ଶ୍ୱାସନଳୀରେ ଅଟକି ଗଲା ବଟିକା, ଆଉ ତା ପରେ…
କେନ୍ଦୁଝର, ୧୦।୩ (ଡି.ଏନ.ଏ.)- ଫାଇଲେରିଆ ବଟିକା ଖାଇ କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ମାଲଦା ଗାଁ ଅନ୍ଧାରିଖମନ ସାହିର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତା ବାଳିକା ହେଲେ ଭୁବନ ମହନ୍ତଙ୍କ ଝିଅ ବବିତା। ପରିବାର ଲୋକଙ୍କ କହିବା ଅନୁଯାୟୀ…
‘ସହାନୁଭୂତି ପାଇଁ ଡ୍ରାମା କରୁଛନ୍ତି ମମତା’
ନୂଆଦିଲ୍ଲୀ,୧୦।୩ : ଆଗାମୀ ବିଧାନସଭା ନିର୍ବାଚନ ପାଇଁ ନନ୍ଦିଗ୍ରାମରୁ ନାମାଙ୍କନ ଦାଖଲ କରିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ ହୋଇଛି। ” ଏହା ଏକ ଯୋଜନାବଦ୍ଧ ଆକ୍ରମଣ ଥିଲା। ମୋ ଆଖ ପାଖରେ କୌଣସି ସୁରକ୍ଷା କର୍ମୀ…
ବନ୍ଦ ହେବାକୁ ଯାଉଛି ୧୮୯୦ରୁ ସେବା ଯୋଗାଉଥିବା ସମ୍ବଲପୁର ରୋଡ୍ ଷ୍ଟେଶନ
ସମ୍ବଲପୁର,୧୦ା୩(ବ୍ୟୁରୋ): ଦେଶ ସ୍ବାଧୀନ ପୂର୍ବରୁ ଅର୍ଥାତ୍ ୧୮୯୦ରେ ନିର୍ମାଣ ହୋଇଥିବା ସମ୍ବଲପୁର ରୋଡ୍ ଷ୍ଟେଶନ ବନ୍ଦ ହେବ। ଏ ନେଇ ରେଳ ସଦନ ଭୁବନେଶ୍ୱରର ପ୍ରିନ୍ସିପାଲ ଚିଫ୍ ଅପରେଶନ ମ୍ୟାନେଜରଙ୍କ ପକ୍ଷରୁ ନୋଟିସ୍ କରାଯାଇଛି। ସମ୍ବଲପୁର ରେଳ ମଣ୍ଡଳକୁ ମଧ୍ୟ ଏ…
ବାଜ୍ୟାପ୍ତ ହେଲା ଗଞ୍ଜେଇ ବ୍ୟବସାୟୀଙ୍କ ୯୬ଲକ୍ଷ ଟଙ୍କାର ସମ୍ପତ୍ତି
ଜୟପୁର ୧୦ା୩: ଗଞ୍ଜେଇ ଚାଲାଣ ଅଭିଯୋଗରେ ଗିରଫ ହୋଇଥିବା ୨ ଅଭିଯୁକ୍ତଙ୍କ ୯୬ଲକ୍ଷ ୫୦ ହଜାର ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କରାଯାଇଛି। ଏପରି ଘଟଣା ଜିଲାରେ ପ୍ରଥମ ବୋଲି ଜୟପୁର ଏସ୍ଡିପିଓ ଅରୂପ ଅଭିଷେକ ବେହେରା ଏକ ଖବରଦାତା ସମ୍ମିଳନୀରେ ସୂଚନା…
ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
ନୂଆଦିଲ୍ଲୀ,୧୦।୩ : କେନ୍ଦ୍ରର ୩ ବିବାଦୀୟ ଆଇନ ବିରୋଧରେ ଆନ୍ଦୋଳନ କରୁଥିବା କୃଷକ ସଂଗଠନ ଆସନ୍ତା ୨୬ ତାରିଖରେ ଭାରତ ବନ୍ଦ ଡାକରା ଦେଇଛି। ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦକୁ ସମର୍ଥନ କରିଛନ୍ତି ଟ୍ରେଡ୍ ୟୁନିୟନ ଓ…
ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ଜେଲ୍ ଦଣ୍ଡାଦେଶ
ଭବାନୀପାଟଣା,୧୦।୩: ନାବାଳିକା ବଳାତ୍କାର ମାମଲାରେ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଅଭିଯୁକ୍ତ ଚୌବନ ଜାନି(୩୦)ଙ୍କୁ ୧୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଜରିମାନା ଅନାଦେୟ…
ଗଣ ବଳତ୍କାର ଅଭିଯୋଗ ପରେ ଚାଲିଗଲା ପୀଡ଼ିତା ବାପାଙ୍କ ଜୀବନ
କାନପୁର,୧୦।୩ : ଗଣ ବଳତ୍କାର ଅଭିଯୋଗ କରିବାର ପର ଦିନ ଦୁର୍ଘଟଣାରେ ଚାଲି ଯାଇଛି ୧୩ ବର୍ଷୀୟା ନାବାଳିକା ପୀଡ଼ିତାର ବାପାଙ୍କ ଜୀବନ। ପୀଡ଼ିତାଙ୍କୁ ଡାକ୍ତରୀ ମଇନା ପାଇଁ ନିଆଯାଇଥିବା ମେଡିକାଲ ବାହାରେ ହିଁ ଘଟିଛି ଦୁର୍ଘଟଣା। ଉତ୍ତର ପ୍ରଦେଶର କାନପୁର…
ଯୌତୁକ ନିଆଁରେ ଜଳିଗଲେ ମହିଳା
ରାଜନଗର,୧୦।୩: ତାଳଚୁଆ ସାମୁଦ୍ରିକ ଥାନା ଅଧୀନ ବାଘମାରୀ ଗାଁରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ବୈଶାଖୀ ପାଳ। ଶାଶୁ, ଶ୍ୱଶୁର, ସ୍ବାମୀ ଓ ଦିଅର ମିଶି ତାଙ୍କୁ ହତ୍ୟା କରିଥିବା ବୈଶାଖୀଙ୍କ ବାପା…
ନାମାଙ୍କନ ଦାଖଲ ପରେ ମମତାଙ୍କ ଉପରେ ଆକ୍ରମଣ
ନନ୍ଦିଗ୍ରାମ,୧୦।୩ : ନନ୍ଦିଗ୍ରାମ ଆସନ ପାଇଁ ନାମାଙ୍କନ ଦାଖଲ କରିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ମମତାଙ୍କ ଗୋଡ଼ରେ ଆଘାତ ଲାଗିଛି। ତେବେ ଘଟଣା ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି…
ଗାଈ ଫସଲ ଖାଇଦେବାରୁ ମହିଳାଙ୍କୁ ହତ୍ୟା କଲେ ମହିଳା
ଓଡ଼ଗାଁ,୧୦।୩: ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଓ ବାହାଡ଼ାଝୋଲା ଫାଣ୍ଡି ଅଧୀନ ବଧୁଲିପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ କଥାକୁ କେନ୍ଦ୍ର କରି ଦୁଇ ମହିଳାଙ୍କ ମଧ୍ୟରେ ହାତାହାତି ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧୦।୩: ବିଭିନ୍ନ ପ୍ରସଙ୍ଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରୁଥିବା ବେଳେ ବିଧାନସଭା ବଜେଟ ଅଧିବେଶନ ବେଳେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶଂସା କରିଛନ୍ତି। ଦିଲ୍ଲୀରେ କୋଭିଡ୍-୧୯ ମୁକାବିଳାରେ କେନ୍ଦ୍ର…
ପୁଣି ଫିଟ୍ନେସ ଟେଷ୍ଟରେ ଫେଲ୍ ହେଲେ ଭାରତୀୟ ଖେଳାଳି
ଅହମ୍ମଦାବାଦ,୧୦।୩ : ପୁଣି ଥରେ ଫିଟ୍ନେସ୍ ଟେଷ୍ଟରେ ବିଫଳ ହୋଇଛନ୍ତି ମିଷ୍ଟ୍ରି ସ୍ପିନର ବୁରଣ ଚକ୍ରବର୍ତ୍ତୀ। ଏଥିଯୋଗୁ ଆଗାମୀ ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍ରୁ ସେ ବାଦ୍ ପଡ଼ିବା ନିଶ୍ଚିତ। ଅନ୍ୟ ପଟେ ନୂଆ ପେସ ସେନସେଶନ ଟି. ନଟରାଜନ ଏପର୍ଯ୍ୟନ୍ତ…
Archives


