ସଡ଼କ ଦୁର୍ଘଟଣା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର
ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଛଣପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ତ୍ରୀଙ୍କ ଜୀବନ ଯାଇଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ଗୁରୁବାର ସକାଳେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏକ ଅଜଣା ଗାଡ଼ି ବାଇକ୍କୁ ଧକ୍କା…
ସୁଧୁରୁନି ଖୋର୍ଦ୍ଧା ସହର ଟ୍ରାଫିକ୍ ସମସ୍ୟା
ଖୋର୍ଦ୍ଧା ଅଫିସ,୪।୩: ଖୋର୍ଦ୍ଧା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚଣ୍ଡିଚୁଆଠାରୁ ମୁକୁନ୍ଦପ୍ରସାଦ, ଡାକ୍ତର୍ସ ଲେନ୍ଠାରୁ ଗୁରୁଜଙ୍ଗ ରାସ୍ତା, ଥାନାଛକ (ଟ୍ରାଫିକ ଛକ) ଠାରୁ ନୂଆ ବସ୍ଷ୍ଟାଣ୍ଡ, ବସ୍ଷ୍ଟାଣ୍ଡଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ, ବାଟମଙ୍ଗଳା ଠାରୁ ଚଣ୍ଡିଚୁଆ ଛକ ଭାୟା ଟିଏଲସି…
ଭୁବନେଶ୍ୱରରୁ ୫ ମୂର୍ତ୍ତି ଉଦ୍ଧାର, ଜଣେ ଗିରଫ
ପିପିଲି,୪।୩(ସ୍ବ.ପ୍ର.): ପିପିଲି କାକୁଡ଼ିଆସ୍ଥିତ ଶ୍ରୀ ଗୋପୀନାଥ ଦେବ ମନ୍ଦିରରୁ ଚୋରି ୫ ମୂର୍ତ୍ତିକୁ ପୋଲିସ ଭୁବନେଶ୍ୱରରୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳର ବାପୁନି ପାଢୀ(୨୯)।…
ପେଟ୍ରୋଲରେ ପାଣି
ଭୁବନେଶ୍ୱର,୪।୩(ବ୍ୟୁରୋ): ଗତ କିଛି ମାସ ଧରି ପେଟ୍ରୋଲ ଓ ଡିଜେଲ୍ ଦର ବଢ଼ିବାରେ ଲାଗିଛି। ଲିଟର ପିଛା ଦର ୧୦୦ ଟଙ୍କା ଛୁଇଁବାକୁ ବସିଲାଣି। ଜରୁରୀ କାମ ନ ଥିଲେ ଲୋକେ ପେଟ୍ରୋଲ ପକାଇବାକୁ ବହୁବାର ଚିନ୍ତା କରୁଛନ୍ତି ା ଏଭଳି…
ମା’ ହେବେ ଶ୍ରେୟା !
ମୁମ୍ବାଇ: ବଲିଉଡ୍ର ସୁପ୍ରତିଷ୍ଠିତ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ଘରକୁ ଖୁବ୍ଶୀଘ୍ର ଆସିବେ ନୂଆ ଅତିଥି । ପର୍ସନାଲ ଲାଇଫକୁ ନେଇ ସବୁବେଳେ ଚୁପ୍ ରହୁଥିବା ଏହି କଣ୍ଠଶିଳ୍ପୀ କିନ୍ତୁ ପ୍ରଫେସନାଲ ଲାଇଫକୁ ନେଇ ଅଧିକାଂଶ ସମୟରେ ଆସି ଥାଆନ୍ତି ଚର୍ଚ୍ଚାକୁ ।…
ଘାଟିରେ ଓଲଟିଲା ବସ୍, ୪ ଗୁରୁତର ୩୦ ଆହତ
ଠାକୁରମୁଣ୍ଡା,୪।୩(ଡି.ଏନ୍.ଏ.): ରାଇରଙ୍ଗପୁରରୁ ଭାୟା ଠାକୁରମୁଣ୍ଡା ଦେଇ ଭୁବନେଶ୍ୱର ଯାଉଥିବା ମା’ ତାରିଣୀ ନାମକ ଏକ ଯାତ୍ରୀବାହୀ ବସ୍ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଗୋଡ଼ଭଙ୍ଗା ଘାଟିରେ ଓଲଟି ପଡ଼ିବାରୁ ୪ ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ଗୁରୁବାର…
ଭିସୁଟ୍ରୁ ଉଠିଲା କୋଭିଡ୍ କଟକଣା
ସମ୍ବଲପୁର,୪।୩(ବ୍ୟୁରୋ): ସମ୍ବଲପୁରର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)ରୁ ବୁଧବାରଠାରୁ କୋଭିଡ୍ କଟକଣାକୁ ଉଠାଇ ଦିଆଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ନୋଟିସ୍ ଜାରି କରାଯାଇଛି। ମଙ୍ଗଳବାର ୨୫ ଛାତ୍ରୀଛାତ୍ରଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା…
ଅଫିସ୍ରେ ଜିନ୍ସ୍-ଟି ଶର୍ଟ ପିନ୍ଧିବା ମନା
ସମ୍ଭାଲ,୪।୩: ଉତ୍ତରପ୍ରଦେଶ ସମ୍ଭାଳ ଜିଲାପାଳ ଜିଲାର ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍ ଲାଗୁ କରିଛନ୍ତି। ସରକାରୀ କର୍ମଚାରୀମାନେ ଅଫିସକୁ ଜିନ୍ସ, ଟି-ଶର୍ଟ ପିନ୍ଧି ଆସିବେ ନାହିଁ ବୋଲି ଜିଲାପାଳ ସଞ୍ଜିବ ରଞ୍ଜନଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।…
କୋଟିଆ ବିବାଦ: ସୁପ୍ରିମକୋର୍ଟ ପୂର୍ବତନ ବିଚାରପତିଙ୍କ ପରାମର୍ଶ ଲୋଡ଼ିଲେ ରାଜ୍ୟ ସରକାର
ଭୁବନେଶ୍ୱର,୪।୩(ବ୍ୟୁରୋ): କୋଟିଆ ଅଞ୍ଚଳକୁ ନେଇ ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ବିବାଦ ଲାଗି ରହିଛି। ଏହି ମାମଲା ଏବେ ସୁପ୍ରିମକୋର୍ଟରେ ବିଚାରାଧୀନ ରହିଛି। ରାଜ୍ୟ ସରକାର ଏ ନେଇ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଏ.କେ. ପଟ୍ଟନାୟକଙ୍କଠାରୁ ଆଇନଗତ ସହାୟତା ଲୋଡ଼ିଛନ୍ତି।…
କରୋନା ବେଳେ ବିଏମ୍ସି ଖର୍ଚ୍ଚରେ ଜାଲିଆତି
ବ୍ରହ୍ମପୁର ଅଫିସ,୪।୩: କୋଭିଡ୍-୧୯ ମହାମାରୀ ବେଳେ ବ୍ରହ୍ମପୁର ସହରରେ ଲକ୍ଡାଉନ୍, ଶଟଡାଉନ୍ ଓ ରାତ୍ରିକାଳୀନ କର୍ଫ୍ୟୁ ହୋଇଥିଲା। ସେହି ସମୟରେ କଣ୍ଟେନମେଣ୍ଟ ଜୋନ୍ ପାଇଁ ବ୍ୟାରିକେଡ୍ କରାଯିବା ଏବଂ ଗୋରୁ, ଷଣ୍ଢ, ବୁଲାକୁକୁର ଓ ଅନ୍ୟ ଜୀବଜନ୍ତୁଙ୍କୁ ଖାଦ୍ୟ ଦେବା ଲାଗି…
ବଢୁଛି କରୋନା ସଂକ୍ରମଣ ସଂଖ୍ୟା: ୧.୬୬ କୋଟି ଲୋକଙ୍କୁ ଦିଆ ସରିଲାଣି ଟିକା
ନୂଆଦିଲ୍ଲୀ,୪ ।୩: ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏହା ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି । ଅନ୍ୟପଟେ ଏହି ମହାମାରୀକୁ ଦୂରେଇ ଦେବାକୁ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ବି ଆରମ୍ଭ ହୋଇଯାଇଛି । କେନ୍ଦ୍ର…
ଋତୁସ୍ରାବର ସମସ୍ୟା ସମାଧାନ କରିବ ‘ପ୍ରୀତି’
ଯାଜପୁର ଅଫିସ,୪।୩ : ଋତୁସ୍ରାବ ପାଇଁ ମହିଳାମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଯାଜପୁର ଜିଲା ଦାନଗଦୀ ବ୍ଲକ ଟୋଲକାନି ଗ୍ରାମର ଯୁବ ଇଞ୍ଜିନିୟର ଏକ ନୂତନ ପ୍ରକଳ୍ପ ଉଦ୍ଭାବନ କରିଛନ୍ତି। ଏହି ପ୍ରକଳ୍ପକୁ ‘ପ୍ରୀତି’ ବୋଲି ନାମକରଣ…
Archives


