ପୋଷ୍ୟ ସନ୍ତାନ ଗ୍ରହଣ ସତ୍ତ୍ୱେ ସ୍ତ୍ରୀଙ୍କୁ ଝାଡ଼ପତ୍ର ଦେଇଥିଲେ ଏହି ପ୍ରସିଦ୍ଧ ନିର୍ମାତା
୧୯୫୨ ମସିହା ୨୭ ଫେବୃୟାରୀରେ ବଲିଉଡ୍ ଫିଲ୍ମ ନିର୍ମାତା ପ୍ରକାଶ ଝା ବିହାରରେ ଜନ୍ମଗ୍ରହଣ କରିଥିଲେ। ସେ ବଲିଉଡ୍କୁ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଛନ୍ତି। ଏହି ଅବସରରେ ତାଙ୍କ ବ୍ୟକ୍ତିଗଜ ଜୀବନ ସମ୍ପର୍କିତ ଜାଣନ୍ତୁ କିଛି କଥା । ପ୍ରକାଶ…
ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ଏଚ୍ଆଇଭି ସଂକ୍ରମିତ, ଗଞ୍ଜାମ ଜିଲାପାଳ କଲେ କନ୍ୟାଦାନ; ମୁଖ୍ୟମନ୍ତ୍ରୀ ଦେଲେ ଆଶୀର୍ବାଦ
ବ୍ରହ୍ମପୁର ଅଫିସ,୨୭।୨: ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଶ୍ରଦ୍ଧାସଞ୍ଜିବନୀ ନାମକ ଶିଶୁଗୃହରେ ଶନିବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଏହି ବିବାହ କାର୍ଯ୍ୟରେ ସହଯୋଗର ହାତ ବଢ଼ାଇଛି ଜିଲା ପ୍ରଶାସନ। ଖାଲି ସେତିକି ନୁହେଁ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କନ୍ୟାପିତା…
ରାଜ୍ୟରେ ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବଧିକ
ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୩୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ମିଳିବ କରୋନା ଟିକା: ଜାଣନ୍ତୁ ପାଇବେ କେଉଁଠି
ଭୁବନେଶ୍ୱର, ୨୭।୨(ବ୍ୟୁରୋ): ମାର୍ଚ୍ଚ ୧ରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୬୦ ବର୍ଷ ବୟସ୍କରୁ ଅଧିକ ଓ ବହୁବିଦ୍ଧ ରୋଗାକ୍ରାନ୍ତ ଥିବା ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ମୋଟ…
ଐତିହାସିକ ପୋତାଗଡ଼ ମୁଖ୍ୟ ଫାଟକରେ ତାଲା, ପର୍ଯ୍ୟଟକ ନିରାଶ
ଗଞ୍ଜାମ,୨୭।୨(ଡି.ଏନ୍.ଏ.) ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ମୁଖ୍ୟ ଗେଟରେ ତାଲା ପଡ଼ିଥିବା ଶନିବାର ଦେଖିବାକୁ ମିଳିଛି । ଯାହା ଫଳରେ ପୋତାଗଡ଼ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ନିରାଶ ହେଉଛନ୍ତି । ଏଥିସହିତ ସକାଳ ଓ ସନ୍ଧ୍ୟାରେ ସ୍ଥାନୀୟ ଅଞ୍ଚଳ ଛାତ୍ରମାନେ ଖେଳକୁଦ,…
ଜମ୍ମୁ ଶାନ୍ତି ସମ୍ମିଳନୀରେ ରାଜ ବବର କହିଲେ ଆମେ ଜି ୨୩ ନୁହେଁ ଗାନ୍ଧୀ ୨୩
ଜମ୍ମୁ,୨୭ ।୨: ଜମ୍ମୁରେ ଆୟୋଜିତ ଶାନ୍ତି ସମ୍ମିଳନୀରେ ଯୋଗ ଦେଇଥବା କଂଗ୍ରେସ ନେତା ରାଜ ବବର କହିଛନ୍ତି ଆମକୁ ଜି-୨୩ କହୁଛନ୍ତି ହେଲେ ମୁଁ କହୁଛି ଆମେ ଗାନ୍ଧୀ ୨୩ । ମହାତ୍ମା ଗାନ୍ଧୀଙ୍କ ବିଶ୍ୱାସ, ସଂକଳ୍ପ ଓ ଚିନ୍ତାଧାରା ସହ…
କଂଗ୍ରେସ ସବୁ ଧର୍ମକୁ ସମ୍ମାନ ଦିଏ: ଆଜାଦ୍
ଜମ୍ମୁ,୨୭।୨: ଦେଶର ସମସ୍ତ ଲୋକଙ୍କ ହିତ ପାଇଁ କାମ କରିବାକୁ କଂଗ୍ରେସ ସର୍ବଦା ତତ୍ପର। ଦଳ ସବୁ ଧର୍ମକୁ ସମ୍ମାନ ଦେଇଥାଏ। କଂଗ୍ରେସ ସମ୍ମୁଖରେ ସଭିଏଁ ସମାନ ବୋଲି ଜମ୍ମୁରେ ଆୟୋଜିତ ହୋଇଥିବା ୨ ଦିନିଆ ଶାନ୍ତି ସମ୍ମିଳନୀରେ କଂଗ୍ରେସର ବରିଷ୍ଠ…
ଚିତ୍ରକାର ହେବାକୁ ଚାହୁଁଥିଲେ, ଫିଲ୍ମ ନିର୍ମାତା ହୋଇଗଲେ ପ୍ରକାଶ ଝା
ବଲିଉଡ୍ ଫିଲ୍ମ ନିର୍ମାତା ପ୍ରକାଶ ଝା ୨୭ ଫେବୃୟାରୀ ୧୯୫୨ରେ ବିହାରରେ ଜନ୍ମଗ୍ରହଣ କରିଥିଲେ। ସେ ଗଙ୍ଗା ଜଳ, ରାଜନୀତି ଏବଂ ସତ୍ୟଗ୍ରାହ ପରି ସୁପରହିଟ୍ ଫିଲ୍ମ ନିର୍ମାଣ କରିଛନ୍ତି। ସେ ସୈନିକ ସ୍କୁଲ ତିଲାଇୟା ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ବୋକାରୋରେ…
କୃଷକ କରିବେ ସାଇକେଲ ରାଲି: କନ୍ୟାକୁମାରୀରୁ କଶ୍ମୀର
ନୂଆଦିଲ୍ଲୀ,୨୭।୨: କୃଷି ଆଇନ ବିରୋଧରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ଦେଶର ପ୍ରତି ଲୋକଙ୍କୁ ଆନ୍ଦୋଳନ ସମ୍ପର୍କରେ ଅବଗତ କରାଇବା ପାଇଁ କୃଷକମାନଙ୍କ ପକ୍ଷରୁ କନ୍ୟାକୁମାରୀଠାରୁ କଶ୍ମୀର ପର୍ଯ୍ୟନ୍ତ ଦୀର୍ଘ ୮,୩୦୮ କିଲୋମିଟରର ସାଇକେଲ ରାଲି କରାଯିବା…
ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବିଦେଶକୁ ବିମାନ ସେବା ବାତିଲ
ନୂଆଦିଲ୍ଲୀ,୨୭ ।୨: କରୋନା ମହାମାରୀ ସଂକ୍ରମଣ ଦେଶରେ ଲଗାତାର ଭାବେ ବଢି ଚାଲିଥିବା ବେଳେ ଏବେ ଅନ୍ତରାଷ୍ଟ୍ରୀୟ ବିମାନ ସେବା ଉପରେ ରୋକ ଲାଗିଛି । ଡାଇରେକ୍ଟର ଜେନରାଲ ଅଫ୍ ସିଭିଲ ଆଭିଏଶନ(ଡିଜିସିଏ) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ ୩୧…
ଦିଶାଙ୍କ ସହ ବୁଲିବାକୁ ବାହାରିଲେରାହୁଲ: ବୁକ୍ କଲେ ପ୍ରାଇଭେଟ ହେଲିକପ୍ଟର
ରିଆଲିଟି ଶୋ’ ‘ବିଗ ବସ୍-୧୪’ର ରନର୍ ଅପ୍ ହୋଇଥିବା ରାହୁଲ ବୈଦ୍ୟ ବିଗ ବସ୍ ଘର ଉକ୍ତ ସମୟରେ ନିଜର ଭଲ ଇମେଜ୍ ସୃଷ୍ଟି କରିପାରିଥିଲେ। ରାହୁଲ ହୁଏତ ଟାଇଟଲ ଜିତି ନ ଥିଲେ, କିନ୍ତୁ ସେ ଲୋକଙ୍କ ହୃଦୟ ଜିତିପାରିଥିଲେ।…
ବଡ଼ ଝିଅର ଜୀବନ ବଞ୍ଚାଇବାକୁ ସାନକୁ ୧୦ ହଜାରରେ ବିକିଲେ ମା’ବାପା
ପ୍ରତ୍ୟେକ ମଣିଷ ପାଇଁ ତାର ସମସ୍ତ ସନ୍ତାନ ସମାନ ହୋଇଥାନ୍ତି। କିନ୍ତୁ ଦରିଦ୍ର ଆଗରେ ବ୍ୟକ୍ତି ଅସହାୟ ହୋଇପଡ଼ନ୍ତି। ଏମିତି କିଛି ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶର ନେଲ୍ଲୋରରେ। ଏକ ଦମ୍ପତ୍ତି ସେମାନଙ୍କର ବଡ଼ ବର୍ଷ (୧୬ ବର୍ଷ)ର ଚିକିତ୍ସା ପାଇଁ ସାନ…
Archives


