ପୋଲିସ ଗାଡ଼ି ପୋଡ଼ି ଘଟଣା: ପହଞ୍ଚିଲେ ଡିଆଇଜି
ଚଣ୍ଡିଖୋଲ, ୭।୩ (ଡି.ଏନ୍.ଏ): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭରତପୁର ଠାରେ ଶନିବାର ଗୋଷ୍ଠୀ ସଂଘର୍ଷ ଓ ପୋଲିସ ଭ୍ୟାନ ପୋଡିଘଟଣା ନୂଆ ମୋଡ ନେଇଛି। ପୋଲିସ ଶନିବାର ରାତିରେ ୨୧ ଜଣଙ୍କୁ ଥାନାକୁ ଆଣି ଅଟକ ରଖିଛି। ଡିଆଇଜି…
କରୋନା ଟିକା ନେଲେ ୫୦୨ ବରିଷ୍ଠ ନାଗରିକ
ବୁଗୁଡ଼ା,୭।୩ : ବରିଷ୍ଠ ନାଗରିକ ଓ ୪୫ ରୁ ୫୯ ବର୍ଷ ବୟସ ମଧ୍ୟରେ ଗୁରୁତର ରୋଗୀଙ୍କ ପାଇଁ ମାର୍ଚ୍ଚ ୧ ତାରିଖରୁ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମ ଚାଲିଛି। ଏଥିରେ ବୁଗୁଡ଼ା ବ୍ଲକର ୫୦୨ ଜଣ ବରିଷ୍ଠ ନାଗରିକ ଓ ୨୨…
ରାଜଧାନୀରେ ଲୁଟେରାଙ୍କ ପ୍ରାଦୁର୍ଭାବ: ମହିଳାଙ୍କ ବେକରୁ ଝାମ୍ପିନେଲେ ଚେନ୍
ଭୁବନେଶ୍ୱର,୭।୩(ବ୍ୟୁରୋ): ଦିନକୁଦିନ ରାଜଧାନୀରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ବିଶେଷକରି ଏହି ଲୁଟେରାମାନେ ମହିଳାମାନଙ୍କୁ ଟାର୍ଗେଟ କରି ଛିନ୍ତାଇ କରୁଛନ୍ତି। ରବିବାର ଏମିତି ଏକ ଘଟଣା ଘଟିଛି ଖଣ୍ଡଗିରି ଅଞ୍ଚଳରେ। ଆଜି ସକାଳେ ଜଣେ ମହିଳା ଫୁଲ ତୋଳିବାକୁ ଘରୁ ବାହାରକୁ ଯାଇଥିବା…
ବ୍ଲାକ ଡାଇମଣ୍ଡ ସେଓ: ସ୍ବାଦ ମହୁଠାରୁ ବି ମିଠା
ବଜାରରେ ଲାଲ, ସବୁଜ ଓ ହାଲ୍କା ହଳଦିଆ ରଙ୍ଗର ସେଓ ଦେଖିଥିବେ। ଏହାବାଦ୍ ପୃଥିବୀର ୨୦ରୁ ଅଧିକ ଦେଶରେ ଏ ପର୍ଯ୍ୟନ୍ତ ୨୦୦ରୁ ଅଧିକ କିସମର ସେଓ ଉତ୍ପାଦନ ହୋଇସାରିଲାଣି। ଏହା ମଧ୍ୟରେ ଗୋଟିଏ ହେଉଛି କଳା ତଥା ଗାଢ ବାଇଗଣୀ…
ଜନ୍ମ ପ୍ରମାଣପତ୍ରରେ ଗୋଟିଏ ପିଲାର ୩ ପିତା, ଖର୍ଚ୍ଚ ହୋଇଛି ୮୮ ଲକ୍ଷ
ଓ୍ବାଶିଂଟନ,୭।୩: ଆମେରିକାର ତିନିଜଣ ପୁରୁଷ ‘ପ୍ରଥମ ଥର ପାଇଁ ଗୋଟିଏ ପରିବାରର ପିତା’ ହୋଇ ଇତିହାସ ରଚିଛନ୍ତି। ଏଥିପାଇଁ ଏହି ୩ ପୁରୁଷଙ୍କୁ ଦୀର୍ଘଦିନ ପର୍ଯ୍ୟନ୍ତ ଆଇନ ସହ ଲଢ଼ାଇ କରିବାକୁ ପଡ଼ିଥିଲା। ତିନି ପୁରୁଷ ଦୁଇଜଣ ସରୋଗେଟ୍ ମା ଏବଂ…
ବଣ୍ଡା ଘାଟିରେ ଓଲଟିଲା ଅଗ୍ନିଶମ ଗାଡ଼ି
କୋରୁକୋକଣ୍ଡା, ୭।୩(ଡି.ଏନ୍.ଏ): ମାଲକାନଗିରି ଜିଲାର ବଣ୍ଡା ଘାଟିରେ ଏକ ଅଗ୍ନିଶମ ଗାଡ଼ି ଶନିବାର ଓଲଟି ୫ ଆହତ ହୋଇଛନ୍ତି। ଏଥିରେ ୫ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ଥିବା ବେଳେ ସେଥିମଧ୍ୟରୁ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ମନୋଜ କୁମାର…
ଭାଜପାରେ ଯୋଗଦେବା ପରେ ଏମିତି କହିଲେ ଅଭିନେତା ମିଥୁନ
କୋଲକାତା,୭।୩ : ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଛନ୍ତି ଭେଟେରାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ। କୁର୍ତ୍ତା, କ୍ୟାପ ଓ ସନ ଗ୍ଲାସ ପିନ୍ଧି ସେ ଧରିଛନ୍ତି ଭାଜପା ପତାକା। ଏହି ଅବସରରେ ବେଙ୍ଗଲର ସବୁଠୁ ପ୍ରୀୟ ଅଭିନେତା…
ଚୁଲି ପାଉଁଶ ଏବେ ଅନ୍ଲାଇନ୍ରେ ବିକ୍ରି
ନୂଆଦିଲ୍ଲୀ,୭।୩: କାଠ ଚୁଲିର ପାଉଁଶ ପୁଣି ଇ-କମର୍ସ ବଜାରରେ ମିଳୁଛି। ଏହା ଶୁଣିଲେ ଯେ କେହି ହୁଏତ ଆଶ୍ଚର୍ଯ୍ୟ ହୋଇ ପାରନ୍ତି। ମାତ୍ର ଏହା ସତ। ତାମିଲନାଡୁର କିଛି ଇ-କମର୍ସ କମ୍ପାନୀ ସେମାନଙ୍କ ଓ୍ବେବସାଇଟ୍ରେ ଚୁଲି ପାଉଁଶ ଅନ୍ଲାଇନ୍ରେ ବିକ୍ରି କରୁଛନ୍ତି।…
ଶିପ୍ରା ନଦୀ ଗର୍ଭରେ ଜଳୁଛି ନିଆଁ
ଇନ୍ଦୋର,୭।୩: ମଧ୍ୟପ୍ରଦେଶର ଉଜ୍ଜୟନୀସ୍ଥିତ ଶିପ୍ରା ନଦୀର ତ୍ରିବେଣୀ ଘାଟରେ ଏକ ପ୍ରକାର ଅଲୌକିକ ଘଟଣା କିଛି ଦିନ ଧରି ଘଟିଚାଲିଛି। ନଦୀ ଗର୍ଭରେ ବିସ୍ଫୋରଣ ହେବା ସହିତ ନିଆଁ ଜଳୁଛି। ଏହା ସହିତ ଧଳା ଧୂଆଁ ମଧ୍ୟ ସୃଷ୍ଟି ହେଉଛି। ପ୍ରଥମେ…
ପ୍ରକାଶ ପାଇଲା ଆଇପିଏଲ-୧୪ କାର୍ଯ୍ୟସୂଚୀ: ଉଦ୍ଘାଟନୀ ମ୍ୟାଚ୍ରେ ମୁମ୍ବାଇ-ଆରସିବି
ନୂଆଦିଲ୍ଲୀ,୭।୩ : ଆଗାମୀ ଆଇପିଏଲ ଲାଗି ରବିବାର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଏପ୍ରିଲ ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲର ୧୪ତମ ସଂସ୍କରଣର ପ୍ରଥମ ମ୍ୟାଚ୍ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ…
ଆମ୍ବୁଲାନ୍ସ ନ ମିଳିବାରୁ ପୁଅର ମୃତଦେହକୁ ବ୍ୟାଗରେ ନେଲେ ବାପା
କାଟିହାର (ବିହାର),୭।୩ : ବିହାରର କାଟିହାର ଜିଲାରୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଘଟଣା। ୧୩ ବର୍ଷର ପୁଅର ମୃତ୍ୟୁ ପରେ ଦୁଃଖରେ ଭାଙ୍ଗି ପଡ଼ିଥିବା ବାପାକୁ ମୃତଦେହ ନେବା ପାଇଁ ମିଳିଲା ନାହିଁ ଆମ୍ବୁଲାନ୍ସ। ଶେଷରେ ବାପା ମୃତଦେହକୁ ବ୍ୟାଗରେ…
ଘରେ କ’ଣ ରଖିଲେ ବଢ଼ିଥାଏ ଧନ
ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଉତ୍ତର ତଥା ଉତ୍ତର-ପୂର୍ବ ଦିଗ ସହ ଆର୍ଥତ୍କ ଅଭିବୃଦ୍ଧିର ଅନେକ କିଛି ସମ୍ବନ୍ଧ ରହିଛି। ତେଣୁ ଏହି ଦିଗଗୁଡ଼ିକରେ କ’ଣ ରଖିଲେ ବା କି ବାସ୍ତୁ ଉପଚାର କଲେ ଘରେ ସମୃଦ୍ଧି ବୃଦ୍ଧି ପାଇବ, ଆସନ୍ତୁ ଜାଣିବା…
Archives


