ବିଧାନସଭାରେ ବିଜୁ ଜୟନ୍ତୀ
ଭୁବନେଶ୍ୱର, ୬ା୩(ବ୍ୟୁରୋ): ଓଡ଼ିଶା ବିଧାନସଭା ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ…
‘ଓଡ଼ିଶାକୁ ଶ୍ରେଷ୍ଠ କରିବା ବିଜୁବାବୁଙ୍କ ଲକ୍ଷ୍ୟ ଥିଲା’
ଭୁବନେଶ୍ୱର, ୬।୩(ବ୍ୟୁରୋ): ମହାନ୍ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ କେବଳ ଜଣେ ମହାନ ବ୍ୟକ୍ତି ନ ଥିଲେ, ସେ ଥିଲେ ଏକ ଚିନ୍ତାଧାରା। ତାଙ୍କ ଦେଶଭକ୍ତି, ଜାତିପ୍ରୀତି, ସାହସ ଓ ସେବାର ତୁଳନା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ରାଜ୍ୟ ସ୍ବାଭିମାନ ପାଇଁ ଲଢ଼େଇ ଜାରି ରଖ
ଭୁବନେଶ୍ୱର, ୬ା୩(ବ୍ୟୁରୋ): ବିଜୁବାବୁଙ୍କ ନୀତି, ଆଦର୍ଶ ଓ ଚିନ୍ତାଧାରା ଆଜି ଆମର ପ୍ରତିଟି ପଦକ୍ଷେପରେ ପ୍ରତିଫଳିତ ହେଉଛି। ତଥାପି ଆହୁରି ଅନେକ ପଥ ଅତିକ୍ରମ କରିବାକୁ ଅଛି। ବିଜୁବାବୁଙ୍କ ଜୟନ୍ତୀରେ ରାଜ୍ୟର ସାଢ଼େ ୪କୋଟି ଲୋକଙ୍କ ସେବା ପାଇଁ ପୁଣି ଥରେ…
ସ୍ବର୍ଗଦ୍ୱାରରେ ହରିଶ୍ଚନ୍ଦ୍ର ଯୋଜନା ବାଟବଣା
ପୁରୀ ଅଫିସ, ୬।୩: ପୁରୀ ସ୍ବର୍ଗଦ୍ୱାରରେ ଅତି ଗରିବ ଶ୍ରେଣୀର ଲୋକଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ଯୋଗାଇବାକୁ ରାଜ୍ୟ ସରକାରଙ୍କ ଗାଇଡ୍ଲାଇନ ରହିଛି। ତେବେ ଏଠାରେ ହିତାଧିକାରୀ ଚୟନ ନେଇ ଉପଯୁକ୍ତ ପ୍ରକ୍ରିୟା ହେଉନହିଁ। ଫଳରେ ସ୍ବର୍ଗଦ୍ୱାରରେ ହରିଶ୍ଚନ୍ଦ୍ର ଯୋଜନା ଏକପ୍ରକାର…
ଝାରସୁଗୁଡ଼ାରେ ହେବ ଏନ୍ସିସି ଏୟାର୍ ଓ୍ବିଙ୍ଗ୍ କେନ୍ଦ୍ର
ଝାରସୁଗୁଡ଼ା ଅଫିସ୍,୬ା୩: ଝାରସୁଗୁଡ଼ାରେ ରାଜ୍ୟର ଦ୍ୱିତୀୟ ଏନ୍ସିସି ଏୟାର୍ ଓ୍ବିଙ୍ଗ କେନ୍ଦ୍ର ସ୍ଥାପନ ହେବାକୁ ଯାଉଛି। ଏଥିପାଇଁ ଝାରସୁଗୁଡ଼ା ମାଳିମୁଣ୍ଡା ନିକଟରେ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ଝାରସୁଗୁଡ଼ାର ଦ୍ୱିତୀୟ ବାଟାଲିଅନ୍ କମାଣ୍ଡିଂ ଅଫିସର ମନୋଜ କୁମାର ପୁରୋହିତ ମୁଖ୍ୟଅତିଥି…
ଏସ୍ଏଫ୍ଡିଆର୍ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୬।୩: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍ଡିଓ) ପକ୍ଷରୁ ସଲିଡ୍ ଫୁଏଲ୍ ଡକ୍ଟେଡ୍ ରାମଜେଟ୍ (ଏସ୍ଏଫ୍ଡିଆର୍)ର ଶୁକ୍ରବାର ସଫଳ ପରୀକ୍ଷଣ କରାଯାଇଛି। ଏଥିରେ ସବସିଷ୍ଟମ୍, ବୁଷ୍ଟର ମୋଟର, ନୋଜଲ-ଲେସ୍ ମୋଟର କାର୍ଯ୍ୟ କରିଛି। ପୂର୍ବରୁ…
ଗ୍ରାହକ ସେବାରେ କଳାମନ୍ଦିର
କଳାମନ୍ଦିର ଓଡ଼ିଶାବାସୀଙ୍କ ଶ୍ରଦ୍ଧା ଓ ଭଲପାଇବାକୁ ସାଉଁଟି ଏକ ପାରିବାରିକ ବ୍ରାଣ୍ଡ୍ ପାଲଟିଯାଇଛି। ୧୯୭୭ରେ ପ୍ରଥମ ଷ୍ଟୋର୍ ଆରମ୍ଭ ହେବା ପରଠାରୁ ଏହି ବ୍ରାଣ୍ଡ୍ ସର୍ବୋତ୍ତମ ଗୁଣବତ୍ତା ଉପତ୍ାଦ ଓ ସେବା ଯୋଗାଇବାରେ କେବେ ବିଫଳ ହୋଇନାହିଁ। ପ୍ରତିଯୋଗିତା ଯେତେ ବଢ଼ିଚାଲିଲେ…
ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା ସୂଚୀରେ ପରିବର୍ତ୍ତନ
ଭୁବନେଶ୍ୱର,୬।୩(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ମେ’ ୪ରୁ ଆରମ୍ଭ ହେବ। ଜୁନ୍ ୭ରେ ଦଶମ ପରୀକ୍ଷା ଓ ଜୁନ୍ ୧୪ରେ ଦ୍ୱାଦଶ ପରୀକ୍ଷା ସରିବ। କିନ୍ତୁ କେତେକ ପରୀକ୍ଷା ସୂଚୀରେ ପରିବର୍ତ୍ତନ…
‘୫ ବର୍ଷରେ ଓଡ଼ିଶା ଦ୍ରୁତ ଅଭିବୃଦ୍ଧି କରିଛି’
ଭୁବନେଶ୍ୱର,୬।୩(ବ୍ୟୁରୋ): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଗତ ୫ବର୍ଷ ଭିତରେ ଦ୍ରୁତ ଅଭିବୃଦ୍ଧି ହାସଲ କରିଛି। ଆମ ଯୁବଗୋଷ୍ଠୀଙ୍କ ଆକାଂକ୍ଷା ପୂରଣ କରିବା ଓ ସେମାନଙ୍କୁ ସର୍ବଭାରତୀୟ ସ୍ତରରେ ନିଯୁକ୍ତି ଦେବା ହେଉଛି ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଲୋକ ହେଉଛନ୍ତି ମାଲିକ
ଭୁବନେଶ୍ୱର, ୬ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ବ୍ୟବସ୍ଥାରେ ପରିବର୍ତ୍ତନ ଆଣି ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ସେବା ଓ ସମ୍ମାନ ହେଉଛି ସରକାରଙ୍କର ମୂଳମନ୍ତ୍ର। ଏହି ଲକ୍ଷ୍ୟ ନେଇ…
ଗୋଟିଏ ମଞ୍ଚରେ ମୋଦିଙ୍କ ସହ ନଜର ଆସିପାରନ୍ତି ଅଭିନେତା ମିଥୁନ
କୋଲକାତା,୬ ।୩: ତୃଣମୂଳ କଂଗ୍ରେସ(ଟିଏମ୍ସି)ର ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ବଲିଉଡ୍ ଅଭିନେତା ମିଥୁନ ଚକ୍ରବର୍ତ୍ତି ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହେବାର ସମ୍ଭାବନା ମଧ୍ୟରେ ଏବେ ଶୁଣିବାକୁ ମିଳିଛି କି ରବିବାର ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଗୋଟିଏ…
ପ୍ରଚଣ୍ଡ ବିସ୍ଫୋରଣରେ ଥରିଲା ରାଜଧାନୀ
ମୋଗାଦିଶୁ,୬।୩: ସୋମାଲିଆର ରାଜଧାନୀ ମୋଗାଦିଶୁରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଶୁକ୍ରବାର ବିଳମ୍ବିତ ରାତ୍ରରେ ଘଟିଥିବା ଏହି ବିସ୍ଫୋରରରେ ୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘଟଣାରେ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।…
Archives


