Home Left

ପୁଣି ଆଇସୋଲେଶନ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ରାଜ୍ୟକୁ ପୁଣି ଫେରିଛି କୋଭିଡ୍‌ କଟକଣା ‘ହୋମ୍‌ ଆଇସୋଲେଶନ’ ପ୍ରକ୍ରିୟା। ୧୧ ରାଜ୍ୟ ଏବଂ ଚଣ୍ଡିଗଡ଼ରୁ ଫେରୁଥିବା ପ୍ରବାସୀଙ୍କ ଲାଗି ଏହି କଟକଣା ଲାଗୁ ହୋଇଛି। ୧୧ ରାଜ୍ୟ ହେଲା ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଛତିଶଗଡ଼, ମଧ୍ୟପ୍ରଦେଶ, ତେଲଙ୍ଗାନା,…

ଆନ୍ଧ୍ରରେ ଗଧବଂଶ ଲୋପ ପାଇବା ଆଶଙ୍କା

ହାଇଦ୍ରାବାଦ୍‌,୨୭।୨: ଆନ୍ଧ୍ରପ୍ରଦେଶରେ ଗଧବଂଶ ଲୋପ ପାଇବା ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ମାଂସ ପାଇଁ ଗଧହତ୍ୟା କରାଯାଉଛି। ଭାରତୀୟ ଖାଦ୍ୟ ଏବଂ ମାନକ ପ୍ରାଧିକରଣ ଅନୁସାରେ ଗଧ ପ୍ରଜାତିଙ୍କୁ ଖାଦ୍ୟ ପ୍ରାଣୀ ଅନ୍ତର୍ଗତ ପଞ୍ଜିକୃତ କରାଯାଇ ନାହିଁ। ତେଣୁ ଗଧ ହତ୍ୟା…

ଜୀବନସାଥୀଙ୍କ ବିରୋଧରେ ବାରମ୍ବାର ଅଭିଯୋଗ ଛାଡପତ୍ରର କାରଣ ହୋଇପାରେ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୭।୨: ଦାମ୍ପତ୍ୟ ଜୀବନରେ ସୃଷ୍ଟି ହେଉଥିବା ଅଶାନ୍ତି ନେଇ ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଜଣେ ଜୀବନସାଥୀଙ୍କ ବିରୋଧରେ ଅନ୍ୟ ଜଣେ ବାରମ୍ବାର ଅଭିଯୋଗ ଆଣିବା ଅବା ତାଙ୍କୁ ତିରସ୍କାର କରିବା ଅନୁଚିତ। ଏହାଦ୍ୱାରା…

ଖାଶୋଗୀ ହତ୍ୟାରେ ଏମ୍‌ବିଏସ୍‌ଙ୍କ ବିମାନ

ଓ୍ବାଶିଂଟନ, ୨୭।୨: ଓ୍ବାଶିଂଟନ ପୋଷ୍ଟର ସ୍ତମ୍ଭକାର ଜମାଲ ଖାଶୋଗୀ ହତ୍ୟାକାଣ୍ଡ ସହ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ (ଏମ୍‌ବିଏସ୍‌) ସମ୍ପୃକ୍ତ ଥିବା ନେଇ ନୂଆ ରିପୋର୍ଟ ପ୍ରକାଶ ପାଇବା ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ସାଉଦି…

ଲିଜିଆ ୟୁଏନ୍‌ଇପି ମୁଖ୍ୟ

ଜାତିସଂଘ, ୨୭।୨: ଭାରତୀୟ ଅର୍ଥନୀତିଜ୍ଞ ଲିଜିଆ ନୋରୋନ୍‌ହାଙ୍କୁ ଜାତିସଂଘ ପରିବେଶ କାର୍ଯ୍ୟକ୍ରମ (ୟୁଏନ୍‌ଇପି)ସହକାରୀ ମହାସଚିବ ଏବଂ ନ୍ୟୁୟର୍କ କାର୍ଯ୍ୟାଳୟର ମୁଖ୍ୟ ଭାବେ ନିଯୁକ୍ତି ମିଳିଛି। ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ଏହି ପଦବୀରେ ଥିବା…

ଆମେରିକାରୁ ଫେରି ପାହାଡ଼କୁ ସବୁଜ ସୁନ୍ଦର କଲେ ଏହି ଯୁବ ଇଞ୍ଜିନିୟର

ଭୋପାଳ,୨୬।୨: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାର ଦୀପକ ଗୋଏଲ ନାମକ ଜଣେ ଯୁବ ଇଞ୍ଜିନିୟର ଆମେରିକାରେ ଇଲେକ୍ଟ୍ରିକାଲ ଇଞ୍ଜିନିୟର ଥିଲେ। ବର୍ତ୍ତମାନ ସେ ଆମେରିକାରୁ ଫେରି ତାଙ୍କ ସ୍ତ୍ରୀ ଶିଳ୍ପାଙ୍କ ସହ ମିଶି ଏକ ପାହାଡ଼କୁ ସବୁଜ ସୁନ୍ଦର କରିବାରେ ସକ୍ଷମ ହୋଇପାରିଛନ୍ତି।…

ଆଇପିଏଲ-୧୪: କୋଲକାତା, ଅହମ୍ମଦାବାଦ ସମେତ ୫ଟି ଭେନ୍ୟୁ ଚୂଡ଼ାନ୍ତ

ମୁମ୍ବାଇ,୨୭।୨: ସମ୍ଭବତଃ ଭାରତରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୪ତମ ସଂସ୍କରଣ ଲାଗି ମୁମ୍ବାଇକୁ ଏପର୍ଯ୍ୟନ୍ତ ଚୂଡ଼ାନ୍ତ କରାଯାଇନାହିଁ। ଲିଗ୍‌ର ସମସ୍ତ ଫ୍ରାଞ୍ଚାଇଜ ସହ ଶୁକ୍ରବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଆଲୋଚନା କରି ଏପ୍ରିଲ…

ଓଜନ ଆଉ ପେଟ କମାଇବ ଏହି ଯୋଗାସନ

ସୁସ୍ଥ ରହିବା ପାଇଁ ଯୋଗାସନ ଜରୁରୀ ଅଟେ। ଫଳକାସନ ଏମିତି ଏକ ଆସନ ଯାହା କରିବା ଦ୍ୱାରା ଓଜନ କମିବା ସହ ପେଟ କମିଥାଏ ବୋଲି ଯୋଗଗୁରୁ ମତ ଦିଅନ୍ତି। ଖାଲି ଏତିକି ନୁହେଁ, ପାଚନ ସମ୍ବନ୍ଧୀୟ ସମସ୍ୟା, ନିଦ୍ରାହୀନତା ହୂର…

ମହିଳାମାନେ ଡେଟ୍‌ରେ ଗଲାବେଳେ ବ୍ୟାଗ୍‌ରେ ରଖନ୍ତୁ ଏହି ଜିନିଷ: ରହିବେ ସୁରକ୍ଷିତ

ବର୍ତ୍ତମାନ ସମୟର ଯୁବପିଢ଼ି ପାର୍ଟନରଙ୍କ ସହିତ ଅଧିକ ସମୟ ବିତାଇବାକୁ ଚାହୁଁଛନ୍ତି। ସେଥିଲାଗି ସେମାନେ ନିଜ ନିଜ ପାର୍ଟନରଙ୍କ ସହ ଡେଟ୍‌ରେ ଯିବାକୁ ପସନ୍ଦ କରିଥାନ୍ତି। ତେବେ ଏହି ଡେଟ୍‌ରେ ଯିବା ସମୟରେ ଝିଅମାନେ କିଛି ଜିନିଷ ନେବାକୁ ଭୁଲି ଯାଇଥାନ୍ତି,…

ଭିନ୍ନ ରହିବେନି ଭିନ୍ନକ୍ଷମ

ଅନୁଗୋଳ ଅଫିସ, ୨୭।୨ ଜନ୍ମରୁ ହେଉ ଅବା ରୋଗ କି ଦୁର୍ଘଟଣା, ବିଭିନ୍ନ କାରଣରୁ ଭିନ୍ନକ୍ଷମ ହୋଇଯାଇଥିବା ବ୍ୟକ୍ତିଙ୍କୁ ଶାରୀରିକ ଭାବେ ସକ୍ଷମ କରାଯିବ। କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଲଗାଇ ସେମାନଙ୍କୁ ସାଧାରଣଙ୍କ ପରି ଜୀବନ ଅତିବାହିତ ପାଇଁ ସୁଯୋଗ ଦିଆଯିବ। ଏଥିନିମନ୍ତେ…

ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ବକ୍ସିଂ: ଦୀପକ କୁମାର ଫାଇନାଲରେ

ନୂଆଦିଲ୍ଲୀ, ୨୭ା୨ (ପି.ଟି.)-ଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନ ଉଜ୍‌ବେକିସ୍ତାନର ସାଖୋବିଦ୍ଦିିିନ ଜୋଇରୋଭଙ୍କ ବିପକ୍ଷରେ ୪-୧ରେ ବିଜୟ ହାସଲ କରି ଏସିଆନ ଗେମ୍ସ ବିଜେତା ଦୀପକ କୁମାର (୫୨କେଜି) ବୁଲ୍‌ଗେରିଆର ସୋଫିଆଠାରେ ଚାଲିଥିବା ୭୨ତମ ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ବକ୍ସିଂ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ…

ହିମାଙ୍କୁ ପୋଲିସ ଡିଏସ୍‌ପି ନିଯୁକ୍ତି

ଗୁଆହାଟୀ, ୨୭ ୨ (ପି.ଟି.)-ଷ୍ଟାର ସ୍ପ୍ରିଣ୍ଟର ହିମା ଦାସ ଆସାମ ପୋଲିସରେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ପଦବୀରେ ନିଯୁକ୍ତି ପାଇଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କଠାରୁ ସେ ନିଯୁକ୍ତିପତ୍ର ଗ୍ରହଣ କରିଛନ୍ତି। ଏହି ଅବସରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ପୋଲିସ ଡିଜିଙ୍କ ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri