Home Left

ୟୁପିରେ ଉତ୍ସାହ, ଓଡ଼ିଶାରେ ନିରାଶା

ତାଳଚେର,୫।୩ (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଥିବା ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌)କୁ ଅଧିଗ୍ରହଣ କରିବାର ୫ ବର୍ଷ ପରେ ଏନ୍‌ଟିପିସି ଉତ୍ତରପ୍ରଦେଶ(ୟୁପି)ର ଟାଣ୍ଡା ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌)କୁ ଅଧିଗ୍ରହଣ କରିଥିଲା। ଏହି ଦୁଇ ପୁରୁଣା ପାଓ୍ବାର…

ଖଟ୍ଟର ସରକାର ଟଳମଳ: ଅବିଶ୍ୱାସ ପ୍ରସ୍ତାବ ଆଣିବ କଂଗ୍ରେସ

ଚଣ୍ଡିଗଡ,୫।୩: ଶୁକ୍ରବାର ଅପରାହ୍ନରେ ହରିୟାଣା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡା ଖଟ୍ଟର ସରକାରଙ୍କୁ ଘେରିବାକୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସରକାରଙ୍କ ବିରୋଧରେ ଏକ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ହୁଡ୍ଡା…

ଘୋଡ଼ା ବଦଳରେ ଓଟ ଚଢ଼ି ବାହା ହେବାକୁ ଗଲେ ବର, କାରଣ ଜାଣିଲେ କରିବେ ପ୍ରଶଂସା

ମହାରାଷ୍ଟ୍ରରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ପ୍ରତିଦିନ ଏଠାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ବିଶେଷକରି ମରାଠଓ୍ବାଡା ଏବଂ ପଶ୍ଚିମ ମହାରାଷ୍ଟ୍ରରେ ନୂଆ ପଜିଟିଭ୍‌ କେସ୍‌ ଅଧିକ ଆସୁଛି। ଏପରି ସ୍ଥିତିରେ ବିଡ୍‌ ଜିଲାରେ ଜଣେ ବର ନିଜର ବିବାହ…

ପିତାଙ୍କ ମୃତ୍ୟୁ ପରେ ଦାରିଦ୍ରରେ କଟିଥିଲା ଏହି ଖେଳାଳିଙ୍କ ପିଲାଦିନ: ଏବେ କୋଟିରେ ଦରମା

ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମରା ଖୁବ୍‌ଶୀଘ୍ର ବିବାହ କହିବାକୁ ଯାଉଛନ୍ତି। ଏହି କାରଣରୁ ସେ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟ ନ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କୁ ପୂର୍ବରୁ ଟି-୨୦ ସିରିଜ୍‌କୁ ବିଶ୍ରାମ ଦିଆଯାଇଛି। ତିନି ମ୍ୟାଚ୍‌ ବିଶିଷ୍ଟ ଏକ…

କର୍ମଚାରୀ ଏବଂ ତାଙ୍କ ପରିବାରର ଟିକା ଖର୍ଚ୍ଚ ବହନ କରିବେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୫।୩: ଇନଫୋସିସ, ଆସେଞ୍ଚର, ଟିିସିଏସ ପରେ ଏବେ ଦେଶର ସର୍ବବୃହତ କର୍ପୋରେଟ ହାଉସ ରିଲାଏନ୍ସ କମ୍ପାନୀ ତା’ର କର୍ମଚାରୀ ଓ କର୍ମଚାରୀଙ୍କ ପରିବାର ଲୋକଙ୍କ ଟିକା ଖର୍ଚ୍ଚ ବହନ କରିବ ବୋଲି ଘୋଷଣା କରିଛି। ରିଲାଏନ୍ସର ନିର୍ଦ୍ଦେଶକ ତଥା ମୁକେଶ ଅମ୍ବାନୀ…

୪୬୭ ଦିନ ହେବ ଏହି ରେକର୍ଡର ପିଛା କରୁଛନ୍ତି କୋହଲି, ଆଜି ବଦଳିପାରେ ଭାଗ୍ୟ

ଅହମ୍ମଦାବାଦ,୫।୩: ମାର୍ଚ୍ଚ ୪ରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ଇଂଳଣ୍ଡ ମଧ୍ୟରେ ୪ର୍ଥ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଙ୍କ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ଯଦି…

ସ୍ବାମୀଙ୍କ ଅପେକ୍ଷା ଏହି ଜିନିଷକୁ ବେଶି ଭଲପାଆନ୍ତି ସାକ୍ଷୀ ଧୋନୀ

ଯେବେଠାରୁ ସୋସିଆଲ ମିଡିଆର କ୍ରେଜ୍‌ ବଢ଼ିଛି ସେବେଠାରୁ ସେଲିବ୍ରିଟିଙ୍କ ଜୀବନ ସହ ଜଡିତ ଅନେକ ରହସ୍ୟ ବିଷୟରେ ଜଣାପଡ଼ିଯାଉଛି। ପୂର୍ବରୁ କେବଳ ଟିଭି, ଖବରକାଗଜ ଏବଂ ମାଗାଜିନ ମାଧ୍ୟମରେ କଳାକାରଙ୍କ ବିଷୟରେ ଅନେକ କଥା ଜଣାପଡ଼ୁଥିଲା। ମାତ୍ର ଏବେ ସୋସିଆଲ ମିଡିଆରୁ…

୪୯୭ ଦିନ ପରେ ପ୍ରଥମଥର ବିଦେଶ ଯିବେ ପ୍ରଧାନମନ୍ତ୍ରୀ ମୋଦି

କୋଲକାତା,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୪୯୭ ଦିନ ପରେ ବିଦେଶ ଗସ୍ତରେ ଯିବେ। କରୋନା ସଂକ୍ରମଣ ସମୟ ଆରମ୍ଭ ହେବା ପରେ ପ୍ରଧାନମନ୍ତ୍ରୀ ପ୍ରଥମ ବାଂଲେଦେଶ ଗସ୍ତରେ ଯିବେ। ୨୬ ଏବଂ ୨୭ ମାର୍ଚ୍ଚରେ ପ୍ରଧାନମନ୍ତ୍ରୀ ବାଂଲାଦେଶରେ ପହଞ୍ଚିବେ। ପଡୋଶୀ…

ଅତିଷ୍ଠ କରୁଛି ଜଙ୍ଗଲ ନିଆଁ

ବେଗୁନିଆ,୫।୩(ଡି.ଏନ୍‌.ଏ.): ଦିନକୁ ଦିନ ଗ୍ରୀଷ୍ମପ୍ରବାହ ଅସହ୍ୟ ହେଉଥିବାବେଳେ ଜଙ୍ଗଲରେ ନିଆଁ ଲାଗିବା ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଚଳିତବର୍ଷ ଗ୍ରୀଷ୍ମଋତୁ ଆରମ୍ଭରୁ ଏପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପ୍ରାୟ ୩୦୦ ଏକର କାଜୁଜଙ୍ଗଲ ଜଳିଯାଇଥିବା ଜଣାପଡ଼ିଛି।…

ବଢିଲା ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ

ନୂଆଦିଲ୍ଲୀ,୫।୩: ଟ୍ରେନ୍‌ ପ୍ଲାଟଫର୍ମ ଟିକେଟ୍‌ ଦାମ ବୃଦ୍ଧି ପାଇଛି। ରେଲଓ୍ବେ ପ୍ଲାଟଫର୍ମ ଟିକେଟ୍‌ ଦାମ ୩ଗୁଣା ବୃଦ୍ଧି ପାଇଛି। ପୂର୍ବରୁ ଗୋଟିଏ ପ୍ଲାଟଫର୍ମ ଟିକେଟ୍‌ ପାଇଁ ୧୦ ଟଙ୍କା ଖର୍ଚ୍ଚ କରିବାକୁ ପଡୁଥିବାବେଳେ ଏବେ ୩୦ ଟଙ୍କା ଦେବାକୁ ପଡିବ। ସୂଚନାଯୋଗ୍ୟ,…

ଶ୍ରୀଲୋକନାଥ ମନ୍ଦିର ଗମ୍ଭୀରାକୁ ଯିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୫।୩: ଚଳିତ ବର୍ଷ କୋଭିଡ୍‌ କଟକଣା ମାନି ଶ୍ରୀଲୋକନାଥ ମନ୍ଦିରରେ ଜାଗରଯାତ୍ରା ପାଳନ ହେବ। ମନ୍ଦିର ଗମ୍ଭୀରା ଭିତରକୁ ଶ୍ରଦ୍ଧାଳୁଙ୍କୁ ଛଡ଼ାଯିବ ନାହିଁ। ସେହିପରି ମାନସିକଧାରୀଙ୍କୁ ପଙ୍କ କାଢ଼ିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ପୁରୀ ଜିଲା ପ୍ରଶାସନ…

ପ୍ରେରଣା ପାଲଟିଛନ୍ତି ନିର୍ମଳା: ରଙ୍ଗବେରଙ୍ଗର କୋବି ଚାଷକରି ଚର୍ଚ୍ଚାରେ

ନିଶ୍ଚିନ୍ତକୋଇଲି,୫।୩: ସରକାର ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ସେମାନେ ମଧ୍ୟ ପୁରୁଷଙ୍କ ସହ ସମକକ୍ଷ ହୋଇ ଏବେ ଚାଷ କରିବା ଆରମ୍ଭ କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ଜଣେ ମହିଳା ଚାଷୀ ରଙ୍ଗ ବେରଙ୍ଗର କୋବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri