Home Left

ଖଣି, ଇସ୍ପାତ ଉତ୍ପାଦନ ଅଭିବୃଦ୍ଧି ଉପରେ ଫୋକସ୍‌

ଭୁବନେଶ୍ୱର, ୩ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତ୍ତଲ ଏବଂ ସିଇଓ ଆଦିତ୍ୟ ମିତ୍ତଲଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଠକରେ ଓଡ଼ିଶାରେ ଇସ୍ପାତ ଉତ୍ପାଦନ, ଖଣିକ୍ଷେତ୍ରର ଅଭିବୃଦ୍ଧି…

ରେଲଓ୍ବେ ପରୀକ୍ଷାର୍ଥୀଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ବାଦ୍‌ ଦିଅ

ଭୁବନେଶ୍ୱର,୩ା୩(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ କୋଭିଡ୍‌ ସଂକ୍ରମଣ ପୁଣି ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରେଳଷ୍ଟେଶନ ଓ ବିମାନବନ୍ଦରରେ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ଅଧିକ ସଂକ୍ରମଣ ଥିବା ୧୨ ରାଜ୍ୟରୁ ଆସୁଥିବା ଯାତ୍ରୀମାନଙ୍କୁ ବାଧ୍ୟତାମୂଳକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ…

ବିବନଙ୍କ ଆଜି ହେବ ଟିଆଇ ପରେଡ

ଭୁବନେଶ୍ୱର(ବ୍ୟୁରୋ),୩।୩:ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଅଫ୍‌ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍‌ ହେବ। ଝାରପଡ଼ା ଜେଲ୍‌ରେ ମଧ୍ୟାହ୍ନରେ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପ୍ରଥମ ଶ୍ରେଣୀ (ଜେଏମ୍‌ଏଫ୍‌ସି) ସ୍ରୁଜାଲିନ୍‌ ମହାନ୍ତିଙ୍କ ଉପସ୍ଥିତିରେ ପୀଡ଼ିତା ଅଞ୍ଜନା ଅଭିଯୁକ୍ତଙ୍କୁ ଚିହ୍ନଟ…

ବଦଳିଲା ସ୍କୁଲ ଖୋଲିବା ସମୟ

ଭୁବନେଶ୍ୱର,୩ା୩(ବ୍ୟୁରୋ): ସକାଳୁଆ ସ୍କୁଲ ପାଇଁ ସରକାରଙ୍କ ତରଫରୁ ଗତ ଶୁକ୍ରବାର ଦିଆଯାଇଥିବା ସମୟକୁ ମଙ୍ଗଳବାର ପରିବର୍ତ୍ତନ କରିଦିଆଯାଇଛି। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ…

ଏମ୍‌ପିଙ୍କ ପୁଅଙ୍କୁ ଗୁଳିମାଡ

ଲକ୍ଷ୍ନୌ,୩।୩: ଉତ୍ତର ପ୍ରଦେଶରେ ପୁଣି ଗୁଳିକାଣ୍ଡ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଲକ୍ଷ୍ନୌର ଷଷ୍ଠ ମିଲ ନିକଟରେ ଭାଜପା ଏମ୍‌ପି କୌଣସି କିଶୋରଙ୍କ ପୁଅ ଆୟୁଷ କିଶୋରଙ୍କୁ କିଛି ଦୁର୍ବୃତ୍ତ ଗୁଳି ମାଡ କରିଛନ୍ତି। ଏଥିରେ ସେ ଆହତ ହୋଇଛନ୍ତି। ରାତି…

ମଦ ଦୋକାନ ପାଇଁ ଲଟେରି

ଭୁବନେଶ୍ୱର,୩ା୩(ବ୍ୟୁରୋ)- ୨୦୨୧-୨୨ ଆର୍ଥିକ ବର୍ଷରେ ମଦ ଦୋକାନ କରିବା ପାଇଁ ଲଟେରି ବ୍ୟବସ୍ଥା କରାଯିବ। କେଉଁ ତାରିଖରେ ଲଟେରି ହେବ ତାହା ଜିଲାପାଳ ନିଷ୍ପତ୍ତି ନେବେ। ଏ ନେଇ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିପାଇଁ ପ୍ରତ୍ୟେକ…

ଶୁଟିଂ ସମୟରେ ସାନିଟାଇଜର ସିଞ୍ଚନ କଲେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ଏକ ଭିନ୍ନ ଶେଳୀରେ ଦେଖିବାକୁ ମିଳୁଛି। ଏହି ଭିଡିଓର ବିଶେଷତ୍ୱ ହେଉଛି, କରୋନା ଠାରୁ ରକ୍ଷା ପାଇବାର ମାଧ୍ୟମ ଏଥିରେ ସ୍ପଷ୍ଟ ଦେଖିବାକୁ…

ଏହି ଜୁସ୍‌ରେ ଭରି ରହିଛି ରୋଗ ପ୍ରତିରୋଧକ ଶକ୍ତି

ସପୁରି ଜୁସ୍‌ ନିଶ୍ଚିତ ପିଇଥିବେ ମାତ୍ର ଏଥିରେ ଅଦା ମିଶାଇ ପିଇଲେ ବହୁତ ଲାଭଦାୟକ ହୋଇଥାଏ। ଏହି ଜୁସ୍‌ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରପୂର ମାତ୍ରାରେ ରହିଛି। ଯାହା ହଜମ ପ୍ରକ୍ରିୟାକୁ ଠିକ୍‌ ରଖିବା ସହିତ…

ମାମୁ ଝିଅ ଭଉଣୀଙ୍କୁ ବିବାହ କରି ବିବାଦକୁ ଆସିଥିଲେ ଏହି କ୍ରିକେଟର, ବାପା ହେବା ପରେ…

ମାର୍ଚ୍ଚ ୧ରେ ନିଜର ଜନ୍ମଦିନ ପାଳନ କରିଥିବା ପାକିସ୍ତାନୀ କ୍ରିକେଟର ଶାହିଦ ଆଫ୍ରିଦୀ ଚଳିତ ବର୍ଷ ଜନ୍ମଦିନର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇ ବିବାଦକୁ ଆସିଛନ୍ତି। ଆଫ୍ରିଦୀ ନିଜ ଜନ୍ମଦିନରେ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇବା ପାଇଁ ଏକ ଟୁଇଟ୍‌ କରିଥିଲେ। ଏଥିରେ…

ତକିଆ ଧରି ବୋଲ୍ଡ ହେଲେ ଜନ୍‌

ବଲିଉଡ୍‌ର ଆକ୍ସନ ହିରୋ ଜନ୍‌ ଆବ୍ରାହମ୍‌ ନିଜର ଫିଟ୍‌ ବଡ଼ିକୁ ଫିଲ୍ମ ହେଉ ଅବା ଫଟୋ ମାଧ୍ୟମରେ ପ୍ରଶଂସକଙ୍କ ସହ ଅଧିକାଂସ ସମୟରେ ଶେୟାର କରିଥାନ୍ତି। ଅନେକ ଫିଲ୍ମରେ ତାଙ୍କର ବୋଲ୍ଡ ରୂପ ଦେଖିବାକୁ ମିଳିଛି। ପ୍ରଶଂସକମାନେ ତାଙ୍କର ଶୈଳୀକୁ ବହୁତ…

ପ୍ରେମ ଏବେ, ନା ବାବା ନା…

ମୁମ୍ବାଇ : ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କୁ ବୁଧବାର ୩୪ ବର୍ଷ ପୂରଣ ହୋଇଛି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ଶକ୍ତି କପୁର ଏବଂ ମାଉସୀ ପଦ୍ମିନୀ କୋହ୍ଳାପୁରୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଥିବାରୁ ବଲିଉଡ୍‌ରେ ଅଭିନୟ…

ଅଜୟ ଦେବଗନଙ୍କ ଗାଡ଼ିକୁ ମୁମ୍ବାଇରେ ଅଟକାଇଲେ ଆନ୍ଦୋଳନକାରୀ

ମୁମ୍ବାଇ,୩।୩ : ବଲିଉଡ ଅଭିନେତା ଅଜୟ ଦେବଗନଙ୍କ କାରକୁ ମୁମ୍ବାଇରେ ଜଣେ ବ୍ୟକ୍ତି ୧୫ ମିନିଟ୍‌ ପାଇଁ ଅଟକାଇ ଦେଇଥିଲେ। ଗତ ମାସରେ ଆମେରିକାନ ପପ୍‌ ଷ୍ଟାର ରିହାନ୍ନା କୃଷକଙ୍କ ଆନ୍ଦୋଳନକୁ ସମର୍ଥନ କରିବା ପରେ କେନ୍ଦ୍ର ସରକାରଙ୍କ ସପକ୍ଷରେ ବାହାରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri