Home Left

ଓଏସ୍‌ଏସ୍‌ଟିଇଟି ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ସୋମବାର ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୧ ପାଇଁ ଫର୍ମ ପୂରଣ ଅବଧି ବୃଦ୍ଧି କରିଛି। ସୋମବାର ଏନେଇ ବୋର୍ଡ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି…

ମା’ସହ ୩ ବର୍ଷର ପୁଅକୁ ହତ୍ୟା

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୧୦୭/୨୧) ରୁଜୁ କରି ମୃତ ମହିଳା ମିଲିମଣି ସାହୁ(୨୪) ଓ…

ଡିଜିପିଙ୍କୁ ଦାବିପତ୍ର ଦେଲେ ସୌମ୍ୟଙ୍କ ବାପା

କଟକ ଅଫିସ, ୨୦।୭: ପୋଡ଼ି ହୋଇ ମୋ ପୁଅ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ଫରେଷ୍ଟ ଅଫିସ୍‌ ଆଗରେ ଆମ୍ବୁଲାନ୍ସକୁ ଘଣ୍ଟାଏ କାଳ ଅଟକାଯାଇଥିଲା। କିଛି ସମୟ ଆଗରୁ ମେଡିକାଲରେ ପହଞ୍ଚିଥିଲେ ସେ ବଞ୍ଚି ଯାଇଥାନ୍ତା। ବିଳମ୍ବରେ ହସ୍ପିଟାଲରେ ପହଞ୍ଚିବା ପୁଅ…

ବୃହତ୍‌ ଶିଳ୍ପରେ ପରିଣତ ହେଲାଣି ହସ୍ପିଟାଲ

ନୂଆଦିଲ୍ଲୀ, ୨୦।୭(ଆଇଏଏନ୍‌ଏସ୍‌): ହସ୍ପିଟାଲଗୁଡ଼ିକ ବୃହତ ଶିଳ୍ପରେ ପରିଣତ ହୋଇଛନ୍ତି। ଜନସାଧାରଣଙ୍କ ବିପତ୍ତିରୁ ଫାଇଦା ଉଠାଇ ସେମାନେ ବଡ଼ ହୋଇଛନ୍ତି। ଜୀବନ ବଦଳରେ ସେଗୁଡ଼ିକୁ ସମୃଦ୍ଧ ହେବାକୁ ଦିଆଯାଇପାରିବ ନାହିଁ। ଏଭଳି ହସ୍ପିଟାଲଗୁଡ଼ିକୁ ବନ୍ଦ କରିଦେବା ଭଲ ବୋଲି ସର୍ବୋଚ୍ଚ ଅଦାଲତ ଟିପ୍ପଣି…

କାମ ଦେଉନି ଅକ୍ଷୟ ଶକ୍ତି ନୀତି

ଭୁବନେଶ୍ୱର,୨୦।୭(ବ୍ୟୁରୋ):ରାଜ୍ୟରେ ପାରମ୍ପରିକ ଶକ୍ତି ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ଏହା ସାଙ୍ଗକୁ ଉତ୍ପାଦନ ଖର୍ଚ୍ଚ ବଢୁଛି। ଏହାର ବିକଳ୍ପ ଭାବେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ଶକ୍ତି, ସୌର, ପବନ, ବାୟୋମାସ ଭଳି ଅକ୍ଷୟ ଶକ୍ତି ଉପରେ ଗୁରୁତ୍ୱ ଦିଆଯାଉଛି।…

ଅଗଷ୍ଟ ୨୭ରେ ଓଏଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୨୦।୭: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପ୍ରିଲିମିନାରି ପରୀକ୍ଷା ପାଇଁ ତାରିଖ ଘୋଷଣା କରଯାଇଛି। ରାଜ୍ୟର ୫ଟି ସ୍ଥାନରେ ଏହି ପରୀକ୍ଷା ଅନୁଷ୍ଠିତ ହେବା ନେଇ ଓପିଏସ୍‌ସି ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ…

ଟାଟୁ ପାଇଁ ହୋଇପାରେ ସ୍କିନ୍‌ କ୍ୟାନ୍‌ସର

ବର୍ତ୍ତମାନ ଯୁବପିଢ଼ିଙ୍କ ଫ୍ୟାଶନରେ ଟାଟୁ ବେଶ୍‌ ଆଗରେ ରହିଛି। ତେବେ ଏଥିପାଇଁ ବ୍ୟବହୃତ ରଙ୍ଗ ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇପାରେ ବୋଲି ଓ୍ବାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ ସତର୍କ କରାଇ ଦେଇଛନ୍ତି। ଏଥିପାଇଁ ବ୍ୟବହାର କରାଯାଉଥିବା କେତେକ ରଙ୍ଗରେ ଏପରି ରାସାୟନିକ…

ମା’କୁ ପାଖରେ ଦେଖି ଦୁଇ ହାତୀ ଛୁଆ ହେଉଛନ୍ତି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ମା’ ୭୫ ଲକ୍ଷ ଟଙ୍କାର ଉପହାର ଦେବାରୁ ପ୍ରବଳ ରାଗିଗଲେ ପୁଅ; ଜାଣନ୍ତୁ କାହିଁକି

ସାଧାରଣତଃ ପିଲାମାନେ ମା’ ବାପାଙ୍କଠାରୁ ଉପହାର ନେବାକୁ ଚାହିଁ ବସିଥାନ୍ତି। କେହି କେହି ପିଲା ଉପହାର ନେବାକୁ ଅଳି ମଧ୍ୟ କରନ୍ତି। କିନ୍ତୁ ଜଣେ ଯୁବକ ଏସବୁଠାରୁ ବହୁ ଦୂରରେ। ସେ ନିଜ ଧନୀ ମାତାପିତାଙ୍କ ଦାମୀ ଉପହାର ଦେଖି ଖପ୍ପା…

ରଣଜୀ ଟ୍ରଫିରେ ପ୍ରଥମ ହ୍ୟାଟ୍ରିକ୍‌ ନେଇଥିଲେ ଏହି ବୋଲର୍‌

ଅଧିକାଂଶ ଭାରତୀୟ କ୍ରିକେଟ ପ୍ରେମୀ ହୁଏତ ସି.କେ ନାଇଡୁ, ଲାଲା ଅମରନାଥଙ୍କ ନାମ ଶୁଣିଥିବେ, କିନ୍ତୁ କେବଳ ବାକା ଜିଲାନିଙ୍କୁ କ୍ରିକେଟପ୍ରେମୀ କମ୍‌ ଜାଣିଥିବେ। ଜୁଲାଇ ୨୦, ୧୯୧୧ରେ ଜଳନ୍ଦରରେ ଜନ୍ମଗ୍ରହଣ କରିଥିବା ବାକା ତାଙ୍କର ୩୦ତମ ଜନ୍ମଦିନର ୧୮ଦିନ ପୂର୍ବରୁ…

ନକଲି ଡାକ୍ତର ନେଲେ ନାବାଳିକାଙ୍କ ଜୀବନ

ମାଲକାନଗିରି,୧୯ା୭: ମାଲକାନଗିରି ଜିଲା ମାଥିଲି ଥାନା ସଦର ମହକୁମା ଆମ୍ବାଗୁଡ଼ା ପଞ୍ଚାୟତ ମାର୍କାମ୍‌ଗଡ଼ା ଗ୍ରାମରେ ଜଣେ ନକଲି ଡାକ୍ତରଙ୍କ ପାଇଁ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରାମ ବାରିକଙ୍କ ଝିଅ ଲଳିତା (୧୪)। ଝିଅର ପେଟ ଯନ୍ତ୍ରଣା ହେବାରୁ…

ଲାଞ୍ଚ ଭାଗବଣ୍ଟା ଭିଡିଓ ଭାଇରାଲ: ୨ ଯନ୍ତ୍ରୀ ସସ୍‌ପେଣ୍ଡ

ନୂଆପଡ଼ା ଅଫିସ,୧୯।୭: ନୂଆପଡ଼ା ଜିଲା ସିନାପାଲି ବ୍ଲକରେ ଲାଞ୍ଚ ଟଙ୍କା ଭାଗବଣ୍ଟାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏନେଇ ଜିଲାପାଳ ସ୍ବାଧାଦେବ ସିଂ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଉପଜିଲାପାଳ ତରଣିସେନ ନାଏକ ଏବଂ ଜିଲା ପଞ୍ଚାୟତ ଅଧିକାରୀ ବିବେକାନନ୍ଦ ମହାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?