Home Left

ବିରାଟ କୋହଲିଙ୍କୁ ଲାଗିପାରେ ଆଉ ଏକ ଝଟ୍‌କା

ଲଣ୍ଡନ,୨୫।୭: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ଅଫ୍‌ ସ୍ପିନର୍‌ ତଥା ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର କେବଳ ଇଂଲଣ୍ଡ ଗସ୍ତରୁ ନୁହେଁ, ସେ ଆଇପିଏଲ୍‌ ୨୦୨୧ରୁ ମଧ୍ୟ ବାଦ୍‌ ପଡିବାର ସମ୍ଭାବନା ରହିଛି। ସୁନ୍ଦର…

ଏତେ ସବୁ ରଙ୍ଗ ଥାଇ ଜେସିବି ମେଶିନର ରଙ୍ଗ କାହିଁକି ହଳଦିଆ ଜାଣନ୍ତି…

ଜେସିବି କମ୍ପାନୀର ମେଶିନ ଆପଣ ନିଶ୍ଚିତ ଦେଖିଥିବେ। ଏହା କନ୍‌ଷ୍ଟ୍ରକ୍ସନ ବା ନିର୍ମାଣ କାର୍ଯ୍ୟରେ ଲାଗେ। ଏହି କମ୍ପାନୀ ମେଶିନର ଏକ ବିଶେଷତ୍ତ୍ୱ ହେଲା ଏହାର ରଙ୍ଗ କେବଳ ହଳଦିଆ। ଆପଣଙ୍କ ମନରେ କେବେ ପ୍ରଶ୍ନ ଉଠିଛି କି, ଏତେ ସବୁ…

ଓ୍ବାର୍କ ଫ୍ରମ୍‌ ଓ୍ବେଡିଂ, ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୨୫।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ବିବାହ ବେଦୀରେ ବର ଲାପଟପ୍‌ ଧରି କାମ କରିବାରେ ବ୍ୟସ୍ତ। ପଣ୍ଡିତ ମନ୍ତ୍ର ପଢୁଥିବାବେଳେ ବରଙ୍କର କନ୍ୟା ଅବା ଅନ୍ୟ ଅତିଥିଙ୍କ ପ୍ରତି ନିଘା ନାହିଁ।…

ଅମ୍ଳଜାନ ପାଇଁ ଚଢ଼ିଲେ ଗଛ

କରୋନାରେ ଆକ୍ରାନ୍ତ ବ୍ୟକ୍ତିଙ୍କଠାରେ ସାଧାରଣତଃ ଅମ୍ଳଜାନ ଅଭାବରୁ ସମସ୍ୟା ଦେଖା ଦେଇଥାଏ। ଏମିତିରେ କିଛି ଡାକ୍ତରଖାନାରେ ଅମ୍ଳଜାନ ଯୋଗାଇପାରୁ ନ ଥିବାରୁ ଅନେକ ରୋଗୀ ମୃତ୍ୟୁବରଣ ବି କରିଛନ୍ତି। ଏହି ସମସ୍ୟାକୁ ଦେଖି ଇନ୍ଦୋରର ଜଣେ ୬୮ ବର୍ଷୀୟ ବୃଦ୍ଧ ଅମ୍ଳଜାନ…

ରାତିରେ ଏଭଳି ଶୋଉଛନ୍ତି କି? ରୋଗଗ୍ରସ୍ତ ହେବେ; ଜାଣନ୍ତୁ..

ନିଦ ଆମ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ରାତିରେ ଭଲ ନିଦ ହେଲେ, ତା’ ପରଦିନ ଶରୀର ଓ ମସ୍ତିଷ୍କ ଫୂର୍ତ୍ତି ରହିଥାଏ। ଆଉ ଯଦି ଭଲ ନିଦ ନ ହୁଏ, ତା’ହେଲେ ଥକ୍କା ଲାଗିବା ସହ ମୁହଁ ଶୁଖିଲା ଦିଶେ…

ଏକଛତ୍ରବାଦୀ ଶାସକଙ୍କ ଷଡ଼ଯନ୍ତ୍ର,ଜୀବନ ଭୟରେ ଚାଇନା ପଳାଇଥିବା ଲୋକଙ୍କୁ କରାଯିବ ହତ୍ୟା…

ପୋୟଙ୍ଗୟାଙ୍ଗ୍‌,୨୫।୭: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ନୂଆ ଷଡ଼ଯନ୍ତ୍ର ରଚିଛନ୍ତି। ଜୀବନ ଭୟରେ ଦେଶ ଛାଡ଼ି ଚାଇନା ପଳାଇଥିବା ଲୋକଙ୍କୁ ହତ୍ୟା କରିବା ଲାଗି କିମ୍‌ଙ୍କ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ନେଇ ଅନ୍ତର୍ଜାତୀୟସ୍ତରରେ…

