Home Left

ବିଜେଡି ନୂଆ କାର୍ଯ୍ୟାଳୟର ଶୁଭ ଦେଲେ ନବୀନ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜେଡି ରାଜ୍ୟ କାର୍ଯ୍ୟାଳୟର ରୂପରେଖ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ଦଳର ମୁଖ୍ୟ କାର୍ଯ୍ୟାଳୟକୁ ଅତ୍ୟାଧୁନିକ ଭାବେ ନିର୍ମାଣ କରାଯିବାକୁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ସୋମବାର ପବିତ୍ର ରଥଯାତ୍ରା ଅବସରରେ ଏହି ନୂତନ କାର୍ଯ୍ୟାଳୟ ନିର୍ମାଣ ଲାଗି…

ଡେମ୍‌ଚୁକ୍‌ରେ ଚାଇନା ସୈନ୍ୟ

ଶ୍ରୀନଗର, ୧୩।୭: ଲଦାଖର ଡେମଚୁକ୍‌ ଅଞ୍ଚଳ ଅନ୍ତର୍ଗତ ସିନ୍ଧୁନଦୀ ଅପରପାର୍ଶ୍ୱରେ ଅବସ୍ଥିତ କେତେକ ଭାରତୀୟ ଗ୍ରାମରେ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମାଙ୍କ ଜନ୍ମଦିନ ପାଳନ କରାଯାଉଥିବାବେଳେ ଚାଇନା ସୈନ୍ୟ ଓ ନାଗରିକମାନେ ୫ଟି ଗାଡ଼ିରେ ଆସି ଏହାକୁ ବିରୋଧ କରିଥିଲେ। ଉକ୍ତ ଗାଡ଼ିରେ…

ମହାରାଷ୍ଟ୍ର, କେରଳରେ ବଢ଼ୁଛି ସଂକ୍ରମଣ

ମୁମ୍ବାଇ/ନୂଆଦିଲ୍ଲୀ, ୧୩।୭: ମହାରାଷ୍ଟ୍ର ଏବଂ କେରଳରେ କରୋନା ଭୂତାଣୁର ‘ଆର୍‌’ ଫ୍ୟାକ୍ଟର (ସଂକ୍ରମଣ ହାର) ବଢ଼ୁଥିବାରୁ ଏହାର ଚିନ୍ତାର କାରଣ ହୋଇଛି। ଏହା ଉକ୍ତ ରାଜ୍ୟରେ ସଂକ୍ରମଣର ଆଉ ଏକ ଲହର ଆଣିବା ଆଶଙ୍କା କରାଯାଉଛି। ଆର୍‌ ଫ୍ୟାକ୍ଟର ହେଉଛି ଭୂତାଣୁ…

ଓଡ଼ିଶୀ ସଙ୍ଗୀତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଉତ୍କର୍ଷ’ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ଓଡ଼ିଶୀ ସଙ୍ଗୀତ ଓଡ଼ିଶାର ପରିଚୟ। ଶ୍ରୀଜଗନ୍ନାଥ ମନ୍ଦିର ସେବାରେ ମଧ୍ୟ ଓଡ଼ିଶୀ ସଙ୍ଗୀତର ବିଶେଷ ଯୋଗଦାନ ରହିଛି। ଓଡ଼ିଶାର ଏହି ଉତ୍କୃଷ୍ଟ କଳାର ବିକାଶ ତଥା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକ ପ୍ରଚାର ପ୍ରସାର ପାଇଁ ସ୍ବତନ୍ତ୍ର…

ତୈଳ, ଗ୍ୟାସ୍‌ ଦରବୃଦ୍ଧି ପ୍ରତିବାଦରେ ରାସ୍ତାରେ ଛାତ୍ର କଂଗ୍ରେସ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ରାଷ୍ଟ୍ରୀୟ ଛାତ୍ର କଂଗ୍ରେସ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଅନୁଲେଖା ବୋଷା ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କୁ ବିମାନବନ୍ଦରରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ଶତାଧିକ କର୍ମୀ ସ୍ବାଗତ କରିଛନ୍ତି। ଏହି ଅବସରରେ…

