ଜଙ୍ଗଲ ନିଆଁକୁ ଆୟତ୍ତ ପାଇଁ ଗଠନ ହେଲା ଟିମ୍
ଭୁବନେଶ୍ୱର,୮।୩(ବ୍ୟୁରୋ): ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ୯ ଜଣିଆ ଟିମ୍ ଗଠନ ହୋଇଥିବା ବେଳେ ଏହାର ନାମ ରହିଛି ‘ଫରେଷ୍ଟ ଫାୟାର ମ୍ୟାନେଜମେଣ୍ଟ’ ।…
ମହିଳା ଦିବସରେ ରିଲଜ୍ ହେଲା ପରିଣିତଙ୍କ ଅଭିନୀତ ଫିଲ୍ମ ‘ସାଇନା’ର ଟ୍ରେଲର
ମୁମ୍ବାଇ: ବଲିଉଡ୍ ନାୟିକା ପରିଣିତି ଚୋପ୍ରାଙ୍କର ମୋଷ୍ଟ ଆୱେଟେଡ ଫିଲ୍ମ ‘ସାଇନା’ର ଟ୍ରେଲର ଅନ୍ତରାଷ୍ଟ୍ରୀୟ ମହିଳା ଦିବସରେ ରିଲିଜ୍ ହୋଇଛି । ଏହା ରିଲିଜ୍ ହେବା ପରେ ପରେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହାସହ ଦର୍ଶକଙ୍କ ରିଆକ୍ସନ…
ଆଜି ଭୁବନେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ: ୫ ସୁସ୍ଥ
ଭୁବନେଶ୍ୱର,୮।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୧ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…
ରାଗିଲେ ନୀତୀଶ!
ପାଟନା,୮ ।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସାଧାରଣତଃ କମ୍ ରାଗିବାର ଦେଖାଯାଇଥାଏ । ହେଲେ ଗତ କିଛି ମାସ ହେବ ମଞ୍ଚ ଉପରେ ନୀତୀଶଙ୍କ ରାଗ ଦେଖିବାକୁ ମିଳୁଛି । ସୋମବାର ବିହାର ବିଧାନ ପରିଷଦ କାର୍ଯ୍ୟ ସମୟରେ ନୀତୀଶ…
ଏକଦା ମେଦବହୁଳତା ପାଇଁ ଏହି ଅଭିନେତାଙ୍କୁ ହେବାକୁ ପଡ଼ିଥିଲା ଟ୍ରୋଲ
ବଲିଉଡରେ ଅଭିନେତା ଫର୍ଦିନ ଖାନ ଆଜି ଫିଲ୍ମଠାରୁ ଦୂରରେ ଅଛନ୍ତି। କିନ୍ତୁ ଏକ ସମୟ ଥିଲା ଯେତେବେଳେ ସେ ଏକ ଷ୍ଟାଇଲିସ ହିରୋ ଭାବରେ ବଲିଉଡରେ ପ୍ରବେଶ କରିଥିଲେ। ମାର୍ଚ୍ଚ ୮ ରେ, ଫର୍ଦିନ ତାଙ୍କର ୪୭ ତମ ଜନ୍ମଦିନ ପାଳନ…
ଏଲି ଆବ୍ରାହମଙ୍କ ସହ ରୋମାନ୍ସ କରିବେ ଆମିର!
ମୁମ୍ବାଇ: ବଲିଉଡ୍ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ କିଛି କିଛି ବର୍ଷ ଅନ୍ତରରେ ବଡ ପରଦାରେ ନଜର ଆସିଥାଆନ୍ତି । ଆଉ ଯେବେ ସେ ବଡ ପରଦାରେ ନଜର ଆସିବାର ଖବର ଆସିଥାଏ ତା’ପରଠାରୁ ଫିଲ୍ମ ରିଲିଜ୍ ହେବା ପର୍ଯ୍ୟନ୍ତ ସେ…
ଧାଓ୍ବନଙ୍କ ମୁଣ୍ଡକୁ ବଲ୍ ଫୋପାଡିଲେ ପନ୍ତ, ରୋହିତ: ଆଉ ତା’ପରେ
ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଇଂଲଣ୍ଡକୁ ୩-୧ରେ ପରାସ୍ତ କରି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ପ୍ରବେଶ କରିଛି। ଏବେ ଭାରତକୁ ଇଂଲଣ୍ଡ ସହ ପାଞ୍ଚଟି ଟି -୨୦ ଏବଂ ୩ଟି ଏକଦିବସୀୟର ଏକ ସିରିଜ ଖେଳିବାର ଅଛି। ଏହା…
ମାଂସପେଶୀକୁ ଦୃଢ଼ ରଖିବ ଡିଭାଇସ୍
ମାଂସପେଶୀକୁ ଦୃଢ଼ ରଖିବା ପାଇଁ ଏକ ଉନ୍ନତ ଜ୍ଞାନକୌଶଳବିଶିଷ୍ଟ ଡିଭାଇସ ପ୍ରସ୍ତୁତ କରାଯାଇଛି। ୟୁନିଭର୍ସିଟି ଅଫ କୁଇନସଲ୍ୟାଣ୍ଡର ବିଶେଷଜ୍ଞମାନେ ବ୍ୟାଣ୍ଡ ଆକାରର ଏପରି ଡିଭାଇସ୍ ତିଆରି କରିବାରେ ସକ୍ଷମ ହୋଇଛନ୍ତି। ବ୍ୟାୟାମ କରିବା ସମୟରେ ଏହି ଡିଭାଇସ୍କୁ ବାହୁରେ ପିନ୍ଧିବାକୁ ପଡିଥାଏ।…
ବିବାହ କଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ପୂର୍ବତନ ସ୍ତ୍ରୀ
ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ସ୍ତ୍ରୀ ମାକେଞ୍ଜି ସ୍କଟ ଜଣେ ଶିକ୍ଷକଙ୍କୁ ବିବାହ କରିଛନ୍ତି। ଆମେରିକାର ସିଏଟଲରେ ରହୁଥିବା ବିଜ୍ଞାନ ଶିକ୍ଷକ ଡନ ଜାଓ୍ବେଟଙ୍କୁ ନିଜ ଜୀବନସାଥୀ ଭାବେ ବାଛିଛନ୍ତି। ମ୍ୟାକେଞ୍ଜି ସ୍କଟ…
କଟକ ବଡ଼ ମେଡିକାଲ ଛାତରୁ ଖସିପଡ଼ିଲା ଫ୍ୟାନ୍: ମହିଳା ରୋଗୀ ଆହତ
କଟକ ଅଫିସ,୮।୩: ବଡ଼ ମେଡିକାଲର ସର୍ଜରୀ ୱାର୍ଡର ଛାତରୁ ସୋମବାର ଏକ ଫ୍ୟାନ୍ ଖସିପଡ଼ିଛି। ଫ୍ୟାନଟି ଜଣେ ମହିଳା ରୋଗୀଙ୍କ ଉପରେ ପଡ଼ିବାରୁ ସେ ଆହତ ହୋଇଛନ୍ତି । ଏହାପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି । ମହିଳା ଜଣଙ୍କ ଯାଜପୁର…
ଅମ୍ଳପିତ୍ତର ଆୟୁର୍ବେଦୀୟ ଉପଚାର
ଏକ ସଦ୍ୟତମ ସର୍ଭେରୁ ଜଣାପଡିଛି ଯେ ବର୍ତ୍ତମାନ ୮୦ ପ୍ରତିଶତରୁ ଅଧିକ ଲୋକ ଅମ୍ଳପିତ୍ତ ରୋଗରେ ଆକ୍ରାନ୍ତ। ଏପରି କି ଯୌବନ ଆରମ୍ଭରୁ ଏହି ରୋଗରେ ପୀଡିତ ହେବା ଦେଖାଯାଉଛି। କେତେକ ଲୋକ ଭୋଜିକୁ ଗଲେ ସାଦା ଭୋଜନ ମଧ୍ୟ ଖାଇପାରନ୍ତି…
ସମ୍ପତ୍ତି ଲୋଭରେ ଭାଇବୋହୂଙ୍କୁ ହତ୍ୟାକଲେ ଦେଢ଼ଶୁର
ବ୍ରହ୍ମପୁର ଅଫିସ, ୮।୩ : ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଟି ହତ୍ୟାକାଣ୍ଡ ଘଟିଛି । ରବିବାର ରାତିରେ ଝାଡ଼ାଙ୍କୁଲି ଗ୍ରାମର କୋରା ସେଠୀଙ୍କୁ ହତ୍ୟା କରାଯାଇଥିବା ବେଳେ ତାଙ୍କ ପୁଅ ପ୍ରଶାନ୍ତଙ୍କୁ ମଧ୍ୟ ହତ୍ୟା…
Archives


