ରଥକୁ ବିଜେ ହେଲା ଆଜ୍ଞାମାଳ
ପୁରୀ ଅଫିସ,୧୧ା୭: ସୋମବାର ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଭକ୍ତଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ଏନେଇ ରବିବାର ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହୋଇଛି ଆଜ୍ଞାମାଳ। ସକାଳ ଧୂପ ନୀତି ପରେ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବାହାରିଥିଲା। ତିନି…
ଆଧାର ସାଜିବେ ଆଶା
ଅନୁଗୋଳ ଅଫିସ, ୧୧ା୭: କୋଭିଡ୍ ମହାମାରୀରୁ ଗର୍ଭବତୀଙ୍କୁ ଦିଆଯିବ ସୁରକ୍ଷା। ବୟସ୍କ ଓ ଯୁବବର୍ଗଙ୍କ ପରି ସେମାନଙ୍କର ମଧ୍ୟ ହେବ ଟିକାକରଣ। ହେଲେ ଏଥିପାଇଁ ଅନ୍ଲାଇନ୍ କି ଅଫ୍ ଲାଇନ୍ରେ ପଞ୍ଜୀକରଣ କରିବାକୁ ପଡ଼ିବ ନାହିଁ। ଆଧାର କାର୍ଡ ଧରି ଅଧରାତିରୁ…
ମହାପ୍ରଭୁଙ୍କ ପାଇଁ ୧୦ ଫୁଟ୍ର ଧୂପକାଠି
ପୁରୀ ଅଫିସ, ୧୧।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଜଣେ ଭକ୍ତ କର୍ନାଟକ ଜିଲାର ମହୀଶୂରରୁ ୧୦ଫୁଟ ଧୂପକାଠି ଆଣିଛନ୍ତି। ସେ ଭକ୍ତ ହେଉଛନ୍ତି ଠାକୁରମୁଣ୍ଡାସ୍ଥିତ ଆଶ୍ରମରେ ଥିବା ଭୈରବାନନ୍ଦ ସରସ୍ବତୀ ମହାରାଜ। ସେ କିଛିବର୍ଷ ହେବ ମହାପ୍ରଭୁଙ୍କ ନିକଟରେ ଧୂପକାଠି ସେବା…
ମେଗା ବଦଳରେ ମିନି ଷ୍ଟିଲ୍ ପ୍ଲାଣ୍ଟ
କେନ୍ଦୁଝର, ୧୧।୭(ଡି.ଏନ୍.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲାର ବଡବିଲ ତହସିଲ ଅନ୍ତର୍ଗତ କାରାଖେଣ୍ଡରାଠାରେ ଥିବା ରୁଙ୍ଗ୍ଟା ମାଇନ୍ସର ପୁର୍ବରୁ ଅବସ୍ଥିତ ଏକ ସ୍ପଞ୍ଜ ଆଇରନ କାରଖାନାକୁ ଷ୍ଟିଲ୍ ପ୍ଲାଣ୍ଟରେ ପରିଣତ କରିବା ପାଇଁ ଗତ ଦୁଇଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।…
୧୨ଶହ କୋଟିର ଜାଲିଆତି ଧରାପଡ଼ିଲା
ନୂଆଦିଲ୍ଲୀ,୧୧।୭: ଆନ୍ଧ୍ରପ୍ରଦେଶର ଅଗ୍ରଣୀ ଘରୋଇ ସଂସ୍ଥା ରାମ୍କୀ ଗ୍ରୁପ୍ ଅଫ୍ କମ୍ପାନିଜ୍ ପ୍ରାୟ ୧୨୦୦ କୋଟିର ମିଥ୍ୟା ଦସ୍ତାବିଜ ପ୍ରସ୍ତୁତ କରି ଟିକସ ଫାଙ୍କିବା ପାଇଁ ବାଟ କରିଥିଲା। ସଂସ୍ଥାର ଏଭଳି ଆଚରଣ ଯୋଗୁ ଆୟକର ବିଭାଗ ସନ୍ଦେହ ପ୍ରକଟ କରି…
୧୨ରୁ ବିଭିନ୍ନ ସହରରେ ଗଡ଼ିବ ସ୍ବତନ୍ତ୍ର ଟ୍ରେନ
ନୂଆଦିଲ୍ଲୀ,୧୧।୭: ଭାରତୀୟ ରେଳ ପକ୍ଷରୁ ପଶ୍ଚିମ ଭାରତର ରେଳଯାତ୍ରୀଙ୍କ ସୁବିଧାକୁ ନଜରରେ ରଖି ଗୁଜୁରାଟ, ରାଜସ୍ଥାନ ଓ ଜାମ୍ମୁକାଶ୍ମୀର ଭଳି ଅନେକ ସହରରେ ସ୍ପେଶାଲ ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତି ନେଇଛି। ଏହି ଟ୍ରେନ ଗୁଡିକ ଜୁଲାଇ ୧୨ ତାରିଖରୁ ଚାଲିବ…
ବ୍ଲାକ୍ ସ୍ବାନ୍ ଅଡିଶନ: ଓଡ଼ିଶା ପାଇଁ ଗୌରବ ଆଣିଲେ ଓଡ଼ିଶାର ଶ୍ରେୟା
ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ଶ୍ରେୟା ଲେଙ୍କା। ଝାରସୁଗୁଡ଼ାର ୧୭ ବର୍ଷୀୟା ଶ୍ରେୟା ଦକ୍ଷିଣ କୋରିଆରେ ଥିବା କେ-ପପ୍ ଗର୍ଲ ଗ୍ରୁପ୍ ‘ବ୍ଲାକ୍ ସ୍ବାନ୍’ରେ ସାମିଲ ହେବା ପାଇଁ ୨୩ଜଣ ଫାଇନାଲିଷ୍ଟଙ୍କ…
ଜୟଦେବ ବିହାର-ନନ୍ଦନକାନନ ବିକଳ୍ପ ରାସ୍ତା ନିର୍ମାଣ: ୩ ମାସରେ ସାରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ସହରରେ ଜନସଂଖ୍ୟା ବଢୁଥିବାରୁ ଟ୍ରାଫିକ୍ ସମସ୍ୟା ଦିନକୁ ଦିନ ଅସମ୍ଭାଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ସ୍ଥାନରେ ସମାନ୍ତରାଳ ରାସ୍ତା ନିର୍ମାଣ କରାଯାଉଛି। ଜୟଦେବବିହାରରୁ ନନ୍ଦନକାନନ ମଧ୍ୟରେ ଟ୍ରାଫିକ୍ ସମସ୍ୟା ବଢୁଥିବାରୁ ଆଉ ଏକ ରାସ୍ତା…
୫ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟ୍ରପ୍ ଲାଇନ୍ ସକ୍ରିୟ ରହିଛି। ବର୍ତ୍ତମାନ ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ଲଘୁଚାପ ରେଖା ଉତ୍ତରପଶ୍ଚିମ ରାଜସ୍ଥାନରୁ ଓଡ଼ିଶା ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହାଛଡ଼ା ଉପକୂଳ ଓଡ଼ିଶାର ସମୁଦ୍ର ପତ୍ତନଠାରୁ ୨.୧…
ସିସିଟିଭି ନଜରରେ ବଡ଼ଦାଣ୍ଡ
ପୁରୀ ଅଫିସ,୧୧।୭: ଆଉ ୨ଦିନ ପରେ ମହାପ୍ରଭୁଙ୍କ ରଥଯାତ୍ରା। ଶୃଙ୍ଖଳିତ ରଥଯାତ୍ରା କରିବା ଉଦ୍ଦେଶ୍ୟରେ ଶନିବାର ଆଇନ ଶୃଙ୍ଖଳା ବିଭାଗର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଏଡିଜି) ଆର୍. କେ. ଶର୍ମା ଚୂଡ଼ାନ୍ତ ସ୍ଥିତି ସମୀକ୍ଷା କରିଛନ୍ତି। ଏ ନେଇ ପୋଲିସ ପ୍ରଶାସନ ପକ୍ଷରୁ…
ବିବାହ ପୂର୍ବରୁ ଜୀବନସାଥୀଙ୍କ ବିଷୟରେ ଜାଣିନିଅନ୍ତୁ ଏହି ୫ କଥା, ନଚେତ..
ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା ଲାଗି ମଧ୍ୟ ବହୁତ ସହାୟକ ହୋଇଥାଏ। ଚାଣକ୍ୟ ନୀତିରେ ଗୃହସ୍ଥ ଜୀବନର ଛୋଟରୁ ବଡ଼…
ଆଜି କରୋନା ନେଲା ସର୍ବାଧିକ ମୁଣ୍ଡ: ଆଖି ବୁଜିଲେ ୬୫ ଆକ୍ରାନ୍ତ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଆଜି ସର୍ବାଧିକ ୬୫ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୧୪ ଆକ୍ରାନ୍ତ ଥିବା ବେଳେ ପୁରୀ-କେନ୍ଦୁଝର-ବରଗଡ଼ରୁ ୬ ଲେଖାଏ ରହିଛନ୍ତି। ସେହିଭଳି ଅନୁଗୋଳ-ମୟୂରଭଞ୍ଜରୁ ୫ ଲେଖାଏ, ନୟାଗଡ଼ରୁ ୪, ସୁନ୍ଦରଗଡ଼-କେନ୍ଦ୍ରାପଡ଼ା-ଗଞ୍ଜାମରୁ ୩ ଲେଖାଏ,…

