‘ମନ୍ କି ବାତ୍’ କାର୍ଯ୍ୟକ୍ରମ ପୂର୍ବରୁ ମୋଦିଙ୍କ ଉପରେ ବର୍ଷିଲେ ରାହୁଲ
ନୂଆଦିଲ୍ଲୀ,୨୮ ।୨:କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଲଗାତାର ଭାବେ ଦୋଷ ଲଦି ଆସୁଥିବା ଦେଖାଯାଇଛି । ଏଥର ବି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି ପ୍ରତି ରବିବାର…
ଗୁରୁଜଙ୍ଗ ଗୁଳିକାଣ୍ଡ: ମୁଖ୍ୟ ଅଭିଯୁକ୍ତ ଗିରଫ
ଖୋର୍ଦ୍ଧା ଅଫିସ,୨୮।୨: ଗୁରୁଜଙ୍ଗ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁମାରବସ୍ତ ଗ୍ରାମର ଦୀପୁ ଓରଫ ଦୀପକ କୁମାର ପ୍ରଧାନଙ୍କୁ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଶନିବାର ଗିରଫ କରିଛି। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ୨ଟି ଜୀବନ୍ତ ଗୁଳି ଜବତ ହୋଇଛି। ଦୀପୁଙ୍କ…
ଆକର୍ଷଣ ପାଲଟିଛି ଅଲୋଡ଼ା କୁଞ୍ଜବନ ମଠ
ଖୋର୍ଦ୍ଧା ଅଫିସ,୨୮।୨: କୁହାଯାଏ ଇଚ୍ଛା ଓ ନିଷ୍ଠା ଥିଲେ ସବୁ କିଛି ସମ୍ଭବ। ସଫଳତା ଆପେ ଆପେ ମିଳିଥାଏ। ଏହାର ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଦୁଇ ଯୁବବନ୍ଧୁ ସନ୍ତୋଷ କୁମାର ମାନସିଂ ଓ ସୁମନ୍ତ କୁମାର ପ୍ରଧାନ। ଉଭୟଙ୍କ ଅକ୍ଳାନ୍ତ ପରିଶ୍ରମ…
ଜେଲ୍ରେ ଗଞ୍ଜା
ବେଟିଂ କରି ଲୋକେ ଜେଲ୍ ଯାଉଥିବା କଥା ଶୁଣିଥିବେ। ହେଲେ ଜାଣନ୍ତି କି ନିକଟରେ ଦୁଇଟି ଗଞ୍ଜା କୁକୁଡାକୁ ବେଟିଂ ଭଳି ସଙ୍ଗିନ ଅଭିଯୋଗରେ ଜେଲ୍ ଯିବାକୁ ପଡିଛି। ୧୦ ଜାନୁୟାରୀ, ତେଲେଙ୍ଗାନାରେ ଘଟିଛି ଏହି ଘଟଣା। ସେବେଠାରୁ ଏହି ଦୁଇ…
ମାର୍ଚ୍ଚ-୧ରୁ କ୍ଷୀର ଲିଟର ୧୦୦ ଟଙ୍କା
ହିସାର,୨୮।୨: କୃଷି ଆଇନ ବିରୋଧରେ ଜାରି ରହିଥିବା ଆନ୍ଦୋଳନକୁ ହରିୟାଣା ଖାପ୍ ପଞ୍ଚାୟତର ସମର୍ଥନ ମିଳିଛି। ମାର୍ଚ୍ଚ ୧ରୁ କ୍ଷୀର ଲିଟର ପିଛା ୧୦୦ଟଙ୍କାରେ ବିକ୍ରି କରିବାକୁ ପଞ୍ଚାୟତ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସରକାରୀ ସମିତି ସମେତ ଡାଏରୀ କମ୍ପାନୀଗୁଡ଼ିକୁ…
ଅଲିଭ୍ ରିଡ୍ଲେ କଇଁଛ ମୃତ୍ୟୁ ଘଟଣା: ୩ଜଣିଆ କମିଟି ଗଠନ କଲେ ହାଇକୋର୍ଟ
କଟକ ଅଫିସ୍,୨୮।୨: କେନ୍ଦ୍ରାପଡ଼ା ଜିଲା ଗହୀରମଥା ମୁହାଣରେ ୮୦୦ ଅଲିଭ୍ ରିଡ୍ଲେ କଇଁଛଙ୍କ ମୃତ୍ୟୁ ଘଟଣାରେ ନିଜ ଆଡ଼ୁ ଜନସ୍ବାର୍ଥ ମାମଲା ରୁଜୁ କରିଥିବା ହାଇକୋର୍ଟ ଏବେ ଏକ ୩ଜଣିଆ କମିଟି ଗଠନ କରିଛନ୍ତି। ଶୁକ୍ରବାର ମାମଲାର ଶୁଣାଣି କରି ହାଇକୋର୍ଟ…
ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କ ଟାର୍ଗେଟ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଖୋଜ ଶିଶୁଙ୍କ ସଂଖ୍ୟା ବଢ଼ିଚାଲିଛି। ଦିନ ଦ୍ୱିପ୍ରହରରେ ଗୁଳି ଫୁଟୁଛି। ରାଜନୈତିକ ହତ୍ୟା ବଢ଼ିଚାଲିଛି। ରାଜ୍ୟରେ ଲୋକଙ୍କ ଧନଜୀବନ ସୁରକ୍ଷିତ ନାହିଁ। ପୋଲିସ ଶାସକ ଦଳ ପାଇଁ କାର୍ଯ୍ୟ କରୁଛି। ରାଜନୈତିକ ଆକ୍ରୋଶ ରଖି…
୨,୩୩୦ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ପାଇଁ ଆବଶ୍ୟକ ଥିବା ବିଭିନ୍ନ କ୍ୟାଡରର ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ସଂଖ୍ୟା ୮,୭୧୯ ରହିଛି। ସେଥିମଧ୍ୟରୁ ୬,୩୮୯ ପଦବୀରେ ନିୟମିତ ଡାକ୍ତର କାର୍ଯ୍ୟରତ ଥିବାବେଳେ ୨,୩୩୦ ଖାଲି ରହିଛି। ପ୍ରତିବର୍ଷ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ଦ୍ୱାରା ଚୟନ…
ସବୁ ଜିଲାରେ ହେବ ସାଇନ୍ସ ପାର୍କ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ସାଇନ୍ସ(ବିଜ୍ଞାନ) ପାର୍କ ନିର୍ମାଣ କରାଯିବ। ପ୍ରଥମେ ୨୦ଟି ଜିଲାରେ ପାର୍କ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ନିର୍ମାଣ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୨୦ଟି ଜିଲାରେ ପାର୍କ…
ଗୋଦାମ ଅଭାବରୁ ଅବ୍ୟବସ୍ଥା: ସ୍ବାଭାବିକ ହୋଇପାରୁନି ଧାନ ସଂଗ୍ରହ
ଯାଜପୁର ଅଫିସ,୨୮।୨: ରାଜ୍ୟରେ ୨୦୨୦-୨୧ ଖରିଫ ବର୍ଷର ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଧାନସଂଗ୍ରହ ଠିକ୍ ଭାବେ ହେଉ ନ ଥିବାରୁ ବିଭିନ୍ନ ମଣ୍ଡିରେ ଶତାଧିକ କୁଇଣ୍ଟାଲ ଧାନବସ୍ତା ପଡ଼ି ରହିଛି। ଏହାକୁ ନେଇ ଚଳିତ ବିଧାନସଭାରେ ବାରମ୍ବାର ହଟ୍ଟଗୋଳ…
ନଜରରେ ୫ ରାଜ୍ୟ ଫେରନ୍ତା
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ପର୍ଯ୍ୟାୟ ଆଶଙ୍କାକୁ ନେଇ ପୁଣି କଟକଣା ଜାରି ହୋଇଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସଂକ୍ରମଣ ପ୍ରବଣ ରାଜ୍ୟ ଫେରନ୍ତାଙ୍କ ପାଇଁ କଡ଼ା କଟକଣା ଲାଗୁ କରାଯାଇଥିଲା। ଶନିବାର ଏଥିରେ…
ଭିକ ମାଗି ଧନୀ: ମାସକୁ ରୋଜଗାର ୭୫ ହଜାର
ନୂଆଦିଲ୍ଲୀ,୨୮।୨: ଭିକ ମାଗି ମାସକୁ ରୋଜଗାର ୭୫ ହଜାର ଟଙ୍କା। ପାଖରେ ୭୦ ଟଙ୍କାର ଦୁଇ ଦୁଇଟି ଆପାର୍ଟମେଣ୍ଟ୍। ଏସବୁ ଯେକେହି ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ୍ୟ। ଭାରତର ୫ ଜଣ ଧନୀ ଭିକାରିଙ୍କ ତାଲିକା ପ୍ରସ୍ତୁତ କରାଯାଇଛି।…
Archives


