Home Left

ଫ୍ଲାଏ ଆଶ୍‌ରୁ ଅସମ୍ଭାଳ ବାୟୁ ପ୍ରଦୂଷଣ

ଯାଜପୁର ଅଫିସ,୧୦ା୩: ରାଜ୍ୟରେ ୨୦୧୨-୧୩ଠାରୁ ୨୦୧୯-୨୦ ମଧ୍ୟରେ ବିଭିନ୍ନ କାରଖାନାର କୋଇଲା ଭିତ୍ତିକ ତାପଜ ବିଦ୍ୟୁତ୍‌ କେନ୍ଦ୍ରରୁ ନିର୍ଗତ ୬,୭୬,୩୯,୪୬୨ ମେଟ୍ରିକ ଟନ(ଏମଟି) ଫ୍ଲାଏ ଆଶ୍‌ (ଉଡ଼ନ୍ତା ପାଉଁଶ) ବିନିଯୋଗ ହୋଇ ନ ପାରି ଗଚ୍ଛିତ ରହିଛି। ଏହି ସମୟ ମଧ୍ୟରେ…

କିଟ୍‌, କିସ୍‌ ମହିଳା କର୍ମଚାରୀଙ୍କୁ ମାଗଣାରେ କୋଭିଡ୍‌ ଟିକା ଦିଆଯିବ

ଭୁବନେଶ୍ୱର, ୧୦।୩(ବ୍ୟୁରୋ): କିଟ୍‌ ଅନୁଷ୍ଠାନ ସମୂହ ଓ କିସ୍‌ରେ କାର୍ଯ୍ୟରତ ସମସ୍ତ ମହିଳା କର୍ମଚାରୀଙ୍କୁ କିଟ୍‌ ପକ୍ଷରୁ ମାଗଣା କୋଭିଡ୍‌ ଟିକା ଯୋଗାଇ ଦିଆଯିବ। ଏ ନେଇ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସୋମବାର ଆନ୍ତର୍ଜାତିକ ମହିଳା ଦିବସ…

ଭିଜିବୁଲ ପୋଲିସିଂ, କୁଇକ୍‌ ରେସ୍ପନ୍ସକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଭୁବନେଶ୍ୱର-କଟକ ଟୁଇନ୍‌ ସିଟିର ଅଷ୍ଟମ ପୋଲିସ କମିଶନର ଭାବେ ୧୯୯୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅତିରିକ୍ତ କମିଶନର ରେଖା ଲୋହାନୀ ସୌମେନ୍ଦ୍ରଙ୍କୁ ବିଧିବଦ୍ଧ ଭାବେ ଦାୟିତ୍ୱ ପ୍ରଦାନ କରିଥିଲେ। ଦାୟିତ୍ୱ ନେବା…

ମହିଳା ବିଧାୟକଙ୍କ ଗାଲ ଟାଣିଲେ ଏମ୍‌ପି: ଭିଡିଓ ଭାଇରାଲ

କୋଲକତା,୧୦ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଆଉ କିଛି ଦିନ ବାକି ଅଛି। ଏଭଳି ପରିସ୍ଥିତିରେ ବିଭିନ୍ନ ଦଳ ପକ୍ଷରୁ ପରସ୍ପର ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏଭଳି ପରିସ୍ଥିତିରେ ଆଉ ଏକ ରୋଚକ ମାମଲା ସାମ୍ନାକୁ ଆସିଛି। ଭାଜପା ଏମ୍‌ପି ଲକେଟ ଚାଟାର୍ଜୀ ତାଙ୍କ…

ପରଦା କଳାକୁ ପ୍ରୋତ୍ସାହନ ନାହିଁ

ଖୋର୍ଦ୍ଧା ଅଫିସ, ୧୦ା୩: ଏକଦା ପରଦା କଳାକୁ ନେଇ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଧଳାପଥର ଗ୍ରାମ। ଏହି ଗ୍ରାମର ଉଦୟନାଥ ସାହୁଙ୍କ ଭଳି ପ୍ରତିଭାବାନ ଶିଳ୍ପୀଙ୍କ ହାତର ଯାଦୁରେ ଚମକୁଥିଲା କଳାକୃତି। ଦେଶ ବିଦେଶରେ…

କୁଆଖାଇ, କୁଶଭଦ୍ରା ଜଳ ସଂରକ୍ଷଣକୁ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧୦ା୩: ଖୋର୍ଦ୍ଧା ଜିଲା ପରିଷଦର ୭ମ ସାଧାରଣ ବୈଠକ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଦଳାଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସ୍ଥାନୀୟ…

ଡ୍ରିଲିଂବେଳେ କାନ୍ଥ ଭୁଶୁଡ଼ିଲା: ଶ୍ରମିକ ମୃତ

କଟକ ଅଫିସ,୧୦ା୩: କଟକ ଶଙ୍କରପୁର ଢିଅସାହି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାନ୍ଥ ଭୁଶୁଡି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଟକ ନୂଆରାଉସାପାଟଣା ଅଞ୍ଚଳର ଡି.ସୁରିଆ ରାଓ(୩୪)। ବାଦାମବାଡି ଥାନା ଅଧିକାରୀ ରଶ୍ମି ରଞ୍ଜନ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ଢିଅସାହି…

୨୦ ବର୍ଷ ପରେ ନ୍ୟାୟ ପାଇଲେ ୧୨୭ ମୁସଲମାନ

ସୁରଟ,୧୦।୩: ଦୀର୍ଘ ୨୦ ବର୍ଷ ଧରି ଜେଲରେ ରହିଥିବା ୧୨୭ ଜଣ ମୁସଲମାନ ନିର୍ଦ୍ଦୋଷ ବୋଲି ରାୟ ଦେଇଛନ୍ତି ଗୁଜରାଟ ସୁରଟଠାରେ ଥିବା ଏକ କୋର୍ଟ। ସେମାନଙ୍କ ମଧ୍ୟରୁ ମାମଲାର ଶୁଣାଣିବେଳେ ୫ ଜଣଙ୍କ ମୃତ୍ୟୁ ଘଟିସାରିଛି। ଆଉ ୧୨୨ ଜଣଙ୍କୁ…

ଔଷଧର ମୂଲ୍ୟ ୧୮ କୋଟି

ଏକ ବିରଳ ବଂଶଗତ ରୋଗର ଉପଚାର ପାଇଁ ବିଶ୍ୱର ସବୁଠୁ ଦାମୀ ଔଷଧକୁ ବ୍ରିଟେନର ଜାତୀୟ ସ୍ବାସ୍ଥ୍ୟ ସେବା (ଏନ୍‌ଏଚ୍‌ଏସ୍‌) ମଞ୍ଜୁରୀ ଦେଇଛି। ନୋଭାର୍ଟିସ୍‌ ଜେନେ ଥେରାପିଜ୍‌ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ‘ଜୋଲଗେନ୍ସମା’ର ଗୋଟିଏ ଡୋଜ୍‌ ଦାମ୍‌ ୧.୭୯ ନିୟୁତ ପାଉଣ୍ଡ…

‘ଚେହରେ’ରୁ ଚେହେରା ଗାଏବ

ବିଗ୍‌ ବି ଅମିତାଭ ବଚ୍ଚନ ଓ ଇମ୍ରାନ ହାସ୍‌ମୀଙ୍କ ଫିଲ୍ମ ‘ଚେହରେ’ର ଆଉ ଏକ ପୋଷ୍ଟର ରିଲିଜ ହୋଇଛି। ହେଲେ ଏଥିରେ ଅଭିନୟ କରିଥିବା ରିୟା ଚକ୍ରବର୍ତ୍ତୀଙ୍କ ଫଟୋ ନ ଥିବା ଦେଖିବାକୁ ମିଳିଛି। ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ…

ନନ୍ଦିଗ୍ରାମରେ ଚଣ୍ଡୀପାଠ

କୋଲକାତା,୧୦ା୩: ମୁଁ ମଧ୍ୟ ଜଣେ ହିନ୍ଦୁ। ମୁଁ ପ୍ରତିଦିନ ଚଣ୍ଡୀପାଠ କରେ ବୋଲି ମଙ୍ଗଳବାର ଭାଜପାକୁ ବିଭାଜନବାଦୀ ରାଜନୀତି ନ କରିବାକୁ ଚେତାବନୀ ଦେଇଛନ୍ତି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା ବାନାର୍ଜୀ। ୭୦-୩୦ ଅନୁପାତ କଥା କହୁଥିବା ଲୋକେ ପବିତ୍ର…

ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ଭୁବନେଶ୍ୱରରେ ବେଆଇନ ଭାବେ ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧି କରାଯାଇଥିବା କଂଗ୍ରେସ ଅଭିଯୋଗ କରିଆସୁଛି। ଯଦି ସରକାର ଏହାକୁ ପ୍ରତ୍ୟାହାର ନ କରନ୍ତି, ତାହାହେଲେ ଆଗାମୀ ଦିନରେ ବିଏମ୍‌ସି ଅଫିସ ଘେରାଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri