ଗାନ୍ଧୀ ପରିବାର- ଜି ୨୩ କନ୍ଦଳ ସଡ଼କରେ ପହଞ୍ଚିଲା
ଶ୍ରୀନଗର ୨।୩: କଂଗ୍ରେସର ଅସନ୍ତୁଷ୍ଟ ଜି-୨୩ ସଦସ୍ୟ ଜମ୍ମୁ-କଶ୍ମୀରରେ ଶାନ୍ତି ସମ୍ମିଳନୀ କରିଥିଲେ। ଏଥିରେ ଗୁଲାମନବୀ ଆଜାଦ୍ଙ୍କ ସମେତ ଅନ୍ୟ ସଦସ୍ୟମାନେ ଗାନ୍ଧୀ ପରିବାରକୁ ଟାଗେର୍ଟ କରି କଂଗ୍ରେସ ବିରୋଧରେ ନିଜ ନିଜର ମତ ରଖିଥିଲେ। ଏବେ ଗାନ୍ଧୀ ପରିବାର ଏବଂ…
ଆଉ ଏକ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟରେ ପୁଣି ଆଉ ଏକ ମୁଣ୍ଡ ନେଇଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଭୁବନେଶ୍ୱରର ଜଣେ ୫୪ ବର୍ଷୀୟ ବ୍ୟକ୍ତିଙ୍କ ପ୍ରାଣହାନୀ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ…
ନୀତୀଶଙ୍କ ପରେ ଏବେ ଭାଜପା ଟାର୍ଗେଟରେ ଚିରାଗ
ପାଟନା,୨ ।୩: ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି) ବିହାର ବିଧାନସଭା ନିର୍ବାଚନରେ ହାରିବା ପରେ ଦଳର ଅଧ୍ୟକ୍ଷ ଚିରାଗ ପାଶୱାନ ଅସୁବିଧାରେ ପଡି ଯାଇଛନ୍ତି । କାରଣ ଏହି ନିର୍ବାଚନ ପରେ ଏଲ୍ଜେପିର କେତେଜଣ କର୍ମୀ ଓ ନେତା ଏନ୍ଡିଏରେ ସାମିଲ ହୋଇଯାଇଛନ୍ତି…
୨୦୨୧ ଶେଷ ସୁଦ୍ଧା ପୃଥିବୀରେ ଶତାୟୁଙ୍କ ସଂଖ୍ୟା ୬ ଲକ୍ଷ ଛୁଇଁବ
ଜେନେଭା,୨।୩: ସ୍ବାସ୍ଥ୍ୟ ସେବା ଓ ଚିକିତ୍ସା ବିଜ୍ଞାନର ବିକାଶ ଯୋଗୁ ଏବେ ପୃଥିବୀରେ ଶତାୟୁଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଫଳରେ ୧୦୦ ଅବା ୧୦୦ରୁ ଅଧିକ ବର୍ଷ ଜୀବିତ ରହିବା ସହଜ ହୋଇପାରୁଛି। ବିକଶିତ ଏବଂ ବିକାଶଶୀଳ ଦେଶରେ ଶତାୟୁଙ୍କ ସଂଖ୍ୟା…
ମାତ୍ର ୧୦ ସେକେଣ୍ଡର ଭିଡିଓ ୪୮ କୋଟି ଟଙ୍କାରେ ବିକ୍ରି
କଥାରେ ଅଛି ପରିଶ୍ରମ କେବେ ବୃଥା ଯାଏନାହିଁ, ଦିନେ ନା ଦିନେ ଆପଣଙ୍କ ପରିଶ୍ରମର ମୂଲ୍ୟ ନିଶ୍ଚୟ ମିଳିବ। ଏହାର ଜ୍ୱଳନ୍ତ ଉଦାହରଣ ଆମେରିକାର ମିଆମି ସହରରେ ଦେଖିବାକୁ ମିଳିଛି। ଏଠାରେ ରହୁଥିବା ଜଣେ ଆର୍ଟ କଲେକ୍ଟର ୧୦ ସେକେଣ୍ଡର ଭିଡିଓ…
ଭିସୁଟ୍ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ୍, କିଟ୍ ଖରାପ ଥିବା ଯୋଗୁ ଆସିଥିଲା ପଜିଟିଭ୍
ସମ୍ବଲପୁର,୨।୩(ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍)ରେ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଚର୍ଚ୍ଚା ହୋଇଥିଲା। ଏପରିକି ବିଶ୍ୱବିଦ୍ୟାଳୟର ୨୫ଜଣ ଛାତ୍ର କରୋନା ପଜିଟିଭ୍ ଆସିଥିବା ନେଇ ଖବର ପ୍ରକାଶ ପାଇଥିଲା। ଏହି ଘଟଣାକୁ ଅତିରିକ୍ତ…
କପେ ଚା’ ଦାମ ୧୦୦୦ ଟଙ୍କା
କୋଲକାତା,୨।୩: କପେ ଚା’ର ଦାମ ୧୦୦୦ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ। ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ମୁକୁନ୍ଦପୁରରେ ଥିବା ପ୍ରତିମ ଗାଙ୍ଗୁଲୀଙ୍କର ଚା’ ଦୋକାନରେ ୧୨ ଟଙ୍କାରୁ ଆରମ୍ଭ କରି ହଜାରେ ଟଙ୍କା ଦାମର ଚା’…
ଆଜିଠାରୁ କୁଆଖାଇ ପୋଲରେ ଯାତାୟାତ ବନ୍ଦ
ଭୁବନେଶ୍ୱର,୨।୩(ବ୍ୟୁରୋ): ଭୁବନେଶ୍ୱର-କଟକ ଜାତୀୟ ରାଜପଥରେ ଥିବା ପୁରୁଣା କୁଆଖାଇ ପୋଲରେ ମଙ୍ଗଳବାରଠାରୁ ଯାତାୟାତ ବନ୍ଦ ରହିବ। ପୋଲର ମରାମତି ପାଇଁ ମାସେ ପର୍ଯ୍ୟନ୍ତ ଅର୍ଥାତ ମେ’ ୨ ତାରିଖ ପର୍ଯ୍ୟନ୍ତ ଯାତାୟାତ ବନ୍ଦ ରହିବା ନେଇ କମିଶନରେଟ ପୋଲିସ ଟୁଇଟ୍ କରି…
୧୦ ଜିଲା ପାଇଁ ୧୦ ସଚିବଙ୍କୁ ନିଯୁକ୍ତି, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟ ୧୦ ଆକାଂକ୍ଷୀ ଜିଲା ପାଇଁ ୧୦ ସଚିବସ୍ତରୀୟ ଅଧିକାରୀ ନିଯୁକ୍ତ ହୋଇଛନ୍ତି। କନ୍ଧମାଳ ଜିଲା ପାଇଁ ମଧୁସୂଦନ ପାଢ଼ୀ, କଳାହାଣ୍ଡି ପାଇଁ ସତ୍ୟବ୍ରତ ସାହୁ, ବଲାଙ୍ଗୀର ପାଇଁ ସୁରେନ୍ଦ୍ର କୁମାର, ଢେଙ୍କାନାଳ ପାଇଁ ରଞ୍ଜନା ଚେପ୍ରା, ନୂଆପଡ଼ା ପାଇଁ…
ଚଳିତ ବର୍ଷ ବି କମିବ ନାହିଁ କରୋନା: ଡବ୍ଲୁଏଚ୍ଓ
ଜେନେଭା,୨ ।୩: ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣକୁ ବର୍ଷେ ପୂରିଲାଣି । ହେଲେ କିଛିଦିନ ହେବ ଏହି ସଂକ୍ରମଣ ମାତ୍ରା କମ୍ ଲକ୍ଷ୍ୟ କରାଯାଉଥିବା ବେଳେ ଗତ ୨ ସପ୍ତାହ ହେବ ପୁଣିଥରେ ଏହି ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇଛି…
ଆଉ ଗୋଟିଏ ଶତକ ମାରିଲେ ବିଶ୍ୱ ରେକର୍ଡ ଭାଙ୍ଗିବେ କୋହଲି
ଅହମ୍ମଦାବାଦ,୨।୩: ମାର୍ଚ୍ଚ ୪ରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ଇଂଳଣ୍ଡ ମଧ୍ୟରେ ୪ର୍ଥ ଟେଷ୍ଟ ଖେଳାଯିବ। ଏହି ମ୍ୟାଚ୍ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଙ୍କ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ଯଦି…
୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ ଜବତ: ୩ ଅଟକ
ଭୁବନେଶ୍ୱର,୨।୩(ବ୍ୟୁରୋ): କୋଟି କୋଟି ଟଙ୍କାର ଜାଲ ନୋଟ୍ ଜବତ। କାରରେ ଛତିଶଗଡ ଯାଉଥିବା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ ସୁଙ୍କି ଆଉଟପୋଷ୍ଟ ନିକଟରୁ ଜବତ କରିଛି ପଟାଙ୍ଗୀ ପୋଲିସ। ଜାଲ ନୋଟ ସହ ପୋଲିସ ୩ ଜଣକୁ…
Archives


