ସଜ ହେଲେଣି କମଲ ହାସନ
ଚେନ୍ନାଇ,୨୭ ।୨: ନିର୍ବାଚନ କମିଶନଙ୍କ ଦ୍ୱାରା ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଆଉ ଶନିବାର ସବୁଠି ଦେଖିବାକୁ ମିଳିଲାଣି ନିର୍ବାଚନୀ ସଜବାଜ । ସବୁ ରାଜନୈତିକ ଦଳ ଭୋଟରଙ୍କୁ…
ଆନ୍ଧ୍ରକୁ ବାଲି ଚୋରା ଚାଲାଣ: ୧୯ ଟ୍ରକ୍କୁ ଧରିଲା ପୋଲିସ
ଛତ୍ରପୁର,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ନଦୀରୁ ଆନ୍ଧ୍ରକୁ ବାଲି ଚୋରା ଚାଲାଣ ବେଳେ ମଧ୍ୟରାତିରେ ୧୯ଟି ବାଲି ବୋଝେଇ ଟ୍ରକ୍କୁ ପୋଲିସ ଜବତ କରିଛିି। ନିୟମିତ ଏଠାର କେତେକ ବାଲି ମାଫିଆ ଆନ୍ଧ୍ରକୁ ବାଲି ଚୋରାଚାଲାଣ କରିଆସୁଥିଲେ ହେଁ ପ୍ରଶାସନ କୌଣସି…
ଧାନବସ୍ତା ରଖି ରାସ୍ତା ଅବରୋଧ କଲେ ଚାଷୀ
ବନ୍ତ,୨୭।୨(ସ୍ବ.ପ୍ର.): ଭଦ୍ରକ-ଆନନ୍ଦପୁର ୫୩ ନଂ ରାଜ୍ୟ ରାଜପଥର ବସନ୍ତିଆଠାରେ ଶନିବାର ଚାଷୀମାନେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ବସନ୍ତିଆ ସମବାୟ ସମିତିରେ ବିକ୍ରି ଧାନ ବସ୍ତା ପଡି ରହିଥିବା ବେଳେ ଟୋକନ ଅଭାବରୁ ଧାନ ଉଠାଇବାରେ ବିଳମ୍ବ ପ୍ରତିବାଦରେ ଏହି…
ମହୋତ୍ସବ ଲାଗି ସଜେଇ ହେଉଛି ଐତିହାସିକ ଜଉଗଡ଼
ପୁରୁଷୋତ୍ତମପୁର,୨୭।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପାଣ୍ଡିଆ ଗ୍ରାମରେ ଥିବା ଐତିହାସିକ କଳିଙ୍ଗ ସମ୍ରାଟ ଅଶୋକଙ୍କ ଦ୍ୱାରା ଲିଖିତ ଅନୁଶାସନ ଜଉଗଡ଼ ମହୋତ୍ସବ ଲାଗି ସଜେଇ ହୋଇଛି। ଏହା ଦୀର୍ଘ ବର୍ଷ ଧରି ପରିତ୍ୟକ୍ତ ଓ ଅବହେଳିତ ଅବସ୍ଥାରେ ପଡ଼ିରହିଥିବା…
ବାଇକ ଉପରେ ପଡ଼ିଲା ଗଛ: ଶିଶୁପୁତ୍ର ମୃତ
ଯାଜପୁର ଅଫିସ,୨୭।୨: ଯାଜପୁର ଟାଉନ ଥାନା ଅନ୍ତର୍ଗତ ଯୋଡିକୁଅ ଛକ ନିକଟରେ ଶନିବାର ପୂର୍ବାହ୍ନରେ ଗଛ ଡାଳପଡି ଜଣେ ୩ ବର୍ଷର ଶିଶୁଙ୍କ ମୃତ୍ୟୁ ଘଟିଛି। ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଦର୍ଶନ ସାରି ଭଦ୍ରକ ଜିଲା ଆଗରପଡ଼ାର ଆଡ଼ିଆ…
ସନ୍ଧାନୀ କୁକୁରକୁ ରାଜକୀୟ ବିଦାୟ
ନାସିକ,୨୭।୨: ଚାକିରିରୁ ଅବସର ନେବା ସମୟରେ ବିଦାୟ ଉତ୍ସବର ଆୟୋଜନ କରାଯାଇଥାଏ। ନାସିକ ପୋଲିସ ବିଭାଗରେ ଗତ ୧୧ ବର୍ଷ ଧରି କାର୍ଯ୍ୟ କରୁଥିବା ସ୍ପାଇକ୍ ନାମକ ସନ୍ଧାନୀ କୁକୁରକୁ ଫେବୃୟାରୀ ୨୪ରେ ରାଜକୀୟ ବିଦାୟ ଦିଆଯାଇଛି। ବମକ ଡିଟେକଶନ୍ ଆଣ୍ଡ…
ଆମ୍ମାଙ୍କ ବିନା ଏଥର ହେବ ତାମିଲନାଡୁ ନିର୍ବାଚନ: ଅଣ୍ଟା ଭିଡିଲାଣି ଭାଜପା
ଚେନ୍ନାଇ,୨୭ ।୨: ଏଥର ତାମିଲନାଡୁ ବିଧାନସଭା ନିର୍ବାଚନ ନୂଆ କଳେବର ନେଇ ସାମ୍ନାକୁ ଆସିବ ବୋଲି ଆଲୋଚନା ହେଉଛି । ଏଥର ନିର୍ବାଚନରେ ଦଶକ ଦଶକ ଧରି ନିଜର ଉପସ୍ଥିତି ଜାହିର କରୁଥିବା କରୁନାନିଧି ଥିବେ ନା ତାଙ୍କ ବିରୋଧି ଜୟାଲଳିଥା…
ନିକଟସ୍ଥ ଜଙ୍ଗଲରୁ ଉଡ଼ିଆସିଲା ନିଆଁ ଝୁଲ: ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା
ବୁଗୁଡ଼ା, ୨୭।୨: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ କରଚୁଲି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ପରିବାରଙ୍କ ୪ ବଖରା ଜଳିପୋଡି ପାଉଁଶ ହୋଇଯାଇଛି। ପ୍ରକାଶ ଯେ, ନିକଟସ୍ଥ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ସେଠାରୁ ନିଆଁ ଝୁଲ…
ଋଣ ଯୋଗାଣ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭।୨: ଅଗ୍ରାଧିକାର କ୍ଷେତ୍ରକୁ ଋଣ ଯୋଗାଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସମୀକ୍ଷା କରିଛନ୍ତି। ଏ କ୍ଷେତ୍ରରେ ଉତ୍ତମ ସମନ୍ବୟ ଲାଗି ସେ ବ୍ୟାଙ୍କ ଏବଂ ଜିଲା ସ୍ତରୀୟ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଭର୍ଚୁଆଲ ପ୍ଲାଟଫର୍ମରେ ହୋଇଥିବା ଏହି କାର୍ଯ୍ୟକ୍ରମରେ…
ଓଡ଼ିଶା ଇ-ବିଧାନସଭାକୁ ପ୍ରଶଂସା
ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଦେଶର ୨୮ ବିଧାନସଭା ଏବଂ ୮ ବିଧାନ ପରିଷଦ କାର୍ଯ୍ୟ ସମ୍ପାଦନରେ କମ୍ପ୍ୟୁଟର ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ଅଧିକରୁ ଅଧିକ ଉପଯୋଗ କରିବାକୁ ନିଷ୍ପତ୍ତି ହୋଇଛି। ଏହି ପରିପ୍ରେକ୍ଷୀରେ ନୂଆଦିଲ୍ଲୀ ପାର୍ଲାମେଣ୍ଟ ହାଉସ ପରିସରରେ ପ୍ରିଜାଇଡିଂ…
୨୧ ବର୍ଷରେ ବିବାହ ନ କରି ମା’ ହୋଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
୯୦ ଦଶକର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନ ଏବେ ବଲିଉଡ୍ଠାରୁ ଦୂରେଇ ଯାଇଥିଲେ ମଧ୍ୟ ଛୋଟ ପରଦାର ରିଆଲିଟି ଶୋ’ରେ ତାଙ୍କୁ ଅଧିକାଂଶ ସମୟରେ ଦେଖିବାକୁ ମିଳୁଛି। ଫିଲ୍ମଠାରୁ ଦୂରେଇ ସେ ନିଜ ପରିବାର ଓ ପିଲାମାନଙ୍କ ଦେଖାଶୁଣା କରୁଛନ୍ତି। ଏକ…
ବୋନ୍ ଟ୍ୟୁମର କୁନିଙ୍କୁ ସବ୍ୟସାଚୀଙ୍କ ସହାୟତା
ପୁରୀ ଅଫିସ,୨୭।୨: ପୁରୀ ସଦର ବ୍ଲକ୍ ବାଲିପଡ଼ାର କୁନି ପଣ୍ଡା ବୋନ୍ ଟ୍ୟୁମରରେ ପୀଡ଼ିତ ହୋଇ ଯନ୍ତ୍ରଣାରେ ରହୁଥିଲେ। ୨୪ ବର୍ଷ.ବୟସର କୁନିର ଏହି ଦୁଃଖର ଭିଡିଓ ସୋସିଆଲ ମିଡିଆରେ ଦେଖିବା ପରେ ଓଲିଉଡ ଅଭିନେତା ସବ୍ୟସାଚୀ ମହାପାତ୍ର ସହାୟତାର ହାତ…
Archives


