କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ପାରଳାଖେମୁଣ୍ଡି,୨।୩(ଡି.ଏନ.ଏ)-ଗଜପତି ଜିଲା ରାୟଗଡ଼ା ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେଶ୍ବର ସେନାପତିଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ ହୋଇଛି। ଆୟବର୍ହିଭୁତ ସମ୍ପର୍ଭ ଠୁଳ ଅଭିଯୋଗରେ ଆଜି ଭୋରରୁ ପାରଳାଖେମୁଣ୍ଡି ଓ ବ୍ରହ୍ମପୁର ଭିଜିଲାନ୍ସର ମିଳିତ ଚଢାଉ ଜାରି ରହିଛି । ଭିଜିଲାନ୍ସ…
ସୁଶାନ୍ତଙ୍କ ପ୍ରଶଂସକଙ୍କୁ ଏମିତି ନିବେଦନ କଲେ ଅଙ୍କିତା
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦୀର୍ଘ ଦିନ ବିତିଯାଇଛି, କିନ୍ତୁ ପ୍ରଶଂସକମାନେ ତାଙ୍କ ମୃତ୍ୟୁକୁ ଏପର୍ଯ୍ୟନ୍ତ ଭୁଲି ପାରିନାହାଁନ୍ତି। ସୁଶାନ୍ତଙ୍କ ରହସ୍ୟ ଜନକ ମୃତ୍ୟୁ ପରେ ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୋଖଣ୍ଡେ ବେଶ୍ ଚର୍ଚ୍ଚାରେ ଥିଲେ। ସେ…
ପାକିସ୍ତାନରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
ନୂଆଦିଲ୍ଲୀ,୨ ।୩: ଶରଜାହାରୁ ଲକ୍ଷ୍ନୌ ଆସୁଥିବା ଏକ ଇଣ୍ଡିଗୋ ବିମାନ ମଙ୍ଗଳବାର ପାକିସ୍ତାନର କରାଚି ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି । ଏଥିରେ ଥିବା ଜଣେ ଯାତ୍ରୀ ଅସୁସ୍ଥ ହୋଇପଡିବାରୁ ବିମାନଟି ଜରୁରୀ ଅବତରଣ କରିଥିଲା । ହେଲେ ଅବତରଣ…
ମ୍ୟାନମାରରେ ସେନାକୁ ଆତଙ୍କବାଦୀ ସଂଗଠନ ଘୋଷଣା କରାଗଲା!
ନେପିତା,୨ ।୩: ଲୋକତନ୍ତ୍ର ଭାବେ ଦେଶରେ ଗଠନ କରାଯାଇଥିବା ସରକାରକଙ୍କୁ ଗାଦିଚ୍ୟୁତ କରିଥିବା ମ୍ୟାନମାର ସେନାଙ୍କ ବିରୋଧରେ ପ୍ରଦର୍ଶନ ଚତୁର୍ଥ ସପ୍ତାହରେ ପ୍ରବେଶ କରିଛି । ସୁରକ୍ଷାକର୍ମୀ ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରିବା ସହ ହିଂସା ପରିସ୍ଥିତି ସୃଷ୍ଟି…
ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ
ଟଲିଉଡ୍ ଅଭିନେତ୍ରୀ ରିଚା ଗଙ୍ଗୋପାଧ୍ୟାୟ ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ ଏନେଇ ସୂଚନା ଦେଇଛନ୍ତି। ଏହି ପୋଷ୍ଟରେ ସେ ବେବି ବମ୍ପ ସହ ନଜର ଆସିଛନ୍ତି। ରିଚା ୨୦୧୯ରେ ପିଲାଦିନର ବନ୍ଧୁ ଜୋ…
ମିଶିଲା ଲୋକ ସଭା, ରାଜ୍ୟ ସଭା ଟିଭି
ନୂଆଦିଲ୍ଲୀ,୨ ।୩: ଲୋକ ସଭା ଓ ରାଜ୍ୟ ସଭା ଟିଭି ମିଶି ସଂସଦ ଟିଭି ହୋଇଛି । ଅବସରପ୍ରାପ୍ତ ଆଇଏଏସ୍ ରବି କପୁର ଏହାର ଚିଫ୍ ଏକ୍ଜ୍ୟୁକିଟିଭ ଅଫିସର(ସିଇଓ) ଭାବେ ନିଯୁକ୍ତ ହୋଇଛନ୍ତି । ସେ ଏହି ପଦବୀରେ ଗୋଟିଏ ବର୍ଷ…
ଦ୍ୱିତୀୟ ପାଳି ଆରମ୍ଭ କଲେ ଏହି କ୍ରିକେଟର୍
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍ସ୍ପିନର୍ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ବଲିଉଡ୍ ମୁହାଁ ହୋଇଛନ୍ତି। ଜେପିଆର ଏବଂ ଶ୍ୟାମ ସୂର୍ଯ୍ୟାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଫେଣ୍ଡ୍ସିପ୍’ରେ ହରଭଜନ ଲିଡ୍…
ଜେଲ୍ ଗଲେ ଏହି କ୍ରିକେଟର୍
ସିଡନୀ,୨।୩: ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଲୁକ ପୋମର୍ସବାକଙ୍କୁ ଅ ଡ୍ରଗ୍ସ ଏବଂ ଚୋରି ମାମଲାରେ ତାଙ୍କୁ ପୋଲିସ ଗିରଫ କରିଛି। ଚଳିତ ବର୍ଷ ଜାନୁୟାରୀ ୨୪ରୁ ଫେବୃୟାରୀ ୧୬ ମଧ୍ୟରେ ଦକ୍ଷିଣ ପର୍ଥ, ସ୍କାର୍ବୋରୋ ଏବଂ କାଠଯୋଡି ଅଞ୍ଚଳରୁ ଲୁକ ଅଳଙ୍କାର,…
କରୋନାରେ ଆକ୍ରାନ୍ତ ହୋଇ ଭାଜପା ଏମ୍ପି ନନ୍ଦକୁମାରଙ୍କ ପରଲୋକ
ଭୋପାଳ,୨।୩: ମଧ୍ୟପ୍ରଦେଶର ଖଣ୍ଡଓ୍ବାର ଭାଜପା ଏମ୍ପି ନନ୍ଦକୁମାର ସିଂ ଚୌହ୍ବାନଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା।୧ ୧ ଜାନୁୟାରୀରେ ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିବା ପରେ ଭୋପାଳ ହସ୍ପିଟାଲରେ ସେ…
୧୦୦ ଦିନ ଆନ୍ଦୋଳନ
ନୂଆଦିଲ୍ଲୀ,୨ା୩: : ପାଣିରେ ଭିଜିଲେ, ହାଡ଼ଭଙ୍ଗା ଶୀତରେ ଥରିଲେ। ଶତାଧିକ ଆଖି ବୁଜିଦେଲେ। କେତେବେଳେ ଖଲିସ୍ତାନୀ ଅପମାନ ତ ପୁଣି କେବେ ଆନ୍ଦୋଳନଜୀବୀ ନଚେତ୍ ଟୁଲ୍କିଟ୍ ଉପାଖ୍ୟାନ। ୨୦୨୦ ନଭେମ୍ବର ୨୬ର ‘ଦିଲ୍ଲୀ ଚଲୋ’ ଡାକରାକୁ ୧୦୦ ଦିନ ପୂରିବାକୁ ଯାଉଛି।…
ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ଦାୟିତ୍ୱ ନେଲେ ଜୟଦୀପ
ନୂଆଦିଲ୍ଲୀ, ୨ା୩(ପିଆଇବି): ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଜୟଦୀପ ଭଟ୍ଟନାଗର ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୮୬ ବ୍ୟାଚର ଭାରତୀୟ ସୂଚନା ସେବା ଅଧିକାରୀ ଭଟ୍ଟନାଗର ପୂର୍ବରୁ ଦୂରଦର୍ଶନ ସମାଚାର ବିଭାଗରେ କାର୍ଯ୍ୟ କରିବା ସହ ବାଣିଜ୍ୟ,…
ପ୍ରଥମ ଭାରତୀୟ ଭାବେ ଏଭଳି କାରନାମା କଲେ କୋହଲି
କ୍ରିକେଟ୍ ପରେ ସୋସିଆଲ ମିଡିଆରେ ମଧ୍ୟ କୋହଲିଙ୍କ ଜଲଓ୍ବା ଦେଖିବାକୁ ମିଳିଛି। ନିକଟରେ କୋହଲିଙ୍କ ଇନ୍ଗ୍ରାମ ଫଲୋଅର୍ସ ସହଖ୍ୟା ୧୦କୋଟିରେ ପହଞ୍ଚିଛି। ଏହି ଉପଲବ୍ଧି ହାସଲ କରିବାରେ କୋହଲି ପ୍ରଥମ ଭାରତୀୟ ବୋଲି ଜଣାପଡିଛି। ଫଲୋଅର୍ସ ସଂଖ୍ୟ ୧୦ କୋଟି ଛୁଇଁବା…
Archives


