Home Left

ଦୁଇଦିନ ପାଇଁ ଶାଶୁଙ୍କ ବୟଫ୍ରେଣ୍ଡ ହେବାକୁ ବିଜ୍ଞାପନ ଦେଲେ ବୋହୂ, କହିଲେ ମିଳିବ…

ଟଙ୍କା ଦେଲେ ଅନେକ କିଛି ମିଳିଥାଏ। ମାତ୍ର ନ୍ୟୁୟର୍କରେ ଜଣେ ମହିଳା ନିଜ ଶାଶୁଙ୍କ ପାଇଁ ଏମିତି ବିଜ୍ଞାପନ ଦେଇଛନ୍ତି, ଯାହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ମହିଳା କହିଛନ୍ତି, ତାଙ୍କ ଶାଶୁଙ୍କ ପାଇଁ ସେ ବୟଫ୍ରେଣ୍ଡ ଚାହୁଁଛନ୍ତି। ଯେଉଁ…

ପୂର୍ବ ପ୍ରେମିକାଙ୍କୁ ଟିକେ ଡେରିରେ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ସଲମାନ୍‌: ଖାସ୍‌ ଫଟୋ ପୋଷ୍ଟ କରି ଲେଖିଲେ ଏମିତି

ବମ୍ବେ: ଶୁକ୍ରବାର ଥିଲା ବଲିଉଡ୍‌ ଅଭିନେତ୍ରୀ କଟ୍ରିନା କୈଫଙ୍କ ହାପି ବର୍ଥ ଡେ’। ଏହି ଅବସରରେ ତାଙ୍କୁ ପ୍ରଶଂସକଙ୍କଠାରୁ ଆରମ୍ଭ କରି ସେଲିବ୍ରିଟିମାନେ ଶୁଭେଚ୍ଛା ଜଣାଇଥିଲେ। ହେଲେ ଜଣେ ସେଥିରୁ ଗାଏବ ଥିଲେ। ସେ ହେଲେ କଟ୍ରିନାଙ୍କ ପୂର୍ବ ପ୍ରେମିକ ତଥା…

ଇସ୍ତଫା ଦେଇ ପାରନ୍ତି ୟେଦୁରପ୍ପା

ନୂଆଦିଲ୍ଲୀ,୧୭ ।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ୍ ରହୁ ନ ଥିବାରୁ ସେ କୁଆଡେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ । ହେଲେ ଏଭଳି…

ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ସାବରିମାଲା

ଥିରୁଭାନନ୍ତପୁରମ,୧୭।୭: କରୋନା କାଳରେ ଦୀର୍ଘ ଦିନ ପରେ ଖୋଲିଲା କେରଳର ପ୍ରସିଦ୍ଧ ସାବରିମାଲା ମନ୍ଦିର। ପାରମ୍ପରିକ ମାସିକ ପୂଜା ପାଇଁ ଜୁଲାଇ ୧୭ରୁ ଜୁଲାଇ ୨୧ ପର୍ଯ୍ୟନ୍ତ ଅର୍ଥାତ୍‌ ୫ଦିନ ଲାଗି ଭଗବାନ ଆୟପ୍ପାଙ୍କ ମନ୍ଦିରକୁ ଖୋଲାଯାଇଛି। ପ୍ରତିଦିନ ସର୍ବାଧିକ ୫ହଜାର…

ସର୍ବଦଳୀୟ ବୈଠକ ଡକାଇଲେ ରାଜ୍ୟ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କିଆ ନାଇଡୁ ବିଭିନ୍ନ ରାଜନୈତିକ ଦଳ ସହ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଜୁଲାଇ ୧୯ ଅର୍ଥାତ୍‌ ସୋମବାରରୁ କରୋନା ପ୍ରେଟୋକଲ୍‌ ଅନୁଯାୟୀ ସଂସଦର ମୌସୁମୀ…

ବିଧାନସଭା ସଚିବାଳୟକୁ ଜିନ୍ସ୍‌ ଟି ଶର୍ଟ ପିନ୍ଧି ଆସିବା ମନା, ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି…

ଲକ୍ଷ୍ନୌ,୧୭।୭: ଏଣିକି ସରକାରୀ ଅଧିକାରୀ ବିଧାନସଭା ସଚିବାଳୟକୁ ଜିନ୍ସ୍‌ ଟି ଶର୍ଟ ପିନ୍ଧି ଆସିପାରିବେ ନାହିଁ। ଏନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଉତ୍ତରପ୍ରଦେଶ ସରକାର ଏସମ୍ପର୍କରେ ସରକାରୀ ବାବୁଙ୍କୁ ତାଗିଦ୍‌ କରିଛନ୍ତି। ରାଜ୍ୟ ବିଧାନସଭା ସଚିବାଳୟର ଯୁଗ୍ମ ସଚିବ…

ମା’ ପାଖୁରୁ ଯାଇ ବତକକୁ ଗୋଡାଉଛି ଛୁଆ ହାତୀ, ପଡ଼ିଯିବାରୁ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଘରେ ସବୁବେଳେ କଳହ ଲାଗି ରହୁଛି କି.. ଏପରି ବାସ୍ତୁଦୋଷ କାରଣ ହୋଇପାରେ; ଜାଣନ୍ତୁ ଦୂର କରିବାର ଉପାୟ..

ଘରେ କଳହ ହେବାର ଅନେକ କାରଣ ରହିଛି। ବାସ୍ତୁଦୋଷ ଏବଂ ଗ୍ରହଦୋଷ ଏଥିପାଇଁ ମଧ୍ୟ ଦାୟୀ। ଘରର ରଙ୍ଗ, ଘରର ଉର୍ଜା(ଶକ୍ତିଂ), ଘରେ ରହୁଥିବା ଲୋକ ଯଦି ଠିକ୍‌ ଥାନ୍ତି ତେବେ ଘରେ ସୁଖଶାନ୍ତି ରହିଥାଏ। ହେଲେ ଯଦି ଏଥିରୁ କୌଣସିଟି…

ନୂଆ ନୂଆ ପ୍ରେମରେ ପଡ଼ିଛନ୍ତି କି.. ମନେରଖନ୍ତୁ ଏହି ୪ଟି କଥା ପ୍ରେମଜୀବନକୁ କରିଥାଏ ସଫଳ..

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଏବଂ ଉପାୟ ବିଷୟରେ ଉଲ୍ଲେଖ କରିଛନ୍ତି। ସେଥିରୁ ଗୋଟିଏ ହେଲା ପ୍ରେମ ଜୀବନକୁ ନେଇ। ଏହି ନୀତିକୁ ଅନୁସରଣ କଲେ ଜଣେ ସଫଳ ପ୍ରେମୀ ହୋଇପାରିବ ଏଥିରେ ସନ୍ଦେହ…

କରିନାଙ୍କ ପାଇଁ ବନ୍ଧୁଙ୍କ ଆଗରେ ହାତ କାଟି ଦେଇଥିଲେ ସୈଫ: କାରଣ ଜାଣିଲେ ହେବେ…

ବମ୍ବେ: ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌- କରିନା କପୁର ବଲିଉଡ୍‌ର ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ। ପଟୌଦୀ ପରିବାରର ଦଶମ ନବାବ ସୈଫ ୧୯୯୨ରେ ଫିଲ୍ମ ‘ବେଖୁଦି’ରୁ ନିଜ ଅଭିନୟ ଜୀବନ ଆରମ୍ଭ କରିଥିଲେ। ୨୦୧୨ରେ କରିନା କପୁରଙ୍କୁ ଦ୍ୱିତୀୟ ବିବାହ…

ଆମେରିକାରେ ବିରଳ ରୋଗ ଚିହ୍ନଟ

ଓ୍ବାଶିଂଟନ୍‌,୧୭।୭: ଆମେରିକାରେ ଏକ ନୂଆ ବିପଦ ଦେଖାଦେଇଛି। ଟେକ୍ସାସର ଜଣେ ରୋଗୀଙ୍କଠାରେ ଏକ ବିରଳ ରୋଗ ଚିହ୍ନଟ ହୋଇଛି। ଯାହା ଏବେ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଚିନ୍ତା ବଢ଼ାଇଛି। ଉକ୍ତ ରୋଗୀଙ୍କ ଶରୀରରେ ବଡ଼ ବଡ଼ ଫୋଟକା ବା ମଙ୍କିପୋକ୍ସ ଭାଇରସ୍‌ ଚିହ୍ନଟ…

ଅଲମ୍ପିକ୍‌ରେ କରୋନା…

ଟୋକିଓ,୧୭।୭: ଜାପାନର ଟୋକିଆ ଅଲମ୍ପିକ୍‌ରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। ଜୁଲାଇ ୨୩ରୁ ଟୋକିଓରେ ୨୦୨୦ ଅଲମ୍ପିକ୍‌ ହେବାକୁ ଯାଉଛି। ଏହା ପୂର୍ବରୁ ସ୍ଥାନୀୟ କ୍ରୀଡ଼ା ଗ୍ରାମରେ ଜଣେ ଖେଳାଳିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ଆୟୋଜକଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?