Home Left

ମାସକରେ ବଢ଼ିଲାଣି ୧୦୦

ନୂଆଦିଲ୍ଲୀ,୨ା୩: କରୋନା ମହାମାରୀ ଯୋଗୁ ଲୋକଙ୍କ ଆର୍ଥିକ ଅବସ୍ଥା ଅତ୍ୟନ୍ତ ଦୟନୀୟ ହୋଇପଡ଼ିଛି। ଏଭଳି ସମୟରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ସମେତ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ଦର କ୍ରମାଗତ ଭାବେ ବଢ଼ି ଚାଲିଛି। ଦେଶର ପ୍ରମୁଖ ଗ୍ୟାସ୍‌ ବିତରଣ…

୨୦୦ ଫୁଟ୍‌ ଟାଓ୍ବାରକୁ ଚଢ଼ିଗଲା ଶିଶୁ

କଣ୍ଟାପଡା, ୨ା୩(ଡି.ଏନ.ଏ.):କଣ୍ଟାପଡା ବ୍ଲକ ଅନ୍ତର୍ଗତ ବଡପାଟସୁନ୍ଦରପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଜଣେ ୪ ବର୍ଷର ଶିଶୁପୁତ୍ର ମୋବାଇଲ ଟାୱାର ନିକଟରେ ଖେଳୁଖେଳୁ ତାହା ଉପରେ ଚଢିଯାଇଥିଲା। ପରେ ସେହି ଗ୍ରାମର ଜଣେ ଯୁବକଙ୍କ ଉପସ୍ଥିତ ବୁଦ୍ଧି…

ଧରାପଡ଼ିଲେ ଚତୁର ଲୁଟେରା

ଭୁବନେଶ୍ୱର,୨।୩(ବ୍ୟୁରୋ):ଓଏଲ୍‌ଏକ୍ସରେ ଗାଡି ବିକ୍ରି ପାଇଁ ବିଜ୍ଞାପନ ଦେଉଥିବା ଗାଡ଼ି ମାଲିକଙ୍କୁ ଯୋଗାଯୋଗ କରୁଥିଲେ। ଗାଡି ରେଟ୍‌ ଛିଡିବା ପରେ ଅଳ୍ପ କିଛି ଟଙ୍କା ଅଗ୍ରିମ ଦେଇ ବିଶ୍ୱାସ ଜନ୍ମାଉଥିଲେ। ପରେ ଟେଷ୍ଟ୍‌ ଡ୍ରାଇଭ୍‌ ଆଳରେ ଗାଡ଼ି ନେଇ ଚମ୍ପଟ ମାରୁଥିଲେ। ଉକ୍ତ…

ଶିବରାତ୍ରିରେ ଲିଙ୍ଗରାଜଙ୍କୁ ଦର୍ଶନ କରିବେ ଭକ୍ତ

ଭୁବନେଶ୍ୱର,୨।୩(ବ୍ୟୁରୋ):ମହାଶିବରାତ୍ରିରେ ଶ୍ରୀଲିଙ୍ଗରାଜ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ। ଏ ନେଇ ସୋମବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଏହି ସୂଚନା ଦେଇଛନ୍ତି। ବୈଠକରେ ଲିଙ୍ଗରାଜ ଦେବଙ୍କ ବିଭିନ୍ନ ସେବାୟତ ଓ…

ଝାରପଡ଼ା ଜେଲରେ ହେବ ବିବନଙ୍କ ଟିଆଇ ପରେଡ୍‌

ଭୁବନେଶ୍ୱର,୨।୩(ବ୍ୟୁରୋ):ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ପଚରାଉଚରା କରିବ ସିବିଆଇ। ସୋମବାର ସିବିଆଇର ଏକ ଉଚ୍ଚସ୍ତରୀୟ ଟିମ୍‌ ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହାସହ ଝାରପଡ଼ା ଜେଲରେ…

ଟିକା ନେଇ ପୁଣି ଉଦାହରଣ ସୃଷ୍ଟିକଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨ା୩(ବ୍ୟୁରୋ): ସାରା ଭାରତବର୍ଷରେ ବିଶ୍ୱର ସର୍ବବୃହତ୍‌ ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିକା ନେଇ ପୁଣିଥରେ ଉଦାହରଣ ସୃଷ୍ଟିି କରିଥିବା ଟୁଇଟ୍‌କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ ବିଶ୍ୱକୁ…

ପାଠକ ବାପ-ପୁଅଙ୍କୁ ଜାମିନ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨ା୩:ଠକେଇ ମାମଲାରେ ଗିରଫ ହୋଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ସୋମବାର ଜାମିନ ମିଳିଛି। ସ୍କାଏ କିଙ୍ଗ ଟ୍ରାଭେଲ୍ସ ବିଲ୍‌ ଠକେଇ ମାମଲାରେ ପାଠକ ବାପପୁଅଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୨…

ପ୍ରଦୀପଙ୍କ ଜାମିନ ଖାରଜ

ବ୍ରହ୍ମପୁର ଅଫିସ,୨ା୩: ଟାଟା ମୋଟର୍ସରେ ଚାକିରି ଦେବା ନଁାରେ ଟଙ୍କା ଠକେଇ ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ସୋମବାର ଖାରଜ ହୋଇଛି। ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ୩ ଠକେଇ ମାମଲା…

ଜୁଲାଇ ୧୨ରେ ରଥଯାତ୍ରା

ପୁରୀ ଅଫିସ,୨।୩: ଚଳିତ ବର୍ଷ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଓ ପର୍ବପର୍ବାଣୀ ତାଲିକା ସୋମବାର ପ୍ରକାଶ ପାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ତାଲିକା ପ୍ରକାଶିତ ହୋଇଛି। ତାଲିକାରେ ଉଲ୍ଲେଖ ରହିଛି ଯେ, ଏପ୍ରିଲ୍‌ ୧୪ରେ ମହାବିଷୁବ ସଂକ୍ରାନ୍ତି, ୨୧ରେ ରାମନବମୀ,…

କାର୍ଯ୍ୟରେ ଅବହେଳା ଅଭିଯୋଗରେ ୩ ନିଲମ୍ବିତ

ଭୁବନେଶ୍ୱର, ୨ା୩(ବ୍ୟୁରୋ):କାର୍ଯ୍ୟରେ ଗୁରୁତର ଅବହେଳା ଓ ବିଭାଗ ଦ୍ବାରା ଜାରି କରାଯାଇଥିବା ଧାନ ସଂଗ୍ରହ ସମ୍ପର୍କିତ ନିର୍ଦ୍ଦେଶାବଳୀର ଉଲ୍ଲଂଘନ ଅଭିଯୋଗରେ ବରଗଡ଼ ଜିଲା ପଦ୍ମପୁର ସର୍କଲ ସହକାରୀ ରେଜିଷ୍ଟ୍ରାର, ସମବାୟ ସମିତି ସମୂହ ସଞ୍ଜୟ କୁମାର ତ୍ରିପାଠୀଙ୍କୁ ସୋମବାର କାର୍ଯ୍ୟରୁ ନିଲମ୍ବନ…

ପ୍ରେମ, ଜେଲ ଓ ପରେ ବିବାହ

ଭଦ୍ରକ ଅଫିସ,୧।୩- ପ୍ରଥମେ ପ୍ରେମ ଓ ପରେ ବିବାହ ନିଷ୍ପତ୍ତି। କିନ୍ତୁ ରାଜି ହେଲେ ନାହିଁ ପରିବାର ଲୋକେ। ବାଧ୍ୟହୋଇ ପ୍ରେମିକଙ୍କ ବିରୋଧରେ ଅଭିଯୋଗ ଆଣିଲେ ପ୍ରେମିକା। ଗିରଫ ଭୟରେ ଦୀର୍ଘ ଦିନ ଧରି ପୋଲିସ ସହ ଲୁଚକାଳୀ ଖେଳିଲେ ପ୍ରେମିକ।…

‘ଚାଷୀଙ୍କ ଲାଭ ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରନ୍ତୁ’

ଭୁବନେଶ୍ୱର,୨ା୩(ବ୍ୟୁରୋ):ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା(ପିଏମ୍‌-କିଷାନ)ରେ ପଞ୍ଜୀକୃତ ୪୦ ଲକ୍ଷ ୫୦ ହଜାର ଓଡ଼ିଆ ଚାଷୀ ଲାଭ ପାଇବା ଦରକାର। ଯେପରି ଏହି ଯୋଜନାର ସମ୍ପୂର୍ଣ୍ଣ ଲାଭ ଚାଷୀମାନେ ପାଇପାରିବେ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri