ଆଜିଠାରୁ କାର୍ଯ୍ୟାଳୟ ବୁଲିବ ବିଏମ୍ସି ଏନ୍ଫୋର୍ସମେଣ୍ଟ ଟିମ୍
ଭୁବନେଶ୍ୱର,୧୯।୭(ବ୍ୟୁରୋ): ଏଣିକି ରାଜଧାନୀରେ ଥିବା ସମସ୍ତ କାର୍ଯ୍ୟାଳୟ, ପ୍ରତିଷ୍ଠାନ ଓ ଅନୁଷ୍ଠାନରେ କୋଭିଡ୍ ନିୟମ କଡ଼ାକଡ଼ି ଅନୁପାଳନ ହେବ। ନଚେତ୍ ଏନ୍ଫୋର୍ସମେଣ୍ଟ ଟିମ୍ ବୁଲି ବୁଲି ଧରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବ। ରାଜ୍ୟରେ ସଂକ୍ରଣ କମୁଥିବାବେଳେ ରାଜଧାନୀରେ ବୃଦ୍ଧି ପାଉଥିବାରୁ…
ମହାପ୍ରଭୁଙ୍କ ପାଇଁ ଗଢ଼ା ସରିଛି ଅଧର ହାଣ୍ଡି
ପୁରୀ ଅଫିସ, ୧୮ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏକାଦଶୀ ତିଥିରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ…
ଶାସ୍ତ୍ରୀ-ଦ୍ରାଭିଡଙ୍କ କୋଚିଂରେ କ’ଣ ରହିଛି ପାର୍ଥକ୍ୟ: ଧାଓ୍ବନଙ୍କ କହିଲେ ଏମିତି
କଲମ୍ବୋ,୧୯।୭: ଭାରତ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ବିଭିନ୍ନ ଫର୍ମାଟ୍ ପାଇଁ ବିଭିନ୍ନ ଦେଶରେ ଦୁଇଟି ଦଳ ଉପସ୍ଥିତ ଅଛନ୍ତି। ଆଜିକାଲି ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଇଂଲଣ୍ଡରେ ହେବାକୁ ଥିବା ଟେଷ୍ଟ ସିରିଜ ପାଇଁ ଜୋରଦାର ପ୍ରସ୍ତୁତି…
ରାତି ଅଧରେ ଜେସିବି ଲଗାଇ ସ୍କୁଲ ଭାଙ୍ଗିଲେ
ଭୁବନେଶ୍ୱର,୧୯।୭(ବ୍ୟୁରୋ): ଲକ୍ଷ୍ମୀସାଗର ଥାନାଞ୍ଚଳରେ ଥିବା ଏକ ଘରୋଇ ସ୍କୁଲକୁ ଜେସିବି ଲଗାଇ ଭାଙ୍ଗି ଦିଆଯାଇଛି। ସ୍କୁଲଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବାବେଳେ କମ୍ପ୍ୟୁଟର, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସମେତ ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଛି। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବାବେଳେ ରବିବାର ସ୍କୁଲର…
ଆଷାଢ଼ ସରିଲା, ବର୍ଷା ନାହିଁ: ଚିନ୍ତାରେ ଚାଷୀ
କଣାସ,୧୯ା୭(ସ୍ବ.ପ୍ର.): ଅକ୍ଷୟ ତୃତୀୟାଠାରୁ ଚାଷୀମାନେ ଚାଷ କାର୍ଯ୍ୟ ଆରମ୍ଭ କରିଥାନ୍ତି। ଜମି ଚାଷ କରିବା ପରେ ବିହନ ବୁଣି ବର୍ଷାକୁ ଅପେକ୍ଷା କରିଥାଆନ୍ତି। ଆଷାଢ଼ ମାସରେ ବର୍ଷାଋତୁ ଆରମ୍ଭ ହେଉଥିବାରୁ ଚାଷୀମାନେ ବୁଣିଥିବା ଧାନ ଗଛହୋଇ ବଢିବାରେ ଲାଗେ। କିନ୍ତୁ ଚଳିତବର୍ଷ…
ଅବହେଳାର ଚରମ ସୀମାରେ ବିଜୁ ଷ୍ଟାଡିୟମ: ୧୩ ବର୍ଷରେ ଥରେ ହୋଇନି ଖେଳ
କେନ୍ଦ୍ରାପଡ଼ା ଅଫିସ,୧୯।୭: କେନ୍ଦ୍ରାପଡ଼ାର ଦୌଡ଼ରାଣୀ ଲିଜା ବେହେରା କରୋନା କଟକଣା ପାଇଁ କ୍ରୀଡ଼ା ଛାତ୍ରାବାସରୁ ଆସି ଘରେ ରହୁଛନ୍ତି। ପ୍ରାୟ ବର୍ଷେ ଧରି ଉପଯୁକ୍ତ ତାଲିମ ଅଭାବ ସହ ଦୌଡ଼ ଅଭ୍ୟାସକୁ ରାସ୍ତାରେ ଜାରି ରଖିଛନ୍ତି। ମହାକାଳପଡ଼ା ବ୍ଲକ ତେରଗାଁ ପଞ୍ଚାୟତର…
ଦ୍ୱିତୀୟଥର ମା’ ହେବାକୁ ଯାଉନ୍ତି ଏହି ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ନେହା ଧୁପିଆ ଏବଂ ଅଙ୍ଗଦ ବେଦୀ ଦ୍ୱିତୀୟ ଥର ପାଇଁ ମାତାପିତା ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆ ମାଧ୍ୟମରେ ପ୍ରଶଂସକଙ୍କ ସହ ଏହି ଖୁସି ଖବର ଶେୟାର କରିଛନ୍ତି ନେହା। ପ୍ରଶଂସକଙ୍କ ତରଫର ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ…
ଯୁଦ୍ଧପୋତର ୨୪୭ ସଦସ୍ୟ କରୋନାରେ ଆକ୍ରାନ୍ତ, କରାଯିବ ଏୟାରଲିଫ୍ଟ୍…
ସିଓଲ,୧୯।୭: ଦକ୍ଷିଣ କୋରିଆ ଯୁଦ୍ଧପୋତରେ କରୋନା ସଂକ୍ରମଣ ହୋଇଛି। ଯୁଦ୍ଧପୋତର ୨୪୭ ସଦସ୍ୟଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଯୁଦ୍ଧପୋତ ମୁନ୍ମୁ ଦ ଗ୍ରେଟ୍ରେ ସମ୍ପ୍ରତି ୩୦୧ ଜଣ ସଦସ୍ୟ ରହିଛନ୍ତି। ସେମାନଙ୍କୁ ଏୟାରଲିଫ୍ଟ କରିବା ଲାଗି ବାୟୁସେନା ପକ୍ଷରୁ…
ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡ଼ା ଧରାଳିଙ୍କ ଭିଡ଼
ମହାକାଳପଡ଼ା,୧୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡା ଧରାଳିଙ୍କ ଭିଡ଼ ଜମୁଛି। ସେମାନେ ଅଭୟାରଣ୍ୟ ଭିତରକୁ ବେଆଇନ ଭାବେ ପ୍ରବେଶ କରି ଅବାଧରେ କଙ୍କଡା ଧରିବା ସହ ମାଛ ମାରୁଛନ୍ତି। ଏହି ସୁଯୋଗରେ ସେମାନେ…
ଶାଳକ, ଭିଣୋଇଙ୍କ ଠକେଇ ଗୁମର ଖୋଲୁଛି
ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରେଲ୍ଓ୍ବେ ଚାକିରି ଆଳରେ ୫ଜଣ ଯୁବକଙ୍କଠାରୁ ୨୧ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶାଳକ କଳିଙ୍ଗବିହାରର ସୌମ୍ୟ ରଞ୍ଜନ ରାଉତ ଓ ଭିଣୋଇ ସମରଜିତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଶନିବାର ଗିରଫ କରିଥିଲା। ଏବେ ସେମାନଙ୍କ ଠକେଇ ଗୁମର ଖୋଲିବାରେ ଲାଗିଛି।…
ପ୍ରଥମ ବିଜୟକୁ ନେଇ ଧାଓ୍ବନ ଖୁସିରେ ବିଭୋର: କହିଲେ ‘ସେମାନେ ୧୫ ଓଭରରେ ମ୍ୟାଚ୍ ଶେଷ କରିଦେଇଥିଲେ’
କଲମ୍ବୋ,୧୯।୭: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚ୍ରେ ବିଜୟର ଶ୍ରେୟ ଦଳର ଅଲରାଉଣ୍ଡ ପ୍ରଦର୍ଶନକୁ ଦେଇଛନ୍ତି ଅଧିନାୟକ ଶିଖର ଧାଓ୍ବନ। ରବିବାର ଖେଳାଯାଇଥିବା ଏହି ମ୍ୟାଚ୍ରେ ଭାରତ ୭ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଥିଲା। ଧାଓ୍ବନ ନିଜେ ୯୫ ବଲ୍ରୁ…
ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ବାହାର ଲୋକଙ୍କ ଉପରେ ନଜର ରଖିବ ୨୨ ଟିମ୍
ପୁରୀ ଅଫିସ,୧୯।୭: ବାହୁଡ଼ା ଯାତ୍ରା ପାଇଁ କଟକଣାକୁ କଡ଼ାକଡ଼ି କରାଯାଇଛି। ପୋଲିସର ପ୍ରସ୍ତୁତି ଓ କଟକଣା କାର୍ଯ୍ୟକାରୀ ସମ୍ପର୍କରେ ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ବି.କେ. ଶର୍ମା ପୁରୀ ଆସି ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଏସ୍ପିଙ୍କ…

