Home Left

ରାଜ୍ୟରେ ୧,୯୧୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୧,୯୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦୯ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୮୦୮ଟି…

ଫୁଲ ହାର ପକାଇ ରିଷଭ ପନ୍ତଙ୍କୁ ସ୍ବାଗତ କଲେ କୋଚ: ଜାଣନ୍ତୁ କାହିଁକି

ଲଣ୍ଡନ,୨୩।୭: ଭାରତୀୟ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବେ କରୋନାକୁ ହରାଇ ଟିମ ଇଣ୍ଡିଆରେ ଯୋଗ ଦେଇଛନ୍ତି। ରିଷଭ ପନ୍ତ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ ସେ ଟିମ ଇଣ୍ଡିଆର ଖେଳାଳିଙ୍କ ସହ ନଜର ଆସିଥିଲେ। ଲଣ୍ଡନରୁ…

୨୦ତମ ଓଭରରେ ୧୫ ଚକା ମାରିବାର ବିଶ୍ୱ ରେକର୍ଡ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୩।୭:ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା ଦକ୍ଷିଣ ଆଫ୍ରିକାର ଡେଭିଡ ମିଲର ଆୟାର୍ଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି -୨୦ ମ୍ୟାଚରେ ଜଲଓ୍ବା ଦେଖାଇଛନ୍ତି। ଆୟାର୍ଲାଣ୍ଡ ବିପକ୍ଷରେ ମାତ୍ର ୪୪ ବଲରେ ଡେଭିଡ ମିଲର ଅପରାଜିତ ୭୫ ସ୍କୋର କରିଥିଲେ। ଡେଭିଡ ମିଲର ମଧ୍ୟ…

ଏଯାଏ ୧୧୫ ପ୍ରଘଟ

ନୂଆଦିଲ୍ଲୀ,୨୩ା୭”ଇସ୍ରାଏଲର ଏନ୍‌ଏସ୍‌ଓ କମ୍ପାନୀ ଦ୍ୱାରା ପ୍ରସ୍ତୁତ ପେଗାସସ୍‌ ସ୍ପାଏଓ୍ବେରକୁ ନେଇ ବିଶ୍ୱବ୍ୟାପୀ ଝଡ଼ ବହୁଛି। ଏହି ଗୁପ୍ତଚରଗିରି ସଫ୍ଟଓ୍ବେର ଜରିଆରେ ରାଜନେତା, ଖବରଦାତା, ଅଧିକାର କର୍ମୀ, ବିଜ୍‌ନେସ୍‌ ଟାଇକୁନ, ଛାତ୍ରୀଛାତ୍ର ଓ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କୁ ଟାର୍ଗେଟ କରାଯାଇଛି। ଭାରତର ନ୍ୟୁଜ୍‌…

ଓଡ଼ିଆ ଆଇଆର୍‌ଏସ୍‌ ଅଫିସର ଜାତିସଂଘ ଟ୍ୟାକ୍ସ କମିଟି ବିଶେଷଜ୍ଞ

ନୂଆଦିଲ୍ଲୀ, ୨୩ା୭: ଅର୍ଥ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଥିବା ଓଡ଼ିଆ ଆଇଆର୍‌ଏସ୍‌ ଅଫିସର ରଶ୍ମିରଞ୍ଜନ ଦାସ ୨୦୨୧-୨୦୨୫ ବର୍ଷ ପାଇଁ ଜାତିସଂଘ ଟ୍ୟାକ୍ସ କମିଟି ସଦସ୍ୟ ନିଯୁକ୍ତ ହୋଇ ବିଶ୍ୱର ୨୫ ଜଣ ଟିକସ ବିଶେଷଜ୍ଞଙ୍କ ମଧ୍ୟରେ ଏକମାତ୍ର ଭାରତୀୟ ଭାବେ…

ୟୁସି ଦେବାରେ ଓଡ଼ିଶା ବିଫଳ

ନୂଆଦିଲ୍ଲୀ, ୨୩ା୭: ଓଡ଼ିଶା ସରକାର ପୂର୍ବବର୍ଷ ପାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର (ୟୁସି) କେନ୍ଦ୍ର ନିକଟରେ ଦାଖଲ କରିବାରେ ବିଫଳ ହୋଇଛନ୍ତି। ଏଥିଯୋଗୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ଆଦିବାସୀ ଯୋଜନାକୁ ସ୍ବତନ୍ତ୍ର କେନ୍ଦ୍ରୀୟ ସହାୟତା (ଏସ୍‌ସିଏ ଟୁ ଟିଏସ୍‌ଏସ୍‌)ରେ ରାଜ୍ୟକୁ…

ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ: ଅପରାହ୍ନ ୪ଟାରେ ହେବ ପହଣ୍ଡି

ପୁରୀ ଅଫିସ,୨୩ା୭:ନବଦିନାମତ୍କ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାପ୍ରଭୁ। ଭଉଣୀ ଭାଇଙ୍କ ସହ ସିଂହଦ୍ୱାର ସମ୍ମୁଖରେ ତିନିରଥ ଉପରେ ଅଛନ୍ତି ମହାପ୍ରଭୁ। ଗୁରୁବାର ଅଧରପଣା ନୀତି ସମ୍ପନ୍ନ ହୋଇଥିବା ବେଳେ ଶୁକ୍ରବାର ନୀଳାଦ୍ରିବିଜେ ନୀତି ହେବ। ରନତ୍ବେଦିକୁ ବିଜେ କରିବେ…

ସୁନାର ଟଏଲେଟ୍‌ ବ୍ୟବହାର କରୁଥିଲେ ଅଧିକାରୀ, ଚଢ଼ାଉ ଟିମ୍‌ ଭିତରେ ଆଉ ସବୁ ଯାହା ଦେଖିଲା ଆଖି ଖୋସି ହୋଇଗଲା

ମସ୍କୋ,୨୩ା୭: ଜଣେ ସାଧାରଣ ସରକାରୀ କର୍ମଚାରୀ ଘରେ ସୁନାର ଟଏଲେଟ୍‌ ବ୍ୟବହାର କରୁଥିବା ଶୁଣିଲେ ନିଶ୍ଚିତ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ରୁଷିଆର ଜଣେ ଟ୍ରାଫିକ ପୋଲିସ ଅଧିକାରୀ ତାଙ୍କ ଘରେ ସୁନାର ଟଏଲେଟ୍‌ ବ୍ୟବହାର କରୁଥିଲେ। ତେଣୁ ଆୟ ବହିର୍ଭୂତ ସମ୍ପତ୍ତି…

କରୋନା ଭୟରେ ୧୫ ମାସ ହେଲା ଘରେ ବନ୍ଦୀ

ନୂଆଦିଲ୍ଲୀ,୨୩।୭: କରୋନା ସଂକ୍ରମଣ ଭୟରେ ଆନ୍ଧ୍ରପ୍ରଦେଶର କଡାଲି ଗ୍ରାମରେ ଗୋଟିଏ ପରିବାର ୧୫ ମାସ ହେଲା ଏକ ଟେଣ୍ଟ ହାଉସ୍‌ରେ ବନ୍ଦୀ ଜୀବନ ବିତାଉଥିଲା। ବୁଧବାର ପୋଲିସ ପରିବାର ସଦସ୍ୟଙ୍କୁ ଉଦ୍ଧାର କରିଛି। ଗାଁ ସରପଞ୍ଚଙ୍କ କହିବା ମୁତାବକ, ଜଣେ ପଡୋଶୀଙ୍କ…

ଜିନ୍ସ ପିନ୍ଧିବାରୁ ଝିଅକୁ ପିଟି ପିଟି ମାରିଦେଲେ

ଲକ୍ଷ୍ନୌ, ୨୩ା୭: ଜିନ୍ସ ପିନ୍ଧିବା କାରଣରୁ ୧୭ ବର୍ଷୀୟ ନାବାଳିକାଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ପରିବାର ଲୋକେ। ଉତ୍ତରପ୍ରଦେଶର ଦେଓରିଆ ଜିଲାରେ ଘଟିଛି ଏଭଳି ଏକ ହତ୍ୟାକାଣ୍ଡ। ନାବାଳିକା ତାଙ୍କ ବାପାଙ୍କ ସହ ଲୁଧିଆନାରେ ରୁହନ୍ତି। କିଛି ଦିନ ତଳେ…

ଅଷ୍ଟମ ଶ୍ରେଣୀରୁ ପାଠପଢା ଛାଡି ଦେଇଥିଲେ, ୧୦ ବର୍ଷ ପରେ ପୁଣି ପାଠ ପଢି ହେଲେ ବଡ଼ ଅଫିସର

ଜୟପୁର,୨୩।୭: କୁହାଯାଏ ଭାଗ୍ୟ ସହାୟତା କଲେ ମଣିଷ ଯେକୌଣସି ପରିସ୍ଥିତିରେ ମଧ୍ୟ ସଫଳତା ହାସଲ କରିଥାଏ। କିନ୍ତୁ ଏଥିପାଇଁ ନିରନ୍ତର ପ୍ରୟାସ ଜାରି ରଖିବା ଆବଶ୍ୟକ। ଏହାର ଜ୍ୱଳନ୍ତ ରାଜସ୍ଥାନର ଜାଲୋର ଜିଲାର ଜଶଓ୍ବନ୍ତପୁରାର ମୋର କଓ୍ବଁର। ସେ ଅଷ୍ଟମ ଶ୍ରେଣୀ…

ଶିଳ୍ପା ସେଟ୍ଟୀଙ୍କୁ ଏମିତି ଦାମୀ ଉପହାର ଦେଇ ଖୁସି କରୁଥିଲେ ସ୍ବାମୀ ରାଜ କୁନ୍ଦ୍ରା

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଏବଂ ରାଜ କୁନ୍ଦ୍ରା ଏକ ହଟ୍‌ ଦମ୍ପତି ଭାବେ ବିବେଚନା କରାଯାଏ। ଉଭୟଙ୍କ ମଧ୍ୟରେ ବହୁତ ଭଲ ସମ୍ପର୍କ ଅଛି। ରାଜ ଶିଳ୍ପାଙ୍କୁ ଖୁସିରେ ରଖିବା ପାଇଁ ଏତେ ଦାମୀ ଉପହାର ଦେଉଥିଲେ ଯେ ସମସ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?