ଭିକ ମାଗି ଧନୀ: ମାସକୁ ରୋଜଗାର ୭୫ ହଜାର
ନୂଆଦିଲ୍ଲୀ,୨୮।୨: ଭିକ ମାଗି ମାସକୁ ରୋଜଗାର ୭୫ ହଜାର ଟଙ୍କା। ପାଖରେ ୭୦ ଟଙ୍କାର ଦୁଇ ଦୁଇଟି ଆପାର୍ଟମେଣ୍ଟ୍। ଏସବୁ ଯେକେହି ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ୍ୟ। ଭାରତର ୫ ଜଣ ଧନୀ ଭିକାରିଙ୍କ ତାଲିକା ପ୍ରସ୍ତୁତ କରାଯାଇଛି।…
ଭାରତଠାରୁ ଋଣ ନେଲା ଆମେରିକା
ନୂଆଦିଲ୍ଲୀ: ବିଶ୍ୱର ସବୁଠାରୁ ବିକାଶଶୀଳ ଓ ଧନୀ ରାଷ୍ଟ୍ର ଆମେରିକା ବର୍ତ୍ତମାନ ସମସ୍ୟା ଘେରରେ ରହିଛି। ଫଳରେ ବିଶ୍ୱର ବଡ଼ ଅର୍ଥବ୍ୟବସ୍ଥା କୁହାଯାଉଥିବା ଆମେରିକାର ଅର୍ଥବ୍ୟବସ୍ଥା ଭୁଷୁଡି ପଡିଛି। ଏହି ଅର୍ଥବ୍ୟବସ୍ଥାର ଋଣ ଭାର ବର୍ତ୍ତମାନ ସମୟରେ ବ୍ୟାପକ ଭାବରେ ବୃଦ୍ଧି ପାଇଛି।…
ବିଗ୍ ବି ଙ୍କର ଅପରେଶନ୍ !
ମୁମ୍ବାଇ,୨୮।୨: ବିଗ୍ ବି ଅମିତାଭ ବଚ୍ଚନଙ୍କର ଅପରେଶନ୍ ହେବାକୁ ଯାଉଛି। ଏନେଇ ସେ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି। ଫେବୃୟାରୀ ୨୭ ରାତ୍ର ୧୦ଟା ୧୬ରେ ସେ ନିଜ ବ୍ଲଗ୍ରେ ମେଡ଼ିକାଲ କଣ୍ଡିଶନ୍…ସର୍ଜରୀ… ଲେଖିଛନ୍ତି। ଏହାକୁ ସେ ପୋଷ୍ଟ୍ କରିବା ପରେ…
ଜେଲରେ ବାଂଲାଦେଶୀ ଲେଖକଙ୍କ ମୃତ୍ୟୁ
ଢାକା, ୨୮।୨: ସୋସିଆଲ ମିଡିଆ ପୋଷ୍ଟ ପାଇଁ ବର୍ଷେ ହେଲା ଜେଲରେ ଥିବା ବାଂଲାଦେଶୀ ଲେଖକ ମୁସ୍ତାକ ଅହମଦଙ୍କର ମୃତ୍ୟୁ ହୋଇଛି। ମହାମାରୀ ପରିଚାଳନାରେ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କ ବିଫଳତା ଓ ଦୁର୍ନୀତି ଅଭିଯୋଗ କରି କେତେଜଣ ସୋସିଆଲ ମିଡିଆରେ ସମାଲୋଚନା…
ଗୋଗୋଇଙ୍କ ବିରୋଧରେ ମକଦ୍ଦମା ପାଇଁ ଅନୁମତି ଦେଲେନି ଏଜି
ନୂଆଦିଲ୍ଲୀ, ୨୮।୨: ସର୍ବୋଚ୍ଚ ନ୍ୟାୟାଳୟ ବିରୋଧରେ ମନ୍ତବ୍ୟ ଦେଇଥିବା ଭାରତର ପୂର୍ବତନ ପ୍ରଧାନ ବିଚାରପତି ତଥା ରାଜ୍ୟ ସଭା ସଦସ୍ୟ ରଞ୍ଜନ ଗୋଗୋଇଙ୍କ ବିରୋଧରେ ଅଦାଲତ ଅବମାନନା ମକଦ୍ଦମା ଚଳାଇବା ପାଇଁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଅନୁମତି ଦେବାକୁ ମନା…
ସେରାଓ୍ବିକ୍ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ
ହୋଷ୍ଟନ, ୨୮ା୨: ଭାରତରେ ପରିବେଶ ଓ ଉର୍ଜା କ୍ଷେତ୍ରରେ ସ୍ଥାୟୀ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେରାଓ୍ବିକ୍ ଗ୍ଲୋବାଲ ଏନର୍ଜି ଆଣ୍ଡ ଏନ୍ଭାରଇନମେଣ୍ଟ ପୁରସ୍କାର ପ୍ରଦାନ କରାଯିବ। ମାର୍ଚ୍ଚ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ବାର୍ଷିକ…
