ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର
ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର ଜଣାପଡ଼ିଥିବା ବେଳେ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି ପୋଲିସ। ପୀଡ଼ିତାଙ୍କ…
ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ
ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ ଏହି ଅର୍ଦ୍ଧଶତକୀୟ ଇନିଂସ ପାଇଁ, ମୁମ୍ବାଇ କୋଲକାତା ନାଇଟ ରାଇଡର୍ସକୁ ୬ ୱିକେଟରେ…
ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା
ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ ଆକ୍ରମଣ ସମ୍ପର୍କରେ କଳ୍ପନାଜଳ୍ପନା ବୃଦ୍ଧି ପାଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ପ୍ରତିକ…
ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ
ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି । ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ ଚିଲ କିଛି ସମୟ ଧରି ଉଡିବା ପରେ ଅକ୍ଷୟଦଣ୍ଡ ବସିଥିବା ଦେଖିବାକୁ ମିଳିଥିଲା।…
ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା
ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି। ଲକ୍ଷ୍ମୀଙ୍କ ଆଧାର କାର୍ଡ, ଭୋଟର କାର୍ଡ ସହ…
ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ
ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ ଆଗ ଟୋକନ ପାଇଥିଲେ ସେହି ଚାଷଙ୍କ ଧାନ ଉଠୁ ନ ଥିବା ବେଳେ…
ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….
ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ ନିର୍ମମ ଭାବରେ ହତ୍ୟା କରିଥିଲେ। କେବଳ ଏତିକି ନୁହେଁ ହତ୍ୟା ପରେ ସେ…
ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି
ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ ବଢ଼ି ୭୦ ବର୍ଷରେ ପହଞ୍ଚତ୍ଲାଣି। ଏହି ବୟସରେ କ’ଣ ସବୁ ଘଟିବ, କେହି…
‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ
ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ ମାନହାନି ମାମଲାକୁ ଅଦାଲତ ଭିତ୍ତିହୀନ ଦର୍ଶାଇ ଖାରଜ କରିଦେଇଛନ୍ତି। ପ୍ରକାଶିତ ଖବରରେ କୌଣସି…
ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ
ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ ମୃତ୍ୟୁ ହୋଇଛି । ବୃଦ୍ଧା ଜଣକ ନନ୍ଦପୁର ଠାକୁରାଣୀ ମନ୍ଦିରର ପୂର୍ବତନ ପୂଜକ…
ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ
ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ ସ୍ୟାଣ୍ଡ ପେପର ପରି ଏକ ଘଟଣା ଘଟିଛି, ଯାହା ପାକିସ୍ତାନକୁ ଲଜ୍ଜିତ କରିଛି।…
ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା
ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ ବିଲରେ ସ୍ବୟଂଚାଳିତ ଭାବରେ ଅତିରିକ୍ତ ଶୁଳ୍କ – ଯେପରିକି LPG ଚାର୍ଜ କିମ୍ବା…

