ନବଜାତକଙ୍କୁ ଛାଡି ରାତିଅଧରେ ଡେଟ୍ରେ ପଳାଇଲେ ଏହି ଅଭିନେତ୍ରୀ
ଫେବୃୟାରୀ ମାସରେ ଅଭିନେତ୍ରୀ ଅନିତା ହାସନନ୍ଦାନୀ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ। ଏ ନେଇ ଅନିତା ତାଙ୍କ ସ୍ବାମୀ ରୋହିତ ରେଡ୍ଡୀ ଚର୍ଚ୍ଚାକୁ ଆସିଥିଲେ। ସେ ତାଙ୍କ ପୁଅର ନାମ ଆରଭ ରଖିଛନ୍ତି। ତେବେ ଏହି ଦମ୍ପତି ପୁଣି ଲାଇମଲାଇଟକୁ…
ଏହି ପ୍ରସିଦ୍ଧ କ୍ରିକେଟର୍ଙ୍କ ସ୍ତ୍ରୀଙ୍କୁ ମିଳୁଛି ଧମକ
ସିଡନୀ,୨୮।୨: ଅଷ୍ଟ୍ରେଲିଆର ସୀମିତ ଓଭର ଅଧିନାୟକ ଆରୋନ ଫିଞ୍ଚ ଟି -୨୦ରେ ଭଲ ପ୍ରଦର୍ଶନ କରିପାରି ନାହାନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ସେ ମାତ୍ର ୧୩ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ।…
ଗରିବ ଛାତ୍ରଙ୍କୁ ବହି ବାଣ୍ଟିଲେ ଜିଲାପାଳ
ପୁରୁଷୋତ୍ତମପୁର,୨୮।୨(ଡିଏନଏ): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜଉଗଡ଼ ମହୋତ୍ସବର ତଦାରଖ ଲାଗି ଯାଇଛନ୍ତି। ଏହି ସମୟରେ ଅଞ୍ଚଳର ଗରିବ ଶ୍ରେଣୀର ଛାତ୍ରଙ୍କୁ ବିଭିନ୍ନ ପ୍ରକାରର ବହି ବଣ୍ଟନ କରିଛନ୍ତି। ଏଭଳି କାର୍ଯ୍ୟ କରି ଜିଲାପାଳ ଏକ ଉଦାହରଣ ସୃଷ୍ଟି…
ମହିଳାଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା
ଖୋର୍ଦ୍ଧା ଅଫିସ୍,୨୮।୨: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପଲ୍ଲାରୁ ଜଣେ ବିବାହିତ ମହିଳାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଶ୍ରଦ୍ଧାଞ୍ଜଳି ରାଉତରାୟ(୨୫)। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିିତ୍ସାଳୟକୁ ପଠାଇଛି। ସୂଚନାଯୋଗ୍ୟ,…
ଓଡ଼ିଶୀ ନୃତ୍ୟ ଦେଇଛି ପରିଚୟ
କୌଣସି କାର୍ଯ୍ୟ ପ୍ରତି ଉତ୍ସାହ ଏବଂ ଏହାକୁ ନେଇ ନିଜର ପରିଚୟ ସୃଷ୍ଟି କରିବାର ଆଶା ଯେ ମଣିଷକୁ ସଫଳତା ଆଡ଼କୁ ବାଟ କଢ଼ାଇନିଏ ଏକଥା ପ୍ରମାଣିତ ହୋଇଛି ତାଙ୍କ କ୍ଷେତ୍ରରେ। ପିଲା ବେଳୁ ଜଣେ ଓଡ଼ିଶୀ ନୃତ୍ୟଶିଳ୍ପୀ ହେବାକୁ ନେଇ…
ଲ୍ୟାମ୍ପ କର୍ମଚାରୀଙ୍କୁ କାର୍ଯ୍ୟଳୟରେ ତାଲା ପକାଇ ଧାରଣାରେ ବସିଲେ ଚାଷୀ
ପାଟଣା,୨୮।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ସମବାୟ ସମିତି କେନ୍ଦେଇ ପଶି ଶାଖା ଅଧୀନର ୨୨ ଜଣ ଚାଷୀ ଧାନ ବିକ୍ରିକରି ନ ପାରିବାରୁ ଲ୍ୟାମ୍ସ ସମ୍ମୁଖରେ ଧାନ ବସ୍ତା ରଖି ଧାରଣା ରେ ବସିଛନ୍ତି। ଏଥି ସହ ଉତ୍ତ୍ୟକ୍ତ ଚାଷୀମାନେ…
ଇଣ୍ଟର୍ନଶିପ୍
କର୍ମକ୍ଷେତ୍ରରେ ସଫଳତା ହାସଲ କରିବାର ଚାବିକାଠି ହେଉଛି କାର୍ଯ୍ୟଦକ୍ଷତା। ଏହା ଯାହା ପାଖରେ ଯେତେ ଅଧିକ, କର୍ମକ୍ଷେତ୍ରରେ ତା’ର ସ୍ଥିତି ସେତେ ମଜଭୁତ୍ ଏବଂ ସଫଳତାର ମାର୍ଗ ସେତେ ସରଳ। ତେବେ ବର୍ତ୍ତମାନ ଏହାକୁ ହାସଲ କରିବାର ସବୁଠୁ ବେଷ୍ଟ ମାଧ୍ୟମ…
ରାମ ମନ୍ଦିର ନିର୍ମାଣ ପାଇଁ ୨,୧୦୦ କୋଟି ଦାନ ସଂଗ୍ରହ
ଅଯୋଧ୍ୟା,୨୮।୨: ରାମ ମନ୍ଦିର ନିର୍ମାଣ ପାଇଁ ଲୋକଙ୍କଠାରୁ ୨,୧୦୦ କୋଟି ଟଙ୍କାର ଦାନ ଇତିମଧ୍ୟରେ ସଂଗ୍ରହ କରାଯାଇଛି। ଏନେଇ ଟ୍ରଷ୍ଟ୍ ପକ୍ଷରୁ ସୂଚନା ଦିଆଯାଇଛି। ୪୪ ଦିନିଆ ଦାନ ସଂଗ୍ରହ ଅଭିଯାନ ଶନିବାର ଶେଷ ହୋଇଛି। ଜାନୁୟାରୀ ୧୫ରେ ଅଭିଯାନ ଆରମ୍ଭ…
ଲକ୍ଡାଉନ ଯୋଗୁ କମିଛି ୯୬ ପ୍ରତିଶତଙ୍କ ରୋଜଗାର
ମୁମ୍ବାଇ,୨୮ ।୨: କରୋନା ମହାମାରୀ ପାଇଁ ଗତ ବର୍ଷ ଲଗାଯାଇଥିବା ଳକ୍ଡାଉନକୁ ଏବେ ବର୍ଷେ ପୂରଣ ହେବାକୁ ଯାଉଛି । ତେବେ କରୋନା ଯୋଗୁ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ମହାରାଷ୍ଟ୍ରରେ ଲକ୍ ଡାଉନ ଯୋଗୁ ପ୍ରାୟ ୯୬ ପ୍ରତିଶତ ଲୋକଙ୍କର…
ପଞ୍ଜାବୀ କହିବ ଏବଂ ବୁଝିବ ଏହି ରୋବଟ
ପଞ୍ଜାବରେ ଲୋକେ ପଞ୍ଜାବୀ ଭାଷାରେ କଥାବାର୍ତ୍ତା କରିଥାନ୍ତି। କିଛି ଦେଶରେ ମଧ୍ୟ ପଞ୍ଜାବୀ ଭାଷାରେ ଲୋକେ କଥା ହୁଅନ୍ତି। ବିଶ୍ୱର ଅନ୍ୟ ଭାଗରେ ଯେଉଁଠି ଭାରତୀୟମାନେ ବସବାସ କରୁଛନ୍ତି ସେଠାରେ ଅଧିକାଂଶ ଲୋକ ପଞ୍ଜାବୀ ଭାଷାରେ କଥା ହୁଅନ୍ତି। ଜଳନ୍ଧର ସରକାରୀ…
କୃଷି ଆଇନକୁ ବିରୋଧ, ଉଲଗୁଲାନ୍ ଶପଥ ଯାତ୍ରାରେ ଭୁବନେଶ୍ବର ବାହାରିଲେ ଚାଷୀ
ବରଗଡ଼ ଅଫିସ,୨୮।୨: କେନ୍ଦ୍ରସରକାରଙ୍କ ୩ ନୂଆ କୃଷି ଆଇନ୍କୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବିରୋଧ ଜାରି ରହିଛି। ଏହି କ୍ରମରେ ରବିବାର ବୀର ସୁରେନ୍ଦ୍ର ସାଏଙ୍କ ବଳିଦାନ ଦିବସ ଅବସରରେ ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ବୟ ସମିତିର ନେତୃତ୍ୱରେ…
ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସ୍କୁଲ, କଲେଜ ବନ୍ଦ
ପୁଣେ,୨୮।୨: ଦେଶରେ କରୋନା ଆତଙ୍କ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ରର କେତେକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ପୁଣେରେ ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜକୁ ବନ୍ଦ…
Archives


