ବାଦ୍ୟର ତାଳେତାଳେ ଝୁମିଲେ କଳାକାର-ଜନତା
ବଲାଙ୍ଗୀର,୧ା୧୧(ସୁନୀଲ କୁମାର ମହାନ୍ତି): ପଞ୍ଚମ ‘ବଲାଙ୍ଗୀର ଦିନ’ ଉତ୍ସବ ପାଳନ ଶନିବାର ସାଂସ୍କୃତିକ ଶୋଭାଯାତ୍ରାରୁ ଆରମ୍ଭ ହୋଇଯାଇଛି। ‘ବଲାଙ୍ଗୀର ଦିନ’ ଆଯୋଜକ ସମିତି ଅଧ୍ୟକ୍ଷ ଗୋପାଲଜୀ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୂର୍ବାହ୍ନ ସାଢ଼େ ୧୧ଟାରୁ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡ଼ିଆରୁ ସାଂସ୍କୃତିକ…
ମୋହସିନ ନକଭିଙ୍କୁ BCCIର ଚେତାବନୀ: ୨ ଦିନ ଭିତରେ ଟ୍ରଫି ଫେରାଅ, ନଚେତ୍…
ନୂଆଦିଲ୍ଲୀ,୧।୧୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପାକିସ୍ତାନ କ୍ରିକେଟ୍ ବୋର୍ଡ ମୋହସିନ ନକଭିଙ୍କୁ ଚେତାବନୀ ଦେଇଛି। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଟିମ ଇଣ୍ଡିଆକୁ ଏସିଆ କପ ଟ୍ରଫି ହସ୍ତାନ୍ତର କରିବେ ନଚେତ୍ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିସିସିଆଇ ସଚିବ…
ଅଲୋଡ଼ା ଶିଶୁ କନ୍ୟା: ବ୍ୟାଗରେ ପଡ଼ିଛି ନବଜାତ
ମୋରଡ଼ା(ସ୍ମାରକ ମାଜୀ)/ରାସଗୋବିନ୍ଦପୁର(ସତ୍ୟବାଦୀ ପରିଡ଼ା),୧ା୧୧- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ପୋଲିସ ଶୁକ୍ରବାର ଏକ ନବଜାତ ଶିଶୁ କନ୍ୟା ମୃତଦେହ ଜବତ କରିଛି। ସୂଚନା ଅନୁଯାୟୀ, ଅପରାହ୍ନ ୨ଟା ସମୟରେ ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀ ଛକଠାରୁ ୨୦୦ ମିଟର ଦୂର ଏକ…
ରଶି ଲଗାଇ ଝୁଲି ପଡ଼ିଲେ ବୃଦ୍ଧ ଦମ୍ପତି, କାରଣ ଖୋଜୁଛି ପୋଲିସ
ବରଗଡ଼,୧ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଖୁଣ୍ଟପାଲି ପଞ୍ଚାୟତର ଗଞ୍ଝିଆଟିକ୍ରାରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ବୃଦ୍ଧ ଦମ୍ପତି ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ମୃତକମାନେ ହେଲେ,…
ବର୍ଷା ଦିନ କାହିଁକି ଲୋକଙ୍କୁ ଭାବୁକ କରାଏ? ବୈଜ୍ଞାନିକ କରାଣ ଜାଣିଲେ…
ବର୍ଷା ଋତୁ ଆସିଲେ ପ୍ରକୃତି ଏକ ନୂଆ ରୂପ ନେଇଥାଏ। ଚାରିଆଡ଼େ ସବୁଜିମା, ଝିପଝିପ ବର୍ଷା ଏବଂ ମାଟିର ସୁଗନ୍ଧ ମନକୁ ଏକ ଅଜଣା ଖୁସି ଦେଇଥାଏ। କିନ୍ତୁ ଅନେକ ଲୋକ ଏହି ସମୟରେ ଭାବୁକ ହୋଇପଡ଼ନ୍ତି। କେତେବେଳେ ମନ ଉଦାସ…
ଭାଜପା ନାଁରେ ସାଙ୍ଘତିକ ଅଭିଯୋଗ: ଏସ୍ପି ଦେଉଛନ୍ତି ଜେଲ୍ରେ ପୁରାଇବା ଧମକ
ନୂଆପଡ଼ା,୧ା୧୧ (ମକାରୁ ବେମାଲ): ବାଡ଼ ଯଦି ଫସଲ ଖାଇବ ଦୋଷ ଦେବା କାହାକୁ। ନୂଆପଡ଼ା ଉପନିର୍ବାଚନରେ ଏହା ଜଳ ଜଳ ଦେଖାଯାଉଛି। ସ୍ବଚ୍ଛ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ସୁନିଶ୍ଚିତ କରିବା ପାଇଁ ସମ୍ବିଧାନ ଜିଲାପାଳ ଓ ଏସ୍ପିଙ୍କୁ ଦାୟିତ୍ୱ ଦେଇଛନ୍ତି।…
ଐଶ୍ୱର୍ଯ୍ୟା ରାୟଙ୍କ ପୁଳାପୁଳା ଟଙ୍କା, ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍
ବଲିଉଡ୍ର ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ସେ ତାଙ୍କ କ୍ୟାରିଅର ମଧ୍ୟରେ ଅନେକ ବ୍ଲକବଷ୍ଟର ଫିଲ୍ମ ଦେଇଛନ୍ତି। ତାଙ୍କର ସଫଳ ଅଭିନୟ କ୍ୟାରିଅରରେ ଐଶ୍ୱର୍ଯ୍ୟା କେବଳ ପ୍ରସିଦ୍ଧି ହାସଲ କରିନାହାଁନ୍ତି ବରଂ ବହୁତ…
ଜିଲାପାଳଙ୍କ ନାଁରେ ଫେକ୍ ଆଇଡି ଖୋଲି ଟଙ୍କା ମାଗୁଥିବା ଅଭିଯୋଗ
ବିନିକା: ସୁବର୍ଣ୍ଣପୁର ଜିଲାପାଳ ଡ. ନୃପରାଜ ସାହୁଙ୍କ ନାଁରେ ଫେକ୍ ଆଇଡି ଖୋଲାଯାଇଛି। ସୋସିଆଲ ମିଡିଆରେ ଫେକ୍ ଆଇଡି ଖୋଲି କେହି ଦୁର୍ବୃତ୍ତ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି। ଜିଲାପାଳଙ୍କ ନଜରକୁ ଏହା ଆସିବା ପରେ ଠକାମୀରୁ ଦୂରେଇ ରହିବା ପାଇଁ…
ଓଡ଼ିଶାକୁ ବଡ଼ ଉପହାର ଦେଲେ ଅଶ୍ୱିନୀ ବୈଷ୍ଣବ, ଭୁବନେଶ୍ୱରରେ ହେଲା…
ଭୁବନେଶ୍ୱର,୧।୧୧: ଓଡ଼ିଶାକୁ ବଡ଼ ଉପହାର ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଭୁବନେଶ୍ୱରର ଇନଫୋ ଭ୍ୟାଲିରେ SiCSem (ଅର୍ଦ୍ଧପରିବାହୀ ର୍ନିମାଣ ୟୁନିଟ)ର ଭୂମିପୂଜନ ସମାରୋହରେ ସେ ଭିସି ମାଧ୍ୟମରେ ଯୋଗଦେଇଛନ୍ତି । ମେକ ଇନ ଇଣ୍ଡିଆ ଏବଂ ଡିଜିଟାଲ ଇଣ୍ଡିଆର ଦୃଷ୍ଟିକୋଣ ସହିତ…
ଜୟଙ୍କ ପାଇଁ ମଇଦାନରେ କୃଷ୍ଣ ମହାପାତ୍ର:ଢ଼ୋଲକିଆଙ୍କୁ ଜିତାଇବାକୁ…
ନୂଆପଡ଼ା,୧ା୧୧(ମକାରୁ ବେମାଲ): ଖରିଆର ରୋଡ୍ ଏନ୍ଏସିର ୧୬ ଓ ୧୭ ନମ୍ବର ୱାର୍ଡରେ ପଦଯାତ୍ରା କରି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ଜିତେଇବା ପାଇଁ ଭୋଟରଙ୍କୁ ନିବେଦନ କରିଛନ୍ତି। ଏହି ଏନ୍ଏସିକୁ ଏକ ବିକଶିତ…
ରାସନ ଚାଉଳକୁ ନେଇ ବଡ଼ ଅପଡେଟ୍: ବନ୍ଦ ହେବ…
ଭୁବନେଶ୍ୱର,୧।୧୧: ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଇ-କେୱାଇସି କରି ନ ଥିବା ହିତାଧିକାରୀଙ୍କ ଚାଉଳ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ। ଅର୍ଥାତ୍ ରାସନକାର୍ଡ ହିତାଧିକାରୀମାନେ…
ଏମାନଙ୍କୁ ମିଳିବ ୧୦ ହଜାର ଟଙ୍କା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୧।୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ଟଙ୍କା ମିଳିବ। ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା। ‘ସୁଭଦ୍ରା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଲାଗି ନଭେମ୍ବର…
Archives