ପ୍ରଥମ ଦରମାରେ ବାପାଙ୍କର ପ୍ରିୟ ବହି କିଣିଥିଲି: ଲକ୍ଷ୍ମଣ କୁମାର

ଜୀବନରେ ପ୍ରଥମ ରୋଜଗାର କଥା ଭାବିଲା ମାତ୍ରକେ ମୋତେ ଅନେକ ବର୍ଷ ପଛକୁ, ମୋର ଆଦ୍ୟ କଲେଜ ଜୀବନ ପାଖକୁ ଫେରିଯିବାକୁ ପଡ଼ୁଛି। ଶୈଶବକାଳରୁ ମୋ ଭିତରେ ଯିଏ ସାହିତ୍ୟ ସଂପ୍ରୀତି ସଞ୍ଚାର କରିଥିଲେ- ସେ ହେଉଛନ୍ତି ମୋ ପୂଜ୍ୟ ବାପା…

ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ପୋଲିସର ଅତ୍ୟାଚାରକୁ ବିରୋଧ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ଗଣମାଧ୍ୟମକୁ ସମ୍ବିଧାନରେ ଚତୁର୍ଥ ସ୍ତମ୍ଭ ବୋଲି ବିବେଚନା କରାଯାଇଥିବା ବେଳେ ଏହି ଗଣମାଧ୍ୟମ ପ୍ରତିନିଧିମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ଓ ବିଫଳତା, ଲୋକଙ୍କ ସମସ୍ୟା ସମ୍ବନ୍ଧରେ ରାତିଦିନ କଷ୍ଟ କରି କୋଟି କୋଟି ଲୋକଙ୍କୁ ଦେଶ…

ବିତିଗଲାଣି ୨୨ ବର୍ଷ; ହେଲେବି ଯବାନଙ୍କ ମନରୁ ଲିଭିନି କାର୍‌ଗିଲର ସ୍ମୃତି…

୧୯୯୯ ମସିହା ମେ’ ମାସର କଥା । ପାକିସ୍ତାନୀ ସୈନ୍ୟ କାର୍‌ଗିଲ ସେକ୍ଟରରେ ଥିବା ଭାରତୀୟ ସୀମାକୁ ଉଲ୍ଲଙ୍ଘନ କରିି ତାକୁ ଅକ୍ତିଆର କରିନେଇଥାଆନ୍ତି। ଆଉ ପାହାଡ଼ ଉପରେ ଥାଇ ଭାରତୀୟ ସେନାଙ୍କ ଉପରେ ଆରମ୍ଭ କରିଦେଇଥାଆନ୍ତି ଗୁଳି ବର୍ଷଣ। ସେମାନଙ୍କୁ…

ଉପକାରୀ ଡାଲଚିନି

ଡାଲଚିନିକୁ ସାଧାରଣତଃ ଏକ ମସଲା ଦ୍ରବ୍ୟ ଭାବେ ବ୍ୟବହାର କରାଯାଇଥାଏ। କିନ୍ତୁ ଏହାର ସେବନ ଦ୍ୱାରା ଶରୀରକୁ କ’ଣ ସବୁ ଉପକାର ମିଳିଥାଏ ସେ ବିଷୟରେ ଅନେକେ ଅଜ୍ଞ ଥାଆନ୍ତି। କୁହାଯାଏ, ପେଟ ଦରଜ ଥିଲେ କିମ୍ବା ବଦହଜମି ଯୋଗୁ ଛାତି…

୩୦ବର୍ଷ ହେବ ଝୁମ୍ପୁଡ଼ି ଘରେ ୪ପରିବାର

ପିପିଲି,୨୫।୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇବା ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଠିକ୍‌ ସମୟରେ ଗ୍ରାମାଞ୍ଚଳବାସୀଙ୍କୁ ସହାୟତା ମିଳୁ ନ ଥିବାରୁ ଅନେକେ ବିଭିନ୍ନ ଯୋଜନାରୁ ବଞ୍ଚତ୍ତ ଥିବା ପରିଲକ୍ଷିତ ହେଉଛି। ଏଭଳି ଏକ…

ହାଇଦର ଏନ୍‌କାଉଣ୍ଟର ଘଟଣା: ଏହି ସ୍ଥାନକୁ ନିଷିଦ୍ଧାଞ୍ଚଳ ଘୋଷଣା, ଦୁଇ ଗୁଳି ଜବତ

ବାଲେଶ୍ୱର ଅଫିସ / ସିମୁଳିଆ,୨୫।୭ (ଡି.ଏନ.ଏ.): ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ବାଲେଶ୍ୱର ଜିଲାର ସିମୁଳିଆ ଛକରୁ ଅଳ୍ପ ଦୂରରେ ଗତ ଶନିବାର ଏନ୍‌କାଉଣ୍ଟର କରାଯାଇଥିଲା। ତେବେ ରବିବାର ପୂର୍ବାହ୍ନରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ବାଲେଶ୍ବର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?