କ୍ୱାଲିଟି ଦିଏ ଗ୍ରାହକ ସନ୍ତୁଷ୍ଟି
ନିରବଚ୍ଛିନ୍ନ ୨୧ ବର୍ଷ ଧରି ସ୍ବଚ୍ଛତା, ଶୁଦ୍ଧତା ଓ ଗୁଣବତ୍ତା ବଜାୟ ରଖିଥିବା ‘ଭାରତ ମସଲା’ ଓଡ଼ିଶାର ଅଧିକାଂଶ ରୋଷେଇ ଘରେ ଉପସ୍ଥିତି ଜାହିର କରିସାରିଛି। ଲୋକଙ୍କ ସ୍ବାଦର ରୁଚିକୁ ଚିହ୍ନି ପାରିଥିବାରୁ ଦେଶ ବିଦେଶରେ ବି ଏହାର ଚାହିଦା କାହିଁରେ…
ନାୟକ ସାର୍, ଭାଗ୍ୟଶ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ
ଭୁବନେଶ୍ୱର, (ବ୍ୟୁରୋ)/ନାଉଗାଁ,୪।୩(ସ୍ବ.ପ୍ର.):ସମାଜ ପାଇଁ ନିଃସ୍ବାର୍ଥପର ସେବା ଜାରି ରଖିଥିବା ଜଗତ୍ସିଂହପୁର ନାଉଗାଁ ବ୍ଲକ୍ ଶିଖର ପଞ୍ଚାୟତ ଅରଖକୁଦର ନାୟକ ସାର୍ ଓରଫ ସିଲୁ ନାୟକ ଓ ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ସରାଙ୍ଗର ଛାତ୍ରୀ ଭାଗ୍ୟଶ୍ରୀ ସାହୁଙ୍କୁ ରାଜ୍ୟପାଳ ପ୍ରଫେସର…
ଇଡ଼ି-ଆୟକର-ସିବିଆଇ ଟିମ୍କୁ ଅଙ୍ଗୁଳିରେ ନଚାଉଛନ୍ତି ସରକାର: ରାହୁଲ
ନୂଆଦିଲ୍ଲୀ,୪।୩: ଇଡ଼ି, ଆୟକର ଏବଂ ସିବିଆଇ ଟିମ୍କୁ ସରକାର ଅଙ୍ଗୁଳିରେ ନଚାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନିର୍ଦ୍ଦେଶରେ ବଲିଉଡ୍ରେ ଜାଣିଶୁଣି ଆୟକର ଚଢ଼ାଉ କରାଯାଇଥିବା କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ରାହୁଲ ଟୁଇଟ୍ କରି କହିଛନ୍ତି କେନ୍ଦ୍ର…
ଅଧିକ ସାଉଣ୍ଡ କଲେ ମିଳିବ ଦଣ୍ଡ
ଭୁବନେଶ୍ୱର,୪।୩(ବ୍ୟୁରୋ): ଆଉ ମନଇଚ୍ଛା ଶବ୍ଦ କରି ଶୋଭାଯାତ୍ରା କରିପାରିବେ ନାହିଁ। ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ମ୍ୟୁଜିକ୍ ସିଷ୍ଟମ୍ ଓ ଡିଜେ ଉପରେ ଲାଗିବ କଟକଣା। ୬୫ ଡେସିବଲ୍ରୁ ଅଧିକ ଶଦ୍ଦ ସୃଷ୍ଟି କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାକୁ…
‘ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବ ଓଡ଼ିଶା’
ଭୁବନେଶ୍ୱର,୪।୩(ବ୍ୟୁରୋ): ସାମୁଦ୍ରିକ ପଣ୍ୟ କାରବାରରେ ଓଡ଼ିଶାର ଅପାର ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକବିଂଶ ଶତାବ୍ଦୀରେ ସର୍ବଶ୍ରେଷ୍ଠ ସାମୁଦ୍ରିକ ଅର୍ଥନୀତି ସହ ବାଣିଜ୍ୟ ବ୍ୟବସାୟ ମାଧ୍ୟମରେ ଏହା ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବାର ଯଥେଷ୍ଟ ସମ୍ଭାବନା ରହିଛି।…
‘ବିଜ୍ଞାନ ଶିକ୍ଷାରେ ମନୋନିବେଶ କର’
ଭୁବନେଶ୍ୱର (ବ୍ୟୁରୋ)/ରାୟଗଡ଼ା ଅଫିସ୍/ ଜୟପୁର (ନି.ପ୍ର.)୪।୩ : ରାୟଗଡ଼ାରେ ଏକ ପ୍ଲାନେଟାରିୟମ ଓ କୋରାପୁଟ ଜିଲାର ଜୟପୁରଠାରେ ନିର୍ମାଣ ହେବ ଜିଲା ବିଜ୍ଞାନ କେନ୍ଦ୍ର(ସାଇନ୍ସ ପାର୍କ )। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍ଫରେନ୍ସ ଜରିଆରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…
ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରୁ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ନିର୍ମାଣ ହେବ ସୁଡ଼ଙ୍ଗ
ନୂଆଦିଲ୍ଲୀ,୪ ।୩: ଦେଶର ନୂଆ ପାର୍ଲାମେଣ୍ଟ ଭାବନ ବା ସଂସଦ ଭବନକୁ ପ୍ରଧାନମନ୍ତ୍ରୀ ଓ ଉପରାଷ୍ଟ୍ରପତିଙ୍କ ଭଳି ଭିଭିଆଇପିଙ୍କ ଯିବା ଆସିବା ଏବେ ସହଜ ହେବ । ଏମାନଙ୍କୁ ଆଉ ରାସ୍ତାରେ ବେଶି ଅଟକିବାକୁ ପଡିବ ନାହିଁ । ନ୍ରୂଆ ପାର୍ଲାମେଣ୍ଟକୁ…
ବିବନଙ୍କୁ ଚିହ୍ନିଲେ ଅଞ୍ଜନା
ଭୁବନେଶ୍ୱର,୪।୩ (ବ୍ୟୁରୋ): ଦୀର୍ଘ ୨୨ବର୍ଷ ପରେ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍ ବା ଅଭିଯୁକ୍ତ ଚିହ୍ନଟ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଝାରପଡ଼ା ଜେଲରେ ସିବିଆଇ ପକ୍ଷରୁ କରାଯାଇଥିବା ଟିଆଇ…
ନିଆଁ ଆଁରେ ଶିମିଳିପାଳ
ଭୁବନେଶ୍ୱର,(ବ୍ୟୁରୋ)/ବାରିପଦା ଅଫିସ,୪।୩: ଜଳୁଛି ଶିମିଳିପାଳ ଅଭୟାରଣ୍ୟ। ୮ ରେଞ୍ଜର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ଚାରି ଦିଗକୁ ମାଡ଼ି ଚାଲିଛି। ନିଆଁ ନିୟନ୍ତ୍ରଣକୁ ଆସୁ ନ ଥିବାରୁ ବିପଦ ମୁହଁକୁ ଠେଲି ହୋଇଯାଉଛି ଶିମିଳିପାଳର ଜୈବମଣ୍ଡଳ। ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ…
ତାଜ୍ମହଲରେ ବୋମା ଆତଙ୍କ: ପର୍ଯ୍ୟଟକଙ୍କୁ ବାହାର କରାଗଲା
ଆଗ୍ରା,୪।୩: ତାଜ୍ମହଲରେ ବୋମା ଆତଙ୍କ ଯୋଗୁ ଏହାର ପରିସରକୁ ଖାଲି କରି ଦିଆଯାଇଛି। ପର୍ଯ୍ୟଟକଙ୍କୁୁ ସିଆଇଏସ୍ଏଫ୍ ଟିମ୍ ପକ୍ଷରୁ ବାହାର କରାଯାଇଛି। ପରିସରରେ ବୋମା ରହିଥିବା ସୂଚନା ମିଳିବା ପରେ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ପୋଲିସ କହିଛି।…
ପଞ୍ଜାବର ସ୍ଥପତି ଦେବେ ରାଫାଲ ଜେଟ୍ର ଅନୁଭୁତି
ଚଣ୍ଡିଗଡ଼,୪ ।୩: ପଞ୍ଜାବର ସ୍ଥପତି ରାମପାଲ ବେହନିୱାଲ ନିଜର ବୁଦ୍ଧି ଖଟାଇ ଏକ ଯାନ ନିର୍ମାଣ କରିଛନ୍ତି । ଯାହା ଦେଖିବାକୁ ଅବିକଳ ଯୁଦ୍ଧ ବିମାନ ରାଫାଲ ଭଳି । ଏହାର ନାମ ଦେଇଛନ୍ତି ‘ପଞ୍ଜାବ ରାଫାଲ’ । ଏହି ଯାନକୁ…
ମୁଖ୍ୟମନ୍ତ୍ରୀ ମାତା ପିତାଙ୍କ ସହିତ ନେଲେ କରୋନା ଟିକାର ପ୍ରଥମ ଡୋଜ୍
ନୂଆଦିଲ୍ଲୀ,୪।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନରେ ଗୁରୁବାର ପ୍ରଥମ ଡୋଜ୍ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ହସ୍ପିଟାଲରେ ପହଞ୍ଚି କୋଭିଶିଲ୍ଡ ଟିକା ନେଇଛନ୍ତି। ତାଙ୍କ ସହିତ ମାତା ଗୀତା ଦେବୀ ଏବଂ…
Archives


