Home Left

ଅର୍ଚ୍ଚିତାଙ୍କୁ ନିଜର କରିବା ପାଇଁ ବାହାରିଲେ ସବ୍ୟ: ମନ ଜିଣୁଛି ଗୋଲାପୀ ରଙ୍ଗ ପଗଡ଼ିକୁ ହସ, ସେପଟେ ଅପେକ୍ଷାରେ…

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଉ କେଇ ଘଣ୍ଟାର ଅପେକ୍ଷା। ସବୁଦିନ ପାଇଁ ପରସ୍ପରର ଜୀବନସାଥୀ ପାଲଟିବେ ଓଲିଉଡ୍‌ର ଅନ୍ୟତମ ରୋମାଣ୍ଟିକ ଯୋଡ଼ି ସର୍ବ-ଅର୍ଚ୍ଚିତା। ରବିବାର ସୋସିଆଲ ମିଡିଆରେ ଉଭୟ ବିବାହ କରିବାକୁ ଯାଉଥିବା ନେଇ ପ୍ରଶଂସକଙ୍କୁ ଜଣାଇଥିଲେ। ଏହାପରଠାରୁ ଉଭୟଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ…

ରାସ୍ତା ମଝିରେ ଓଲଟିଲା ଆମୋନିଆ ଗ୍ୟାସ ବୋଝେଇ ଟ୍ରକ୍‌: ଲିକ୍‌ ଯୋଗୁ ସ୍ଥାନୀୟ ଲୋକେ ଭୟଭୀତ

ଗଞ୍ଜାମ,୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ରୋଡ ମଝିରେ ସୋମବାର ଏକ ଆମୋନିଆ ଗ୍ୟାସ୍‌ ବୋଝେଇ ଟ୍ରକ ଓଲଟି ପଡ଼ିଛି। ଭୁବନେଶ୍ୱରରୁ ବିଶାଖାପାଟଣା ଯାଉଥିବା ବେଳେ ହଠାତ୍‌ ଭାରସାମ୍ୟ ହରାଇ ଟ୍ରକ୍‌ଟି ରାସ୍ତା ମଝିରେ…

ଜାଭେଦଙ୍କ ଯୋଗୁ ଫସିଲେ କଙ୍ଗନା, ଗିରଫ ପରଓ୍ବାନା ଜାରି କଲେ ବମ୍ବେ କୋର୍ଟ

ବମ୍ବେ: କଥାରେ ଅଛି ଅତିରୁ ଇତି। ଠିକ୍‌ ସେଭଳି କିଛି ଘଟିବା ଭଳି ଲାଗୁଛି କଙ୍ଗନା ରାଣାଓ୍ବତଙ୍କ ଜୀବନରେ। ଅନେକ ସମୟରେ ନିଜର ବକ୍ତବ୍ୟକୁ ନେଇ ବିବାଦକୁ ଟାଣି ହୋଇ ଆସୁଥିବା କଙ୍ଗନା ଫସିଛନ୍ତି। ତାଙ୍କ ବିରୋଧରେ ଓ୍ବାରେଣ୍ଟ(ଗିରଫ ପରଓ୍ବାନା) ଜାରି…

ନିଆଁରେ ଜଳିଗଲେ ଯୁକ୍ତ ୨ କଲେଜ ଛାତ୍ରୀ

କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ଖପ୍ରାମାଲ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର କାମେଶ୍ୱର କନ୍ଦପାନଙ୍କ ଯୁକ୍ତ ୨ରେ ପଢୁଥିବା ଝିଅ ଟିଙ୍କଲ ନିଆଁରେ ପୋଡି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏନେଇ ଗାଁରେ ଶୋକର ଛାୟା ଖୋଳିଯାଇଛି।…

ବାଇସେପ୍‌- ଆବ୍ସ ପରେ ଏବେ ଚର୍ଚ୍ଚାରେ ରାହୁଲଙ୍କ ପୁଶ୍‌ଅପ୍‌: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧।୩: ଆଜିକାଲି ଫିଟ୍‌ନେସ୍‌କୁ ନେଇ ଚର୍ଚ୍ଚାରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ୫୦ ବର୍ଷୀୟ ରାହୁଲ ନିକଟରେ ମତ୍ସଜୀବୀମାନଙ୍କ ସହ ସମୁଦ୍ରକୁ ଡେଇଁଥିଲେ। ଏହାର ଭିଡିଓ ଏବଂ ଫଟୋ ଖୁବ୍‌ ଭାଇରାଲ ହୋଇଥିଲା। ଏହାପରେ ତାଙ୍କର ଅନ୍ୟ ଏକ ଫଟୋ…

କିମ୍ବଦନ୍ତୀ ଖେଳାଳିଙ୍କ ସର୍ବକାଳୀନ ରେକର୍ଡର ସମକକ୍ଷ ହେଲେ ଜୋକୋଭିଚ୍‌

ପ୍ୟାରିସ,୧।୩ : ଏଟିପି ର଼୍ୟାଙ୍କିଙ୍ଗ୍‌ର ଶୀର୍ଷରେ ରହିବାରେ କିମ୍ବଦନ୍ତୀ ରୋଜର ଫେଡରରଙ୍କ ସର୍ବକାଳୀନ ରେକର୍ଡର ସମକକ୍ଷ ହୋଇଛନ୍ତି ନୋଭାକ ଜୋକୋଭିଚ୍‌। ଟେନିସ ଇତିହାସର ଏହି ଦୁଇ ମହାନ ଖେଳାଳି ୩୧୦ ସପ୍ତାହ ଧରି ଏଟିପି ର଼୍ୟାଙ୍କିଙ୍ଗ୍‌ ଶୀର୍ଷରେ ରହିଛନ୍ତି। ଗତ ମାସରେ…

ଭୋଗରାଇ କଲେଜରେ ଛାତ୍ର ଅଶାନ୍ତି: ୩ ଘଣ୍ଟା ଯାଏ ମୁଖ୍ୟ ଫାଟକରେ ତାଲା ପକାଇ ବିକ୍ଷୋଭ

ଭୋଗରାଇ,୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭୋଗରାଇ ଗ୍ରାମ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନ(ଆର୍‌ଆଇଏଚ୍‌ଏସ୍‌) ମହାବିଦ୍ୟାଳୟରେ ସୋମବାର ଛାତ୍ର ଅଶାନ୍ତି ଦେଖାଦେଇଛି। ମହାବିଦ୍ୟାଳୟର ଯୁକ୍ତ ୩ ଶେଷବର୍ଷ ବାଣିଜ୍ୟ ଶ୍ରେଣୀର ଜଣେ ଛାତ୍ର ଅନ୍ୟ ଛାତ୍ରୀଛାତ୍ରଙ୍କୁ ଅଶାଳୀନ ମନ୍ତବ୍ୟ ଦେବା ସହ ବାରମ୍ବାର…

ଦ୍ୱନ୍ଦ୍ୱକୁ ଦୂର କରିବା ପାଇଁ ବିରୋଧୀଦଳ ନେତା ଟିକାନେବା ଉଚିତ

ନୂଆଦିଲ୍ଲୀ,୧।୩: କୋଭିଡ୍‌-୧୯କୁ ହରାଇବା ପାଇଁ ମାର୍ଚ୍ଚ ୧ତାରିଖରୁ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନ। ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିକା ନେଇଛନ୍ତି। ଟିକା ନିରାପଦ ବୋଲି ସେ ଦେଶବାସୀଙ୍କୁ ଉଦାହରଣ ଦେଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ…

ଏହି ଖେଳାଳିଙ୍କୁ ଭାରତୀୟ ଦିନିକିଆ ଦଳକୁ ଫେରାଇ ଆଣିବା ପାଇଁ କହିଲେ ପ୍ରାକ୍ତନ କ୍ରିକେଟର

ନୂଆଦିଲ୍ଲୀ,୧।୩ : ଆଗାମୀ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଭାରତୀୟ ଦଳରେ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଚୟନ କରିବା ଉଚିତ। କାରଣ ଉଇକେଟ ନେବାର ଦକ୍ଷତା ସହ ତାଙ୍କୁ ସାମିଲ କରିବା ଦ୍ୱାରା ଦଳର ବ୍ୟାଟିଂ ଲାଇନଅପ୍‌ରେ ଗଭୀରତା ଆସିବ। ଏହା…

ମାତ୍ର ୨୩ ଟେଷ୍ଟ ମ୍ୟାଚ୍‌ ଖେଳି ‘ମହାନ୍‌’ ଖେଳାଳି ପାଲଟିଥିଲେ ଏହି କ୍ରିକେଟର, ହେଲେ…

ନୂଆଦିଲ୍ଲୀ,୧।୩: କ୍ରିକେଟଜଗତ ସହ ଜଡ଼ିତ ଅନେକ ଖେଳାଳି ମଇଦାନରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେଇ ‘ମହାନ’ କ୍ରିକେଟର ତାଲିକାରେ ନିଜ ନାମକୁ ସାମିଲ କରିଛନ୍ତି। ହେଲେ ଜଣେ ଏଭଳି ଖେଳାଳି ଥିଲେ ଯିଏ ମାତ୍ର ୨୩ଟି ଟେଷ୍ଟ ମ୍ୟାଚ୍‌ ଖେଳି ଅନ୍ୟପାଇଁ…

୯ ସେକେଣ୍ଡରେ ନନ୍‌ଷ୍ଟପ୍ ୧୩ ପୁସ୍‌ଅପ୍ ମାରିଲେ ରାହୁଲ

ଚେନ୍ନାଇ,୧ ।୩: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବେ ତାମିଲନାଡୁ ଗସ୍ତରେ ଅଛନ୍ତି । ସୋମବାର ସେ କନ୍ୟାକୁମାରୀରେ ଏକ ରୋଡ ଶୋ’ରେ ଯୋଗ ଦେଇଥିଲେ । ସେଠାରେ ଯେ ଯୁବ ଛାତ୍ରୀଛାତ୍ରଙ୍କ ସହ କଥା ହୋଇଥିଲେ । କେବଳ…

ପରିଣିତିଙ୍କ ପ୍ରେମ କାହାଣୀ

ମୁମ୍ବାଇ: ବଲିଉଡ୍ ନାୟିକା ପରିଣିତି ଚୋପ୍ରା ଏବେ ଚର୍ଚ୍ଚାରେ । ସେ ତାଙ୍କର ଫିଲ୍ମ ‘ଦ ଗର୍ଲ ଅନ୍ ଦ ଟ୍ରେନ’କୁ ନେଇ ଅଛନ୍ତି ଚର୍ଚ୍ଚାରେ । ଏହା ଓଟିଟି ପ୍ଲାଟଫର୍ମ ନେଟପ୍ଲିକ୍ସରେ ରିଲିଜ୍ ହୋଇଛି । ଏହି ଫିଲ୍ମ ରିଲିଜ୍…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri