ପ୍ରଥମେ ନା, ପରେ ହଁ
ସୋନାକ୍ଷୀ ସିହ୍ନାଙ୍କ ଅଭିନୀତ ପ୍ରଥମ ସିନେମା ଥିଲା ‘ଦବଙ୍ଗ’। ହେଲେ ତାଙ୍କୁ ଯେତେବେଳେ ଏହି ଅଫର ମିଳିଲା ସେ ରାଜି ହୋଇ ନ ଥିଲେ। ତା’ପରେ ତାଙ୍କ କାନରେ ଏହି ସିନେମାର ନାୟକ ସଲମାନ ଖଁା କି ମନ୍ତ୍ର ଫୁଙ୍କିଲେ କେଜାଣି…
ଆଇଟମ୍ ପାଇଁ ଟେନ୍ସନ
ଦୀପିକା ପାଦୁକୋନଙ୍କ ଟେନ୍ସନ ନିକଟରେ ବଢ଼ିଯାଇଛି। କଥା କ’ଣ କି ତାଙ୍କୁ ଏକ ଅନଟାଇଟଲଡ ଫିଲ୍ମରେ ଅଭିନୟ କରିବାକୁ ଅଫର ମିଳିଛି। ହେଲେ ସେଥିରେ ଟିକେ କେଁ ରହିଯାଇଛି। କାହାଣୀ ହେଉ ଅବା ନିଜ ଭୂମିକା କେହି କାହାକୁ କମ୍ ନୁହେଁ।…
ପେଟ୍ରୋଲରେ ପାଣି ଅପମିଶ୍ରଣ ଘଟଣା: ପମ୍ପ ସିଲ୍
ଭୁବନେଶ୍ୱର,୪।୩(ବୂ୍ୟରୋ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଏଚ୍ପି ପେଟ୍ରୋଲ ପମ୍ପରେ ପେଟ୍ରୋଲରେ ପାଣି ମିଶାଇ ଅପମିଶ୍ରଣ କରାଯାଉଥିବା ଜଣାପଡ଼ିବାପରେ ବୁଧବାର ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଶହଶହ ଲୋକ ପାଣି ମିଶା ପେଟ୍ରୋଲ ବୋତଲ ଧରି ପେଟ୍ରୋଲ ପମ୍ପରେ ବିକ୍ଷୋଭ କରିବା ସହ…
ଓଲଟି ପଡ଼ିଲା ଚୋରା କୋଇଲା ବୋଝେଇ ଟ୍ରକ୍, ଚାଳକ ଫେରାର
ମାଧପୁର,୪।୩(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ବଇଣ୍ଡା କିଆକଟା ପୂର୍ତ୍ତ ରାସ୍ତାର ଦେଉଳଝରି ମନ୍ଦିର ନିକଟରେ ଗୁରୁବାର ସକାଳେ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଓଲଟି ପଡ଼ିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଟ୍ରକ୍ଟି କିଆକଟା ପଟରୁ ଆସୁଥିବା ସମୟରେ…
ଫଟୋଗ୍ରାଫରଙ୍କ ପ୍ରେମରେ ଉବୁଟୁବୁ ହେଲେଣି ଶ୍ରଦ୍ଧା, ଭାବି ଶ୍ୱଶୁର ବିବାହକୁ ନେଇ ଦେଲେ ସବୁଜ ସଙ୍କେତ
ବମ୍ବେ: ଫଟ୍ରୋଗ୍ରାଫର ରୋହନ ଶ୍ରେଷ୍ଠାଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ବଲିଉଡ୍ ଅଭିନେତ୍ରୀ ଶ୍ରଦ୍ଧା କପୁର। ମୁହଁ ଖୋଲି କହୁ ନ ଥିଲେ ହେଁ ଉଭୟଙ୍କ ସମ୍ପର୍କ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ନିକଟରେ ମାଳଦ୍ୱୀପରେ ପ୍ରେମିକଙ୍କ ସହ ପ୍ରିୟାଙ୍କ…
ସହରୀ ଯୁବତୀଙ୍କ ଗାଁ ବୁଲା, ଗୋବର ଦେଖି କଲେ ଏମିତି…
ବେଳେବେଳେ ସୋସିଆଲ ମିଡିଆରେ ଏମିତି କିଛି ଫଟୋ ଶେୟାର ହୋଇଥାଏ ଯାହାକୁ ଦେଖିଲେ ଆପଣ ହସିହସି ଗଡ଼ିବେ। ଏବେ ସେମିତି ଜଣେ ଯୁବତୀଙ୍କ ଫଟୋ ଭାଇରାଲ ହେଉଛି। ଫଟୋ ଦେଖିଲେ ଆପଣ ମଧ୍ୟ ନ ହସି ରହିପାରିବେନି। ଏହି ଫଟୋଟିକୁ ଆଇପିଏସ୍…
ଏହି ଉପଲବ୍ଧି ହାସଲ କରିବାରେ ଧୋନୀଙ୍କ ସମକକ୍ଷ ହେଲେ କୋହଲି, ପ୍ରତିକ୍ରିୟାରେ କହିଲେ…
ଅହମ୍ମଦାବାଦ,୪।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ନୂଆ ଉପଲବ୍ଧି ହାସଲ କରିଛନ୍ତି। ସବୁଠାରୁ ଅଧିକ ଥର ଟେଷ୍ଟ ମ୍ୟାଚ୍ରେ ଭାରତର ନେତୃତ୍ୱ ନେବା ମାମଲାରେ ସେ ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ସମକକ୍ଷ…
ପାପା ଦି ଗ୍ରେଟ୍
ଶ୍ରଦ୍ଧା କପୁର ଆଜି ଅଭିନୟ କ୍ଷେତ୍ରରେ ଯେଉଁ ସ୍ଥାନରେ ପହଞ୍ଚତ୍ଛନ୍ତି ତା’ ପଛରେ ଜଣେ ବ୍ୟକ୍ତିଙ୍କର ଯଥେଷ୍ଟ ଅବଦାନ ରହିଛି। କାରଣ ସେ ତାଙ୍କ ପଛରେ ଛାଇ ପରି ରହିଛନ୍ତି। କେଉଁଠି ଭୁଲ ଭଟକା ହେଲେ ତୁରନ୍ତ ସତର୍କ କରାଇ ଦେବା…
ଜିପିଟିଇଏ, ଜିଆରଏସ୍ଙ୍କୁ ତାଲା ପକାଇଲେ ଜିଲାପରିଷଦ ସଦସ୍ୟା
ପାଟଣା,୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ କାର୍ଯ୍ୟାଳୟ ଗୃହରେ ଗୁରୁବାର ପୂର୍ବାହ୍ନରେ ବ୍ଲକର ପଞ୍ଚାୟତ ବୈଷୟିକ ସହାୟିକା ମୋନାଲିସା ଚକ୍ର ଓ ଜିଆରଏସ ନିର୍ମଳ ମହାନ୍ତଙ୍କୁ ଅଫିସ କାର୍ଯ୍ୟାଳୟରେ ୨୨ ନମ୍ବର ଜିଲାପରିଷଦ ସଦସ୍ୟା ଡଲି ପାତ୍ର ତାଲା…
ଖରାକୁ ସାମ୍ନା କରିବାକୁ ଆନ୍ଦୋଳନରତ କୃଷକଙ୍କ ପାଇଁ ଲାଗିଲା ଫ୍ରିଜ୍, ଫ୍ୟାନ୍, ପାଣିପମ୍ପ
ନୂଆଦିଲ୍ଲୀ,୪ ।୩: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଗତ ଡିସେମ୍ବରରୁ ଦିଲ୍ଲୀର ବିଭିନ୍ନ ସୀମାରେ କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ପ୍ରବଳ ଥଣ୍ଡାକୁ ସାମ୍ନାକରି ମଧ୍ୟ ଏମାନେ ଆନ୍ଦୋଳନରୁ ଓହରି ଯାଇ ନାହାନ୍ତି । ତମ୍ବୁ ମଧ୍ୟରେ…
କ୍ଲବ୍-୬୯
ସାଇବର କ୍ରାଇମ୍ ଏବେ ଏକ ବଡ଼ ସମସ୍ୟା ଭାବରେ ଉଭା ହୋଇଛି କହିଲେ ଆଦୌ ଭୁଲ ହେବ ନାହିଁ। ମୋବାଇଲ୍ରେ ଫେକ୍ କଲ୍ ମାଧ୍ୟମରେ ମିଠା ମିଠା କଥା କହି ଅନ୍ୟମାନଙ୍କୁ ଅସୁବିଧାରେ ପକାଇବା ଲାଗି କେତେକ ଗ୍ୟାଙ୍ଗ ବେଶ୍ ତତ୍ପର।…
ମା’ର ପରିଚୟ ପାଇଁ ସୁଭଦ୍ରାଙ୍କୁ ମାଡ଼
କେନ୍ଦ୍ରାପଡ଼ା ଅଫିସ,୪।୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବରକୋଳିଖଳା ଗଁାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅନୁପ୍ରବେଶକାରୀ ଓଡ଼ିଶା ମାଟିରେ ପ୍ରବେଶ କରି ନିଜର ଦୌରାତ୍ମ୍ୟ ଦେଖାଇଛନ୍ତି। ମା’ର ପରିଚୟ ନ ଦେବାରୁ ଗଁାର ସୁଭଦ୍ରା ରାୟଙ୍କୁ ମାଡ…
Archives


