ଏପ୍ରିଲରୁ ରବିବାର କ୍ଲାସ ବନ୍ଦ
ଭୁବନେଶ୍ୱର, ୧୦।୩(ବ୍ୟୁରୋ): ଆସନ୍ତା ଏପ୍ରିଲରୁ ସ୍କୁଲରେ ଆଉ ରବିବାର ପାଠପଢ଼ା ହେବ ନାହିଁ। ଏ ନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀ ଦାସ କହିଛନ୍ତି ଯେ, ଏପ୍ରଲରୁ ରିଭିଜନ କ୍ଲାସ ଚାଲିବ।…
ବିଶ୍ୱର ସବୁଠୁ ମହଙ୍ଗା ଔଷଧ: ଦାମ୍ ରହିଛି
କୌଣସି ରୋଗର ଚିକିତ୍ସା ଔଷଧ ଦ୍ୱାରା କରାଯାଏ। ଅନେକ ଥର ଔଷଧ ଏତେ ମହଙ୍ଗା ହୋଇଥାଏ ଯେ ସାଧାରଣ ବ୍ୟକ୍ତିଟିଏ କିଣିବା ସହଜ ହୋଇ ନ ଥାଏ। ଦୁର୍ଲଭ ରୋଗ ହେଲେ ଏହାର ଚିକିତ୍ସା ମହଙ୍ଗା ହୋଇଥାଏ। ଏମିତି ଏକ ଦୁର୍ଲଭ…
ଜଳେଶ୍ବରରୁ ୧ କେଜି ବ୍ରାଉନସୁଗାର ଜବତ, ଜଣେ ଗିରଫ
ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଝାଡ଼େଶ୍ବରପୁର ଅଞ୍ଚଳରୁ ମଙ୍ଗଳବାର ବିଳମ୍ବିତ ରାତିରେ ୧ କେଜି ବ୍ରାଉନ ସୁଗାର ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ଜଣେ ଗିରଫ ହୋଇଛନ୍ତି। ରାତିରେ ଏସ୍ଟିଏଫ ଟିମ୍ ଚଢ଼ାଉ କରି ବ୍ରାଉନସୁଗାର ଜବତ…
ଗୋଟିଏ ସାକ୍ଷାତକାର ପାଇଁ ଏହି ମହିଳାଙ୍କୁ ୫୧ କୋଟି ଦେଲା ଟିଭି ଚ୍ୟାନେଲ
ବ୍ରିଟେନର ପ୍ରିନ୍ସ ହ୍ୟାରି ଏବଂ ତାଙ୍କ ସ୍ତ୍ରୀ ମେଘାନ ମର୍କେଲଙ୍କର ଏକ ଟିଭି ସାକ୍ଷାତକାର ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ସାକ୍ଷାତକାର ଆମେରିକାର ଟିଭି ଚ୍ୟାନେଲ ସିବିସିରେ ପ୍ରସାରିତ ହୋଇଛି। ଏହି ସାକ୍ଷାତକାରରେ ହ୍ୟାରି ଏବଂ ମେଘାନ…
ଦ୍ୱିତୀୟ ବିବାହ ପାଇଁ ଜିଦ୍: ୬୦ ବର୍ଷ ବୟସ୍କ ବ୍ୟକ୍ତି ୧୧ କେଭି ଖୁଣ୍ଟରେ ଚଢ଼ିଲେ
ଜୟପୁର,୧୦।୩: ରାଜସ୍ଥାନର ଧୋଲପୁର ଜିଲାର ଗନିମତରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସୋବରନ ସିଂ ନାମକ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି ଦ୍ୱିତୀୟ ବିବାହ ପାଇଁ ଜିଦ୍ କରି ପରିବାର ସଦସ୍ୟଙ୍କ ସହିତ ପାଟି ତୁଣ୍ଡ କରିଥିଲେ। ଶେଷରେ…
ସମୁଦ୍ରରେ ଚାଲିଛି ବେଆଇନ ମାଛଧରା: ଅଲିଭ ରିଡଲେଙ୍କ ଅଣ୍ଡାଦାନ ବାଧାପ୍ରାପ୍ତ
ଛତ୍ରପୁର,୧୦।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସମୁଦ୍ରରୁ ବେଆଇନ ଭାବରେ ମାଛଧରାକୁ ବନ୍ଦ କରିବା ନେଇ ଅତିରିକ୍ତ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମା’ ଗଙ୍ଗା ଦେବୀ ସାମୁଦ୍ରିକ ମତ୍ସ୍ୟଜୀବୀ ସଂଘ ପକ୍ଷରୁ ବଡ଼ନୋଳିଆନୂଆଗାଁ, ସାନନୋଳିଆନୂଆଗାଁ, ଗୋଖରକୁଦା, ପୋଡମପେଟା,…
ରାଗିଗଲେ ପ୍ରଧାନମନ୍ତ୍ରୀ: ଖବରଦାତାଙ୍କ ଉପରେ ସାନିଟାଇଜର୍ ସିଞ୍ଚିଲେ
