ ଅଛି କି ଆପଣଙ୍କର? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…

ଅଷ୍ଟ୍ରାଜେନିକା ଟିକା ବନ୍ଦ ନ କରିବାକୁ ଡବ୍ଲ୍ୟୁଏଚ୍‌ଓର ପରାମର୍ଶ

ନୂଆଦିଲ୍ଲୀ,୧୩।୩ : ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଅଷ୍ଟ୍ରାଜେନିକା କମ୍ପାନୀ ଦ୍ୱାରା ବିକଶିତ କୋଭିଡ୍‌ ଟିକା ନେବା ପରେ କେତେଜଣଙ୍କ ଶରୀରରେ ରକ୍ତ ଜମାଟ ବାନ୍ଧିବା ରିପୋର୍ଟ ଆସିବାରୁ ବିଭିନ୍ନ ଦେଶ ଉକ୍ତ ଟିକାଦାନକୁ ବନ୍ଦ କରିଦେଇଛନ୍ତି। ଅଷ୍ଟ୍ରିଆ, ଡେନ୍‌ମାର୍କ, ନରଓ୍ବେ, ଆଇସ୍‌ଲାଣ୍ଡ…

ସରକାରୀ ଅଧିକାରୀ ହୋଇପାରିବେନି ଏସ୍‌ଇସି

ନୂଆଦିଲ୍ଲୀ,୧୩।୩ (ପି.ଟି.): ସରକାରରେ ନିଯୁକ୍ତ କୌଣସି ଅଧିକାରୀ ରାଜ୍ୟ ନିର୍ବାଚନ କମିଶନର (ଏସ୍‌ଇସି) ଭାବେ କାର୍ଯ୍ୟ କରିପାରିବେ ନାହିଁ। ସୁପ୍ରିମକୋର୍ଟ ଶୁକ୍ରବାର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଗୋଆ ସରକାର ରାଜ୍ୟର ଆଇନ ସଚିବଙ୍କୁ ଏସ୍‌ଇସି ଭାବେ ଅତିରିକ୍ତ ଦାୟିତ୍ୱ…

ଜେସିଣ୍ଡାଙ୍କ ନାମରେ କୀଟ

ଓ୍ବେଟା ପ୍ରଜାତିର ଏହି ନୂଆ କୀଟର ନାମ ହେଉଛି ହେମିଆଣ୍ଡ୍ରସ୍‌ ଜେସିଣ୍ଡା। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନଙ୍କ ନାମାନୁସାରେ ବିଶାଳ କୀଟର ନାମକରଣ କରାଯାଇଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଜେସିଣ୍ଡାଙ୍କ ଭଳି ଏହାର ଆକର୍ଷୀୟ ଗୁଣ ଥିବାରୁ ତାଙ୍କ…

ମହିଳା ତୃତୀୟ ଦିନିକିଆ: ଲିଜେଲ୍‌ ଲିଙ୍କ ଅପରାଜିତ ଶତକ: ଦକ୍ଷିଣ ଆଫ୍ରିକା ବିଜୟୀ

ଲକ୍ଷ୍ନୌ,୧୩।୩(ପି.ଟି.): ଓପନର ଲିଜେଲ ଲିଙ୍କ ଅପରାଜିତ ୧୩୨ ରନର ଶତକୀୟ ପାଳି ବଳରେ ଦକ୍ଷିଣ ଆଫ୍ରିକା ମହିଳା ଦଳ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଘରୋଇ ଭାରତକୁ ଡକ୍‌ଓ୍ବର୍ଥ- ଲୁଇସ୍‌ ନିୟମରେ ୬ ଉଇକେଟରେ ପରାସ୍ତ କରିଛି। ୧୩୧ଟି ବଲର ସମ୍ମୁଖୀନ ହୋଇ…

ସ୍କୁଲ ବାରଣ୍ଡାରେ ଅସହାୟ ପରିବାର

ସିମୁଳିଆ, ୧୩।୩(ଡି.ଏନ.ଏ.) – ଘରଦ୍ୱାର ନାହିଁ। ସ୍କୁଲ ବାରଣ୍ଡାରେ ଆଶ୍ରୟ ନେଇଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କୁଟାରୀ ଅଞ୍ଚଳର ଏକ ପରିବାର। ଗରିବ ଲୋକଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦିଆଯାଉଥିବା ବେଳେ ଏହି ପରିବାର ସେଥିରୁ…

ଡାଇବେଟିସ୍‌ ଆଶଙ୍କା ଦୂର କରେ…

ଆଜିକାଲି ଅଧିକାଂଶ ଲୋକ ଡାଇବେଟିସ୍‌ ରୋଗର ଶିକାର ହେଉଛନ୍ତି। ଏହା ଭାରି ମାରାତ୍ମକ। ଡାଇବେଟିସ୍‌ ରୋଗୀଙ୍କୁ ହୃଦ୍‌ଘାତ ଆଶଙ୍କା ରହିଥାଏ। ତେଣୁ ଏଥିପ୍ରତି ମୂଳରୁ ସଚେତନ ନ ହେଲେ କେଉଁ ମୁହୂର୍ତ୍ତରେ ଜୀବନ ଚାଲିଯିବାର ମଧ୍ୟ ସମ୍ଭାବନା ଥାଏ। ଆମେରିକାର ଗବେଷକମାନେ…

ମୃତ୍ୟୁ ଠାରୁ କେହି ଲୁଚି ପାରିବେ ନାହିଁ

ଗୁରଗାଓଁ,୧୨।୩ : ବର୍ଷାରୁ ଲୁଚିବାକୁ ଯାଇ ଆଶ୍ରୟ ନେଇଥିଲେ ଗଛ ତଳେ। ହେଲେ ତାହା ଥିଲା ମୃତ୍ୟୁର କୋଳ। ଗଛ ଉପରେ ବଜ୍ରପାତ ପଡ଼ିବାରୁ ଚାଲିଗଲା ଜଣଙ୍କ ଜୀବନ। ଏହି ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ହରିୟାଣାର ଗୁରଗାଓଁର ସେକ୍ଟର…

ଶିମିଳିପାଳକୁ ବର୍ଷା ସାହା

ବାରିପଦା ଅଫିସ,୧୨ା୩: ୨୭୫୦ ବର୍ଗ କି.ମି. ପରିଧି ମଧ୍ୟରେ ଥିବା ଶିମିଳିପାଳ ଅଭୟାରଣ୍ୟର ୨୧ଟି ରେଞ୍ଜରେ ଦୀର୍ଘଦିନ ହେଲା ଲାଗି ରହିଥିବା ନିଆଁ ନିୟନ୍ତ୍ରଣକୁ ଆସିଛି। ବନ କର୍ମଚାରୀ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ, ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ସ୍ଥାନୀୟ ଲୋକଙ୍କ…

ଆରମ୍ଭରୁ ଝଟ୍‌କା

ଅହମ୍ମଦାବାଦ,୧୨।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳକୁ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୧୨୫ ରନ୍‌ର ବିଜୟ ଲକ୍ଷ୍ୟକୁ ମାତ୍ର ୧୫.୩ ଓଭରରେ ୮ ଉଇକେଟ…

ଚୋର ସନ୍ଦେହରେ ବ୍ୟାଙ୍କ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଭଞ୍ଜନଗର,୧୨।୩: ଗଞ୍ଜାମ ଜିଲା ତାରସିଂ ଥାନା ଅଞ୍ଚଳରେ ଚୋରି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ଗୁରୁବାର ରାତିରେ ଗେରେଡ଼ା ନିକଟ ଏକ ସାହିରେ ଜଣେ ବ୍ୟାଙ୍କ କର୍ମଚାରୀ ଓ ତାଙ୍କ କାର୍‌ ଡ୍ରାଇଭରଙ୍କୁ ଚୋର ଭାବି କିଛି ଲୋକ ଅଟକ ରଖିଥିଲେ।…

ଚହଲଙ୍କ ନାମରେ ରେକର୍ଡ

ଅହମ୍ମଦାବାଦ,୧୨।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ ଅବସରରେ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ। ଏହି ମ୍ୟାଚ୍‌ରେ ଜୋସ ବଟଲରଙ୍କୁ ଏଲବିଡବ୍ଲ୍ୟୁ ଆଉଟ୍‌ କରିବା ସହ ଅନ୍ତର୍ଜାତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri