ଶାଢ଼ି ପୂରୁଣା ହେବା ପରେ ଫୋପାଡି ଦେଉଛନ୍ତି କି ? ଏମିତି କରିପାରିବେ ବ୍ୟବହାର
ଲୋକମାନେ ପୂରୁଣା ଶାଢ଼ିରେ ଅନେକ ଘରକରଣା ସାମଗ୍ରୀ ତିଆରି କରନ୍ତି। କିନ୍ତୁ, ଆପଣ କେବେ ଶାଢ଼ିରେ ତିଆରି ଦଉଡି ଦେଖିଛନ୍ତି କି? ଯଦି ଆପଣ ଦେଖି ନାହାଁନ୍ତି, ତେବେ ବର୍ତ୍ତମାନ ଦେଖନ୍ତୁ। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ…
ବିଜୟ ସହ ରେକର୍ଡ କଲେ କୋହଲି, ଏହି ଅଷ୍ଟ୍ରେଲିୟ ଅଧିନାୟକଙ୍କୁ…
ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦରେ ଖେଳାଯାଇଥିବା ଅନ୍ତିମ ଟେଷ୍ଟରେ ଚମକିଛି ଭାରତୀୟ ଟିମ୍। ଦଳ ଇଂଲଣ୍ଡକୁ ଗୋଟିଏ ପାଳି ଏବଂ ୨୫ ରନ୍ ବ୍ୟବଧାନରେ ପରାଜିତ କରି ୩-୧ରେ ସିରିଜ ବିଜେତା ହୋଇଛି। ଏଥିସହ ଅଧିନାୟକ ବିରାଟ କୋହଲି ନିଜ ନାମରେ ଏକ ରେକର୍ଡ…
ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୫ ସୁସ୍ଥ
ଭୁବନେଶ୍ୱର,୬।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୨ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ…
ଭାରତ ନଂ-୧
ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦରେ ଶନିବାର ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଚତୁର୍ଥ ତଥା ଅନ୍ତିମ ଟେଷ୍ଟରେ ଗୋଟିଏ ପାଳି ଏବଂ ୨୫ରନ୍ ବ୍ୟବଧାନରେ ବିଶାଳ ବିଜୟ ହାସଲ କରିଛି ଭାରତ। ଏହି ଜିତ୍ ପରେ ଦଳ ଆଇସିସି ଟେଷ୍ଟ ଟିମ୍ ର଼୍ୟାକିଂର ଶୀର୍ଷସ୍ଥାନରେ ସ୍ଥିତି…
ବିବାହିତା ଭଉଣୀଙ୍କୁ ୪୦ ହଜାର ଟଙ୍କାରେ ବିକି ଦେଲେ ଭାଇ
ପାଟଣା,୬।୩: ବିହାରର ଭାଗଲପୁର ନାଥନଗର ଥାନା ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ତାଙ୍କ ନିଜ ଭାଇ ୪୦ ହଜାର ଟଙ୍କାରେ ବିକ୍ରି କରିଥିବା ମହିଳା ଜଣକ ଅଭିଯୋଗ କରିଛନ୍ତି। ଏହି ଘଟଣା ସହ ଜଡିତ ଭିଡିଓ ଶୁକ୍ରବାର ଭାଇରାଲ ହୋଇଛି। ଭିଡିଓରେ…
ଭାବି ସ୍ବାମୀଙ୍କୁ ଲୁଙ୍ଗିରେ ଦେଖିବାକୁ ଚାହାନ୍ତି ବଲିଉଡ୍ର ଏହି ଅଭିନେତ୍ରୀ, ବିବାହ ଯୋଜନା ବିଷୟରେ କହିଲେ ଏମିତି
ଆଜି ହେଉଛି ବଲିଉଡ୍ ଅଭିନେତ୍ରୀ ଜାହ୍ନବୀ କପୁରଙ୍କର ଜନ୍ମଦିନ। ଚଳିତବର୍ଷ ମାର୍ଚ୍ଚ ୬ରେ ସେ ୨୩ ବର୍ଷରେ ପଦାର୍ପଣ କରିଛନ୍ତି। ଜାହ୍ନବୀ ହେଉଛନ୍ତି ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀ ଏବଂ ବୋନି କପୁରଙ୍କ ଝିଅ। ୨୦୧୮ରେ ସେ ଫିଲ୍ମ ‘ଧଡକ୍’ ମାଧ୍ୟମରେ ବଲିଉଡ୍…
ଫୁଲରେ କଙ୍କିକୁ ଦେଖି ଏମିତି ଡେଇଁଲା ବେଙ୍ଗ , ଆଉ ତା’ ପରେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…
ପନ୍ତଙ୍କୁ ନେଇ ଏହି ବଡ଼ ବୟାନ ଦେଲେ ରୋହିତ ଶର୍ମା, କହିଲେ…
ଅହମ୍ମଦାବାଦ,୬।୩: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ୧୧୮ ବଲ୍ରେ ୧୦୧ରନ୍ କରି ଭାରତକୁ ମଜଭୂତ ସ୍ଥିତିକୁ ଆଣିଥିଲେ କ୍ରିକେଟର ରିଷଭ ପନ୍ତ। ଏହାକୁ ନେଇ ତାଙ୍କର ପ୍ରଶଂସା କରାଯାଉଥିବାବେଳେ ଭାରତୀୟ କ୍ରିକେଟର ରୋହିତ ଶର୍ମା ପନ୍ତଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି।…
ବ୍ରାଇଡାଲ୍ ଲୁକ୍ରେ ନଜର ଆସିଲେ ଆଲିଆ, ପ୍ରଶଂସକ ପଚାରିଲେ ଏମିତି
ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ବ୍ରାଇଡାଲ୍ ଲୁକ୍ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ସେ ଏହାକୁ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ସେବେଠାରୁ ଏହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥି ସହିତ, ତାଙ୍କ ପ୍ରଶଂସକମାନେ ଏହାକୁ ବହୁତ ପସନ୍ଦ…
ଶ୍ୟାମଳ ରଙ୍ଗ ପାଇଁ ୧୫ ମହଲାରୁ ଡେଇଁଲେ ଇଞ୍ଜିନିୟର ଛାତ୍ର, ଆଉ ତା’ ପରେ…
ଲକ୍ଷ୍ନୌ,୬।୩: ଉତ୍ତରପ୍ରଦେଶ ଗୌତମବୁଦ୍ଧନଗରର ଜଣେ ଇଞ୍ଜିନିୟର ଛାତ୍ର ୧୫ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। କାରଣ ତାଙ୍କର ଶ୍ୟାମଳ ରଙ୍ଗ ହୋଇଥିବାରୁ ସେ ମାନସିକ ଚାପରେ ରହୁଥିଲେ। ତାଙ୍କ ନାଁ ସୟମ(୧୭)। ସେ ଶନିବାର ସକାଳେ ତାଙ୍କ ଆପାର୍ଟମେଣ୍ଟର ୧୫…
କରୋନା ଟିକା ନେଲେ ‘ଡ୍ରିମ୍ଗର୍ଲ’, ଫଟୋ ଭାଇରାଲ
ମୁମ୍ବାଇ,୬।୩: ବଲିଉଡ୍ର ‘ଡ୍ରିମଗର୍ଲ’ ତଥା ମଥୁରା ଏମ୍ପି ହେମାମାଳିନୀ କରୋନା ଭାଇରସରୁ ରକ୍ଷା ପାଇବା ପାଇଁ ଶନିବାର ଟିକା ନେଇଛନ୍ତି। ଏହି କଥା ନିଜେ ହେମାମାଳିନୀ ସୂଚନା ଦେଇଛନ୍ତି। ସୋସିଆଲ ମିଡିଆରେ ନିଜର ତିନୋଟି ଫଟୋ ଶେୟାର କରିଛନ୍ତି। ଏହି ଫଟୋକୁ…
ବସ୍ଷ୍ଟାଣ୍ଡରୁ ଉଦ୍ଧାର ହେଲେ ୨ ଝିଅ
ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ଜିଲା ସୋରର କସ୍ତୁରବା କନ୍ୟାଶ୍ରମରୁ ଚମ୍ପଟ ହୋଇଥିବା ୨ ଝିଅଙ୍କୁ ଶନିବାର ଉଦ୍ଧାର କରାଯାଇଛି। ଉକ୍ତ ୨ ଝିଅ ବାଲେଶ୍ବର ବସ୍ଷ୍ଟାଣ୍ଡରୁ ଉଦ୍ଧାର ହୋଇଛନ୍ତି। ଉଭୟ ବସଷ୍ଟାଣ୍ଡ ପାଖରେ ବସି କାନ୍ଦୁଥିବାର ସ୍ଥାନୀୟ ଲୋକେ ଦେଖି…
Archives


