Home Left

ପୁଣି କମିଲା ସୁନା ଦର

ନୂଆଦିଲ୍ଲୀ,୩।୩: ପୁଣି ସୁନା ଦର କମିଛି। ସୁନା ୦.୧୧ ପ୍ରତିଶତ ହ୍ରାସ ହୋଇ ୧୦ ଗ୍ରାମ ପ୍ରତି ୪୫,୫୦୦ ଟଙ୍କା ହୋଇଛି। ସେହିପରି ରୂପା କିଲୋଗ୍ରାମ ପିଛା ୬୯,୨୧୬ ଟଙ୍କା ରହିଲା। ସୂଚନାଯୋଗ୍ୟ, ୨୦୨୦ ଅଗଷ୍ଟରେ ସୁନା ଦର ରେକର୍ଡ ଭାଙ୍ଗିଥିଲା।…

ମହିଳା ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧ ଲକ୍ଷ ଟଙ୍କାର ଆଇଫୋନ୍‌: ପ୍ୟାକେଟ ଖୋଲିବା ପରେ…

ଆଇଫୋନ୍‌ର କ୍ରେଜ୍‌ ସମସ୍ତଙ୍କର ରହିଛି। ଏହି ଫୋନ୍‌ ବହୁତ ମହଙ୍ଗା । ଏହା ସତ୍ତ୍ୱେ ମଧ୍ୟ ସମସ୍ତେ ଏହାକୁ କିଣିବା ପାଇଁ ସ୍ବପ୍ନ ଦେଖିଥାନ୍ତି। ବିଦେଶରେ ଅଧିକାଂଶ ଲୋକ ଆଇଫୋନ୍‌ ବ୍ୟବହାର କରିଥାନ୍ତି। ଏହାକୁ ଷ୍ଟୋରରୁ କିମ୍ବା ଅନ୍‌ଲାଇନ୍‌ ଦ୍ୱାରା ଅର୍ଡର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ କିଏ ଲେଖନ୍ତି ଜାଣନ୍ତି କି

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଶକ୍ତିଶାଳୀ ତଥା ଆକର୍ଷଣୀୟ ଭାଷଣ ପାଇଁ ଜଣାଶୁଣା। ‘ମନ କି ବାତ’ ହେଉ କିମ୍ବା ଅନ୍ୟ କୌଣସି କାର୍ଯ୍ୟକ୍ରମ ହେଉ, ମୋଦି ପ୍ରାୟ ପ୍ରତିଦିନ ଭାଷଣ ଦିଅନ୍ତି। ଭାଜପା ରାଲି ଏବଂ ନିର୍ବାଚନ ରାଲିରେ…

ସ୍ବାମୀ କୋହଲିଙ୍କୁ ମାଗି ତାଙ୍କ ପୋଷାକ ପିନ୍ଧନ୍ତି ଅନୁଷ୍କା: ଏଭଳି ପ୍ରତିକ୍ରିୟା ଦିଅନ୍ତି ଅଧିନାୟକ

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲିଙ୍କର ପ୍ରେମ ସମ୍ପର୍କ ସବୁବେଳେ ଚର୍ଚ୍ଚାରେ ରହିଥାଏ। ୨୦୨୧ ଆରମ୍ଭରେ ଏହି ଦମ୍ପତି ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ନିକଟରେ ଏକ ସାକ୍ଷାତକାରରେ ଅନୁଷ୍କା କହିଥିଲେ ଯେ, ସେ ସ୍ବାମୀଙ୍କ ପୋଷାକ…

ମୋଦିଙ୍କ ଦାଢ଼ି ବଢୁଛି, ଦେଶର ଜିଡ଼ିପି କମୁଛି: ଶଶି ଥରୁର୍‌

ନୂଆଦିଲ୍ଲୀ,୩।୩: କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାଗେର୍ଟ କରି ଟୁଇଟରରେ ଏକ ରୋଚକ ଗ୍ରାଫିକ୍ସ୍‌ ଅପଲୋଡ୍‌ କରିଛନ୍ତି। ସେ ମୋଦିଙ୍କ ଦାଢ଼ିକୁ ନେଇ କହିଛନ୍ତି ଯେ, ଦେଶର ଜିଡ଼ିପି କମି ଯାଉଥିବାବେଳେ ପ୍ରଧାନମନ୍ତ୍ରୀ ଦାଢ଼ି ବଢ଼ିବାରେ ଲାଗିଛି।…

ବିବାହ କରିବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର୍‌

ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କାରଣରୁ ସେ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟ ନ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କୁ ପୂର୍ବରୁ ଟି -୨୦ ସିରିଜରୁ ବିଶ୍ରାମ ଦିଆଯାଇଛି। ତିନି…

ଏମ୍‌ସିଡି ଉପନିର୍ବାଚନ ଫଳାଫଳ: ଝାଡୁ ପାହାରରେ ହାତ-ପଦ୍ମ ଘାଇଲା

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ନଗର ନିଗମ ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମୋଟ ୫ଟି ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି ୪ରେ ବିଜୟୀ ହୋଇଥିବାବେଳେ କଂଗ୍ରେସକୁ ଗୋଟିଏ ଆସନ ମିଳିଛି। ଅପରପକ୍ଷରେ ଭାଜପା ଖାତା ଖୋଲିବାକୁ ସକ୍ଷମ ହୋଇ ପାରି ନାହିଁ।…

ପଶ୍ଚିମବଙ୍ଗ ନିର୍ବାଚନ: କଂଗ୍ରେସ-ବାମଦଳ-ଆଇଏସ୍‌ଏଫ୍‌ ଆସନ ଭାଗବଣ୍ଟା

କୋଲକାତା,୩।୩: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ଏନେଇ କଂଗ୍ରେସ, ବାମଦଳ ଏବଂ ଆଇଏସ୍‌ଏଫ୍‌ ମେଣ୍ଟ ମଧ୍ୟରେ ଆସନ ଭାଗବଣ୍ଟା ଚୂଡ଼ାନ୍ତ ହୋଇଛି। ରାଜ୍ୟର ୨୯୪ ବିଧାନସଭା ଆସନ ମଧ୍ୟରୁ ବାମଦଳକୁ ୧୬୫, କଂଗ୍ରେସକୁ ୯୨ ଏବଂ ଇଣ୍ଡିଆନ୍‌ ସେକ୍ୟୁଲାର୍‌ ଫ୍ରଣ୍ଟ (ଆଇଏସ୍‌ଏଫ୍‌)କୁ…

ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜର ନିଲମ୍ବିତ

ସମ୍ବଲପୁର, ୩।୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ଗୌରୀ ଶଙ୍କରଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଳମ୍ବନ କରାଯାଇଛି । ସଦର ରେଞ୍ଜ ଅଧିନରେ ପ୍ରାୟ ୫ ମାସ ଭିତରେ ୬ଟି ହାତୀର ମୃତ୍ୟୁ ଘଟିଛି। ଏହାକୁ ନେଇ ବିଭାଗ ପକ୍ଷରୁ ରିପୋର୍ଟ…

ମଣିଷ କାହିଁକି କାନ୍ଦେ

ମଣିଷ କାନ୍ଦିବା ପଛରେ ବୈଜ୍ଞାନିକ କାରଣ ରହିଛି। କେବଳ କୌଣସି ଦୁଃଖ, ଅସୁବିଧା କିମ୍ବା ଅପାର ସୁଖରେ ନୁହେଁ, କିଛି ବିଶେଷ ଗ୍ୟାସ୍‌ କିମ୍ବା ପ୍ରବଳ ପବନ ଯୋଗୁ ମଧ୍ୟ ଆଖିରେ ଲୁହ ଆସିଥାଏ। ଏହାସହ ପିଆଜ କାଟିବା ସମୟରେ ଲୁହ…

ଦ୍ୱିତୀୟ କରୋନା ଡୋଜ୍‌ ନେବା ପରେ ଜୀବନ ଗଲା

ମୁମ୍ବାଇ,୩।୩: ମହାରାଷ୍ଟ୍ରରେ ଦ୍ୱିତୀୟ କରୋନା ଡୋଜ୍‌ ନେବା ପରେ ଜଣେ ୪୫ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଭିଓ୍ବାଣ୍ଡି ବାସିନ୍ଦା ସୁଖଦେବ କିରଦାତ୍‌ କରୋନା ଟିକାର ଦ୍ୱିତୀୟ ଡୋଜ୍‌ ନେବାର ୧୫ ମିନିଟ୍‌ ପରେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା…

୨ ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି: ଚାଲିଗଲା ୩ ଜୀବନ

ସମ୍ବଲପୁର,୩।୩(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ରେମେଡି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି । ଅନ୍ୟଜଣେ ଗୁରୁତ ହୋଇଛନ୍ତି। ଉକ୍ତ ଯୁବକମାନେ ହୀରାକୁଦ ଅଞ୍ଚଳର ବୋଲି ଜଣାପଡିଛି। ତେବେ ସେମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri