Home Left

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ। ବୀରମିତ୍ରପୁର…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କପାଳି ଗ୍ରାମର ସାଗର ସାହୁ (୨୧)…

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ ନେଲେ, ଯାହା ତାଙ୍କୁ ନିଜ ମାମଲାରେ ବିଜୟ ଦେଲା ସତ, କିନ୍ତୁ ଶେଷରେ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ ସାଥୀମାନେ ଗୁଣପୁର ବିକ୍ରମପୁର ଅଞ୍ଚଳରେ ବଂଶଧାରା ନଦୀରେ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବାବେଳେ ବ୍ୟକ୍ତି…

ସାବଧାନ! UPI ଓ QR କୋଡ୍‌ ବ୍ୟବହାରକାରୀ ତୁରନ୍ତୁ କରନ୍ତୁ ଏହି କାମ, ୧୫ ସେପ୍ଟେମ୍ୱର ଡେଡ୍‌ଲାଇନ

ନୂଆଦିଲ୍ଲୀ,୨।୯: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ (ମର୍ଚାଣ୍ଟ) ଏବଂ QR କୋଡ କିମ୍ୱା UPI ମାଧ୍ୟମରେ ଡିଜିଟାଲ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଆପଣଙ୍କ ପାଇଁ ୧୫ ସେପ୍ଟେମ୍ୱର ୨୦୨୬ର ଡେଡଲାଇନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ ପରିସରରେ ଶୋକର ଛାୟା ଖେଳିଯାଇଛି। ବୁଧବାର ସକାଳୁ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି।…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ ଅନ୍ୟ ପ୍ରାଣୀମାନଙ୍କୁ ଖାଆନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି,…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି। ଏହି ବିପର୍ଯ୍ୟୟ ପରେ ମଧ୍ୟ ଅନେକ ଭାରତୀୟଙ୍କ ପତ୍ତା ମିଳୁନି। ଏହି କଷ୍ଟକର…

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ ରାଙ୍କିଙ୍ଗ୍‌ ଉପରେ ମଧ୍ୟ ପଡ଼ିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ଶୁଭମନ ଗିଲ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ ବିମାନ ଯାତ୍ରା ଏବଂ ଟିଭିକେର ବଡ଼ ପବ୍ଲିକ ରିଲେସନ (PR) ଅଭିଯାନକୁ ନେଇ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ କୁକୁର ଶିକାର ହୋଇଥିବା ଦେଖିବାକୁ ମିଳିବା ପରେ ଏହି ଆଶଙ୍କା ଅଧିକ ବଢ଼ି…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ଭାବେ ପ୍ରୋଜେକ୍ଟ କରୁଥିବା ବେଳେ, ଏହାକୁ ନେଇ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?