Home Left

କୂଅରୁ ବାହାରୁଛି ୨ ହଜାର ଟଙ୍କିଆ ନୋଟ୍‌, ଟଙ୍କା ନେବା ପାଇଁ ଭିଡ଼…

ଘାଟମପୁର,୧୪।୭: ଟଙ୍କା ପୁଣି କୂଅରୁ ବାହାରୁଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ଉତ୍ତରପ୍ରଦେଶର ଘାଟମପୁର ଅନ୍ତର୍ଗତ ଭିତରଗାଓ୍ବଁ ଅଞ୍ଚଳର ପସେମା ଗାଁରେ ଏକ ପରିତ୍ୟକ୍ତ ଶୁଖିଲା କୂଅରୁ ଶହେ, ଦୁଇ ଶହ, ପାଞ୍ଚ ଶହ ଏବଂ…

ଏକା ସାଥିରେ ୩ ଜଣଙ୍କୁ ଧକ୍କା ଦେଇ ଜଣଙ୍କୁ ବାଇକ୍‌ ସହ ଘୋଷାଡି ନେଲା ଟ୍ରକ, କ୍ଷତିପୂରଣ ଦାବିରେ ଉତ୍ତେଜନା

କୋକସରା,୧୪।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ ଅଁଲାଗୁଡା ନାଳ ପୋଲ ନିକଟରେ ବୁଧବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି। ମୃତକ ହେଲେ ଚିକିଲି ଗ୍ରାମର ଯୋଗଧ୍ୟାନ…

ଗାଡ଼ି ଭିତରେ ନୁହେଁ, ବରଂ ଏସ୍‌ୟୁଭିର ବୋନେଟ୍‌ରେ ବସି ବିବାହସ୍ଥଳରେ ପହଞ୍ଚିଲେ କନ୍ୟା: ଭିଡିଓ ଭାଇରାଲ ପରେ…

ପୁଣେ: ଆଧୁନିକତାର ଏହି ଯୁଗରେ ମଣିଷ ନିଜ ଜୀବନର ସମସ୍ତ ଗୁରୁତ୍ୱପୁର୍ଣ୍ଣ ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ଟେକ୍ନୋଲୋଜିର ସାହାଯ୍ୟ ନେଉଛି। ହେଲେ କିଛି ଲୋକ ନିଜର ସୁଖ ପାଇଁ ବେଳେବେଳେ ଅନ୍ୟମାନଙ୍କ ଜୀବନକୁ ବିପଦରେ ପକାଇବାକୁ ଦ୍ୱିଧା କରନ୍ତି ନାହିଁ।…

ମହିଳା ଡାକ୍ତରଙ୍କ ବେଡ୍‌ରୁମ୍‌ଠାରୁ ଆରମ୍ଭ କରି ବାଥ୍‌ରୁମ ଯାଏ ଅଜାଣତରେ ଲାଗିଥିଲା ସିସି କ୍ୟାମେରା, ଜଣାପଡ଼ିବା ପରେ…

ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ପୁଣେରେ ଜଣେ ମହିଳା ଡାକ୍ତରଙ୍କ ବାଥ୍‌ରୁମ ଠାରୁ ଆରମ୍ଭ କରି ବେଡ୍‌ରୁମ୍‌ ପର୍ଯ୍ୟନ୍ତ ସବୁଠି ଚୋରା କ୍ୟାମେରା ଲାଗିଥିଲା। ଯାହା ଜାଣି ନ ଥିଲେ ମହିଳା ଡାକ୍ତର। ତାଙ୍କ ଘରର ଲାଇଟ୍‌ ଖରାପ ହୋଇଯିବାରୁ ସେ ଇଲେକ୍ଟ୍ରିସିଆନଙ୍କୁ ସଜାଡ଼ିବା…

ସମସ୍ତେ ଫୁଟବଲ୍‌ ଦେଖିବାରେ ବ୍ୟସ୍ତ, ତେଣେ କୋହଲି ପାକିସ୍ତାନ ପାଇଁ ଖେଳୁଛନ୍ତି; ଜାଣନ୍ତୁ କାହିଁକି ହେଉଛି ଏଭଳି ଚର୍ଚ୍ଚା…

ନୂଆଦିଲ୍ଲୀ,୧୪।୭: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ପରାଜିତ ହୋଇଛି। ଏହା ପରେ ସୋସିଆଲ ମିଡିଆରେ ପାକିସ୍ତାନର ପରାଜୟର ହ୍ୟାଟ୍ରିକ୍‌ ବିଷୟରେ ଆଲୋଚନା ହେଉଥିବା ବେଳେ ଭିନ୍ନ କାରଣକୁ ନେଇ ଦଳର ଜଣେ ଖେଳାଳି ଚର୍ଚ୍ଚାରେ। କାରଣଟି…

ରାଜଧାନୀରୁ ୫୫୦ ଗ୍ରାମ ବ୍ରାଉନସୁଗାର, ୩୪ ଲକ୍ଷ ଟଙ୍କା ଜବତ; ୨ ଗିରଫ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ବୁଧବାର ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ ହୋଇଛି। ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ୫୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ…

ଫିଲ୍ମରେ ସୋନୁ ସୁଦ୍‌ ପିଟା ଖାଉଥିବା ଦେଖି ପ୍ରଶଂସକ ନେଲେ ଏମିତି ନିଷ୍ପତ୍ତି

କରୋନା ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ସେ ଏହି ସମୟରେ ଲୋକଙ୍କ ପାଇଁ ଭଗବାନ ସାଜିଛନ୍ତି। ତେଣୁ ଲୋକେ ତାଙ୍କ ବିରୋଧରେ କିଛି ଦେଖିବାକୁ ପସନ୍ଦ କରନ୍ତି ନାହିଁି। ନିକଟରେ ସେମିତି ଏକ…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଗତ ୯ ତାରିଖରେ ମଧ୍ୟ କୋର୍ଟର…

ବହୁତ ଭଲ ବନ୍ଧୁ ହୋଇଥାନ୍ତି ଏହି ରାଶିର ଯୁବତୀ: ବିପଦ ପଡ଼ିଲେ ବି ଛାଡ଼ି ନ ଥାନ୍ତି ହାତ…

ଜ୍ୟୋତିଷଶାସ୍ତ୍ର ଅନୁସାରେ ଜନ୍ମଜାତକରୁ ବ୍ୟକ୍ତିର ସ୍ବଭାବ ଏବଂ ତାର ଜୀବନ ବିଷୟରେ ବହୁତ କିଛି ଜଣାପଡ଼ିଥାଏ। ରାଶିଦ୍ୱାରା ମଣିଷ ଜୀବନ ସହ ଜଡ଼ିତ ଅନେକ କିଛି ରହସ୍ୟ ଜଣାପଡ଼ିଥାଏ। ଆଜି ଆମେ ଏଭଳି ୪ ରାଶି ବିଷୟରେ କହିବୁ, ଯେଉଁଥିରେ ଜନ୍ମିତ…

ଏମିତି କଥା କହିଲେ ଭାରତୀୟ କ୍ରିକେଟର୍‌: ପାକିସ୍ତାନ ପ୍ରଶଂସକ କଲେ ସଲାମ

ଲଣ୍ଡନ,୧୪।୭: ଭାରତୀୟ ଦଳରୁ ବାଦ୍‌ ପଡିଥିବା ଦୀନେଶ କାର୍ତ୍ତିକ ଆଜିକାଲି ଇଂଲଣ୍ଡରେ କମେଣ୍ଟ୍ରି କରୁଛନ୍ତି। ବିଶ୍ୱ ଟେଷ୍ଟ ସିରିଜର ଫାଇନାଲରେ କମେଣ୍ଟ୍ରି ପାଇଁ ଦୀନେଶ କାର୍ତ୍ତିକ ଇଂଲଣ୍ଡ ଯାଇଥିଲେ, କିନ୍ତୁ ଏହା ପରେ ସେ ଇଂଲଣ୍ଡ-ଶ୍ରୀଲଙ୍କା ଏବଂ ଏବେ ଇଂଲଣ୍ଡ-ପାକିସ୍ଥାନ (ଇଂଲଣ୍ଡ…

ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ,…

କରାଚି,୧୪।୭: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଚାଇନା ଇଞ୍ଜିନିୟର ଏବଂ ସୈନ୍ୟ ବାହିନୀଙ୍କୁ ନେଇ ଯାଉଥିବା ଏକ ବସ୍‌ରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ପାକିସ୍ତାନ ମିଡ଼ିଆ ପକ୍ଷରୁ ସୂଚନା ପ୍ରଦାନ…

ଫିଲ୍ମ ପାଇଁ ମିଳିଥିବା ଆଓ୍ବାର୍ଡକୁ ବାଥରୁମରେ ଛାଡି ଆସିଥିଲେ ସନି ଦେଓଲ: କାରଣ ଜାଣିଲେ…

ସନ୍ନି ଦେଓଲ ତାଙ୍କର ରାଗ ପାଇଁ ବଲିଉଡରେ ବେଶ ପ୍ରସିଦ୍ଧ। କୁହାଯାଏ ଯେ ଯଦି ସେ ଥରେ ରାଗିଯାନ୍ତି ତେବେ ସେ କାହା କଥା ଶୁଣନ୍ତି ନାହିଁ। ସନ୍ନି ତାଙ୍କ କ୍ୟାରିୟରରେ ଅନେକ ସୁପରହିଟ ଫିଲ୍ମ ଦେଇଛନ୍ତି। ଅଦ୍ୟାବଧି ସେ ‘ଗଦର’,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?