ନକଲି ଖାଦ୍ୟ ସାମଗ୍ରୀ ପରେ ବିଦେଶୀ ମଦ
ବ୍ରହ୍ମପୁର ଅଫିସ,୨୮।୨: ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ପରେ ଏବେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଅବକାରୀ ବିଭାଗ ବଡ଼ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରରେ ଏକ ଘରେ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ନକଲି ବିଦେଶୀ ମଦ,…
ଜନ୍ମଦିନ ପାଳନ ପାଇଁ ୪ ବର୍ଷ ଅପେକ୍ଷା କରନ୍ତି ଏହି ଅଭିନେତ୍ରୀ…
ଛୋଟ ପରଦାର ସୁନ୍ଦରୀ ନାୟିକା ଜାହ୍ନଭୀ ଛେଡ଼ା ନିଜର ଜନ୍ମଦିନ ପାଳନ ପାଇଁ ସମସ୍ୟାରେ ପଡ଼ିଥାନ୍ତି। ସେ ୧୯୮୪ ଫେବୃୟାରୀ ୨୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତେଣୁ କେବଳ ୨୯ ଦିନିଆ ଫେବୃୟାରୀ ମାସକୁ ସେ ଚାହିଁ ବସିଥାନ୍ତି। ପ୍ରତି ୪…
ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର
ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର ପିଲାଙ୍କୁ ଶିକ୍ଷାଦାନ ନେଇ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହି ଅନୁସାରେ ଶନିବାର…
ଅନେକ ସମସ୍ୟାର ସମାଧାନ କରେ ଗୁଜୁରାତି
ପ୍ରାୟ ସମସ୍ତଙ୍କ ଘରେ ଗୁଜୁରାତିର ବ୍ୟବହାର କରାଯାଉଥିବା ଦେଖାଯାଏ । କିନ୍ତୁ ଏହାର ଔଷଧୀୟ ଗୁଣ ସମ୍ପର୍କରେ ସମସ୍ତଙ୍କୁ ଜଣା ନ ଥାଏ । ଏହା ହଜମ ଶକ୍ତି ବୃଦ୍ଧି କରିବା ସହ ଶରୀରରେ କୋଲେଷ୍ଟରଲ ସ୍ତର କମ୍ କରିଥାଏ ବୋଲି…
ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ବୁଲାଇ ନେବା ବାହାନାରେ ଗର୍ଭ ନଷ୍ଟ
କୁଚିଣ୍ଡା,୨୭ା୨: ବିବାହ ପ୍ରତିଶ୍ରୁତି ଦେଇ ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ଜଣେ ନାବାଳିକା ଗର୍ଭବତୀ ହୋଇଥିଲେ। ପରେ ନାବାଳିକା ବିବାହ ପାଇଁ ଜିଦି କରିଥିଲେ। ଏହି ପରିସ୍ଥିତିରେ ପ୍ରେମିକ ହୀରାକୁଦ ବୁଲିବା ବାହାନାରେ ଔଷଧ ଦେଇ ନାବାଳିକାଙ୍କ ଗର୍ଭ ନଷ୍ଟ…
ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର
ସାରସକଣା,୨୭।୨: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୩୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।…
ଖେଳିବେ ୟୁସୁଫ୍, ଜୟସୁରିୟା
ରାୟପୁର,୨୭ା୨: ମାର୍ଚ୍ଚ ୫ରୁ ରାୟପୁରରେ ଖେଳାଯିବାକୁ ଥିବା ରୋଡ୍ ସେଫ୍ଟି ଓ୍ବାଲର୍ଡ ସିରିଜ ପାଇଁ ଭାରତ ଲିଜେଣ୍ଡ୍ସ ଦଳରେ ପୂର୍ବତନ କ୍ରିକେଟର ୟୁସୁଫ୍ ପଠାନ, ନମନ ଓଝା ଓ ବିନୟ କୁମାର ସ୍ଥାନ ପାଇଛନ୍ତି। ଏହି ୩ଜଣ ନିକଟରେ ସେମାନଙ୍କ ଅବସର…
ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ ଫେରିଲେ ବିସ୍ଫୋରକ ବ୍ୟାଟ୍ସମ୍ୟାନ
ସେଣ୍ଟଜନ୍ସ,୨୭ା୨: ମାର୍ଚ୍ଚ ୩ରୁ ହେବାକୁଥିବା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳ ଘୋଷଣା କରାଯାଇଛି। ଭେଟେରାନ ବ୍ୟାଟ୍ସମ୍ୟାନ କ୍ରିସ୍ ଗେଲ୍ ପାଖାପାଖି ଦୁଇ ବର୍ଷ ପରେ ପ୍ରଥମ ଥର ଦଳରେ ସ୍ଥାନ ପାଇଛନ୍ତି।…
ସ୍ବାମୀଙ୍କର ଏହି ପଦିଏ କଥାରେ ଭିଡିଓ ପ୍ରସ୍ତୁତ କରି ଜୀବନ ହାରିଲେ ସ୍ତ୍ରୀ
ଅହମ୍ମଦାବାଦ,୨୭।୨: ଅହମ୍ମଦାବାଦର ଆୟେଶା ନାମକ ଜଣେ ମହିଳା ଆତ୍ମହତ୍ୟା ପୂର୍ବରୁ ଭିଡିଓ ଏକ ପ୍ରସ୍ତୁତ କରିଥିଲେ। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ସେ ତାଙ୍କ ପରିବାରକୁ ମେସେଜ ଦେଇଛନ୍ତି। ଖାଲି ଏତିକି ନୁହେଁ ଆତ୍ମହତ୍ୟା ପୂର୍ବରୁ ନିଜ…
୧୫ ଦିନ ବଢ଼ିଲା ନାଇଟ୍ କର୍ଫ୍ୟୁ
ଅହମ୍ମଦାବାଦ,୨୭।୨: କୋଭିଡ୍-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଗୁଜରାଟ ସରକାର ଅହମ୍ମଦାବାଦ ସମେତ ରାଜ୍ୟର ୪ଟି ପ୍ରମୁଖ ସହରରେ ରାତ୍ର କର୍ଫ୍ୟୁକୁ ଆଉ ୧୫ ଦିନ ପାଇଁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅହମ୍ମଦାବାଦ, ସୁରଟ, ଭଦୋଦରା ଏବଂ ରାଜକୋଟରେ…
ସନି ଲିଓନଙ୍କ ପାଖରେ ରହିଛି ଏସବୁ ଦାମୀ ଗାଡ଼ି
ମୁମ୍ବାଇ: ସନି ଲିଓନଙ୍କୁ କିଏ ବା ନ ଜାଣେ। ପିଲାଙ୍କଠାରୁ ଆରମ୍ଭ କରି ଯୁବପିଢ଼ି ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ଉଣା ଅଧିକେ ଜାଣିଛନ୍ତି। ତାଙ୍କ ଗୀତ ହେଉ କି ଫିଲ୍ମ ପ୍ରାୟ ସମସ୍ତେ ଦେଖିଥାନ୍ତି। ବିଶେଷକରି ସନି ପର୍ନଷ୍ଟାର ଭାବେ ଜଣାଶୁଣା।…
ଯାତ୍ରାକୁ ମିଳିଲା ଅନୁମତି
ଭୁବନେଶ୍ୱର,୨୭।୨: କୋଭିଡ୍-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମାର୍ଚ୍ଚ ପାଇଁ ଗାଇଡ୍ଲାଇନ ଜାରି କରିଛନ୍ତି। ଅଞ୍ଚଳରେ ସଂକ୍ରମଣକୁ ଦେଖି ଜିଲାପାଳ, ସ୍ଥାନୀୟ ଅଧିକାରୀ ସତର୍କତାର ସହ କଣ୍ଟେନମେଣ୍ଟ ଜୋନ କରିପାରିବେ। ଜନସାଧାରଣଙ୍କୁ ସଚେତନ କରିବାକୁ ଗାଇଡ୍ଲାଇନରେ ନିର୍ଦ୍ଦେଶ…
Archives


