ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର
ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ କରିଛି। ଗିରଫ ଆତଙ୍କବାଦୀ ଲସ୍କରର ସ୍ଲିପର ସେଲ୍ ଭାବରେ କାର୍ଯ୍ୟ କରୁଥିଲା। ସେ…
ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…
ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ ବିସ୍ଫୋରକ ବ୍ୟାଟିଂ ମାଧ୍ୟମରେ ଦଳକୁ ଏକ ଧମାକାଦାର ଆରମ୍ଭ ଦେଇଥିଲେ – ଆଘାତ…
କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍, ସେନ୍ସେକ୍ସ ହ୍ରାସ ପାଇ…
ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍ ବଜାର ହ୍ରାସ ପାଇଛି। ବିଏସ୍ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮ ପଏଣ୍ଟ ହ୍ରାସ ପାଇ ୭୨୫୬୫ରେ ପହଞ୍ଚିଛି। ସେହିପରି ନିଫ୍ଟି ମଧ୍ୟ ୨୬୯ ପଏଣ୍ଟ…
ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ
ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ସଞ୍ଜୟ ସରାଓଗୀ ଆଜି (୩୦ ମାର୍ଚ୍ଚ, ୨୦୨୬) ବିହାର…
କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର
ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର ଶେୟାର କରି ସେ ଲେଖିଛନ୍ତି, ‘ଅପାର କୃତଜ୍ଞତା ଏବଂ ପ୍ରେମରେ ପରିପୂର୍ଣ୍ଣ ହୃଦୟ…
ଦ୍ରୁତଗାମୀ ଟ୍ରକ୍ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ
ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ଦ୍ରୁତଗାମୀ ଟ୍ରକ୍ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ…
ଗ୍ୟାସ୍ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା ଅବରୋଧ କରିଛନ୍ତି। ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗ୍ୟାସ ଗୋଦାମରେ ତାଲା…
ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ
ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ, ସେମାନେ ଏବେ ସରକାରୀ ରେକର୍ଡ ମଧ୍ୟରେ ମଧ୍ୟ ସ୍ଥାନ ପାଇବା ଆରମ୍ଭ କରିଛନ୍ତି।…
ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର
ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ ଦୁଇ ଉଠା ଦୋକାନର ସାମଗ୍ରୀ ପୋଡ଼ିଯାଇଛି। ଆଜି ସକାଳୁ ଦୋକାନରେ ନିଆଁ ଜଳୁଥିବା…
ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…
ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ ଚାଲିଛି। ବିଦ୍ୟାଳୟ ଖୋଲିବାର ୧୬ ବର୍ଷ ବିତିଗଲାଣି କିନ୍ତୁ ସ୍ଥାୟୀ କୋଠା ହୋଇପାରୁ…
ଇରାନ-ଆମେରିକା ମଧ୍ୟରେ ହୋଇଗଲା ଡିଲ? କାମ ଦେଲା କି ପାକିସ୍ତାନର ମଧ୍ୟସ୍ଥତା?
ତେହରାନ୍,୩୦।୩: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ଯୋଗୁ, ହର୍ମୁଜ ପ୍ରଣାଳୀ ବନ୍ଦ ରହିଛି, ଯାହା ସିଧାସଳଖ ସାମୁଦ୍ରିକ ଯାତାୟାତକୁ ପ୍ରଭାବିତ କରୁଛି। ଏହି ପରିସ୍ଥିତି ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଅସାଧାରଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…
ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ଦଳର ବରିଷ୍ଠ ନେତା କରୁଛନ୍ତି ଘନଘନ ବୈଠକ
ପାଟ୍ନା,୩୦ା୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ବିଧାନସଭା ପରିଷଦରୁ ଇସ୍ତଫା ଦେବାର ସମ୍ଭାବନାକୁ ନେଇ ସୋମବାର ରାଜନୈତିକ ବାତାବରଣ ବେଶ୍ ସରଗରମ ରହିଛି। ଦଳର ବରିଷ୍ଠ ନେତାମାନେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଘନଘନ ବୈଠକ କରୁଛନ୍ତି। ଉଲ୍ଲେଖନୀୟ ଯେ, ମାର୍ଚ୍ଚ…

