ଅଧିକ କ୍ଷତିଗ୍ରସ୍ତ କରିବ ତୃତୀୟ ଲହର
ନୂଆଦିଲ୍ଲୀ,୧୪।୭: ବିଭିନ୍ନ ରାଜ୍ୟରେ କୋଭିଡ୍ ଟିକାର ଗୁରୁତର ଅଭାବ ଦେଖାଦେଇଥିବା କଂଗ୍ରେସ ଅଭିଯୋଗ କରିଛି। ଟିକାକରଣର ମନ୍ଥର ଗତି ଏବଂ କେନ୍ଦ୍ର ସରକାରଙ୍କ ବିଫଳତା ଯୋଗୁ ମହାମାରୀର ତୃତୀୟ ଲହର ଭାରତକୁ ଅଧିକ କ୍ଷତିଗ୍ରସ୍ତ କରିପାରେ ବୋଲି ବରିଷ୍ଠ କଂଗ୍ରେସ ନେତା…
ବହି ଲେଖି କରିନା ଅଡ଼ୁଆରେ
ମୁମ୍ବାଇ,୧୪।୭: ବଲିଉଡ୍ ଅଭିନେତ୍ରୀ କରିନା କାପୁର ଖାନ ଲେଖିଥିବା ‘ପ୍ରେଗନାନ୍ସି ବାଇବେଲ’ ବହିର ନାମ କରଣକୁ ନେଇ ବିବାଦ ଦେଖାଦେଇଛି। ବହିର ଏଭଳି ନାମ କରଣ ଉପରେ ଆପତ୍ତି ଉଠାଇବା ସହ ମହାରାଷ୍ଟ୍ରର ବିଡ୍ ସହରର ଶିବାଜୀନଗର ଥାନାରେ କରିନା ଓ…
ଶବ ସଂରକ୍ଷଣ ଗୃହରେ ଫ୍ରିଜର ଅଚଳ, ପୋଲିସ ହଟହଟା
ବରଗଡ଼ ଅଫିସ୍,୧୪।୭: ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ରହିଥିବା ଶବ ସଂରକ୍ଷଣ ଗୃହର ଫ୍ରିଜର ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଛି । ଏହାକୁ ମରାମତି କରାଯାଇ ନ ଥିବା ଯୋଗୁ ଏଠାରେ ମୃତଦେହ ସଂରକ୍ଷିତ ରଖାଯାଇ ପାରୁନାହିଁ। ଫଳରେ…
ଅଧା ବୈଠକରୁ ଉଠି ଆସିଲେ ରାହୁଲ
ନୂଆଦିଲ୍ଲୀ,୧୪।୭: ଚାଇନା ସହ ଲାଗି ରହିଥିବା ସୀମା ବିବାଦ ଉପରେ ଆଲୋଚନା ନ କରିବାରୁ ପ୍ରତିରକ୍ଷା କମିଟି ବୈଠକ ଅଧାରୁ ଉଠି ଆସିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ବୁଧବାର ଅପରାହ୍ନ ୩ଟାରେ ଏହି ବୈଠକ ଆରମ୍ଭ ହୋଇଥିଲା। ଚାଇନା ସହ…
୧୫ରେ ଅନ୍ଲକ୍ ନେଇ ଘୋଷଣା
ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ଏବେ ଅନ୍ଲକ୍ ପ୍ରକ୍ରିୟା ଜାରି ରହିଥିବା ବେଳେ ଗୁରୁବାର ସରକାର ଆଗାମୀ ନିଷ୍ପତ୍ତି ଉପରେ ଘୋଷଣା କରିପାରନ୍ତି। ଶୁକ୍ରବାର ସକାଳ ୬ଟାରେ ଏହି ଅନ୍ଲକ୍ ପ୍ରକ୍ରିୟା ଶେଷ ହେଉଛି। ତେଣୁ ଗୁରୁବାର ରାଜ୍ୟ ସରକାର କ’ଣ ପଦକ୍ଷେପ ନେଉଛନ୍ତି…
ଟିକା ନେଇ ୨ ମାସର ଶିଶୁ ମୃତ
ଭଦ୍ରକ ଅଫିସ,୧୪।୭- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ବାଣିତିଆ ମୁକ୍ତିପଦା ଶାସନ ଗ୍ରାମର ଅରୁଣ ଦାସଙ୍କ ଦୁଇମାସର ପୁଅର ବୁଧବାର ସନ୍ଧ୍ୟାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଟିକା ନେବା ପରେ ପୁଅର ଜୀବନ ଯାଇଥିବା…
ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କୁ ଚେତାବନୀ
ଲଣ୍ଡନ,୧୪।୭: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପୂର୍ବରୁ ଫୁଲ ଫର୍ମକୁ ଫେରିଛନ୍ତି ବରିଷ୍ଠ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ସରେ ବିପକ୍ଷ ଇଂଲିଶ କାଉଣ୍ଟି ମ୍ୟାଚ୍ରେ ସମରସେଟ୍ ପାଇଁ ଖେଳିଥିବା ଅଶ୍ୱିନ ଦ୍ୱିତୀୟ ଇନିଂସରେ ମାତ୍ର ୨୭…
ବିବାହ ପୂର୍ବରୁ ଜୀବନ ହାରିଲେ ଯୁବକ
ଲଙ୍ଗଳେଶ୍ୱର,୧୪।୭(ଡି.ଏନ୍.ଏ.): ଆଉ ଦିନ କେଇଟା ପରେ ହୋଇଥାନ୍ତା ବାହାଘର। ଏହା ପୂର୍ବରୁ ଜୀବନ ହାରିଦେଲେ ଯୁବକ। ବେକରେ ରଶି ଲଗାଇ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି। ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଧୀନ ପ୍ରତାପପୁର ଗ୍ରାମରେ ଘଟିଛି ଏଭଳି ଦୁଃଖଦ ଘଟଣା।…
ଜିଲାପାଳଙ୍କ ବାସଭବନରେ ଭାଲୁ
ନୂଆପଡ଼ା ଅଫିସ,୧୪।୭: ନୂଆପଡ଼ା ଜିଲାପାଳଙ୍କ ସରକାରୀ ବାସଭବନରେ ବୁଧବାର ଭୋରରେ ଏକ ଭାଲୁ ପଶିଆସିଥିଲା। ବାସଭବନ ଭିତରେ ଭାଲୁଟି ବୁଲୁଥିବା ଦେଖି କର୍ମଚାରୀମାନେ ବନ ବିଭାଗ କର୍ମଚାରୀଙ୍କୁ ସୂଚନା ଦେଇଥିଲେ। ଖବର ପାଇ ବନ୍ୟଜନ୍ତୁ ବିଭାଗ, ବନ ବିଭାଗ, ପୋଲିସ କର୍ମଚାରୀ…
ଧାର ଟଙ୍କା ଫେରସ୍ତ ମାଗିବାରୁ ମହିଳାଙ୍କୁ ଖଣ୍ଡ ଖଣ୍ଡ କରି କାଟି ଫିଙ୍ଗି ଦେଲେ କେନାଲରେ
ନୂଆଦିଲ୍ଲୀ,୧୪।୭: ଜଣେ ବୃଦ୍ଧାଙ୍କୁ ହତ୍ୟା କରି ଦିଲ୍ଲୀ ନଜଫଗଡ଼ ଅଞ୍ଚଳର କେନାଲରେ ଫିଙ୍ଗି ଦେବା ଘଟଣାରେ ବୁଧବାର ଏକ ଦମ୍ପତିକୁ ଗିରଫ କରାଯାଇଛି। ମୃତକଙ୍କ ଠାରୁ ଅଭିଯୁକ୍ତ ଦମ୍ପତି ୧ ଲକ୍ଷ ଟଙ୍କା ଧାରା ଆକାରରେ ନେଇଥିଲେ। କିନ୍ତୁ ସୁଜି ପାରୁ…
ରେଳଧାରଣାରୁ ମିଳିଲା ମହିଳା, ଯୁବକଙ୍କ ମୃତଦେହ
ବ୍ରହ୍ମପୁର ଅଫିସ,୧୪ା୭: ରେଳବାଇ ପୋଲିସ (ଜିଆରପି) ପୃଥକ୍ ରେଳଧାରଣାରୁ ଜଣେ ମହିଳାଙ୍କ ସମେତ ଅନ୍ୟଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ଏନେଇ ଜିଆର୍ପି ପୋଲିସ ୨ଟି ଅପମୃତ୍ୟୁ ମାମଲା (ନଂ.୩୮/୨୧ ଓ ୩୯/୨୧) ରୁଜୁ କରି ତଦନ୍ତ ଚଳାଇଛି। ବୁଧବାର ଉଭୟ…
ପାକିସ୍ତାନ-ଚାଇନା ମୁହାଁମୁହିଁ
ପେଶ୍ୱାର,୧୪।୭: ପାକିସ୍ତାନର ଖାଇବର ପାଖତୁନଖ୍ବା ପ୍ରଦେଶରେ ବୁଧବାର ଏକ ବସରେ ଘଟିଥିବା ବୋମା ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଥିଲେ ଚାଇନାର ୯ ଜଣ ଇଞ୍ଜିନିୟର। ତେବେ ଏହି ବିସ୍ଫୋରଣ ଘଟଣାକୁ ନେଇ ମୁହଁାମୁହିଁ ହୋଇଛନ୍ତି ଦୁଇ…

