ପଞ୍ଚାୟତିରାଜ ଦିବସ ପାଳିତ
ଗଞ୍ଜାମ,୫।୩(ଡି.ଏନ.ଏ): ସାରା ରାଜ୍ୟ ପଞ୍ଚାୟତିରାଜ ଦିବସ ପାଳନ କରାଯାଉଛି। ଗଞ୍ଜାମ ବିଜେଡି ପକ୍ଷରୁ ମଧ୍ୟ ତାହା ପାଳନ କରା ଯାଇଥିଲା l ଏହି ଅବସରରେ ବିଜୁ ପଟ୍ଟନାୟକ ମାର୍ଗସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଜେଡି ନେତାମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ l…
ବିବାହ କରିବାକୁ ଚାହୁଁଛନ୍ତି ବଲିଉଡ୍ର ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଶମିତା ଶେଟ୍ଟୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ଅନେକ ସମୟରେ ସେ ଭଉଣୀ ଶିଳ୍ପା ଶେଟ୍ଟୀଙ୍କ ସହ ଫଟୋ ଶେୟାର କରି ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ତାଙ୍କର ଓ୍ବେବ୍ ସିରିଜ୍ ‘ବ୍ଲାକ୍ ଓ୍ବିଡୋଜ୍’ ରିଲିଜ୍ ହୋଇଥିଲା। ଶମିତାଙ୍କ ବିବାହକୁ…
ଆସିଲା ୬୦ ହଜାର କୁଇଣ୍ଟାଲ ଟାର୍ଗେଟ
ନୟାଗଡ଼ ଅଫିସ,୫।୩: ନୟାଗଡ଼ ଜିଲାରେ ଅଭାବୀ ଧାନ ବିକ୍ରି ବଢ଼ୁଛି। ଜିଲାରେ ସରକାର ଖୋଲିଥିବା ମଣ୍ଡିରେ ଟାର୍ଗେଟ ଶେଷ ହୋଇଯାଇଛି ଦର୍ଶାଇ ଚାଷୀଙ୍କ ଧାନ କିଣାଯାଉ ନ ଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଚାଷୀ ମଣ୍ଡିକୁ ଯାଇ ହଇରାଣ…
ଅପହରଣ ନାଟକ ରଚିଲେ ନାବାଳକ: ପୋଲିସ ନାକେଦମ୍
ଡେରାବିଶ,୫।୩(ସ୍ବ.ପ୍ର.): ମା’ବାପାଙ୍କ ଅତ୍ୟାଧିକ ସ୍ନେହ ଯୋଗୁ ପିଲାମାନେ କିପରି ବାଟ ହୁଡୁଛନ୍ତି ତା’ର ଏକ ଉଦାହରଣ ଡେରାବିଶରେ ଦେଖିବାକୁ ମିଳିଛି। ଡେରାବିଶ ଥାନା ଅଞ୍ଚଳର ଜଣେ ନାବାଳକ(୧୭) ବାପାଙ୍କ ଏଟିଏମ୍ କାର୍ଡ ନେଇ ୭୮ ହଜାର ଟଙ୍କା ଉଠାଇ ସାଙ୍ଗମାନଙ୍କ ସହ…
ଆଜିଠୁ ଏମ୍ଏସ୍ଏମ୍ଇ ବାଣିଜ୍ୟମେଳା
ଭୁବନେଶ୍ୱର, ୫।୩(ବ୍ୟୁରୋ):ରାଜ୍ୟର ବାଣିଜ୍ୟ ଓ ରପ୍ତାନିକୁ ଆହୁରି ମଜଭୁତ କରିବା ପାଇଁ ଓଡ଼ିଶା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପକ୍ଷରୁ ଶୁକ୍ରବାରଠାରୁ ଏମ୍ଏସ୍ଏମ୍ଇ ବାଣିଜ୍ୟ ମେଳା-୨୦୨୧ ଆରମ୍ଭ ହେବ। ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ…
ଭାରତ ଆଂଶିକ ସ୍ବାଧୀନ
ନୂଆଦିଲ୍ଲୀ,୫ା୩:‘ସ୍ବାଧୀନ’ରୁ ‘ଆଂଶିକ ସ୍ବାଧୀନ’ ସ୍ତରକୁ ଭାରତର ପଦାବନତି ଘଟିଛି। ବୈଶ୍ୱିକ ଗଣତାନ୍ତ୍ରିକ ନେତା ହେବାର ସମ୍ଭାବନାକୁ ଭାରତ ତ୍ୟାଗ କରିଦେଇଥିବା ମନେହେଉଛି ବୋଲି ସଦ୍ୟ ପ୍ରକାଶିତ ଗଣତନ୍ତ୍ର ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହି ରିପୋର୍ଟ ଉପରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର…
ଇମ୍ରାନ୍ଙ୍କ ମୁଣ୍ଡରେ ଚଡ଼କ
ଇସ୍ଲାମାବାଦ/ନୂଆଦିଲ୍ଲୀ,୫ା୩:୨୦୧୮ ଅଗଷ୍ଟ ୧୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ପାକିସ୍ତାନ-ତେହରିକ୍-ଇ-ଇନ୍ସାଫ୍ (ପିଟିଆଇ) ମୁଖ୍ୟ ଇମ୍ରାନ୍ ଖାନ୍ଙ୍କ କାର୍ଯ୍ୟକାଳ ଶେଷ ହୋଇଆସୁଛି କି? ଏହି ପ୍ରଶ୍ନ ଏଇଥିପାଇଁ ଉଠୁଛି ଯେ ଇମ୍ରାନ୍ଙ୍କ ଘନିଷ୍ଠ ସହଯୋଗୀ ତଥା ଅର୍ଥମନ୍ତ୍ରୀ ଅବ୍ଦୁଲ୍ ହାଫିଜ୍ ଶେଖ୍…
ପଞ୍ଚାୟତିରାଜ ଓ ବିଜୁବାବୁ
ଲୋକମାନଙ୍କୁ ନିଜକୁ ଶାସନ କରିବାକୁ ସୁଯୋଗ ଦିଅ, ନିଜ ଅଞ୍ଚଳର ବିକାଶ ପାଇଁ ସେମାନଙ୍କୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରିବାକୁ ଦିଆଯାଉ ଏବଂ ସେମାନଙ୍କ ଯୋଜନାକୁ ସେମାନେ କାର୍ଯ୍ୟକାରୀ କରନ୍ତୁ-ଏହାହିଁ ପଞ୍ଚାୟତିରାଜ ବ୍ୟବସ୍ଥାର ମୂଳ ଲକ୍ଷ୍ୟ। ପଞ୍ଚାୟତକୁ ଆର୍ଥିକ କ୍ଷମତା ପରିଚାଳନା…
ଓଡ଼ିଆ ଜାତିର ମହାନାୟକ
ପକ୍ଷୀମାନେ ମାଟିରେ ଚାଲନ୍ତି କମ୍, ଆକାଶରେ ଉଡ଼ନ୍ତି ଅଧିକ। ବିଜୁ ପଟ୍ଟନାୟକ ଥିଲେ ଏଭଳି ଏକ ବିରଳ ବ୍ୟକ୍ତିତ୍ୱ, ଯେ କି ଆକାଶରେ ଯେତିକି ଉଡ଼ୁଥିଲେ, ମାଟି ଉପରେ ବି ସେତିକି ଚାଲୁଥିଲେ। ମାଟି ଉପରେ ଦୃଢ଼ ଭାବରେ ପାଦ ଥାପି…
ପ୍ରକଳ୍ପ ତଦାରଖକୁ ଜୋର୍ଦାର କରିବ ‘ମୋ ସ୍କୁଲ’
ଭୁବନେଶ୍ୱର, ୫।୩(ବ୍ୟୁରୋ):ସରକାରୀ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଉନ୍ନତି ପାଇଁ କାର୍ଯ୍ୟ କରୁଥିବା ‘ମୋ ସ୍କୁଲ୍’ ଅଭିଯାନକୁ ବ୍ୟାପକ କରାଯାଇଛି। ଏହା ମାଧ୍ୟମରେ ୨୫,୫୨୦ ବିଦ୍ୟାଳୟ ଯୋଡ଼ି ହୋଇଛି। ବର୍ତ୍ତମାନ ସୁଦ୍ଧା ପୁରାତନ ଛାତ୍ରୀଛାତ୍ର ମୋଟ ୮୦କୋଟି ୩୪ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ…
ଆଉ ଯିବାକୁ ପଡ଼ିବନି ଆର୍ଟିଓ
ନୂଆଦିଲ୍ଲୀ, ୫।୩:ଲର୍ନର ଲାଇସେନ୍ସ, ଡ୍ରାଇଭିଂ ଲାଇସେନ୍ସ ନବୀକରଣ, ଗାଡ଼ି ପଞ୍ଜୀକରଣ ଏବଂ ଅନ୍ୟାନ୍ୟ ସେବା ପାଇଁ ଆଉ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)କୁ ଦୌଡ଼ିବାକୁ ପଡ଼ିବ ନାହିଁ। କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି…
ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ଚାଇନା ବିପଦ
ନ୍ୟୁୟର୍କ, ୫।୩(ଆଇଏଏନ୍ଏସ୍):ଚାଇନାରୁ ଅନ୍ତର୍ଜାତୀୟ ବ୍ୟବସ୍ଥା ପ୍ରତି ବିପଦ ବଢ଼ୁଥିବାରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ହାଇ ଆଲର୍ଟ ଜାରି କରିଛନ୍ତି। ଏଥିସହିତ ସମଭାବାପନ୍ନ ଦେଶଗୁଡ଼ିକ ସହ ମେଣ୍ଟ ଗଠନ ଲାଗି ବାଇଡେନ ଆହ୍ବାନ ଦେଇଛନ୍ତି। ଆମେରିକା ଭାରତ ସହ ସମ୍ପର୍କକୁ ଆହୁରି…
Archives