ଯୋଗ କରୁଥିଲେ…

ଯୋଗ କରିବା ପୂର୍ବରୁ ଆମକୁ କେତୋଟି ବିଷୟ ପ୍ରତି ନଜର ଦେବାକୁ ପଡ଼ିଥାଏ। ସବୁବେଳେ ଏକ ପ୍ରଦୂଷଣମୁକ୍ତ ପରିବେଶରେ ଯୋଗ କରନ୍ତୁ। ପାର୍କ ନ ଯାଇପାରିଲେ ନିଜ ଘରେ ବସି ଯୋଗ କରିପାରିବେ। ତେବେ କେଉଁ କେଉଁ ଯୋଗ ଆପଣ କରିପାରିବେ,…

ପେଟ୍ରୋଲ ବଢ଼ିଲା, ଡିଜେଲ କମିଲା

ଭୁବନେଶ୍ୱର/ନୂଆଦିଲ୍ଲୀ,୧୩।୭: ଦିନକର ବିରତି ପରେ ପୁଣି ଥରେ ପେଟ୍ରୋଲ ଦର ବୃଦ୍ଧି ପାଇଥିବା ବେଳେ ୮୮ ଦିନ ପରେ ପ୍ରଥମ ଥର ପାଇଁ ଡିଜେଲ ମୂଲ୍ୟ ହ୍ରାସ ପାଇଛି। ଏପ୍ରିଲ ୧୫ରେ ଶେଷ ଥର ପାଇଁ ଉଭୟ ପେଟ୍ରୋଲ ଓ ଡିଜେଲ…

ହାଇଟେକ୍‌ ଡିଭାଇସ୍‌

ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଅନେକ ପରିବର୍ତ୍ତନ ଘଟିଛି। ଅନେକ ରୋଗର କାରଣକୁ ସହଜରେ ନିରୂପଣ କରାଯାଇ ତାହାର ଠିକ୍‌ ସମୟରେ ଚିକିତ୍ସା କରାଯାଇପାରୁଛି। ତା’ ସହ ଦିନକୁ ଦିନ ନୂଆ ନୂଆ ଚିକିତ୍ସା ପ୍ରଣାଳୀ ଏବଂ ରୋଗର କାରଣ ଜାଣିବା…

ଜଳାଶୟ ପାଖେ ଗୋଡକୁ ଟେକି ପକ୍ଷୀ କରୁଛି ଏପରି…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ମା’ଙ୍କ ସହ ଭଉଣୀଙ୍କୁ ହତ୍ୟା କରିଥିଲେ ଏହି ଅଭିନେତାଙ୍କ ବାପା, କାରଣ ଜାଣିଲେ …

୯୦ ଦଶକର ଅନେକ ତାରକା ବର୍ତ୍ତମାନ ମଧ୍ୟ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରୁଛନ୍ତି। ଯାହାଙ୍କ ଫିଲ୍ମକୁ ଦର୍ଶକ ଆଜିବି ମନେ ରଖିଛନ୍ତି। ଯଦିଓ ସେହି ସମୟରେ କିଛି ହିରୋ ଥିଲେ ଯେଉଁମାନେ ଫିଲ୍ମ ଜଗତରେ ପ୍ରବେଶ କରିଥିଲେ। ମାତ୍ର ପରେ ସେମାନେ…

କ୍ରିକେଟର୍‌ଙ୍କ ଲକେଟ୍‌କୁ ନେଇ ଜୋରଧରିଲା ଚର୍ଚ୍ଚା

ପାକିସ୍ତାନର ପେସର ହାସନ ଅଲି ତାଙ୍କ ବୋଲିଂରେ ବହୁତ ପ୍ରଭାବିତ କରିଛନ୍ତି କିନ୍ତୁ ଉଇକେଟ ନେବା ପରେ ଉତ୍ସବ ପାଳନ କରିବାର ଶୈଳୀ ଅନ୍ୟମାନଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ତାଙ୍କ ଶୈଳୀକୁ ମଧ୍ୟ ଲୋକମାନେ ପସନ୍ଦ କରନ୍ତି। ଉଇକେଟ୍‌ ନେବା ପରେ ସେ…

ମଟର ଖାଉଥିଲେ…

ମଟର ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଏହାକୁ ଖାଇବା ଫଳରେ ଅନେକ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ। ଏଥିରେ ଭିଟାମିନ୍‌ କେ’, ଭିଟାମିନ୍‌ ସି, ଫସ୍‌ଫରସ୍‌ ସହିତ ଅନେକ ପୋଷକତତ୍ତ୍ୱ ରହିଥାଏ । ଭିଟାମିନ୍‌ ବି ୧, ଓ ଭିଟାମିନ୍‌ ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?