ଟିକାକରଣ ଲାଗି ୨୦ ରୋଗ ଚିହ୍ନଟ
ନୂଆଦିଲ୍ଲୀ, ୨୮।୨: ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ଏବଂ ବିଭିନ୍ନ ରୋଗ ଥିବା ୪୫ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ କୋଭିଡ୍ ଟିକା ଦିଆଯିବ। କେଉଁସବୁ ରୋଗ ଥିଲେ ଟିକା ପାଇଁ ଅନୁମତି ମିଳିବ ତାହା ସ୍ଥିର ହୋଇଛି। ସ୍ବାସ୍ଥ୍ୟ…
ଭାରତ ସହ ସବୁ ପ୍ରସଙ୍ଗର ସମାଧାନ ପାଇଁ ପାକ୍ ପ୍ରସ୍ତୁତ
ଇସ୍ଲାମାବାଦ, ୨୮।୨: ଭାରତ ସହ ପାକିସ୍ତାନର ଅସ୍ତ୍ରବିରତି ରାଜିନାମାକୁ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଶନିବାର ସ୍ବାଗତ କରିଛନ୍ତି। ତେବେ ଦ୍ୱିପାକ୍ଷିକ ସମ୍ପର୍କରେ ଅଧିକ ଉନ୍ନତି ଲାଗି ଉପଯୁକ୍ତ ପରିବେଶ ସୃଷ୍ଟି କରିବା ଭାରତର ଦାୟିତ୍ୱ ବୋଲି ସେ କହିଛନ୍ତି। ନିୟନ୍ତ୍ରଣ…
କଂଗ୍ରେସରେ ବିରୋଧର ସ୍ବର
ନୂଆଦିଲ୍ଲୀ, ୨୮।୨: ବିଭିନ୍ନ ନିର୍ବାଚନରେ କଂଗ୍ରେସ କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରିଆସୁଛି। ଏହାର ସମୀକ୍ଷା ପାଇଁ ଗତବର୍ଷ ଅଗଷ୍ଟରେ ଦଳର ୨୩ ଜଣ ଅସନ୍ତୁଷ୍ଟ ନେତା (ଜି-୨୩) ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖିଥିଲେ। ସେମାନେ ଦଳର ନେତୃତ୍ୱକୁ…
୨୫୦ରେ ଟିକା
ନୂଆଦିଲ୍ଲୀ, ୨୮।୨: ଘରୋଇ ହସ୍ପିଟାଲ ଓ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍ ଟିକା ଡୋଜ୍ ପିଛା ୨୫୦ ଟଙ୍କାରେ ଉପଲବ୍ଧ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହା ସ୍ଥିର ହୋଇଛି। ତେବେ ସରକାରୀ ହସ୍ପିଟାଲ ଓ ଟିକାଦାନ କେନ୍ଦ୍ରରେ ଟିକା ମାଗଣାରେ…
ଏବେ ରାନୁ ମଣ୍ଡଳଙ୍କ ନାଁ ଶୁଣିଲେ ପ୍ରଚଣ୍ଡ ରାଗୁଛନ୍ତି ହିମେଶ
ମୁମ୍ବାଇ: ବଲିଉଡ୍ କମ୍ପୋଜର, ଗାୟକ ତଥା ଅଭିନେତା ହିମେଶ ରେଶମିୟା ନିଜର କଠୋର ଆଭିମୁଖ୍ୟ ପାଇଁ ବେଶ୍ ଜଣାଶୁଣା। ମ୍ୟୁଜିକ୍ ଶୋ’ ସମୟରେ ହେଉ କି ଖବରଦାତାଙ୍କ ପ୍ରଶ୍ନ ପାଇଁ ହେଉ ସେ ରୋକ୍ଠୋକ୍ ଜବାବ ଦିଅନ୍ତି। ଏବେ ଏକ କାର୍ଯ୍ୟକ୍ରମରେ…
ଜାଣନ୍ତୁ ଏହି ରାଶିର ମହିଳାଙ୍କ ସ୍ବଭାବ: ବିବାହ ସମୟରେ ଆସିବ କାମରେ
ଅଧିକାଂଶ ପୁଅ ଚାହିଁଥାଆନ୍ତି ଯାହାକୁ ସେମାନେ ବିିବାହ କରିବେ ସେ ଭଲ ସ୍ବଭାବର ହେବା ସହ ତାଙ୍କୁ ମଧ୍ୟ ଅନୁରୂପ ଭାବେ ଭଲ ପାଆନ୍ତୁ। ତେବେ ଏପରି ଝିଅ ଖୋଜିବା ସମ୍ଭବ ହୋଇ ନ ଥାଏ। ସାଧାରଣତଃ ଅନ୍ୟ ଜଣଙ୍କୁ ଦେଖି…
Archives