ବ୍ୟାଙ୍କକ୍,୧୦।୩: ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ ଚାନ ସଚା ନିଜ ବ୍ୟବହାରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ଖବରଦାତାଙ୍କୁ ଉପରକୁ ରାଗିଯାଇ ସାନିଟାଇଜର୍ ସିଞ୍ଚି ଥିଲେ। ଏଠାରେ ପ୍ରଧାନମନ୍ତ୍ରୀଙ୍କୁ ମନ୍ତ୍ରୀମଣ୍ଡଳ ବିସ୍ତାର ବିଷୟରେ ପଚରାଯିବାର ସେ ଏତେ ରାଗିଯାଇଥିଲେ…
ଭଙ୍ଗା ଦଦରା ସାମଗ୍ରୀରୁ ‘ରାଫେଲ’ ତିଆରି କଲେ ରେଳ କର୍ମଚାରୀ
ପାଟଣା,୧୦।୩: ରେଳ କର୍ମଚାରୀମାନେ ଦେଶରେ ଅଗ୍ରଣୀ ଭୂମିକା ତୁଲାଉଛନ୍ତି। ସମସ୍ତିପୁରର ରେଳକର୍ମଚାରୀ ଏମିତି ଏକ କମାଲ କରି ଦେଖାଇଛନ୍ତି ଯାହା ସମସ୍ତଙ୍କୁ ଚକିତ କରିଛି। ଏହି କର୍ମଚାରୀମାନେ ଭଙ୍ଗା ଦଦରା ସାମଗ୍ରୀରୁ ‘ରାଫେଲ’ ଏବଂ ପୃଥ୍ବୀ ମିସାଇଲ ତିଆରି କରିଛନ୍ତି। ସମସ୍ତପୁରସ୍ଥିତ…
ଗଙ୍ଗା ଆରତିରେ ଯୋଗ ଦେବେ ରାଷ୍ଟ୍ରପତି
ବାରାଣସୀ,୧୦।୩: ବାରାଣସୀର ବିଶ୍ୱପ୍ରସିଦ୍ଧ ଗଙ୍ଗା ଆରତୀରେ ଦେଶବିଦେଶର ଅନେକ ଅତିଥି ଯୋଗ ଦେଇଥାନ୍ତି। ଏବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗଙ୍ଗା ଆରତିରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି। ରାଷ୍ଟ୍ରପତି ଆସନ୍ତା ମାର୍ଚ୍ଚ ୧୩ରେ ୩ ଦିନିଆ ବାରାଣସୀଙ୍କ ଗସ୍ତରେ ଯିବେ। ଏହି ଗସ୍ତର…
ଏମିତି ଆସେ ମୃତ୍ୟୁ: ମୁଣ୍ଡନ ପାଇଁ ଯାଉଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ଶିଶୁଙ୍କ ଜୀବନ, ୧୨ ଆହତ
ସାକ୍ଷୀଗୋପାଳ, ୧୦।୩(ଡି.ଏନ୍.ଏ.): ଭୁବନେଶ୍ୱର-ପୁରୀ ୩୧୬ ନଂ. ଜାତୀୟ ରାଜପଥର ସାକ୍ଷୀଗୋପାଳ ଚଣାଗୋରଡା ବ୍ରିଜରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଲକ୍ଷ୍ମୀପ୍ରିୟା ରଣା (୫୮)…
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ଲକ୍ଷ ଲକ୍ଷ କର୍ମଚାରୀ ହେବେ ଉପକୃତ
ନୂଆଦିଲ୍ଲୀ,୧୦।୩: କରୋନା ସଙ୍କଟ ସମୟରେ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଦ୍ୱାରା ଅଟକ ରଖାଯାଇଥିବା ମହଙ୍ଗା ଭତ୍ତା (ଡିଏ ଏବଂ ଡିଆର)ର ତିନୋଟି କିସ୍ତି ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଆଶ୍ୱାସନା ଦେଇଛି ଯେ, କେନ୍ଦ୍ରୀୟ…
ପାକିସ୍ତାନ ପ୍ରତି ଭାରତର ଦୟା: ମାଗଣାରେ ଯୋଗାଇବ ୧ କୋଟି ୬୦ ଲକ୍ଷ କରୋନା ଡୋଜ୍
ନୂଆଦିଲ୍ଲୀ,୧୦।୩: ପାକିସ୍ତାନ ପ୍ରତି ଭାରତ ମନରେ ଦୟା ରହିଛି। ଭାରତ କରୋନା ମହାମାରୀ ଲଢ଼େଇରେ ପୃଥିବୀରେ ଆଗୁଆ ରହିଛି। ଭାରତରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାରତ ନିଜ ପଡ଼ୋଶୀ ଏବଂ ମିତ୍ର ଦେଶଙ୍କୁ ମାଗଣା କରୋନା ଟିକା ଯୋଗାଇ…
Archives


