ପୁଅକୁ ମାନସିକ ନିର୍ଯାତନା ଦିଆଯାଉଥିଲା: ମା’
ଖଇରା/କପ୍ତିପଦା,୧୯।୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଦିନକୁ ଦିନ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସୁଛି। ପାରଳାଖେମୁଣ୍ଡି ଆଇଆଇସି ବିବେକାନନ୍ଦ ସ୍ବାଇଁଙ୍କ ନେତୃତ୍ୱରେ ୫ଜଣିଆ ଟିମ୍ ସୋମବାର ପ୍ରଥମେ ସୌମ୍ୟରଞ୍ଜନଙ୍କ ଘର ବାଲେଶ୍ୱର…
ଲଦାଖରେ ଚାଇନାର ନୂଆ ଏୟାରବେସ୍
ନୂଆଦିଲ୍ଲୀ, ୧୯।୭: ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଗତବର୍ଷଠାରୁ ମୁହାଁମୁହିଁ ସ୍ଥିତି ଲାଗି ରହିଛି। ବେଜିଂ ଏବେ ସୀମାରେ ଭିତ୍ତିଭୂମି ବଢ଼ାଇବା ସହ ସୈନ୍ୟମାନଙ୍କ ପାଇଁ ସ୍ଥାୟୀ କଂକ୍ରିଟ ଶିବିର ନିର୍ମାଣ କରୁଛି। ଏଥିସହିତ ଲଦାଖ ନିକଟବର୍ତ୍ତୀ…
୨ ଚାଷୀ ପାଣି ମଡାଇବାକୁ ଯାଇଥିଲେ, ଆଉ ଫେରିଲେନି
ସୋନପୁର/ତରଭା,୧୯।୭: ବିଦ୍ୟୁତ୍ ଆଘାତରେ ସୁବର୍ଣ୍ଣପୁର ଜିଲା ତରଭା ଥାନା ପଣ୍ଡକିମାଲ ଗ୍ରାମର ୨ଜଣ ଚାଷୀଙ୍କ ସୋମବାର ମୃତ୍ୟୁ ଘଟିଛି। ସେମାନେ ହେଲେ ରାଧେଶ୍ୟାମ ସାହୁ(୪୫) ଓ ଗୋପ ସାହୁ(୨୦)। ବର୍ଷାଭାବ ଯୋଗୁ ଦୁହେଁ ଧାନ କ୍ଷେତରେ ପାଣି ମଡାଇବା ପାଇଁ ପମ୍ପରେ…
ଦାଦନ ଶ୍ରମିକଙ୍କ କାଟିଥିଲେ ହାତ: ଏବେ ୧୦ ବର୍ଷ କାରାଦଣ୍ଡ
ଭବାନୀପାଟଣା,୧୯।୭(ସ୍ବ.ପ୍ର.): ୨୦୧୩ରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର ୨ ଦାଦନ ଶ୍ରମିକଙ୍କୁ ନିର୍ଯାତନା ଦିଆଯିବା ସହିତ ହାତ କଟାଯାଇଥିଲା। ଏହି ଘଟଣାର ଶେଷ ଅଭିଯୁକ୍ତ ପରଶୁରାମ ନାଏକଙ୍କୁ ସୋମବାର ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା…
ମୁକ୍ତାର ଆବାସ ନକଭୀଙ୍କୁ ନୂଆ ଦାୟିତ୍ୱ
ନୂଆଦିଲ୍ଲୀ,୧୯।୭: ଭାଜପା ବରିଷ୍ଠ ନେତା ମୁକ୍ତାର ଆବାସ ନକଭୀଙ୍କୁ ଦଳ ପକ୍ଷରୁ ନୂଆ ଦାୟିତ୍ୱ ଦିଆଯାଇଛି। ମୁକ୍ତାର ରାଜ୍ୟସଭାରେ ଭାଜପା ସଂସଦୀୟ ଦଳର ଉପନେତା ଭାବେ କାର୍ଯ୍ୟ କରିବେ। ପୂର୍ବରୁ ଭାଜପା ପୀୟୂଷ ଗୋୟଲଙ୍କୁ ରାଜ୍ୟସଭାରେ ସଂସଦୀୟ ଦଳ ନେତା ନିଯୁକ୍ତି…
ପସନ୍ଦ ଆସିଲେନି ନୋରା!
ମୁମ୍ବାଇ: ବିଦେଶରୁ ଆସି ବଲିଉଡ୍ରେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିପାରିଥିବା ନୋରା ଫତେହିଙ୍କର ରହିଛନ୍ତି ବହୁ ପ୍ରଶଂସକ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ନୋରା ଅନେକ ସମୟରେ ତାଙ୍କର କିଛି ଫଟୋ ଓ ଭିଡିଓ ପୋଷ୍ଟ…
‘ଡକ୍ଟର ଜୀ’ରେ ଆୟୁଷ୍ମାନଙ୍କ ଫାଷ୍ଟ ଲୁକ୍
ମୁମ୍ବାଇ: କରୋନା ମହାମାରୀ କାରଣରୁ ବଲିଉଡରେ ଶୁଟିଂ ବନ୍ଦ ଥିଲା । ଏବେ କିଛିଦିନ ହେବ ଶୁଟିଂ ପାଇଁ ଅନୁମତି ମିଳିବା ପରେ ପଡି ରହିଥିବା କିଛି କିଛି ଫିଲ୍ମର ଶୁଟିଂ ଆରମ୍ଭ କରାଯାଇଛି । ଏହାରି ଭିତରେ ସାମ୍ନାକୁ ଆସିଛି…
ତୁଟୁନି ପଞ୍ଜାବ କଂଗ୍ରେସ କଳି, ଲଞ୍ଚ ପାଇଁ ସିଦ୍ଧୁଙ୍କୁ ନିମନ୍ତ୍ରଣ କଲେନି ମୁଖ୍ୟମନ୍ତ୍ରୀ!
ଚଣ୍ଡିଗଡ,୧୯ ।୭: ପଞ୍ଜାବ କଂଗ୍ରେସରେ ଅର୍ଥାତ୍ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ନବ ନିର୍ବାଚିତ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ ଥିବା କଳହ ତୁଟୁ ନ ଥିବା ମନେ ହେଉଛି । ଯଦିଓ ସିଦ୍ଧୁଙ୍କୁ ଦଳ ହାଇକମାଣ୍ଡ ପଞ୍ଜାବ…
ମାଟି ତଳ ଗାଁ
ସାଧାରଣତଃ ଗାଁ ମାଟି ଉପରେ ବା କେବେ କେବେ ପାହାଡ ଉପରେ ଗଢି ଉଠିଥିବା ସମସ୍ତେ ଜାଣିଥିବେ । ହେଲେ ବିଶ୍ୱରେ ଏମିତି ଏକ ଗାଁ ରହିଛି ଯାହା ମାଟିତଳେ । ଏଠାରେ ସବୁକିଛି ମିଳିବ ହେଲେ ଅଣ୍ଡରଗ୍ରାଉଣ୍ଡ । ଏଠାରେ…
ନା ଥିଲେ ବ୍ରାହ୍ମଣ ନା ଥିଲା ହୋମ ନିଆଁ, ଏମିତି ଶପଥ ନେଇ ବିବାହ କଲେ ବରକନ୍ୟା; ଜାଣିଲେ କରିବେ ପ୍ରଶଂସା
ଭୋପାଳ,୧୯ା୭: ମଧ୍ୟପ୍ରଦେଶର ସିହୋରରେ ଏକ ନିଆରା ବିବାହ ସମ୍ପନ୍ନ ହୋଇଛି। ନା ଅଗ୍ନିକୁ ସାକ୍ଷୀ ରଖି, ନା ମନ୍ତ୍ରପାଠ, ନା ହୋମ, ବ୍ରାହ୍ମଣ କିଛି ବି ଦରକାର ପଡ଼ି ନ ଥିଲା ଏହି ବିବାହରେ। କେବଳ ବାବା ସାହେବ ଆମ୍ବେଦକରଙ୍କ ଫଟୋକୁ…
ଏକଦା ଐଶ୍ୱର୍ଯ୍ୟାଙ୍କ ଏଭଳି ଏକ ନିଷ୍ପତ୍ତି ଯୋଗୁ ଭାଇଯାନଙ୍କ ସହ ତାଙ୍କ ରୋମାନ୍ସ ଦେଖିବାକୁ ମିଳି ନ ଥିଲା ଦର୍ଶକଙ୍କୁ
ଫିଲ୍ମକୁ ସୁପରହିଟ କରିବା ପାଇଁ, ହିରୋ ହିରୋଇନ ମଧ୍ୟରେ ରୋମାନ୍ସ ସିନ ରହିବା ଜରୁରୀ। ଏପରି ସିନ ନ ଥିଲେ ଦର୍ଶକ ଫିଲ୍ମକୁ ପସନ୍ଦ କରୁ ନ ଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଯେତେବେଳେ ଷ୍ଟାରମାନେ ପରଦାରେ ରୋମାନ୍ସ କରନ୍ତି,…
୨ ବର୍ଷର ଝିଅକୁ କାର୍ରେ ଲକ୍ ପକାଇ ଭୁଲିଗଲେ ମହିଳା: ୭ ଘଣ୍ଟା ପରେ…
ସାଧାରଣତଃ ଲୋକେ କାର୍ରେ ଜିତିଷ ରଖି ଭୁଲି ଯାଉଥିବା ନଜିର ରହିଛି। କିନ୍ତୁ କାର୍ରେ ଶିଶୁକୁ ଲକ୍ ପକାଇ ଭୁଲିଯିବା ନିହାତି ଆଶ୍ଚର୍ଯ୍ୟର କଥା। ଆମେରିକାର ଫ୍ଲୋରିଡାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳା ୨ ବର୍ଷର ଶିଶୁଙ୍କୁ…

