Home Left

ଜାତୀୟ ସବ୍‌ଜୁନିୟର ମହିଳା ହକି: ଓଡ଼ିଶାର ବୃହତ୍‌ ବିଜୟ

ଭୁବନେଶ୍ୱର, ୧୧।୩(କ୍ରୀଡ଼ା ପ୍ରତିନିଧି)- ଝାଡ଼ଖଣ୍ଡର ସିମ୍‌ଡେଗାରେ ବୁଧବାର ଆରମ୍ଭ ହୋଇଥିବା ହକି ଇଣ୍ଡିଆ ଜାତୀୟ ସବ୍‌ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ରେ ଓଡ଼ିଶା ବୃହତ୍‌ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚରେ ଓଡ଼ିଶା ୬-୧ ଗୋଲରେ ଛତିଶଗଡ଼କୁ ପରାସ୍ତ କରିଛି।…

କଟକଣାରେ ପାଳନ ହେବ ମହାଶିବରାତ୍ରି

ଖୋର୍ଦ୍ଧା ଅଫିସ,୧୧ା୩:କୋଭିଡ୍‌ କଟକଣାରେ ପାଳନ ହେବ ଜାଗର ଯାତ୍ରା ତଥା ମହାଶିବରାତ୍ରି। ଏନେଇ ବୁଧବାର ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ ଉପଖଣ୍ଡ ଅଞ୍ଚଳରେ ଥିବା ମନ୍ଦିର କମିଟିକୁ ନୋଟିସ ଜାରି କରିଛନ୍ତି। ଜାଗର ପାଇଁ ଶୈବପୀଠଗୁଡିକରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ।…

ପୋଖରୀରେ ପଡ଼ିଥିଲା ବିଷ

ଭୁବନେଶ୍ୱର, ୧୧।୩(ବ୍ୟୁରୋ):ବରଗଡ଼ ବନଖଣ୍ଡ ଅଧୀନ ଭଟଲି ରେଞ୍ଜ ଅନ୍ତର୍ଗତ ଦେଉଚୁଆଁ ସଂରକ୍ଷିତ ଜଙ୍ଗଲରେ ଥିବା ଏକ ପୋଖରୀରେ ଅନେକ ମାଛ ମରି କୂଳରେ ଲାଗିଥିଲେ। ଏଥିସହ ଅନେକ କଙ୍କଡା ଓ ଚିଙ୍ଗୁଡ଼ି ମଧ୍ୟ ମରି କୂଳରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାହା…

ଫାଇଟର ପାଇଲଟ୍‌ ହେବା ରୋନିତ୍‌ଙ୍କ ଲକ୍ଷ୍ୟ

ଭୁବନେଶ୍ୱର, (ବ୍ୟୁରୋ)/ପଦ୍ମପୁର(ଡିଏନ୍‌ଏ)୧୧।୩:ନ୍ୟାଶନାଲ୍‌ ଡିଫେନ୍ସ ଏକାଡେମୀ (ଏନ୍‌ଡିଏ) ପ୍ରବେଶିକା ପରୀକ୍ଷାରେ ଓଡ଼ିଆ ପୁଅ ରୋନିତ୍‌ ରଞ୍ଜନ ନାୟକ ଟପ୍ପର ହୋଇଛନ୍ତି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତ ବଛଡ଼ା ପାଢ଼ୀସାହିର ରୋନିତ୍‌ ସମଗ୍ର ଦେଶରେ ପ୍ରଥମ ହୋଇଛନ୍ତି। ନିଜ ସଫଳତା ପରେ…

‘ସରକାରଙ୍କ ଉଦାସୀନତାରୁ ସୀମାନ୍ତବାସୀ ଆନ୍ଧ୍ରମୁହାଁ’

ପଟ୍ଟାଙ୍ଗୀ/କୋରାପୁଟ, ୧୧।୩(ଡି.ଏନ୍‌.ଏ./ସ୍ବ.ପ୍ର.):ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବୁଧବାର କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତ ଗସ୍ତ କରିଛନ୍ତି। ସେ ଅଞ୍ଚଳବାସୀଙ୍କ ସହ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାପରେ କୋଟିଆ ପଞ୍ଚାୟତ…

ଗମ୍ଭୀରା ଭିତରକୁ ପ୍ରବେଶ ମନା

ପୁରୀ ଅଫିସ,୧୧ା୩:କୋଭିଡ୍‌ କଟକଣା ମଧ୍ୟରେ ଗୁରୁବାର ଶ୍ରୀଲୋକନାଥଙ୍କ ପୀଠରେ ଜାଗରଯାତ୍ରା ଅନୁଷ୍ଠିତ ହେବ। କଟକଣା ମାନି ଭକ୍ତମାନେ ଶ୍ରୀଲୋକନାଥ ଦେବଙ୍କୁ ଦର୍ଶନ କରିବାକୁ ଥିବାବେଳେ ମନ୍ଦିର ପ୍ରଶାସନ କମିଟି ପକ୍ଷରୁ ଗମ୍ଭୀରା ମଧ୍ୟକୁ ପ୍ରବେଶ ବାରଣ କରାଯାଇଛି। ଗୁରୁବାର ରାତ୍ର ୧୨ଟା…

ବନ୍ଦ ହେବ ସମ୍ବଲପୁର ରୋଡ୍‌ ଷ୍ଟେଶନ

ସମ୍ବଲପୁର,୧୧ା୩ (ବ୍ୟୁରୋ):ଦେଶ ସ୍ବାଧୀନ ପୂର୍ବରୁ ଅର୍ଥାତ୍‌ ୧୮୯୦ ମସିହାରେ ନିର୍ମାଣ ହୋଇଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ ବନ୍ଦ ହେବ। ଏ ନେଇ ରେଳ ସଦନ ଭୁବନେଶ୍ୱରର ପ୍ରିନ୍ସିପାଲ ଚିଫ୍‌ ଅପରେଶନ ମ୍ୟାନେଜରଙ୍କ ପକ୍ଷରୁ ନୋଟିସ୍‌ କରାଯାଇଛି। ସମ୍ବଲପୁର ରେଳ ମଣ୍ଡଳକୁ ମଧ୍ୟ…

ଚାଲିଛି ପିରାହ୍ନା ମାଛଚାଷ

କେନ୍ଦ୍ରାପଡ଼ା ଅଫିସ, ୧୧ା୩:ରୂପଚାନ୍ଦି ମାଛ ଖାଇବାକୁ ସୁସ୍ବାଦୁ। ଏହାର ଶରୀର ମାତ୍ର ଗୋଟିଏ କଣ୍ଟ(ହାଡ)ରେ ରହିଛି। ତେବେ ପିରାହ୍ନା ପ୍ରଜାତିର ଏହି ମାଛଙ୍କ ବାସସ୍ଥଳୀ ଅଞ୍ଚଳର ସମଗ୍ର ଜୈବବିବିଧତାକୁ ନଷ୍ଟ କରି ଦେଇଥାଏ। ଏହି ମାଛଚାଷ ବନ୍ଦ ପାଇଁ ନିଉଗୁଏନା ସମେତ…

ଅଲିଭ ରିଡ୍‌ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ

ରାଜନଗର,୧୧ା୩(ଡି.ଏନ.ଏ.):ବିରଳ ଅଲିଭରିଡ୍‌ଲେ କଇଁଛଙ୍କ ଅନ୍ତୁଡିଶାଳ କୁହାଯାଉଥିତ୍ବା ଗହୀରମଥାର ନାସୀ-୧ ଓ ନାସୀ-୨ରେ ମଙ୍ଗଳବାର ସନ୍ଧ୍ୟାରୁ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଳମ୍ବିତ ରାତି ସୁଦ୍ଧା ପ୍ରାୟ ୧୧ଶହ ଅଲିଭରିଡ୍‌ଲେ କଇଁଛ ଅଣ୍ଡାଦାନ କରିଛନ୍ତି। ମାଆ କଇଁଛମାନେ ବେଳାଭୂମିକୁ ଉଠିବା ପରେ ବାଲିରେ…

କୃଷି ଯନ୍ତ୍ରାଂଶ ସବ୍‌ସିଡି ନାଁରେ ହଡ଼ପ

ଭୁବନେଶ୍ୱର,୧୧ା୩(ବ୍ୟୁରୋ):ଅନୁସୂଚିତ ଜାତି(ଏସ୍‌ସି) ଓ ଜନଜାତି(ଏସ୍‌ଟି) ଚାଷୀଙ୍କ ଆର୍ଥିକ ଅଭିଭୃଦ୍ଧି ଏବଂ ବୈଜ୍ଞାନିକ ପଦ୍ଧତିରେ ଉନ୍ନତ ମାନର ଚାଷ ପାଇଁ କୃଷି ଯନ୍ତ୍ରାଂଶ କିଣାରେ ରାଜ୍ୟ ସରକାର ସବ୍‌ସିଡି ବା ରିହାତି ଦେଉଛନ୍ତି। ବିଶେଷକରି ହାର୍ଭେଷ୍ଟର (ଧାନକଟା ମେଶିନ) କିଣିବା ପାଇଁ ୬…

ଏଭଳି ଆଡ଼ମ୍ବରପୂର୍ଣ୍ଣ ଜିଲା ଗସ୍ତ ଆଉ କେହି କରିନାହାନ୍ତି: ପ୍ରଦୀପ

ଭୁବନେଶ୍ୱର, ୧୧ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ନୂଆପଡ଼ା କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କରିଛି ଭାଜପା। ଦଳର କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି, ଅତୀତରେ କୌଣସି ମୁଖ୍ୟମନ୍ତ୍ରୀ ଏଭଳି ଆଡମ୍ବରପୂର୍ଣ୍ଣ ଜିଲା ଗସ୍ତ କରୁ ନ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଜିର ଗସ୍ତ…

ଶ୍ରୀମନ୍ଦିର ଲାଗି ୨୦୨ କୋଟିର ବଜେଟ

ପୁରୀ ଅଫିସ,୧୧ା୩:ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱ ଉନ୍ନତି ପାଇଁ ଚଳିତବଷର୍ର୍(୨୦୨୧-୨୨)ର ବଜେଟ ପ୍ରସ୍ତୁତ ହୋଇଯାଇଛି। ଏଥିପାଇଁ ଅର୍ଥ ସବକମିଟି ପକ୍ଷରୁ ଆକଳନ କରାଯାଇ ୨୦୧ କୋଟି ୭୦ ଲକ୍ଷ ଟଙ୍କାର ବଜେଟ ହୋଇଛି। ଏହି ଚିଠା ପ୍ରସ୍ତାବକୁ ଶ୍ରୀମନ୍ଦିର ପରିଚାଳନା କମିଟି ଅନୁମୋଦନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri