Home Left

ଥରେ ନୁହେଁ ଦୁଇ ଥର ଟିଏମ୍‌ସି ଛାଡ଼ିଲେ ବିଧାୟକ

କୋଲକାତା,୨।୩ : ବିଧାନସଭା ନିର୍ବାଚନ ପୂର୍ବରୁ ବିଧାୟକଙ୍କୁ ନେଇ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଓ ଭାଜପା ମଧ୍ୟରେ ଟଣାଓଟରା ଜାରି ରହିଛି। ପଣ୍ଡେଶ୍ୱର ବିଧାୟକ ଜିତେନ୍ଦର ତିଓ୍ବାରୀ ମାତ୍ର ୩ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ମମତା…

ଜଙ୍ଗଲରେ ସାଇକେଲ ଚଲାଇଲେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଏବେ ମାଲଦ୍ୱୀପରେ ସ୍ବାମୀଙ୍କ ସହ ସମୟ ବିତାଉଛନ୍ତି। ଏହି ସମୟର ଫଟୋ ଏବଂ ଭିଡିଓ ଅଭିନେତ୍ରୀ ପ୍ରଶଂସକଙ୍କ ସହ ଶେୟାର କରୁଛନ୍ତି। ଏବେ ବିପାଶ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ସେ ମାଲଦ୍ୱୀପ ଜଙ୍ଗଲରେ…

ଇଂଲଣ୍ଡକୁ ଡରାଇଲେ ରାହାନେ

ଅହମ୍ମଦାବାଦ,୨।୩ : ଚଳିତ ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ର ଅନ୍ତିମ ଦୁଇ ମ୍ୟାଚ୍‌ରେ ଇଂଲଣ୍ଡ ଦଳର ଅବସ୍ଥା ନ କହିଲେ ଭଲ। ଦୁଇଟି ଟେଷ୍ଟର ୪ଟି ଇନିଂସରେ ଦଳର କୌଣସି ବ୍ୟାଟ୍ସମ୍ୟାନ ଭାରତୀୟ ସ୍ପିନରଙ୍କ ଆଗରେ ଛିଡ଼ାହୋଇ ପାରି ନ ଥିଲେ।…

ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ

ମାଲକାନଗିରି, ୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର କିଛି ଅଂଶ କ୍ଷତି ହୋଇଛି। ଏହି ମନ୍ଦିର ସର୍ବ ପୂରାତନ ଏବଂ ବଟ ବୃକ୍ଷଟି…

ଅନ୍ତିମ ଟେଷ୍ଟରୁ କାହିଁକି ବାଦ୍‌ ପଡ଼ିଲେ ବୁମରା

ଅହମ୍ମଦାବାଦ,୨।୩ : ଭାରତୀୟ ପେସ ବୋଲର ଯଶପ୍ରୀତ ବୁମରାଙ୍କୁ ଇଂଲଣ୍ଡ ବିପକ୍ଷ ଅନ୍ତିମ ଟେଷ୍ଟରୁ ବାଦ୍‌ ଦିଆଯାଇଛି। ଏହି ନିଷ୍ପତ୍ତି ପଛର କାରଣ ମଙ୍ଗଳବାର ସ୍ପଷ୍ଟ କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। କୌଣସି ଆହତ ସମସ୍ୟା କାରଣରୁ ବୁମରାଙ୍କୁ…

ଚାକିରି ହୋଇଛି କହି ମିଠାରେ ନିଶା ଔଷଧ ଦେଲେ ଭଡ଼ାଟିଆ: ମାଲିକଙ୍କ ଘରୁ ଲୁଟିନେଲେ ୩୫ ଲକ୍ଷର ସୁନାଗହଣା

ମାଲକାନଗିରି,୨।୩(ଡି.ଏନ୍‌.ଏ.): ମାଲକାନଗିରି ସଦର ମହକୁମା ବିବିଗୁଡା କଲୋନୀରେ ମିଠାରେ ନିଶା ମିଶାଇ ଖାଇବାକୁ ଦେଇ ଅତି ସହଜରେ ସୁନାରୀଙ୍କ ଘରୁ କଳାକନା ବୁଲାଇଲେ ଭଡାରେ ରହୁଥିବା ଲୁଟେରା। ୩୫ ଲକ୍ଷ ଟଙ୍କାର ସୁନା ଗହଣା ସହ ଦୁଇ ଲକ୍ଷ ଟଙ୍କା ଧରି…

ଇଂଲଣ୍ଡର ପ୍ରାକ୍ତନ କ୍ରିକେଟର କହିଲେ ‘ଅନ୍ତିମ ମ୍ୟାଚ୍‌ରେ ଭାରତକୁ ରୋକିବା କଷ୍ଟକର’

ନୂଆଦିଲ୍ଲୀ,୨।୩ : କ୍ରମାଗତ ଦୁଇଟି ବିଜୟ ଯୋଗୁ ଭାରତୀୟ ଦଳର ଆତ୍ମବିଶ୍ୱାସ ଢ଼େର ବଢ଼ିଛି। ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷ ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌କୁ ଜିତିବା ଲକ୍ଷ୍ୟରେ ରହିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ।…

ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ଙ୍କୁ ପୁରସ୍କାରରେ ମିଳିଲା ‘୫ ଲିଟର ପେଟ୍ରୋଲ’, ଫଟୋ ଭାଇରାଲ ପରେ ଲୋକେ କହିଲେ…

ନୂଆଦିଲ୍ଲୀ,୨।୩: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। କିଛି ରାଜ୍ୟରେ ପେଟ୍ରୋଲ ଦାମ ଲିଟର ପ୍ରତି ୧୦୦ ଟଙ୍କା ହୋଇସାରିଛି। ଏହା ସାଧାରଣଜନତା ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଦରବୃଦ୍ଧିକୁ ନେଇ କେନ୍ଦ୍ର…

ସ୍ବତନ୍ତ୍ର କୀର୍ତ୍ତିମାନ ଅଧିକାରୀ ହେଲେ କୋହଲି

ନୂଆଦିଲ୍ଲୀ,୨।୩ : ଭାରତୀୟ ଅଧିନାୟକ ବିରାଟ କୋହଲି ହାସଲ କରିଛନ୍ତି ସ୍ବତନ୍ତ୍ର ଶତକ। ତେବେ ଏଥର କ୍ରିକେଟ ମଇଦାନରେ ନୁହେଁ, ବରଂ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍‌ଷ୍ଟାଗ୍ରାମରେ। ଏହି ସୋସିଆଲ ମିଡିଆରେ କୋହଲିଙ୍କ ଫଲୋଅର୍ସଙ୍କ ସଂଖ୍ୟା ୧୦୦ ନିୟୁତ ପାର କରିଛି।…

ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ଖୋର୍ଦ୍ଧା ଅଫିସ,୨।୩ : ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ସବୁ ମଣ୍ଡିରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଟାର୍ଗେଟ ନାହିଁ କହି ସମିତି ସମ୍ପାଦକ ଦିନ ଗଡାଇ ଚାଲିଛନ୍ତି। ଟୋକନ ଥାଇ ମଣ୍ଡିରେ ଧାନ ଉଠୁନାହିଁ। ଏଭଳି ପରିସ୍ଥିତିରେ ଚାଷୀଙ୍କ…

୧୭ ଘଣ୍ଟା ପରେ ଉଠିଲା ଟ୍ୟାଙ୍କର

ଗଞ୍ଜାମ, ୨।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ମଝିରେ ସୋମବାର ଅପରାହ୍ନରେ ଓଲଟି ପଡ଼ିଥିବା ଆମୋନିଆ ଗ୍ୟାସ ଟ୍ୟାଙ୍କରକୁ ଦୀର୍ଘ ୧୭ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ପାରାଦ୍ୱୀପ ଏକ୍ସପୋର୍ଟରୁ ଏକ ଚାରି ଜଣିଆ…

ଦ୍ୱିତୀୟ ବିବାହ କରିବାକୁ ଚାହୁଁଛନ୍ତି ବେବି ଡଲ୍‌: ଦେଲେ ଏମିତି ପ୍ରସ୍ତାବ…

ବଲିଉଡ୍‌ର ବେବି ଡଲ୍‌ ସନ୍ନି ଲିଓନି ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ଅଭିନେତ୍ରୀ ଖ୍ରୀଷ୍ଟିଆନର ବିବାହ ପୋଷାକ ପିନ୍ଧି ସଜ ହୋଇଥିବାର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଧଳା ରଙ୍ଗର ଏହି ବିବାହ ପୋଷାକରେ ସନ୍ନି ବହୁତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri