Home Left

ଆସାମ ବିଧାନସଭା ନିର୍ବାଚନ: ୩ ଗୁରୁତ୍ୱପୂର୍ଣ୍ଣ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଗୁଆହାଟୀ,୮ ।୩: ସାରା ଦେଶରେ ବେଳକୁ ବେଳ କଂଗ୍ରେସର ପ୍ରଦର୍ଶନ ଖରାପ ହୋଇ ଚାଲିଥିବା ବେଳେ ଏବେ ଏହାକୁ ସଜାଡିବାକୁ ପ୍ରୟାସ କରୁଛି ଦଳ । ରବିବାର ଆସାମ ବିଧାନସଭା ନିର୍ବାଚନର ୩ଟି ଗୁରୁତ୍ୱପୂର୍ଣ୍ଣ ଆସନ ପାଇଁ ଦଳ ପକ୍ଷରୁ ପ୍ରାର୍ଥୀ…

ପିତାଙ୍କ ହତ୍ୟାରେ ଭାଙ୍ଗି ପଡି ନ ଥିଲେ ବିଶ୍ୱର ନଂ ୧ ମହିଳା ରେସଲର୍‌

ଭାରତର ତାରକା ରେସଲର ଭିନେଶ ଫୋଗେଟ ମାଟିଓ ପାଲିକନ ର଼୍ୟାଙ୍କିଙ୍ଗ ରେସଲିଂ ସିରିଜରେ କ୍ରମାଗତ ଦ୍ୱିତୀୟ ସ୍ବର୍ଣ୍ଣ ଜିତିଛନ୍ତି। ଏକମାତ୍ର ଭାରତୀୟ ମହିଳା ରେସଲର ଭାବେ ୨୬ ବର୍ଷୀୟା ଭିନେଶ ଟୋକିଓ ଅଲିମ୍ପିକ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଭ…

ପାଳନ କରାଯାଉ ବିଶ୍ୱ ପୁରୁଷ ଦିବସ: ସୋନାଲ ମାନସିଂ

ନୂଆଦିଲ୍ଲୀ,୮ ।୩: ସାରା ବିଶ୍ୱ ପାଳନ କରୁଛି ବିଶ୍ୱ ମହିଳା ଦିବସ । ମାର୍ଚ୍ଚ ୮ ତାରିଖରେ ଏହା ପାଳନ ହେଉଥିବା ବେଳେ ମହିଳାମାନେ ଏହି ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଏମାନଙ୍କୁ ସମ୍ମାନିତ ବି କରାଯାଇଥାଏ ।…

ବୁର୍ଖା ପିନ୍ଧିବା ନେଇ କଟକଣା

ଜୁରିଚ୍‌,୮।୩: ସ୍ବିଜରଲାଣ୍ଡରେ ବୁର୍ଖା ପିନ୍ଧିବା ନେଇ କଟକଣା ଲଗାଯିବାକୁ ହୋଇଥିବା ଜନମତ ସଂଗ୍ରହରେ ୫୧ ପ୍ରତିଶତ ସହମତି ମିଳିଛି। ସର୍ବସାଧାରଣ ସ୍ଥଳରେ ବୁର୍ଖା ପିନ୍ଧିବା କିମ୍ବା ମୁହଁକୁ ଢାଙ୍କିବା ବିରୋଧରେ ରବିବାର ଜନମତ ସଂଗ୍ରହ ହୋଇଥିଲା। ଜନମତ ଆଧାରରେ ସରକାରଙ୍କ ପକ୍ଷରୁ…

ସ୍ମରଣ ଶକ୍ତିକୁ ଦୃଢ଼ କରେ ମନ ପସନ୍ଦର ସଙ୍ଗୀତ

ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା କେତେକ ଉପକାର ମଧ୍ୟ ମିଳିଥାଏ। ଏହାଦ୍ୱାରା ସ୍ମରଣ ଶକ୍ତି ଆହୁରି ଦୃଢ଼ ହୋଇଥାଏ ବୋଲି ଜଣାପଡିଛି। ଏପରି ବିଷୟବସ୍ତୁ ଉପରେ ସର୍ଭେ କରି ଏଭଳି ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ। ଅଧିକାଂଶ…

କୋଭିଡ୍‌ ୧୯: ଧ୍ରୁବୀକରଣ ସମସ୍ୟା

ବିଗତ କିଛି ମାସ ଧରି ଆମ ଦେଶରେ କୋଭିଡ୍‌ ୧୯ ସଂକ୍ରମଣ ହ୍ରାସ ପାଇଥିଲାବେଳେ ଏବେ ପୁଣି କେରଳ, ମହାରାଷ୍ଟ୍ର ଏବଂ ଅନ୍ୟ କେତେକ ସ୍ଥାନରେ ଏହା ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି। ଅନ୍ୟପକ୍ଷରେ ଟିକାଦାନ ପ୍ରକ୍ରିୟା କ୍ରମେ ବ୍ୟାପକ…

ବଜେଟ ଅଧିବେଶନ ଅବଧି କମ୍‌ କରିବାକୁ ଦାବି

ନୂଆଦିଲ୍ଲୀ,୮।୩: ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପେଟ୍ରୋଲ ଏବଂ ଡିଜେଲ ଦାମ ବୃଦ୍ଧି ନେଇ ବିରୋଧି ଦଳଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଛି। କଂଗ୍ରେସ ପକ୍ଷରୁ ମଲ୍ଲିକାର୍ଜୁନ ଖଡ୍‌ଗେ ଶୂନ୍ୟକାଳ ନିଲମ୍ବିତ କରିବା ଲାଗି…

ଫ୍ରାନ୍ସର ଅରବ ପତି ତଥା ରାଜନେତା ଓଲିବିୟରଙ୍କ ପରଲୋକ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ପ୍ୟାରିସ,୮ ।୩: ଫ୍ରାନ୍ସର ଅରବପତି ତଥା ସଂସଦର ସଦସ୍ୟ ରାଜନେତା ଓଲିବିୟର ହସଲ୍ଟଙ୍କ ଏକ ହେକ୍କପ୍ଟର ଦୁର୍ଘଟଣାରେ ପରଲୋକ ହୋଇଛି । ଏହି ସୂଚନା ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମ୍ୟାକ୍ରନ ଟୁଇଟ୍ କରି ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି ।…

ତାମିଲନାଡୁ: ୨୫ ଆସନରେ ଲଢ଼ିବ କଂଗ୍ରେସ

ଚେନ୍ନାଇ, ୮।୩: ତାମିଲନାଡୁ ବିଧାନସଭା ନିର୍ବାଚନ ଲାଗି ଡିଏମ୍‌କେ ଏବଂ କଂଗ୍ରେସ ମଧ୍ୟରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଛି। ଡିଏମ୍‌କେ ସହଯୋଗୀ ଦଳ କଂଗ୍ରେସକୁ ୨୫ ଆସନ ଛାଡ଼ିଦେଇଛି। ଏଥିସହିତ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିତ୍ବା କନ୍ୟାକୁମାରୀ ଲୋକ ସଭା ଆସନରେ…

ପ୍ରିୟଙ୍କାଙ୍କ ପାଇଁ ଲଣ୍ଡନରେ ରହି ଏମିତି କାମ କଲେ ମା’

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ବିଦେଶରେ ଏକ ଭାରତୀୟ ରେଷ୍ଟୁରାଣ୍ଟ ‘ସୋନା’ ଉନ୍ମୋଚନ କରିଛନ୍ତି ଏବଂ ଅନ୍ୟପଟେ ତାଙ୍କ ପୁସ୍ତକ ‘ଅନ୍‌ଫିନିଶଡ’ ମଧ୍ୟ ରିଲିଜ୍‌ ହୋଇଛି। ଏହି ପୁସ୍ତକରେ ପ୍ରିୟଙ୍କା ଚୋପ୍ରା ତାଙ୍କ ଜୀବନ…

ହିନ୍ଦୁ ପରିବାରର ୫ ଜଣଙ୍କୁ ହତ୍ୟା

ଇସଲାମାବାଦ୍‌, ୮ା୩: ପାକିସ୍ତାନରେ ଏକ ହିନ୍ଦୁ ପରିବାରର ୫ ସଦସ୍ୟଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ କରାଯାଇଛି। ମୃତକଙ୍କ ତଣ୍ଟିକୁ କୌଣସି ଧାରୁଆ ଅସ୍ତ୍ରରେ କଟାଯାଇଥିବା ଜଣାଯାଇଛି। ରହିମ ୟାର ଖାନ୍‌ ସହରରୁ ୧୫ କିମି ଦୂର ଆବୁ ଧାବି କଲୋନୀରେ…

ରିଲିଫ୍‌ କ୍ୟାମ୍ପ୍‌ ଛାଡ଼ିଲେ ରୋହିଙ୍ଗ୍ୟା

ଶ୍ରୀନଗର, ୮।୩ : ଅଟକ ଭୟରେ ଜମ୍ମୁ ରିଲିଫ୍‌ କ୍ୟାମ୍ପ୍‌ରୁ ଶତାଧିକ ରୋହିଙ୍ଗ୍ୟା ଶରଣାର୍ଥୀ ରବିବାର ଖସି ପଳାଇଯାଇଛନ୍ତି। ସେମାନେ ପ୍ରାୟ ୧୦ ବର୍ଷ ହେଲା ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିଲେ। ଜମ୍ମୁ-କଶ୍ମୀର ସରକାର ଶନିବାର ସେମାନଙ୍କ ମଧ୍ୟରୁ ୧୬୦ ଜଣଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri