ପଥର ଖାଦାନରେ ବିସ୍ଫୋରଣ
ଲଖନପୁର,୨୮।୨: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସେନାମାଲ ପଥର ଖାଦାନରେ ବିସ୍ଫୋରଣ ଘଟି ଜଣେ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାଦିମାଲ ଗ୍ରାମର ହରେକୃଷ୍ଣ ଭୋଇ(୩୬)। ଖବର ପାଇ ବନହରପାଲି ଥାନା ଓ କୁମ୍ଭାରବନ୍ଧ ଫାଣ୍ଡି ପୋଲିସ ବେଲପାହାଡ ଜାହାଙ୍ଗୀର…
ସୀମାନ୍ତବାସୀଙ୍କୁ ଭେଟି ସମସ୍ୟା ବୁଝିଲେ ଜିଲାପାଳ
ବରଗଡ଼ ଅଫିସ,୨୮।୨- ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ରବିବାର ପଡୋଶୀ ଛତିଶଗଡ଼ ରାଜ୍ୟକୁ ଲାଗି ରହିଥିବା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଶିକାରିପାଲି, ଭଏଁଷାଦର୍ହା, ବଡ଼ ଅନକି ଆଦି ସୀମାନ୍ତବର୍ତ୍ତୀ ଗାଁ ଗସ୍ତ କରିଥିଲେ। ଏହି ଅବସରରେ ଜିଲାପାଳ ସୀମାନ୍ତବାସୀଙ୍କୁ ଭେଟି ବିଭିନ୍ନ…
ଏମିତି କ’ଣ ହେଲା ବରକୁ ବନ୍ଧକ ରଖିଲେ କନ୍ୟାଘର ଗ୍ରାମବାସୀ
ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବରକୁ ଉଦ୍ଧାର କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ପୋଲିସ ସୂଚନା…
ପ୍ରଶାସନ ନ ଶୁଣିବାରୁ ଛତିଶଗଡ଼ ମୁହାଁ ହେଲେ ସୀମାନ୍ତବାସୀ
ବରଗଡ଼ ଅଫିସ୍,୨୮।୨: ଛତିଶଗଡ଼ ସୀମାନ୍ତ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଚର୍ଦ୍ଦାପାଲି ଗ୍ରାମକୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଅଞ୍ଚଳବାସୀଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଆଦି ସେବା ଠିକ୍ ଭାବେ ମିଳିପାରୁନାହିଁ। ଏଭଳି ଅଭିଯୋଗ ନେଇ ବାରମ୍ବାର ସ୍ଥାନୀୟ…
ଛୁଆ ଧରି ଫେରୁଥିବା ମହିଳାଙ୍କୁ ହତ୍ୟା, ସିସିଟିଭିରେ କଏଦ ହେଲା ପୂରା ଘଟଣା
ନୂଆଦିଲ୍ଲୀ,୨୮।୨ : ଜାତୀୟ ରାଜଧାନୀର ଉତ୍ତର-ପଶ୍ଚିମ ଦିଲ୍ଲୀରେ ଛୁଆକୁ ଧରି ଫେରୁଥିବା ଜଣେ ୨୫ ବର୍ଷୀୟା ମହିଳାଙ୍କୁ ଛୁରିରେ ଆକ୍ରମଣ କରି ହତ୍ୟା କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଆଦର୍ଶ ନଗର ଅଞ୍ଚଳରେ ଘଟିଥିବା ଏହି ଘଟଣା କଏଦ ହୋଇଛି ନିକଟସ୍ଥ…
ସରକାରୀ କର୍ମଚାରୀଙ୍କ ଘରୁ ମିଳିଲା ୭ କୁଇଣ୍ଟାଲ ଗଞ୍ଜେଇ
ଉମରକୋଟ,୨୮।୨: ଉମରକୋଟ ପୋଲିସ ଗଞ୍ଜେଇ ରଖିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଚାନ୍ଦିୟାବେଡା ଗ୍ରାମର ରବି ନାରାୟଣ ସମରଥ ତାଙ୍କ ଭାଇ ରମାକାନ୍ତ ସମରଥ, ସୁବାସ ଚନ୍ଦ୍ର ମାଝି ଓ ଝରିଗାଁର ବାସୁଦେବ ନାୟକ। ଅଭିଯୁକ୍ତଙ୍କ ମଧ୍ୟରେ…
ସ୍ବର୍ଣ୍ଣ ସହ ମ୍ୟାଟ୍କୁ ଫେରିଲେ ଭିନେଶ
କିଭ୍(ୟୁକ୍ରେନ୍),୨୮ା୨: ଭାରତର ଷ୍ଟାର ରେସ୍ଲର ଭିନେଶ ଫୋଗତ୍ ଏଠାରେ ଚାଲିଥିବା ଆଉଟଷ୍ଟାଣ୍ଡିଂ ୟୁକ୍ରେନିଆନ ରେସଲର୍ସ ଆଣ୍ଡ୍ କୋଚେସ ମେମୋରିଆଲ ଟୁର୍ନାମେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। କରୋନାଭାଇରସ ଯୋଗୁ ଦୀର୍ଘ ଦିନ ପରେ ମ୍ୟାଟ୍କୁ ଫେରିଥିବା ଫୋଗତ୍ ରବିବାର ୫୩କେଜି ଶ୍ରେଣୀ…
୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଧରାପଡ଼ିଲେ ନକଲି ମାଓବାଦୀ
ଭବାନୀପାଟଣା,୨୮।୨: ଭବାନୀପାଟଣା ସହରର ଜଣେ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଜଣେ ନକଲି ମାଓବାଦୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ରାୟଗଡ଼ା ଜିଲା ବିଷମକଟକ ଥାନା ଝିଗିରି ଗ୍ରାମର ପୁରନ୍ଦର…
‘ଭାଜପାଠୁ ଶକ୍ତିଶାଳୀ ଶତ୍ରୁକୁ ହରାଇଛୁ’
ତିରୁନେଲଭେଲି,୨୮।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରାଟ କାୟ ଶତ୍ରୁ ସହ ତୁଳନା କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆଉ ପ୍ରେମ ଓ ଅହିଂସା ମାର୍ଗରେ ପ୍ରଧାନମନ୍ତ୍ରୀଙ୍କୁ ହରାଇବୁ ବୋଲି ତାମିଲନାଡୁର ତିରୁନେଲଭେଲିସ୍ଥିତ ସେଣ୍ଟ ଜାଭିୟର କଲେଜରେ ଆୟୋଜିତ ଏଜୁକେଟର୍ସ…
ବିବାହବନ୍ଧନରେ ବାନ୍ଧି ହେବେ ଅର୍ଚ୍ଚିତା-ସବ୍ୟସାଚୀ
ଭୁବନେଶ୍ୱର,୨୮।୨: ସୋମବାର ଓଲିଉଡ୍ ଚୁଲ୍ବୁଲି ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ବାହାଘର। ଅଭିନେତ୍ରୀ ଅର୍ଚ୍ଚିତା ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ବିବାହ କରିବେ। ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ପ୍ୟାଲେସରେ ଏହି ବାହାଘର ହେବ। ଏନେଇ ସୋସିଆଲ ମିଡିଆରେ ସବ୍ୟସାଚୀ ସୂଚନା ଦେଇଛନ୍ତି। ପୂର୍ବରୁ ସବ୍ୟସାଚୀ…
ରାହୁଲଙ୍କୁ ପ୍ରଧାନମନ୍ତ୍ରୀ କରିବା ଲକ୍ଷ୍ୟରେ ଅଛନ୍ତି ସୋନିଆ ଗାନ୍ଧୀ: ଶାହା
ଚେନ୍ନାଇ,୨୮।୨: ତାମିଲନାଡୁ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ୟ ମନ୍ତ୍ରୀ ଅମିତ ଶାହା ରବିବାର ଭିଲୁପୁରମରେ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ। ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ମୁଁ ଦୁଃଖିତ ଯେ ମୁଁ ତାମିଲ ଭାଷାରେ କଥାବାର୍ତ୍ତା କରିପାରିବି…
କୁକୁଡା ଲଢ଼େଇରେ ପ୍ରାଣ ହରାଇଲେ ମାଲିକ
ନୂଆଦିଲ୍ଲୀ,୨୮।୨ : ବେଆଇନ କୁକୁଡା ଲଢ଼େଇବେଳେ ଜଣେ ମାଲିକଙ୍କ ମୃତ୍ୟୁ ଘଟଛି। ଏଭଳି ଏକ ଅସାଧାରଣ ଘଟଣା ସାମ୍ନାକୁ ଆସିଛି ତେଲେଗାନାରୁ। ଲଢ଼େଇ ପାଇଁ ପ୍ରତିଦ୍ୱନ୍ଦ୍ୱୀକୁ ହରାଇବା ଲାଗି କୁକୁଡା ଗୋଡରେ ବନ୍ଧା ହୋଇଥାଏ ୩ ଇଞ୍ଚର ଛୁରୀ। ମୃତ୍ୟୁ ଭୟରେ…
Archives


